ସମସ୍ୟାରେ ପଡିଛି ରୁଷିଆ, ଭାରତକୁ ମାଗିଲା ସାହାଯ୍ୟ
ନୂଆଦିଲ୍ଲୀ,୨୯ା୧୦: ୟୁକ୍ରେନ ସହିତ ଯୁଦ୍ଧ ମଧ୍ୟରେ ଆମେରିକା ଏବଂ ୟୁରୋପ ଦେଶମାନଙ୍କର କଟକଣା କାରଣରୁ ରୁଷିଆକୁ ଅନେକ ସମସ୍ୟାର ସମ୍ମୁଖୀନ ହେବାକୁ ପଡୁଛି। ଏଥିରୁ ମୁକୁଳିବା ଲାଗି ରୁଷିଆ ମିତ୍ର ଦେଶମାନଙ୍କର ସାହାଯ୍ୟ ଲୋଡିଛି। ଏହି କ୍ରମରେ ଆମେରିକା ଏବଂ ୟୁରୋପୀୟ…
ମହାକାଶରୁ ଦୀପାବଳି ଶୁଭକାମନା ଜଣାଇଲେ ସୁନିତା
ଓ୍ବାଶିଂଟନ,୨୯।୧୦: ନାସାର ମହାକାଶଚାରୀ ସୁନୀତା ୱିଲିୟମ୍ସ ଅନ୍ତର୍ଜାତୀୟ ସ୍ପେସ ଷ୍ଟେସନ (ଆଇଏସଏସ) ରୁ ଦୀପାବଳି ଶୁଭେଚ୍ଛା ପଠାଇଛନ୍ତି। ଇତିମଧ୍ୟରେ ହ୍ବାଇଟ ହାଉସରେ ଏକ ଦିୱାଲୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ଏହି ସମୟରେ, ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସୁନୀତା ୱିଲିୟମ୍ସ ଦୀପାବଳି…
ଏହା ମୋ ଘର ନୁହେଁ, ଆପଣଙ୍କ ଘର… ବାଇଡେନଙ୍କ ଏମିତି କଥା ଶୁଣି ଖୁସି ହେଲେ ପ୍ରବାସୀ ଭାରତୀୟ
ଓ୍ବାଶିଂଟନ,୨୯।୧୦: ଆଉ ମାତ୍ର ଗୋଟିଏ ସପ୍ତାହ ମଧ୍ୟରେ ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଏହି ସମୟରେ ଜୋ ବାଇଡେନଙ୍କ ପାର୍ଟି ଡେମୋକ୍ରାଟ୍ସ ଆଗାମୀ ଦୀପାବଳି ପର୍ବକୁ ଦୃଷ୍ଟିରେ ରଖି ହିନ୍ଦୁମାନଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଏହି କ୍ରମରେ, ଭାରତୀୟ…
ରାଷ୍ଟ୍ରପତି ପୁଟିନଙ୍କ ପାଇଁ ହୋଇଥିଲା କି ମୋଦି-ଜିନପିଙ୍ଗଙ୍କ ସାକ୍ଷାତକାର? ଜବାବ ଦେଲା ରୁଷିଆ
ମସ୍କୋ,୨୯।୧୦: ରୁଷିଆର କଜାନରେ ଆୟୋଜିତ ବ୍ରିକ୍ସ ସମ୍ମିଳନୀକୁ ରୁଷିଆ ଏକ ସଫଳତା ବୋଲି ବର୍ଣ୍ଣନା କରିଛି। ଗତ ସପ୍ତାହରେ ବ୍ରିକ୍ସ ସମ୍ମିଳନୀର ଫଳାଫଳ ସମ୍ପର୍କରେ ଦିଲ୍ଲୀରେ ଗଣମାଧ୍ୟମକୁ ସୂଚନା ଦେଇ ରୁଷର ରାଷ୍ଟ୍ରଦୂତ ଡେନିସ ଆଲିପୋଭ କହିଛନ୍ତି ଯେ ଜାତିସଂଘର ସେକ୍ରେଟେରୀ…
ଜାପାନ ନିମ୍ନ ସଦନରେ ସଂଖ୍ୟାଗରିଷ୍ଠତା ହରାଇଲା ଶାସକ ମେଣ୍ଟ
ଟୋକିଓ,୨୯ା୧୦: ଜାପାନ ପାର୍ଲାମେଣ୍ଟର ୪୬୫ ସଦସ୍ୟବିଶିଷ୍ଟ ନିମ୍ନ ସଦନରେ ପ୍ରଧାନମନ୍ତ୍ରୀ ଶିଗେରୁ ଇଶିବାଙ୍କ ଶାସକ ମେଣ୍ଟ ସଂଖ୍ୟାଗରିଷ୍ଠତା ହରାଇଛି। ରବିବାର ଅନୁଷ୍ଠିତ ପାର୍ଲାମେଣ୍ଟ ନିର୍ବାଚନରେ ଇଶିବାଙ୍କ ଲିବେରାଲ ଡେମୋକ୍ରାଟିକ୍ ପାର୍ଟି (ଏଲ୍ଡିପି) ପାର୍ଲାମେଣ୍ଟରେ ଏକକ ସଂଖ୍ୟାଗରିଷ୍ଠ ରହିଥିବାରୁ ସରକାର ବଦଳିବା ଆଶା କରାଯାଉନି।…
ରେକର୍ଡ ସ୍ତରରେ ସବୁଜ ଗୃହ ବାଷ୍ପ ନିର୍ଗମନ
ଜେନେଭା, ୨୯।୧୦: ଗ୍ରୀନ୍ ହାଉସ୍ ଗ୍ୟାସ୍ର ସ୍ତର ୨୦୨୩ରେ ଏକ ନୂତନ ରେକର୍ଡ ଛୁଇଁଛି। କେବଳ ଗତ ୨ ଦଶନ୍ଧି ମଧ୍ୟରେ ୧୦%ରୁ ଅଧିକ ଗ୍ରୀନ୍ ହାଉସ୍ ଗ୍ୟାସ୍ ନିର୍ଗମନ ବୃଦ୍ଧି ପାଇଛି ବୋଲି ସୋମବାର ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲ୍ୟୁଏମ୍ଓ) ପକ୍ଷରୁ ଜାରି…
୧୦୦ ହମାସ୍ ଆତଙ୍କବାଦୀ ଗିରଫ
ଜେରୁଜେଲମ୍,୨୯ା୧୦: ଇସ୍ରାଏଲୀ ସୈନ୍ୟ ଉତ୍ତର ଗାଜାର କମଲ ଅଡଓ୍ବାନ ହସ୍ପିଟାଲରେ ଚଢ଼ାଉ କରି ପ୍ରାୟ ୧୦୦ ଜଣ ସନ୍ଦିଗ୍ଧ ହମାସ୍ ଆତଙ୍କବାଦୀଙ୍କୁ ଗିରଫ କରିଥିବା ଏହାର ସେନା ସୋମବାର ସୂଚନା ଦେଇଛି। ସୈନ୍ୟମାନେ ଶୁକ୍ରବାର ଉକ୍ତ ହସ୍ପିଟାଲରେ ଧସେଇ ପଶିବା ସହ ଶନିବାର…
କାନାଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ୪ ଭାରତୀୟଙ୍କ ଚାଲିଗଲା ଜୀବନ
ଓଟ୍ଟାଓ୍ବା,୨୮ା୧୦: କାନାଡାର ଓଣ୍ଟାରିଓ ପ୍ରଦେଶରେ ଏକ କାର୍ ଦୁର୍ଘଟଣାରେ ୪ ଜଣ ଭାରତୀୟଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ ଜଣେ ଆହତ ହୋଇଛନ୍ତି। ଦୁର୍ଘଟଣାରେ କାର୍ଟି ଜଳିଯାଇଛି। ଟରଣ୍ଟୋ ସହରର ଲେକ୍ ଶୋର୍ ବୁଲେଭାର୍ଡ ଇଷ୍ଟ ଏବଂ ଚେରୀ ଷ୍ଟ୍ରିଟ୍ ମଧ୍ୟରେ…
ଇସ୍ରାଏଲ୍ ଆକ୍ରମଣରେ ଗଲାଣି ୧୭୬ ସାମ୍ବାଦିକଙ୍କ ଜୀବନ
ଗାଜା ସିଟି,୨୮ା୧୦:ଗାଜାର ଏକ ସରକାରୀ ଗଣମାଧ୍ୟମ କାର୍ଯ୍ୟାଳୟ ଉପରେ ଇସ୍ରାଏଲ୍ର ବୋମାମାଡ଼ ଯୋଗୁ ୫ ଜଣ ଖବରଦାତାଙ୍କ ମୃତ୍ୟୁ ଘଟିଛି। ଏମାନଙ୍କୁ ମିଶାଇ ଗତବର୍ଷ ଅକ୍ଟୋବର ୭ରେ ଯୁଦ୍ଧ ଆରମ୍ଭ ହେବା ଦିନଠାରୁ ଇତିମଧ୍ୟରେ ଇସ୍ରାଏଲ୍ ଆକ୍ରମଣରେ ୧୭୬ ଜଣ ସାମ୍ବାଦିକଙ୍କ…
ଚାଇନାକୁ ଟାର୍ଗେଟ କଲେ ଟ୍ରମ୍ପ, କହିଲେ ଆମେରିକା ନିକଟରେ ଅଛି…
ଓ୍ବାଶିଂଟନ,୨୮।୧୦: ରିପବ୍ଲିକାନ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏକ ନିର୍ବାଚନ ରାଲିରେ କହିଛନ୍ତି ଯେ ଚାଇନା ସହିତ ବିବାଦ ହେଲେ ଆମେ ସେମାନଙ୍କୁ ପରାସ୍ତ କରିବୁ। ସେ କହିଛନ୍ତି ଯେ ଆମ ନିକଟରେ ବିଶ୍ୱର ସବୁଠାରୁ ଶକ୍ତିଶାଳୀ ସେନା ଅଛି।…
ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି
କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର କୌଣସି ଚିହ୍ନ ବର୍ଣ୍ଣ ଦେଖାଯାଉ ନାହିଁ । ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ
ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର ମହୋତ୍ସବ ପାଳନ କରାଯାଏ। ଏଥର ମଧ୍ୟ ଆଜି ଅର୍ଥାତ୍ ସୋମବାର ଦୀପାବଳିକୁ ‘ହ୍ବାଇଟ୍ ହାଉସ୍’ରେ…
Archives


