FIFA World Cup 2026ରେ ନୂଆ ବିବାଦ, ଟ୍ରମ୍ପଙ୍କ ଫୋନ ପରେ ଅଧ୍ୟକ୍ଷ ଜଣେ ଆମେରିକୀୟ ଖେଳାଳିଙ୍କ ଦଣ୍ଡକୁ ‘ଚୁପଚାପ’ ପରିବର୍ତ୍ତନ କଲେ!
ଓ୍ବାଶିଂଟନ,୧୩।୭: ଫିଫା ବିଶ୍ୱକପ 2026 କୁ ନେଇ ଏକ ବଡ଼ ବିବାଦ ଦେଖାଦେଇଛି। ଲାଲ କାର୍ଡ ପାଇବା ପରେ ଆମେରିକୀୟ ଷ୍ଟ୍ରାଇକର ଫୋଲାରିନ ବାଲୋଗୁନଙ୍କୁ ଗୋଟିଏ ମ୍ୟାଚ ପାଇଁ ନିଲମ୍ବିତ କରାଯାଇଥିଲା, କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କ ଦଣ୍ଡକୁ 12 ମାସ…
ପୂରଣ ହେଲା ଇରାନର ଇଚ୍ଛା! ଏମତି ଆଘାତ ଦେଲା ଆଣ୍ଠେଇବ ଆମେରିକା
ତେହରାନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଶତ୍ରୁତା ପୁଣି ଥରେ ଆରମ୍ଭ ହୋଇଛି। ଯଦି ଏହି ସଂଘର୍ଷ ଆହୁରି ଲମ୍ବିଥାଏ ତେବେ କ’ଣ ହେବ? ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ଆମେରିକା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ଖବର ପ୍ରକାଶ ପାଇଛି। CNN…
ଇରାନର ପାଞ୍ଚଟି ପ୍ରଦେଶ ଉପରେ ଆକ୍ରମଣ କଲା ଆମେରିକା, ମିଶାଇଲ ସିଷ୍ଟମ ସହ IRGC ସ୍ପିଡବୋଟକୁ ଟାର୍ଗେଟ
ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଛି। ରବିବାର, ଆମେରିକାର ସେନା ହୋର୍ମଜଗାନ, ମାର୍କାଜି, ଆହଭାଜ, ବୁଶେହର, ଖୁଜେସ୍ତାନ ଏବଂ ସିସ୍ତାନ-ବାଲୁଚେସ୍ତାନ ସମେତ ଅନେକ ଇରାନ ପ୍ରଦେଶରେ ଆକ୍ରମଣ ଆରମ୍ଭ କରିଥିଲା। ଖୁଜେସ୍ତାନରେ ଜଣେ ବ୍ୟକ୍ତି ପ୍ରାଣ ହରାଇଥିଲେ…
ମୃତ୍ୟୁ ପୂର୍ବରୁ, ଲିଣ୍ଡସେ ଟ୍ରମ୍ପଙ୍କ ପାଇଁ ତିନୋଟି କାର୍ଯ୍ୟ ତାଲିକାଭୁକ୍ତ କରିଥିଲେ, ରୁଷିଆ କଥା ଉଲ୍ଲେଖ କରି ଫୋନରେ କହିଥିଲେ, ‘ମୁଁ ଏବେ ମରିପାରିବି ନାହିଁ…’
ଓ୍ବାଶିଂଟନ,୧୩।୭: ଆମେରିକା ଏବଂ ଇରାନ ମଧ୍ୟରେ ବିବାଦ ଏପର୍ଯ୍ୟନ୍ତ କମି ନାହିଁ, ଯାହା ଫଳରେ ସମଗ୍ର ମଧ୍ୟପ୍ରାଚ୍ୟରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଛି। ଇତି ମଧ୍ୟରେ, ବରିଷ୍ଠ ଆମେରିକୀୟ ରିପବ୍ଲିକାନ ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ଆମେରିକୀୟ ଗଣମାଧ୍ୟମ ରିପୋର୍ଟ…
ଇରାନରେ ଯୁଦ୍ଧ ମଧ୍ୟରେ ଇସ୍ରାଏଲରେ ନିର୍ବାଚନ ଘୋଷଣା, ୫୩ ବର୍ଷ ମଧ୍ୟରେ ପ୍ରଥମ ଥର ପୂର୍ଣ୍ଣ କାର୍ଯ୍ୟକାଳ ଶେଷ କଲେ ସରକାର
ଜେରୁଜେଲମ,୧୩।୭: ଇସ୍ରାଏଲର ପରବର୍ତ୍ତୀ ସାଧାରଣ ନିର୍ବାଚନ ପାଇଁ ତାରିଖ ସ୍ଥିର କରାଯାଇଛି; ଭୋଟିଂ ୨୭ ଅକ୍ଟୋବର, ୨୦୨୬ ରେ ହେବ। ଉଲ୍ଲେଖନୀୟ ଯେ, ଏହା ୩୮ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ନିର୍ଦ୍ଧାରିତ ସମୟସୀମା ଅନୁସାରେ ନିର୍ବାଚନ ଅନୁଷ୍ଠିତ ହେବ।…
ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଇୟୁ, ୧୪ ରାଷ୍ଟ୍ରର ପ୍ରତ୍ୟାଖ୍ୟାନ
ମାନିଲା,୧୩ା୭: ଦକ୍ଷିଣ ଚାଇନା ସାଗର ଉପରେ ବେଜିଂର ଦାବିକୁ ଆମେରିକା, ବ୍ରିଟେନ୍ ସମେତ ୧୪ ଦେଶ ପ୍ରତ୍ୟାଖ୍ୟାନ କରିଛନ୍ତି। ୨୦୧୬ର ଏକ ଅନ୍ତର୍ଜାତୀୟ ରାୟ ଅନୁଯାୟୀ ଦକ୍ଷିଣ ଚାଇନା ସାଗର ଉପରେ ଚାଇନାର ଆଧିପତ୍ୟ ଦାବି ବେଆଇନ। ବିବାଦୀୟ ସମୁଦ୍ରରେ ବିଶୃଙ୍ଖଳିତ…
୧୫ ମୃତଦେହକୁ ଭାରତ ଆଣିବା ପ୍ରକ୍ରିୟା ଆରମ୍ଭ
ଭିଏଟନାମ, ୧୩ା୭: ଭିଏଟନାମ ‘ଫୁ କ୍ୱାକ୍’ ଦ୍ୱୀପ ନିକଟରେ ଗତକାଲି ଘଟିଥିବା ଦୁଖଦ ସ୍ପିଡ୍ବୋଟ୍ ଦୁର୍ଘଟଣା ପରେ ଆଜି ପରବର୍ତ୍ତୀ ପ୍ରକ୍ରିୟାକୁ ଜୋରଦାର କରିଦିଆଯାଇଛି। ଭାରତୀୟ ଦୂତାବାସର ସୂଚନା ଅନୁଯାୟୀ ଦୁର୍ଘଟଣାରେ ପ୍ରାଣ ହରାଇଥିବା ୧୫ଜଣ ଭାରତୀୟ ପର୍ଯ୍ୟଟକଙ୍କ ମୃତଦେହକୁ ସ୍ବଦେଶ…
ବାଂଲାଦେଶରେ ପ୍ରଳୟଙ୍କରୀ ବନ୍ୟା : ୪୪ ମୃତ
ଢାକା, ୧୩ା୭:ବାଂଲାଦେଶରେ ମୌସୁମୀଜନିତ ପ୍ରବଳ ବର୍ଷା ଓ ବନ୍ୟା ଯୋଗୁ ସ୍ଥିତି ସଙ୍ଗିନ ହୋଇପଡ଼ିଛି। ଗତ ଏକ ସପ୍ତାହ ମଧ୍ୟରେ ବନ୍ୟା ଓ ଭୂସ୍ଖଳନଜନିତ ବିଭିନ୍ନ ଦୁର୍ଘଟଣାରେ ଅତିକମରେ ୪୪ଜଣ ପ୍ରାଣ ହରାଇଥିବାବେଳେ ପ୍ରାୟ ୨.୬ଲକ୍ଷରୁ ଅଧିକ ପରିବାର ପ୍ରଭାବିତ ହୋଇଛନ୍ତି।…
ନେପାଳରେ ପୁଣି ଜେନ୍ ଜି ବିକ୍ଷୋଭ
କାଠମାଣ୍ଡୁ,୧୩ା୭: ନେପାଳ ସରକାର କୌଣସି ଥଇଥାନ ଯୋଜନା ନ କରି ଜବରଦଖଲକାରୀଙ୍କୁ ଉଚ୍ଛେଦ କରୁଥିବାରୁ ଏହାର ପ୍ରତିବାଦରେ ରାଜଧାନୀ କାଠମାଣ୍ଡୁରେ ରବିବାର ଜୋର୍ଦାର ବିକ୍ଷୋଭ ହୋଇଛି। ଶତାଧିକ ଲୋକ ରାସ୍ତାକୁ ଓହ୍ଲାଇ ସରକାରଙ୍କ ଉଚ୍ଛେଦ ଅଭିଯାନର ପ୍ରତିବାଦ କରିଛନ୍ତି। ବିକ୍ଷୋଭକୁ ଦେଶର…
ବ୍ୟାଙ୍କକ୍ରେ ଭୟଙ୍କର ଅଗ୍ନିକାଣ୍ଡ: ୧୮ ମହିଳାଙ୍କ ସମେତ ଜଳିଗଲେ ୨୭
ବ୍ୟାଙ୍କକ୍,୧୩ା୭: ଥାଇଲାଣ୍ଡର ରାଜଧାନୀ ବ୍ୟାଙ୍କକ୍ର ଏକ ବାର୍ରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ଅତି କମ୍ରେ ୨୭ ଜଣଙ୍କର ମୃତ୍ୟୁ ଘଟିଛି। ୧୮ ମହିଳାଙ୍କ ସମେତ ୨୭ଜଣ ଜିଅନ୍ତା ଜଳିଯାଇଛନ୍ତି। ୬୦ ଆହତଙ୍କ ମଧ୍ୟରୁ ୨୨ ଜଣ ଗୁରୁତର ହୋଇଛନ୍ତି। ରବିବାର ବିଳମ୍ବିତ…
ଡୋନାଲ୍ଡ ଟ୍ରମ୍ପଙ୍କ ଘନିଷ୍ଠ ସହଯୋଗୀ ଲିଣ୍ଡସେ ଗ୍ରାହାମଙ୍କ ମୃତ୍ୟୁ; ରୁଷୀୟ ତୈଳ କ୍ରୟ ଉପରେ ଭାରତକୁ ଦେଇଥିଲେ ଧମକ
ଓ୍ବାଶିଂଟନ,୧୨।୭: ଦକ୍ଷିଣ କାରୋଲିନାର ଦୀର୍ଘକାଳୀନ ରିପବ୍ଲିକାନ ସାଂସଦ ଆମେରିକାର ସେନେଟର ଲିଣ୍ଡସେ ଗ୍ରାହାମଙ୍କ ଦେହାନ୍ତ ହୋଇଛି। ତାଙ୍କୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଜଣେ ଘନିଷ୍ଠ ସହଯୋଗୀ ଭାବରେ ବିବେଚନା କରାଯାଉଥିଲା। ଏକ ବିବୃତ୍ତି ଅନୁଯାୟୀ, ୭୧ ବର୍ଷୀୟ ଗ୍ରାହାମ ଶନିବାର,…
୧୧ ଭାରତୀୟ ଥିବା ଜାହାଜ ଉପରକୁ ଆକ୍ରମଣ କଲା ଇରାନ, ଜଣେ ନିଖୋଜ, ପ୍ରତିକ୍ରିୟା ଦେଲା ଭାରତ
ନୂଆଦିଲ୍ଲୀ/ତେହରାନ,୧୨।୭: ହର୍ମୁଜ ପ୍ରଣାଳୀରେ ଏକ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣକୁ ନେଇ ଭାରତ କଡ଼ା ପ୍ରତିକ୍ରିୟା ପ୍ରକାଶ କରିଛି। ଓମାନ ଉପକୂଳରେ ଯେତେବେଳେ ଏହି ଆକ୍ରମଣ ଘଟିଥିଲା ସେତେବେଳେ GFS Galaxy ନାମକ ଜାହାଜରେ ଏଗାର ଜଣ ଭାରତୀୟ ଥିଲେ। ଭାରତ…

