ଅନ୍ତର୍ଜାତୀୟ

ଭୟଙ୍କର ରୂପ ନେଲା ଯୁଦ୍ଧ: ୟୁକ୍ରେନ ଉପରେ ୩ହଜାର କେଜିର ବୋମା ମାଡ଼, ସାରା ବିଶ୍ୱ ସ୍ତବ୍ଧ

ରୁଷିଆ,୧୫।୭: ରୁଷିଆ ଓ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧ ଏବେ ଭୟଙ୍କର ରୂପ ନେଇଛି। ସୋମବାର ରୁଷିଆ ସେନା ୟୁକ୍ରେନର ଜାପୋରିଝିଆ ଅନ୍ତର୍ଗତ ଓରିଖୋଭ ସହର ଉପରେ ୩୦୦୦କେଜି (୩ଟନ୍‌) ଓଜନର ଶକ୍ତିଶାଳୀ ‘ଏଫଏବି-୩୦୦୦’ ଗ୍ଲାଇଡ ବୋମାମାଡ଼ କରିଛି। ‘ସୁଖୋଇ ସୁ-୩୪’…

ଜୋର୍‌ଦାର ହେଲା ଆମେରିକା-ଇରାନ ଯୁଦ୍ଧ: ଭୟରେ ଥରହର ସାରା ବିଶ୍ୱ

ଦୁବାଇ,୧୫ା୭: ଷ୍ଟ୍ରେଟ୍‌ ଅଫ୍‌ ହର୍ମୁଜ୍‌ରେ ସୁରକ୍ଷିତ ଜାହାଜ ଚଳାଚଳ ପାଇଁ ଆମେରିକା ୨୦ ପ୍ରତିଶତ ଟିକସ ଲଗାଇବା ସହ ଇରାନୀୟ ବନ୍ଦରଗୁଡ଼ିକ ଉପରେ ପୁଣିଥରେ ଅବରୋଧ ଲଗାଇବାକୁ ସୋମବାର କହିବା ପରେ ବିଳମ୍ବିତ ରାତିରେ ଆମେରିକୀୟ ସେନା ଇରାନ ଉପରେ ଜୋର୍‌ଦାର…

ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ମଧ୍ୟରେ ଭୀଷଣ ଧକ୍କା: ଚୂରମାର ହେଲା…

ତେହରାନ,୧୪।୭: ହର୍ମୁଜ୍ ପ୍ରଣାଳୀରେ ମଙ୍ଗଳବାର ଏକ ବଡ଼ ଦୁର୍ଘଟଣା ହୋଇଛି । ​​ଏକ ବଲ୍କ କ୍ୟାରିଅର୍ ଅନ୍ୟ ଏକ ଜାହାଜ ସହିତ ଧକ୍କା ହୋଇଛି । ଧକ୍କା ଏତେ ଭୟଙ୍କର ଥିଲା ଯେ ଜାହାଜଗୁଡ଼ିକର କିଛି ଅଂଶ ଭାଙ୍ଗି ପାଣି ପଶିଯାଇଥିଲା…

୧ ବିଲିୟନ ଡଲାର କ୍ଲବରେ ‘ମାଇକେଲ୍‌’

ଲସ୍‌ ଆଞ୍ଜେଲସ୍‌, ୧୪।୭: କିଙ୍ଗ୍‌ ଅଫ୍‌ ପପ୍‌ ଭାବେ ପରିଚିତ ମାଇକେଲ୍‌ ଜ୍ୟାକସନ୍‌ଙ୍କ ଜୀବନୀ ଉପରେ ଆଧାରିତ ଫିଲ୍ମ ‘ମାଇକେଲ୍‌’ ବିଶ୍ୱ ବକ୍ସ ଅଫିସରେ ନୂଆ ରେକର୍ଡ ସୃଷ୍ଟି କରିଛି। ସିନେମାଟି ବିଶ୍ୱବ୍ୟାପୀ ୧ ବିଲିୟନ ଆମେରିକୀୟ ଡଲାର (୧୦୦ କୋଟିରୁ…

ଇରାନକୁ ଶକ୍ତ ଆଘାତ: ମୋଜତାବା ଖାମେନେଇଙ୍କୁ ନେଇ ଆଶ୍ଚର୍ଯ୍ୟଜନକ ଦାବି କଲେ ଟ୍ରମ୍ପ, କହିଲେ -‘୯୦ ପ୍ରତିଶତ ଶେଷ…’

ଓ୍ବାଶିଂଟନ,୧୪।୭: ଆମେରିକା ଅନେକ ଇରାନୀ ଲକ୍ଷ୍ୟସ୍ଥଳ ଉପରେ ଘାତକ ଆକ୍ରମଣ କରି ଅନେକ କ୍ଷତି ପହଞ୍ଚାଇଛି। ଏହାର କଡ଼ା ଜବାବରେ, ଇରାନ ବିଭିନ୍ନ ଉପସାଗରୀୟ ରାଷ୍ଟ୍ର ଉପରେ ଆକ୍ରମଣ କରିଛି ଏବଂ ଆମେରିକୀୟ ସାମରିକ ପ୍ରତିଷ୍ଠାନକୁ କ୍ଷତିଗ୍ରସ୍ତ କରିଛି। ଏହି ସମୟରେ,…

ଆମେରିକା ସହ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଛି ଭାରତ? ପ୍ରତିକ୍ରିୟା ରଖିଲେ ଟ୍ରମ୍ପଙ୍କ ପ୍ରତିନିଧି ସେର୍ଗିଓ ଗୋର୍‌

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୪।୭: ଭାରତ ଦୁଇ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତିକୁ ପ୍ରତ୍ୟାଖ୍ୟାନ କରିଥିବା ରିପୋର୍ଟ ସମ୍ପର୍କରେ ଭାରତ ଏବଂ ଆମେରିକା ଉଭୟ ପକ୍ଷରୁ ବିବୃତ୍ତି ଜାରି କରାଯାଇଛି। ଭାରତର ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ଏହି ରିପୋର୍ଟକୁ ସ୍ପଷ୍ଟ ଭାବରେ ଖାରଜ…

ହର୍ମୁଜ ଦେଇ ଯାଉଥିବା ଜାହାଜ ଉପରେ ୨୦% ଟିକସ ଲଗାଇବା ପାଇଁ ଯୋଜନା ଘୋଷଣା କଲା ଆମେରିକା; ଇରାନ କହିଲା -‘ଟ୍ରମ୍ପ ସମ୍ପୂର୍ଣ୍ଣ ଠିକ…’

ତେହରାନ,୧୪।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ହର୍ମୁଜ ପ୍ରଣାଳୀ ଦେଇ ଯାଉଥିବା ସମସ୍ତ ଜାହାଜ ଉପରେ 20% ଟିକସ ଘୋଷଣା ଉପରେ ଇରାନ ପ୍ରତିଆକ୍ରମଣ କରିଛି। ଇରାନର ବୈଦେଶିକ ମନ୍ତ୍ରୀ ସୟଦ ଆବାସ ଆରାଘଚି ପ୍ରତିକ୍ରିୟା ଦେଇ କହିଛନ୍ତି ଯେ…

ଅଶାନ୍ତ ମିଡଲ ଇଷ୍ଟ: ତେଲ ଟ୍ୟାଙ୍କର ଉପରେ ଆକ୍ରମଣରେ ଭାରତୀୟ ମୃତ

ତେହରାନ,୧୪।୭: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ଏବେ ସମଗ୍ର ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ପରି ମନେ ହେଉଛି। ଏହା ମଧ୍ୟରେ, ସଂଯୁକ୍ତ ଆରବ ଏମିରେଟ୍ସ (UAE) ଦାବି କରିଛି ଯେ ହର୍ମୁଜ ପ୍ରଣାଳୀ ନିକଟରେ ଏହାର ଦୁଇଟି…

ପ୍ୟାରିସ୍‌ ନିକଟତର ହେଲା ଜଙ୍ଗଲ ନିଆଁ

ଆଭୋନ(ଫ୍ରାନ୍ସ),୧୪ା୭: ପଶ୍ଚିମ ୟୁରୋପରେ ପ୍ରଚଣ୍ଡ ଗ୍ରୀଷ୍ମଲହରି ଲାଗିରହିଥିବାବେଳେ ବ୍ୟାପକ ଅଞ୍ଚଳରେ ଜଙ୍ଗଲ ଜଳୁଛି। ସ୍ପେନ୍‌ରେ ଜଙ୍ଗଲ ନିଆଁ ଏପର୍ଯ୍ୟନ୍ତ ୧୩ ଜଣଙ୍କ ଜୀବନ ନେଲାଣି। ସୋମବାର ଏହି ନିଆଁ ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ ଦକ୍ଷିଣ ଭାଗରେ ଥିବା ଐତିହାସିକ ଜଙ୍ଗଲ ଫାଉଣ୍ଟେନ୍‌ବ୍ଲ୍ୟୁକୁ…

‘ଜୁରାସିକ୍‌ ପାର୍କ’ ଅଭିନେତା ସାମ୍‌ ନିଲ୍‌ଙ୍କ ପରଲୋକ

ଓ୍ବେଲିଙ୍ଗଟନ, ୧୪।୭: ହଲିଉଡ୍‌ର ଅଲଟାଇମ୍‌ ସୁପରହିଟ ଫିଲ୍ମ ‘ଜୁରାସିକ୍‌ ପାର୍କ’ ଏବଂ ‘ଦି ପିଆନୋ’ ପାଇଁ ବିଶ୍ୱପ୍ରସିଦ୍ଧ ନ୍ୟୁଜିଲାଣ୍ଡର କିମ୍ବଦନ୍ତୀ ଅଭିନେତା ସାମ୍‌ ନିଲ୍‌ଙ୍କର ୭୮ବର୍ଷ ବୟସରେ ପରଲୋକ ଘଟିଛି। ସୋମବାର ସିଡ୍‌ନୀଠାରେ ତାଙ୍କର ଅପ୍ରତ୍ୟାଶିତ ମୃତ୍ୟୁ ଘଟିଥିବା ତାଙ୍କ ପରିବାର…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ ଦର ବୃଦ୍ଧି ପାଇଛି। ଏଥିସହିତ ବିଶ୍ୱ ଶେୟାର ବଜାରରେ ମଧ୍ୟ ମିଶ୍ର ପ୍ରତିକ୍ରିୟା…

ଭାରତର କିଛି ବି ବିଗାଡ଼ି ପାରିବେନି ଶତ୍ରୁ; ରୁଷିଆ ଦେଲା ଏଭଳି ଅଫର, ଚାଇନା-ପାକିସ୍ତାନ ଶିବିରରେ କମ୍ପନ

ମସ୍କୋ ,୧୩।୭: ଭାରତର ଏୟାର ଡିଫେନ୍ସ ବ୍ୟବସ୍ଥାକୁ ଅଧିକ ଶକ୍ତିଶାଳୀ କରିବା ପାଇଁ ରୁଷିଆ ଏକ ବଡ଼ ପ୍ରସ୍ତାବ ଦେଇଛି। ନିଜର ସବୁଠାରୁ ଆଡଭାନ୍ସ ଏୟାର ଡିଫେନ୍ସ ସିଷ୍ଟମ S-500ର ଟେକ୍ନୋଲୋଜି ଉପରେ ଆଧାର କରି ଭାରତର ‘ପ୍ରୋଜେକ୍ଟ ସୁଦର୍ଶନ ଚକ୍ର’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?