ହାସିନା ଯିବା ପରେ ନିର୍ଦ୍ଦୟ ହେଲା ପ୍ରକୃତି, ଭାରତକୁ ହାତ ପାତିବ ବାଂଲଦେଶ!
ଢାକା,୨୧।୧୦: ଶେଖ ହାସିନାଙ୍କ ଦେଶ ଛାଡିବା ବାଂଲାଦେଶର ଅବସ୍ଥା ଖରାପ ହେବାରେ ଲାଗିଛି। ବର୍ତ୍ତମାନ ମଧ୍ୟ ବାଂଲାଦେଶ ପାଇଁ ପ୍ରକୃତି ନିଷ୍ଠୁର ହୋଇଛି। ଖୁବ ଶୀଘ୍ର ବାଂଲାଦେଶର ଲୋକମାନେ ଗୋଟିଏ ଗୋଟିଏ ଚାଉଳ ଦାନା ପାଇଁ ହାହାକାର ଭଳି ପରିସ୍ଥିତିକୁ ସାମ୍ନା…
ଇସ୍ରାଏଲ ଉପରେ ହେଜବୋଲ୍ଲାର କାଉଣ୍ଟର୍ ଆଟାକ୍, ୭ ମିନିଟ୍ରେ ଛାଡ଼ିଲା ୬୦ କ୍ଷେପଣାସ୍ତ୍ର
ଜେରୁଜେଲମ,୧୯।୧୦: ହେଜବୋଲ୍ଲା ମୁଖ୍ୟ ହସନ ନାସରାଲ୍ଲା ଏବଂ ହମାସ ମୁଖ୍ୟ ସିନଓ୍ବାରଙ୍କ ହତ୍ୟା ପରେ ମଧ୍ୟ ଇସ୍ରାଏଲର ଚିନ୍ତା କମ୍ ହେବା ଦେଖାଯାଉନାହିଁ। କାରଣ ହେଜବୋଲ୍ଲା ପୁଣିଥରେ ଶନିବାର ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କରିଛି। ୭ ମିନିଟ୍ରେ ହେଜବୋଲ୍ଲା ଇସ୍ରାଏଲ…
ହେଜବୋଲ୍ଲାର ଡ୍ରୋନ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ନେତାନ୍ୟାହୁ!
ଜେରୁଜେଲମ,୧୯।୧୦: ଶନିବାର ଅକ୍ଟୋବର ୧୯, ୨୦୨୪ରେ ଲେବାନନ ଇସ୍ରାଏଲ ବିରୁଦ୍ଧରେ ପ୍ରତିଶୋଧ ନେଇଥିଲା। ଇସ୍ରାଏଲ ଖବରକାଗଜ ହାରେଟଜର ରିପୋର୍ଟ ଅନୁଯାୟୀ ଲେବାନନରୁ ଡ୍ରୋନ ଆକ୍ରମଣ କରାଯାଇଥିଲା। ଏହି ଆକ୍ରମଣ ଇସ୍ରାଏଲର କେନ୍ଦ୍ରୀୟ କେଜରିୟା ସହରର ଏକ ଘର ଉପରେ କରାଯାଇଥିଲା। କୁହାଯାଉଛି…
ପରମାଣୁ ବୋମା ଟେଷ୍ଟିଂରେ ବ୍ୟବହାର ହୁଏ ଲକ୍ଷ ଲକ୍ଷ ଟନ୍ ଆଳୁ-ପିଆଜ, କାରଣ ଜାଣିଲେ…
ନୂଆଦିଲ୍ଲୀ,୧୯।୧୦: ଦୁନିଆରେ କେବଳ ୯ଟି ଦେଶ ଅଛି ଯେଉଁମାନଙ୍କ ପାଖରେ ପରମାଣୁ ବୋମା ଅଛି। ଭାରତ ଏହି ଶକ୍ତଶାଳୀ ଦେଶ ମଧ୍ୟରୁ ଗୋଟିଏ। ଆପଣ ପରମାଣୁ ବୋମା ଓ ଏହାର ପରୀକ୍ଷଣକୁ ବହୁ ରୋଚକ କଥା ଶୁଣିଥିବେ। କିନ୍ତୁ ପରମାଣୁ ବୋମା…
ଭାରତକୁ ଚେତାବନୀ ଦେଲା ବାଂଲାଦେଶ: ଶେଖ୍ ହାସିନାଙ୍କୁ ନ ଛାଡ଼ିଲେ…
ଢାକା,୧୯।୧୦: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆଇନ ପରାମର୍ଶଦାତା ଆସିଫ ନାଜରୁଲ ଭାରତ ସରକାରଙ୍କୁ ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ଚୁକ୍ତିରେ କୌଣସି ବ୍ୟବସ୍ଥା ଦର୍ଶାଇ ଭାରତ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ପ୍ରତ୍ୟର୍ପଣକୁ ପ୍ରତ୍ୟାଖ୍ୟାନ କରିବାକୁ ଚେଷ୍ଟା କରେ, ତେବେ…
ନିଜ ଦେଶରେ ଅକ୍ରୋଶର ଶିକାର ହେଲେ ଟ୍ରୁଡୋ: ବିରୋଧୀ ଆଣିଲେ ସାଂଘାତିକ ଅଭିଯୋଗ
ଓଟ୍ଟାଓ୍ବା,୧୯ା୧୦:କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ଅନ୍ୟାନ୍ୟ ବିବାଦରୁ ଧ୍ୟାନ ହଟାଇବା ପାଇଁ ଖଲିସ୍ତାନୀ ନେତା ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାକୁ ବ୍ୟବହାର କରୁଥିବା ସେଠାର ବିରୋଧୀ ଦଳ ନେତା ଅଭିଯୋଗ କରିଛନ୍ତି। ଖଲିସ୍ତାନୀ ଆତଙ୍କବାଦୀଙ୍କ ନାଗରିକତ୍ୱ ମରଣୋତ୍ତର ଭାବେ ସରକାର…
ବିଷ ଓଗାଳିଲେ କାନାଡ଼ା ବୈଦେଶିକ ମନ୍ତ୍ରୀ: ଭାରତକୁ ରୁଷିଆ ସହ କଲେ ତୁଳନା
ଓଟାଓ୍ବା,୧୯।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ସହ ଜଡିତ ପ୍ରସଙ୍ଗ। ଏହା ଉପରେ କାନାଡା ଭାରତ ବିରୋଧରେ ଭିତ୍ତିହୀନ…
ଚେତାବନୀ ଦେଲେ ନେତାନ୍ୟାହୁ: ହମାସ ସର୍ତ୍ତ ନ ମାନିଲେ ପରିସ୍ଥିତି ହେବ ଭୟାବହ
ତେଲ୍ ଆଭିଭ୍,୧୯ା୧୦:ଗାଜାର ସଶସ୍ତ୍ର ଶାସକ ହମାସ୍ ଅସ୍ତ୍ର ତ୍ୟାଗ କଲେ ଆସନ୍ତାକାଲି ଯୁଦ୍ଧର ଅବସାନ ଘଟିବ ବୋଲି ଶୁକ୍ରବାର ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ କହିଛନ୍ତି। ହମାସ୍ ମୁଖ୍ୟ ୟହୟା ସିନ୍ଓ୍ବାରଙ୍କୁ ଗୁରୁବାର ଇସ୍ରାଏଲୀ ସେନା ରକେଟ ମାଡ଼ରେ ନିପାତ କରିଥିଲା।…
ଭାରତରେ ଅଛନ୍ତି ଏତିକି ସଂଖ୍ୟାରେ ଗରିବ: ରିପୋର୍ଟରେ ବଡ଼ ଖୁଲାସା
ଜାତିସଂଘ,୧୯ା୧୦:ଭାରତରେ ୨୩୪ ନିୟୁତର ଊର୍ଦ୍ଧ୍ୱ ଲୋକ ଦାରିଦ୍ର୍ୟ ମଧ୍ୟରେ କାଳାତିପାତ କରୁଛନ୍ତି। ବିଶ୍ୱର ୫ ସର୍ବାଧିକ ସଂଖ୍ୟକ ଦରିଦ୍ର ରହୁଥିବା ଦେଶ ମଧ୍ୟରେ ଭାରତ ଅନ୍ୟତମ ବୋଲି ଜାତିସଂଘର ଏକ ରିପୋର୍ଟରୁ ସ୍ପଷ୍ଟ ହୋଇଛି। ୟୁନାଇଟେଡ୍ ନେଶନ୍ସ ଡେଭେଲପ୍ମେଣ୍ଟ ପ୍ରୋଗ୍ରାମ (ୟୁଏନ୍ଡିପି)…
ଚଳିତ ବର୍ଷ ଦ୍ୱିତୀୟଥର ରୁଷିଆ ଯିବେ ମୋଦି, ଜାଣନ୍ତୁ କାହିଁକି
ନୂଆଦିଲ୍ଲୀ,୧୮ା୧୦: ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ରୁଷିଆ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୟୁକ୍ରେନ ଯୁଦ୍ଧ ଆରମ୍ଭ ହେବା ପରେ ଗତ ଜୁଲାଇ ମାସରେ ଦୁଇ ନେତା ପ୍ରଥମଥର ପାଇଁ ସାକ୍ଷାତ କରିଥିଲେ। ଯେଉଁଥିରେ ଦୁଇ ଜଣଙ୍କ ମଧ୍ୟରେ…
ୟାହିୟା ସିନଓ୍ବାର କିଏ? ଅକ୍ଟୋବର ୭ ନରସଂହାର ପଛରେ ରହିଥିଲା ଯାହାଙ୍କ ହାତ, ହତ୍ୟା କରି ଇସ୍ରାଏଲ ନେଲା ପ୍ରତିଶୋଧ…
ଜେରୁଜେଲମ,୧୮।୧୦: ୨୦୨୩ ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣର ପଛରେ ଥିଲେ ହମାସ ମୁଖ୍ୟ ୟାହିୟା ସିନଓ୍ବାର। ଏହି ଆକ୍ରମଣରେ ୧୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଯୋଗୁ ସେ ଇସ୍ରାଏଲ ସେନାର ଟାର୍ଗେଟରେ ରହିଥିଲେ। କେବଳ ଏତିକି ନୁହେଁ ଅକ୍ଟୋବର…
ଭାରତ ସହ ସମ୍ପର୍କ ଯୋଡିବାକୁ ଚାହୁଁଛି ପାକିସ୍ତାନ, ନଓ୍ବାଜ ସରିଫ କହିଲେ ପୁରୁଣା କଥା ଛାଡି ନୂଆ ଆରମ୍ଭ କର
ଇସଲାମାବାଦ,୧୮।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଭାରତ ସହ ଭଲ ସମ୍ପର୍କ ସ୍ଥାପନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ନୱାଜ କହିଛନ୍ତି ଯେ ଭାରତ ସହ ସମ୍ପର୍କ ନଷ୍ଟ…
Archives


