ଅନ୍ତର୍ଜାତୀୟ

ହୋଟେଲ ବାଲକୋନିରୁ ଖସି ପଡ଼ି ଲୋକପ୍ରିୟ ହଲିଉଡ୍‌ ଷ୍ଟାରଙ୍କ ମୃତ୍ୟୁ, ପ୍ରଶଂସକ ସ୍ତବ୍ଧ !

ମୁମ୍ବାଇ: ‘ଓ୍ବାନ୍‌ ଡାଇରେକ୍ସନ’ ବ୍ୟାଣ୍ଡର ପୂର୍ବତନ ସଦସ୍ୟ ଲିଆମ୍‌ ପେନ୍‌ଙ୍କ ଦେହାନ୍ତ ହୋଇଛି। ବୁଧବାର ଆର୍ଜେଣ୍ଟିନାର ବୁଏନୋସ୍‌ ଆଇରେସ୍‌ରେ ଥିବା ନିଜ ହୋଟେଲର ବାଲକୋନି ଖସି ପଡ଼ିବା ପରେ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବର ସାମ୍ନାକୁ ଆସିବା ପରେ ପ୍ରଶଂସକ…

ସ୍ୱୀକାର କଲେ ଜଷ୍ଟିନ ଟ୍ରୁଡୋ, କାନାଡ଼ା ପାଖରେ ନାହିଁ ନିଜ୍ଜାର ହତ୍ୟାର ପ୍ରମାଣ

ନୂଆଦିଲ୍ଲୀ, ୧୬ା୧୦: ବୁଧବାର କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସ୍ୱୀକାର କରିଛନ୍ତି ଯେ କାନାଡା ମାଟିରେ ଖାଲିସ୍ତାନୀ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନିଜାରଙ୍କ ହତ୍ୟାକୁ ନେଇ ତାଙ୍କ ସରକାର ଭାରତକୁ ପ୍ରକୃତ ପ୍ରମାଣ ଦେଇନାହାଁନ୍ତି। ତେବେ ଏହି ଘଟଣାରେ ଟ୍ରୁଡୋ କହିଛନ୍ତି…

କାନାଡ଼ାର ସାର୍ବଭୌମତ୍ୱକୁ ଉଲ୍ଲଂଘନ କରି ବଡ ଭୁଲ କରିଛି ଭାରତ: ଜଷ୍ଟିନ ଟ୍ରୁଡୋ

ନୂଆଦିଲ୍ଲୀ, ୧୬ା୧୦: କାନାଡ଼ାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ବୁଧବାର ଅଭିଯୋଗ କରିଛନ୍ତି ଯେ, ଭାରତ କାନାଡ଼ାର ସାର୍ବଭୌମତ୍ୱକୁ ଉଲଂଘନ କରି ଏକ ବଡ ଭୁଲ କରିଛି। ଦେଶର ତଦନ୍ତରେ ଭାରତ ହସ୍ତକ୍ଷେ କରିବାକୁ ଚାହୁଁଛି। ଏହାମୃ ମଧ୍ୟରେ ଭାରତରେ ତାଙ୍କ ମାଟିରେ…

ପାକିସ୍ତାନକୁ ନିଜ ଘରେ ମୁହଁତୋଡ ଜବାବ ଦେଲେ ଜୟଶଙ୍କର: ଜାଣନ୍ତୁ କ’ଣ କହିଲେ

ନୂଆଦିଲ୍ଲୀ,୧୬।୧୦: ଭାରତୀୟ ବୈଦେଶିକ ମନ୍ତ୍ରୀ ଜୟଶଙ୍କର ବର୍ତ୍ତମାନ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗଦେବା ପାଇଁ ପାକିସ୍ତାନରେ ଅଛନ୍ତି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ବିବୃତ୍ତି ଅନୁଯାୟୀ, ଏସସିଓ ସିଏଚ୍‌ଜି ବୈଠକ ପ୍ରତିବର୍ଷ ଅନୁଷ୍ଠିତ ହୁଏ ଏବଂ ବାଣିଜ୍ୟ ତଥା ସଂଗଠନର…

ପାକିସ୍ତାନରେ ମର୍ନିଂ ଓ୍ବାକ୍‌ କଲେ ଏସ ଜୟଶଙ୍କର: ଫଟୋ ଶେୟାର କରି କହିଲେ…

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ ସମ୍ମିଳନୀ (ଏସ୍‌ସିଓ)ରେ ଯୋଗଦେବା ପାଇଁ ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଆଜିକାଲି ପାକିସ୍ତାନ ଗସ୍ତରେ ଅଛନ୍ତି। ବିଭିନ୍ନ ଦେଶର ପ୍ରତିନିଧୀଙ୍କ ସହ ସରକାରୀ ବୈଠକ ବ୍ୟତୀତ ଜୟଶଙ୍କର ସେଠାରେ ତାଙ୍କର ଖାଲି ସମୟ ଉପଭୋଗ…

ଶତ୍ରୁତା ପରେ ବି ପାକିସ୍ତାନରୁ ଅନେକ ଜିନିଷ କିଣୁଛି ଭାରତ, ପ୍ରତି ଘର ପାଇଁ ଆବଶ୍ୟକ…

ନୂଆଦିଲ୍ଲୀ/ଇସଲାମାବାଦ,୧୬।୧୦: ୨୦୧୯ରୁ ଭାରତ ଏବଂ ପାକିସ୍ତାନ ମଧ୍ୟରେ ବାଣିଜ୍ୟ ସମ୍ପର୍କ ସ୍ଥଗିତ ରହିଛି। ଅଗଷ୍ଟ ୫, ୨୦୧୯ରେ ଭାରତ ସରକାର ଜମ୍ମୁ କଶ୍ମୀରରୁ ଧାରା ୩୭୦ ଉଚ୍ଛେଦ କରିଥିଲେ। ଭାରତର ଏହି ନିଷ୍ପତ୍ତି ଦ୍ୱାରା ପାକିସ୍ତାନର ଭାବନା ଉପରେ ଆଘାତ ଲାଗିଥିଲା।…

ଜୟଶଙ୍କର ପହଞ୍ଚିବାର କିଛି ଘଣ୍ଟା ବଦଳିଗଲା ପାକିସ୍ତାନର ସ୍ବର

ଇସଲାମାବାଦ୍‌,୧୬।୧୦: ସାଂଘାଇ ସହଯୋଗ ସଂଗଠନ (ଏସ୍‌ସିଓ) ସମ୍ମିଳନୀରେ ଯୋଗଦେବା ପାଇଁ ଇସ୍‌ଲାମାବାଦ ଯାଇଥିବା ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର ମଙ୍ଗଳବାର ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ଙ୍କ ସହ କରମର୍ଦ୍ଦନ କରିବା ସହ ସ୍ବଳ୍ପ ସମୟ ପାଇଁ କଥା ହୋଇଛନ୍ତି। ଏସ୍‌ସିଓ…

ଭାରତ ସରକାରଙ୍କ ଏଜେଣ୍ଟ ସହ ବିଷ୍ଣୋଇ ଗ୍ୟାଙ୍ଗ୍‌ ସମ୍ପୃକ୍ତ: କାନାଡା ପୋଲିସ

ଓଟ୍ଟାଓ୍ବା,୧୬ା୧୦: ଦକ୍ଷିଣ ଏସୀୟ ସମ୍ପ୍ରଦାୟ ବିଶେଷ ଭାବେ ଖଲିସ୍ତାନୀ ତତ୍ତ୍ୱଙ୍କୁ ଟାର୍ଗେଟ କରିବା ପାଇଁ ଭାରତର ସରକାରୀ ଏଜେଣ୍ଟଗୁଡ଼ିକ ଅପରାଧୀମାନଙ୍କୁ ବ୍ୟବହାର କରୁଥିବା କାନାଡା ପୋଲିସ ଅଭିଯୋଗ କରିଛି। ଉକ୍ତ ସରକାରୀ ଏଜେନ୍ସି ସହ ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ସମ୍ପୃକ୍ତ ବୋଲି…

୨୦୩୫ ସୁଦ୍ଧା ଚନ୍ଦ୍ରରେ ମହାକାଶ କେନ୍ଦ୍ର ନିର୍ମାଣ କରିବ ଚାଇନା

ବେଜିଂ,୧୬ା୧୦:ଚନ୍ଦ୍ରରୁ ମାଟି ନମୁନା ଆଣିବା ପରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ମିଶନ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି ଚାଇନା। ୨୦୫୦ ସୁଦ୍ଧା ଚାଇନା ପକ୍ଷରୁ ମାନବ ଚନ୍ଦ୍ର ମିଶନ, ଚନ୍ଦ୍ରରେ ମହାକାଶ କେନ୍ଦ୍ରର ନିର୍ମାଣ ମିଶନ, ପୃଥିବୀ ବ୍ୟତୀତ ବାସଯୋଗ୍ୟ ଗ୍ରହ…

ଲେବାନନ୍‌ରେ ୪ ଲକ୍ଷ ଶିଶୁ ବିସ୍ଥାପିତ

ବେରୁଟ, ୧୬।୧୦: ଗତ ୩ ସପ୍ତାହ ହେବ ଲେବାନନ୍‌ରେ ଇସ୍ରାଏଲ ଓ ଉଗ୍ରବାଦୀ ସଙ୍ଗଠନ ହେଜବୋଲ୍ଲା ମଧ୍ୟରେ ଯୁଦ୍ଧ ଯୋଗୁ ୪ ଲକ୍ଷରୁ ଅଧିକ ଶିଶୁ ବିସ୍ଥାପିତ ହୋଇଛନ୍ତି। ଲେବାନନ୍‌ରେ ମାନବୀୟ କାର୍ଯ୍ୟ ପାଇଁ ନିୟୋଜିତ ୟୁନାଇଟେଡ୍‌ ନେଶନ୍‌ ଚିଲ୍‌ଡ୍ରେନ୍‌ ଫଣ୍ଡ୍‌(ୟୁନିସେଫ୍‌)ର…

ଭାରତ ଉପରେ କଟକଣା ଲଗାଇପାରେ କାନାଡା

ଓଟ୍ଟାଓ୍ବା/ନୂଆଦିଲ୍ଲୀ,୧୬ା୧୦:ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜ୍ଜାର ହତ୍ୟା ମାମଲାରେ ଭାରତୀୟ ଉଚ୍ଚାୟୁକ୍ତ ଓ ଅନ୍ୟ କୂଟନୀତିଜ୍ଞମାନଙ୍କୁ କାନାଡା ଅଭିଯୁକ୍ତ କରିବା ପରେ ଦୁଇଦେଶ ମଧ୍ୟରେ କୂଟନୈତିକ ସମ୍ପର୍କରେ ତିକ୍ତତା ତୀବ୍ର ହେବାରେ ଲାଗିଛି। ନୂଆଦିଲ୍ଲୀ ସୋମବାର କାନାଡାରୁ ଭାରତୀୟ ହାଇକମିଶନର ସଞ୍ଜୟ…

ପାକିସ୍ତାନରେ ପହଞ୍ଚିଲେ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର, ଜାଣନ୍ତୁ କାହିଁକି ?

ନୂଆଦିଲ୍ଲୀ,୧୫।୧୦: ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ମଙ୍ଗଳବାର ପାକିସ୍ତାନର ଇସ୍ଲାମଵାଦରେ ପହଞ୍ଚିଛନ୍ତି। ବିମାନ ବନ୍ଦରରେ ତାଙ୍କୁ ପାକିସ୍ତାନର ବରିଷ୍ଠ ଅଧିକାରୀ ନୁର ଖାଁ ସ୍ୱାଗତ କରିଥିଲେ। ଏଠାରେ ସେ ସଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ଯୋଗ ଦେବେ। ଏହି ବୈଠକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri