ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪
ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ମାତ୍ର ୯ ଦିନ ବାକି। ହ୍ବାଇଟ୍ ହାଉସ୍ ପାଇଁ ୨ ପ୍ରତିଦ୍ୱନ୍ଦ୍ୱୀ ଉପରାଷ୍ଟ୍ରପତି କମଲା ହାରିସ୍ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ପ୍ରସ୍ତୁତ। ଯୁଦ୍ଧଭୂମିରେ ଝୁଲା ରାଜ୍ୟଗୁଡ଼ିକ ଫଳାଫଳକୁ ବହୁଳ ମାତ୍ରାରେ ପ୍ରଭାବିତ କରିବା ସମ୍ଭାବନା…
ବାଂଲାଦେଶରେ ହିନ୍ଦୁ କର୍ମଚାରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି
କୋଲକାତା,୨୭ା୧୦: ବାଂଲାଦେଶରେ ଶେଖ୍ ହାସିନାଙ୍କ ସରକାରର ପତନ ପରେ ମୌଳବାଦୀ ସଂଗଠନଗୁଡ଼ିକର ଶକ୍ତି ବୃଦ୍ଧି ପାଇବା ସହ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି। ସରକାରୀ ଚାକିରିରୁ ହିନ୍ଦୁମାନଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଉଛି। ସେମାନେ ମୁସଲମାନ ମହିଳାଙ୍କୁ ପ୍ରେମ…
ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ
ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ ଶନିବାର ହୋଇଥିବା ଆକ୍ରମଣରେ ଇସ୍ରାଏଲ ଇରାନର ଅଣ୍ଟାକୁ ଭାଙ୍ଗି ଦେଇଛି। ଜେରୁଜେଲମ ପୋଷ୍ଟ ଅନୁଯାୟୀ…
ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା
ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି। ଗତ ୨୨ ତାରିଖରେ ଚାର୍ଟାର୍ଡ ବିମାନ ଭଡ଼ାକରି ସେମାନଙ୍କୁ ସ୍ବଦେଶ ପଠାଇ ଦିଆଯାଇଥିବା ଆମେରିକାର…
ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି
ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍ର ଐତିହାସିକ ଲାଲ୍ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର ୮ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବିକ୍ଷୋଭ ଜାରି ରଖିବେ ବୋଲି କହିଛନ୍ତି।…
ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି
ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା ଦିଆଯାଇଛି। ଇସଲାମାବାଦର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ…
ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ
ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି ଏପି ଅନୁଯାୟୀ ଏହି ଆକ୍ରମଣରେ ଅତି କମରେ ୧୦ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ,…
ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା
ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ମାନବ ଅଧିକାର କର୍ମୀ ନର୍ଗିସଙ୍କ ପାଇଁ ପ୍ରଚାର କରୁଥିବା ଗୋଷ୍ଠୀ ମାଗଣା…
ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ
ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ଶୁକ୍ରବାର ବାଂଲାଦେଶୀ ହିନ୍ଦୁମାନେ ଚିତ୍ରକୋଣ୍ଡାର ଐତିହାସିକ ଲାଲଦିଘତ ମଇଦାନରେ ଏକ ବିଶାଳ…
ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ
ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି । ହିଜବୁଲ୍ଲା ମୁଖ୍ୟ ହସନ ନସରୁଲ୍ଲାର ମୃତ୍ୟୁ ପରେ ଇରାନ ଇସ୍ରାଏଲ ଉପରେ ଶହ…
ଆସିଲା ଡେଡ୍ଲାଇନ୍…ଦୀପାବଳି ପୂର୍ବରୁ ଡେମଚୋକ୍, ଡେପ୍ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା
ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍ଚୋକ୍ ଏବଂ ଡେପ୍ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଭାରତ ଓ ଚାଇନା ଏହି ଦୁଇ ସୀମାନ୍ତ ଅଞ୍ଚଳରୁ ସେନା ପ୍ରତ୍ୟାହାର ଆରମ୍ଭ କରିଛନ୍ତି।…
ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର
ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ କେବଳ ଗୋଟିଏ ସର୍ତ୍ତ ଅଛି ଯେ ଆମକୁ କୁଶଳୀ ମାନବ ଶକ୍ତି ଆବଶ୍ୟକ। ଆମର…
Archives


