ଆଫଗାନିସ୍ତାନରେ ପ୍ରଳୟଙ୍କାରୀ ବନ୍ୟା: ୩୦୦ ରୁ ଅଧିକ ମୃତ, ହଜାର ହଜାର ଘର ନଷ୍ଟ
ନୂଆଦିଲ୍ଲୀ,୧୧ା୫: ଆଫଗାନିସ୍ତାନରେ ଆସିଥିବା ପ୍ରଳୟଙ୍କାରୀ ବନ୍ୟାରେ ୩୦୦ ରୁ ଉର୍ଦ୍ଧ ଲୋକେ ପ୍ରାଣ ହରାଇଥିଲା ବେଳେ ହଜାର ହଜାର ଘର ନଷ୍ଟ ହୋଇଥିବା ମିଳିତ ଜାତିସଂଘ ଫୁଡ୍ ଏଜେନ୍ସି ଶନିବାର କହିଛି। ଗତ କିଛି ସପ୍ତାହ ମଧ୍ୟରେ ଆଫଗାନିସ୍ତାନରେ ଆସିଥିବା...
ଋତୁସ୍ରାବ ସମୟରେ ଦେୟଯୁକ୍ତ ଛୁଟି ପାଇଁ ଜାତିସଂଘରେ ସ୍ୱର ଉଠାଇଲେ ଓଡ଼ିଆ ଝିଅ
ନୂଆଦିଲ୍ଲୀ,୧୧।୫: ଦେଶରେ ଏବେ ମଧ୍ୟ କେତେକ ଅଞ୍ଚଳରେ ମହିଳାମାନଙ୍କ ମାସିକ ଋତୁସ୍ରାବ ବିଷୟରେ ସଚେତନତା ସୃଷ୍ଟି କରିବାକୁ ଲୋକମାନେ ପଛଘୁଞ୍ଚା ଦେଉଥିଲା ବେଳେ ମିଳିତ ଜାତିସଂଘର ‘ସିଭିଲ୍ ସୋସାଇଟି କନଫରେନ୍ସ ୨୦୨୪’ ରେ ”ଋତୁସ୍ରାବ ସମୟରେ ଦେୟଯୁକ୍ତ ଛୁଟି” ପାଇଁ...
୨୦ ବର୍ଷ ପରେ ପୃଥିବୀ ସହ ମାଡ ହେବ ଭୟଙ୍କର ସୌର ଝଡ଼, ଅନେକ ଦେଶ ହୋଇଯିବ ଅନ୍ଧାର
କଲରାଡୋ,୧୧।୫: ୨୦ ବର୍ଷରୁ ଅଧିକ ସମୟ ମଧ୍ୟରେ ସବୁଠାରୁ ଶକ୍ତିଶାଳୀ ସୌର ଝଡ଼ ଶୁକ୍ରବାର ପୃଥିବୀରେ ମାଡ ହେବାକୁ ଯାଉଛି। ଆମେରିକାର ବୈଜ୍ଞାନିକ ଏଜେନ୍ସି ନ୍ୟାସନାଲ ଓସେନିକ ଏବଂ ଆଟମୋସଫେରିକ ଆଡମିନିଷ୍ଟ୍ରେସନ (NOAA) ସୌର ଝଡ଼ ସମ୍ପର୍କରେ ଚେତାବନୀ ଦେଇଛି।...
ରାଜନୀତିରୁ ଦୂରେଇ ରହିବେ ଟ୍ରମ୍ଫଙ୍କ ସାନ ପୁଅ
ଓ୍ବାଶିଂଟନ,୧୧।୫: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସାନପୁଅ ବାରୁନ ବର୍ତ୍ତମାନ ରାଜନୀତିରୁ ଦୂରେଇ ରହିବେ। ନିକଟରେ ଖବର ଆସିଥିଲା ଯେ ସେ ଟ୍ରମ୍ପ ପରିବାରର ନୂତନ ସଦସ୍ୟ ହୋଇପାରନ୍ତି, ଯିଏ ରାଜନୀତିରେ ପ୍ରବେଶ କରିବେ। ଜୁଲାଇରେ ଅନୁଷ୍ଠିତ ହେବାକୁ...
କାନାଡ଼ାରେ ଗୁପ୍ତଚର ବୃତ୍ତିରେ ସାମିଲ ଥିଲା ଭାରତ
ଅଟାଓ୍ବା, ୧୧।୫: ଭାରତ କାନାଡ଼ାର ବିଭିନ୍ନ ଗୁପ୍ତଚର କାର୍ଯ୍ୟକଳାପରେ ସାମିଲ ଥିବା ନେଇ କାନାଡ଼ାର ଗୋଇନ୍ଦା ଏଜେନ୍ସି ‘କାନାଡ଼ିଆନ ସୁରକ୍ଷା ଗୁପ୍ତଚର ସେବା(ସିଏସ୍ଆଇଏସ୍)’ ଦାବି କରିଛି। ଏନେଇ ସିଏସ୍ଆଇଏସ୍ ପକ୍ଷରୁ ଏକ ସାର୍ବଜନୀନ ରିପୋର୍ଟ ପ୍ରକାଶ କରାଯାଇଛି। ଏହି ରିପୋର୍ଟରେ ଭାରତ...
ବିମାନ ବନ୍ଦରରେ ଲାଗିଲା ନିଆଁ, ଇମିଗ୍ରେଶନ ସିଷ୍ଟମ ପ୍ରଭାବିତ
ଲାହୋର,୧୦।୫: ଗୁରୁବାର ପାକିସ୍ତାନର ପଞ୍ଜାବ ପ୍ରଦେଶ ଲାହୋରର ଆଲାମା ଇକବାଲ ଅନ୍ତର୍ଜାତୀୟ ବିମାନବନ୍ଦରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟି ସମଗ୍ର ଇମିଗ୍ରେସନ ସିଷ୍ଟମକୁ କ୍ଷତି ପହଞ୍ଚାଇଛି ଏବଂ ବିମାନ ଚଳାଚଳକୁ ବାଧା ଦେଇଛି। ବେସାମରିକ ବିମାନ ଚଳାଚଳ ପ୍ରାଧିକରଣ...
ଭାରତୀୟ ନିର୍ବାଚନକୁ ପ୍ରଶଂସା କଲା ଆମେରିକା
ଓ୍ବାଶିଂଟନ,୧୦ା୫: ଭାରତରେ ଆମେରିକାର ରାଷ୍ଟ୍ରଦୂତ ଏରିକ୍ ଗାର୍ସେଟି ଭାରତରେ ଗଣତନ୍ତ୍ରକୁ ନେଇ କିଛି ଅଞ୍ଚଳରେ ଉଠିଥିବା ଚିନ୍ତାକୁ ଖାରଜ କରି କହିଛନ୍ତି ଯେ, ଏକବିଂଶ ଶତାବ୍ଦୀରେ ଗଣତନ୍ତ୍ରର ଚାବି ହେବା ପାଇଁ ଓ୍ବାଶିଂଟନ ନୂଆଦିଲ୍ଲୀ ସହ ସମ୍ପର୍କ ଉପରେ ନିର୍ଭର...
ବହିଷ୍କାର ହେଲେ ଦୁଇ ମନ୍ତ୍ରୀ
କିଭ୍,୧୦ା୫: ୟୁକ୍ରେନ ଦୁଇ ବରିଷ୍ଠ ମନ୍ତ୍ରୀଙ୍କୁ ବରଖାସ୍ତ କରିଛି। ୟୁକ୍ରେନ ସଂସଦ ଗୁରୁବାର ଏହାକୁ ଅନୁମୋଦନ କରିଛି। ଉପ ପ୍ରଧାନମନ୍ତ୍ରୀ ଆଲେକ୍ଜାଣ୍ଡାର କୁବ୍ରାକୋଭ୍ ଏବଂ କୃଷିମନ୍ତ୍ରୀ ମାଇକୋଲା ସୋଲସ୍କିଙ୍କ ବହିଷ୍କାରକୁ ଏମ୍ପିମାନେ ସର୍ବସମ୍ମତି କ୍ରମେ ଅନୁମୋଦନ କରିଛନ୍ତି। ଏହା ସହିତ...
ଶେଷରେ ଭାରତ ଆଗରେ ମୁଣ୍ଡ ନୁଆଁଇଲା ଆମେରିକା
ଓ୍ବାଶିଂଟନ୍/ନୂଆଦିଲ୍ଲୀ,୧୦।୫: : ଖଲିସ୍ତାନୀ ନେତା ଗୁରପତଓ୍ବନ୍ତ ସିଂ ପନ୍ନୁ ହତ୍ୟା ଉଦ୍ୟମ ପଛରେ ନୂଆଦିଲ୍ଲୀ ସମ୍ପୃକ୍ତ ଥିବା ଅଭିଯୋଗର ନିର୍ଭରଯୋଗ୍ୟ ପ୍ରମାଣ ଆମେରିକା ଏପର୍ଯ୍ୟନ୍ତ ଦେଇ ନ ଥିବାବେଳେ ଭାରତର ଧର୍ମୀୟ ସ୍ବାଧୀନତା ଉପରେ ୟୁକ୍ତରାଷ୍ଟ୍ରର ରିପୋର୍ଟ ନିରାଧାର ବୋଲି...
୫ ଭାରତୀୟଙ୍କୁ ମୁକ୍ତ କଲା ଇରାନ
ତେହରାନ,୧୦ା୫: କତାରରୁ ୮ ଜଣ ପୂର୍ବତନ ଭାରତୀୟ ନୌସେନା ସୈନିକଙ୍କୁ ନିରାପଦ ପ୍ରତ୍ୟାବର୍ତ୍ତନ ପରେ ଭାରତ ଆଉ ଏକ ପ୍ରମୁଖ କୂଟନୈତିକ ସଫଳତା ହାସଲ କରିଛି। ଇରାନ ଇସ୍ରାଏଲର ଏକ ପର୍ତ୍ତୁଗୀଜ କାର୍ଗୋ ଜାହାଜରେ ଥିବା ୫ ଭାରତୀୟଙ୍କୁ ମୁକ୍ତ...
ବିମାନରେ ସିଗାରେଟ୍ ଟାଣି ଗିରଫ
ଓମାନର ମସ୍କଟରୁ ମୁମ୍ବାଇ ଯାତ୍ରା କରୁଥିବା ଏକ ଭିସ୍ତାରା ବିମାନର ଓ୍ବାଶ୍ରୁମରେ ସିଗାରେଟ ଟାଣୁଥିବାରୁ ତାମିଲନାଡ଼ୁ କନ୍ୟାକୁମାରୀର ବାଳକୃଷ୍ଣ ରାଜାୟନ (୫୧)ଙ୍କୁ ଗିରଫ କରାଯାଇଛି। ପାଇଲଟ ସ୍ମୋକ୍ ଡିଟେକ୍ଟରରେ ଏହା ଜାଣିପାରି ସାଥୀ କ୍ରିଉ ସଦସ୍ୟଙ୍କୁ ସତର୍କ କରାଇଥିଲେ। ପରେ...
ନେପାଳ ଜନସଂଖ୍ୟା ବୃଦ୍ଧିରେ ଲାଗିଲା ରୋକ, ଅବସ୍ଥା ଖରାପ
ନୂଆଦିଲ୍ଲୀ,୯।୫: ନେପାଳର ଜନସଂଖ୍ୟା ବୃଦ୍ଧି କ୍ରମାଗତ ଭାବେ ହ୍ରାସ ପାଉଛି। ଗତ ଦଶନ୍ଧିରେ ନେପାଳର ଜନସଂଖ୍ୟା ଅଭିବୃଦ୍ଧି ହାର ପ୍ରତିବର୍ଷ ୦.୯୨ ପ୍ରତିଶତ ରହିଛି। ଗତ ୮ ଦଶନ୍ଧି ମଧ୍ୟରେ ଏହା ସର୍ବନିମ୍ନ ଅଟେ। ଜାତୀୟ ପରିସଂଖ୍ୟାନ କାର୍ଯ୍ୟାଳୟ (ଏନଏସଓ)...
Archives


