ଅନ୍ତର୍ଜାତୀୟ

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ଚାଲିଛି। ଏହି ସମୟରେ ଜଣେ ପୂର୍ବତନ ମଡେଲ ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ଅସଦାଚରଣ…

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ କରୁଛନ୍ତି। ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାରେ ମସ୍କ ଦ୍ୱିତୀୟ ବୃହତ୍ତମ…

ଗୋଟିଏ ଦିନରେ ରେକର୍ଡ ଏତିକି ଟଙ୍କା ରୋଜଗାର କଲେ ଏଲନ ମସ୍କ: ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୫।୧୦: ଦୁନିଆର ସବୁଠାରୁ ଧନୀ ବିଲିୟନେୟାର ଏଲନ ମସ୍କର ନିଟ ମୂଲ୍ୟ ଗୋଟିଏ ଦିନରେ ୩୩.୫ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ଏବେ ତାଙ୍କ ସମ୍ପତ୍ତି ୨୭୦ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। କମ୍ପାନୀର ସିଇଓ ଏଲନ ମସ୍କଙ୍କ ସମ୍ପତ୍ତିରେ ବୃଦ୍ଧି…

ଶେଖ ହାସିନାଙ୍କ ପରେ ଏବେ ଏମିତି କରୁଛନ୍ତି ୟୁନୁସ ସରକାର, ଯାହାକୁ ନେଇ…

ଢାକା,୨୫।୧୦: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପରେ ମଧ୍ୟ ରାସ୍ତାରେ ଲୋକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ବର୍ତ୍ତମାନ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଦେଶର ସେନାରୁ ବହୁ ସଂଖ୍ୟକ ସେନା ଅଧିକାରୀଙ୍କୁ ହଟାଇବାକୁ ଯୋଜନା କରୁଛନ୍ତି। ଯେଉଁଥିରେ ବାଂଲାଦେଶ…

କମଲା ହାରିସଙ୍କୁ ପ୍ରଶଂସା କଲେ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥଶାସ୍ତ୍ରୀ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞଙ୍କ ସମର୍ଥନ ମିଳିଛି। ଏହି ଅର୍ଥନୀତିଜ୍ଞମାନେ କମଲା ହାରିସଙ୍କୁ ସମ୍ବୋଧିତ କରି ୨୨୮ ଶବ୍ଦର ଏକ ଚିଠି ଲେଖିଥିଲେ।…

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସଙ୍କୁ ଲାଗିଲା ବଡ ଝଟ୍‌କା, ବାଜି ମାରିଲେ ଟ୍ରମ୍ଫ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ବର୍ତ୍ତମାନ ଭୋଟ ପାଇଁ ମାତ୍ର ଦୁଇ ସପ୍ତାହ ବାକି ଅଛି। ଆମେରିକାର ଉଭୟ ଦଳ ନିର୍ବାଚନରେ ଜିତିବାକୁ ପ୍ରାଣପଣେ ଚେଷ୍ଟା କରୁଛନ୍ତି। ଏହି ସମୟରେ ଡେମୋକ୍ରାଟିକ ପାର୍ଟି ଏକ ବଡ଼ ଧରଣର ଅସୁବିଧାର…

ପଦ ଛାଡିବେ କାନାଡା ପ୍ରଧାନମନ୍ତ୍ରୀ! ବଡ଼ ଘୋଷଣା କରିଦେଲେ ଟ୍ରୁଡୋ, ଜାଣନ୍ତୁ କ’ଣ କହିଲେ…

ଓଟାଓ୍ବା,୨୫।୧୦: କାନାଡା ସାଂସଦମାନେ କାନାଡାର ପ୍ରଧାନମନ୍ତ୍ରୀଙ୍କ ଉପରେ ଅସନ୍ତୋଷ ଅଛନ୍ତି। ସେମାନେ କ୍ରମାଗତ ଭାବରେ ଜଷ୍ଟିନ ଟ୍ରୁଡୋଙ୍କ ଇସ୍ତଫା ଦାବି କରୁଛନ୍ତି। ଏଭଳି ପରିସ୍ଥିତିରେ ବିଶ୍ୱାସ କରାଯାଉଥିଲା ଯେ ଚାପ ବୃଦ୍ଧି ହେତୁ ଟ୍ରୁଡୋ ଆସନ୍ତା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଇପାରନ୍ତି,…

ବାଂଲାଦେଶ ମୁହାଁ ବାତ୍ୟା! ‘ଦାନା’କୁ ନେଇ ଚେତାବନୀ ଜାରି କଲା ବାଂଲାଦେଶ

ଢାକା,୨୪।୧୦: ବାତ୍ୟା ‘ଦାନା’ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଥିବା ନେଇ ବାଂଲାଦେଶ ଏକ ସତର୍କ ସୂଚନା ଜାରି କରିଛି। ବାଂଲାଦେଶ ପାଣିପାଗ ବିଭାଗର ଏକ ସ୍ବତନ୍ତ୍ର ବୁଲେଟିନ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଗୁରୁବାର ଜାରି କରାଯାଇଥିବା ଏକ…

ସବୁକିଛି ହୋଇଯିବ ଓଲଟ ପାଲଟ…ଇସ୍ରାଏଲ ଯୁଦ୍ଧକୁ ନେଇ ଜୟଶଙ୍କର କହିଲେ କେମିତି ଥମିବ ଯୁଦ୍ଧ

କଜାନ,୨୪।୧୦: ବିଶ୍ୱରେ ଆସିବାକୁ ଥିବା ଆଗାମୀ ବିବାଦକୁ ନେଇ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଚେତାବନୀ ଦେଇଛନ୍ତି। ବ୍ରିକ୍ସ ପ୍ଲସ ପ୍ଲାଟଫର୍ମରୁ ୟୁକ୍ରେନ ଏବଂ ପଶ୍ଚିମ ଏସିଆର ତିକ୍ତତା ବିଷୟରେ ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦ୍ୱନ୍ଦ୍ୱ ବଢିବାରେ ଲାଗିଛି।…

ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଲା ତୁର୍କୀ

ଅଙ୍କାରା,୨୪।୧୦: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ବୁଧବାର ତୁର୍କୀରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ତୁର୍କୀର ରାଜଧାନୀ ଅଙ୍କାରର ପ୍ରତିରକ୍ଷା କମ୍ପାନୀ ତୁର୍କୀ ଏରୋସ୍ପେସ ଇଣ୍ଡଷ୍ଟ୍ରିଜ ମୁଖ୍ୟାଳୟରେ କରାଯାଇଥିଲା। ଆତଙ୍କବାଦୀ ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ଏହି…

କିମଙ୍କୁ ଖୋଲା ଚେତାବନୀ ଦେଲା ଆମେରିକା

ଓ୍ବାଶିଂଟନ,୨୪।୧୦: ଦକ୍ଷିଣ କୋରିଆର ଗୁପ୍ତଚର ଏଜେନ୍ସି ନିଶ୍ଚିତ କରିଛି ଯେ ୟୁକ୍ରେନ ବିରୁଦ୍ଧରେ ରୁଷିଆର ଯୁଦ୍ଧକୁ ସମର୍ଥନ କରିବା ପାଇଁ ଉତ୍ତର କୋରିଆ ୧,୫୦୦ଟି ସ୍ବତନ୍ତ୍ର ଅପରେସନ ଫୋର୍ସ ପଠାଇଛି। ଏହାପୂର୍ବରୁ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଥିଲେ ଯେ ତାଙ୍କ…

ଟ୍ରୁଡୋଙ୍କ ଆଖିରେ ଲୁହ! ନିଜ ସାଂସଦ ଦେଲେ ଏମିତି ଅଲ୍ଟିମେଟମ, ଅକ୍ଟୋବର ୨୮ ସୁଦ୍ଧା…

ଓଟାଓ୍ବା,୨୪।୧୦: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ଉପରେ ଦୁଃଖର ପାହାଡ ଭାଙ୍ଗିବାକୁ ଯାଉଛି। ତାଙ୍କ ଚେୟାର ବିପଦରେ ଅଛି। ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ମାମଲାରେ ଭାରତକୁ ଦୋଷାରୋପ କରିଥିବା କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବହୁତ ବଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri