ଅନ୍ତର୍ଜାତୀୟ

Video: ୧୪ ବର୍ଷ ଦେଶ ସେବା ପରେ ସାଇକେଲ୍‌ରେ ଘରକୁ ଫେରିଲେ ନେଦରଲ୍ୟାଣ୍ଡ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୬।୭: ନେଦରଲ୍ୟାଣ୍ଡରେ ଏକ ଅପ୍ରତ୍ୟାଶିତ ଘଟଣାରେ, ବିଦାୟୀ ପ୍ରଧାନମନ୍ତ୍ରୀ ମାର୍କ ରୁଟ୍ ହେଗ’ରେ ଥିବା ତାଙ୍କ କାର୍ଯ୍ୟାଳୟରୁ ଏକ ନିଆରା ଢଙ୍ଗରେ ସାଇକେଲ ଚଢି ବିଦାୟ ନେଇଛନ୍ତି। ୧୪ ବର୍ଷ କାର୍ଯ୍ୟକାଳ ପରେ, ରୁଟ୍ ପୂର୍ବତନ ଗୁଇନ୍ଦା ମୁଖ୍ୟ ଡିକ୍ ସ୍କୋଫଙ୍କୁ…

ଏହି ଭାରତୀୟ ବଂଶୋଦ୍ଭବ ମହିଳାଙ୍କୁ ବ୍ରିଟେନ୍‌ ମନ୍ତ୍ରିମଣ୍ଡଳରେ ମିଳିଲା ମନ୍ତ୍ରୀ ପଦ

ନୂଆଦିଲ୍ଲୀ, ୬।୭: ବ୍ରିଟେନ୍‌ର ସାଧାରଣ ନିର୍ବାଚନରେ ଲେବର ପାର୍ଟି ବିପୁଳ ବିଜୟ ହାସଲ କରି ସରକାର ଗଠନ କରିଛି । ବ୍ରିଟେନ୍‌ର ନୂଆ ପ୍ରଧାନମନ୍ତ୍ରୀ ଭାବେ କିର ଷ୍ଟାର୍ମର ଶୁକ୍ରବାର କ୍ୟାବିନେଟ୍‌ର ଘୋଷଣା କରିଛନ୍ତି । ଉତ୍ତର ପଶ୍ଚିମ ଇଂଲଣ୍ଡର ବିଗନ…

ଅକ୍ଷତା ମୂର୍ତ୍ତିଙ୍କ ୪୨ ହଜାର ଟଙ୍କାର ଡ୍ରେସକୁ କାହିଁକି କରାଯାଉଛି ଉପହାସ? ସୁନକଙ୍କ ଭାଷଣ ଅପେକ୍ଷା ଅଧିକ ହେଉଛି ଭାଇରାଲ

ଲଣ୍ଡନ,୬।୭: ବ୍ରଟେନ ସାଧାରଣ ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କୁ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ୧୪ବର୍ଷ ପରେ, ଲେବର ପାର୍ଟି କଞ୍ଜରଭେଟିଭ ପାର୍ଟିକୁ ବହୁ ସଂଖ୍ୟାରେ ପରାସ୍ତ କରି ବିଜୟ ଲାଭ କରିଛି। ଡାଉନିଂ ଷ୍ଟ୍ରିଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ବାହାରେ…

ଗୋଟିଏ ହାତରେ ପତାକା, ଅନ୍ୟ ହାତରେ ବିୟର୍‌ ଧରି ସ୍ବାଧୀନତା ଦିବସ ପାଳନ କଲେ ମାର୍କ ଜୁକରବର୍ଗ

ଓ୍ବାଶିଂଟନ୍‌,୬।୭: ଆମେରିକାର ୨୪୮ତମ ସ୍ବାଧୀନତା ଦିବସ ଅବସରରେ ମେଟା ସିଇଓ ମାର୍କ ଜୁକରବର୍ଗ ତାଙ୍କ ହାତରେ ଆମେରିକୀୟ ପତାକା ଧରି ବିୟର ପିଇବା ସମୟରେ ସର୍ଫିଂ କରି ପାଳନ କରିଥିଲେ। ଜୁକରବର୍ଗଙ୍କ ଏହି ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ…

କାମଚାପ ଯୋଗୁଁ ଆତ୍ମହତ୍ୟା କଲା ରୋବଟ, ପାହାଚରୁ ଡେଇଁ ହାରିଲା ଜୀବନ

ନୂଆଦିଲ୍ଲୀ,୬।୭: କେବେ ରୋବଟ ଆତ୍ମହତ୍ୟା କରିଥିବାର ଶୁଣିଛନ୍ତି କି? କାମ ଚାପରେ ରହି ଆମେ ଚାପଗ୍ରସ୍ତ ରହିଥାଉ। କିନ୍ତୁ କେବେ କାମ ଚାପରେ ରହି ରୋବଟ ଆତ୍ମହତ୍ୟା କରୁଥିବାର ଶୁଣିଛନ୍ତି କି? ଏପରି ଏକ ଘଟଣା ଦେଖିବାକୁ ମିଳିଛି ଦକ୍ଷିଣ କୋରିଆରୁ।…

ହିଜାବ ବିରୋଧୀ ମାସୁଦ ହେଲେ ଇରାନର ନୂଆ ରାଷ୍ଟ୍ରପତି

ଦୁବିଇ,୬।୭: ଇରାନରେ ମାସୁଦ ପେଜେଶକିଆନ ଦେଶର ୯ମ ରାଷ୍ଟ୍ରପତି ହୋଇଛନ୍ତି। ସେ ମୌଳବାଦୀ ବା କଟ୍ଟରପନ୍ଥୀ ସୟଦ ଜଲିଲିଙ୍କୁ ପରାସ୍ତ କରିଛନ୍ତି। ମାସୁଦ ପେଜେଶକିଆନ ହିଜାବ ବିରୋଧୀ ତଥା ଉଦାରବାଦୀ ନେତା ଭାବରେ ଜଣାଶୁଣା। ଇରାନର ରାଜ୍ୟ ଗଣମାଧ୍ୟମ IRNA ଅନୁଯାୟୀ,…

ମଙ୍ଗଳ ଗ୍ରହରେ ହେବ ଯୁଦ୍ଧ…ଶେଷ ହେବ ବିଶ୍ୱ…ବାବା ଭେଙ୍ଗାଙ୍କ ନୂଆ ଭବିଷ୍ୟବାଣୀ

ସୋଫିଆ,୬।୭: ସଠିକ ଭବିଷ୍ୟବାଣୀ ଦେବାକୁ ନେଇ ପ୍ରସିଦ୍ଧ ବୁଲଗେରିଆର ବାବା ଭେଙ୍ଗା (ବାଲକାନ)ଙ୍କ ଅନେକ ଭବିଷ୍ୟବାଣୀ ସତ୍ୟ ହୋଇଛି । ସେଥିମଧ୍ୟରୁ ବିଶ୍ୱ ବାଣିଜ୍ୟ କେନ୍ଦ୍ର (ଡବ୍ଲୁଟିସି) ଉପରେ ଆକ୍ରମଣ ହୋଇଥିଲା। ଏପରିକି ୨୦୨୩ରେ, ବାବା ଭେଙ୍ଗାଙ୍କ ଦ୍ୱାରା କରାଯାଇଥିବା କିଛି…

୧୨ରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ ପ୍ରଚଣ୍ଡ

କାଠମାଣ୍ଡୁ,୬ା୭(ପି.ଟି.): ନେପାଳର ମେଣ୍ଟ ସରକାରରୁ ୨ ବଡ଼ ମେଣ୍ଟ ସହଯୋଗୀ ଓହରିଯିବା ପରେ ପ୍ରଧାନମନ୍ତ୍ରୀ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ ସଙ୍କଟରେ ପଡ଼ିଛନ୍ତି। ଆସନ୍ତା ୧୨ ତାରିଖରେ ସେ ପ୍ରତିନିଧି ସଭାରେ ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବେ ବୋଲି ଘୋଷଣା କରିଛନ୍ତି। ଆସ୍ଥା ଭୋଟ…

ଡେଭିଡ୍‌ ଲାମି ନୂଆ ବହିର୍ବ୍ୟାପାର ସଚିବ

ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ କିର୍‌ ଷ୍ଟର୍ମର ଶୁକ୍ରବାର ଲେବର ଏମ୍‌ପି ଡେଭିଡ୍‌ ଲାମିଙ୍କୁ ଦେଶର ନୂଆ ବହର୍ବ୍ୟାପାର ସଚିବ ନିଯୁକ୍ତ କରିଛନ୍ତି। ୫୧ ବର୍ଷୀୟ ଡେଭିଡ୍‌ ଭାରତ ସହ ଦୃଢ଼ ଦ୍ୱିପାକ୍ଷିକ ସମ୍ପର୍କର ସପକ୍ଷବାଦୀ। ସେ ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ…

ହାଉସ୍‌ ଅଫ୍‌ କମନ୍ସରେ ୨୬ ଭାରତୀୟ ବଂଶୋଦ୍ଭବ

ବ୍ରିଟେନ୍‌ ପାର୍ଲାମେଣ୍ଟର ନିମ୍ନ ସଦନ ହାଉସ୍‌ ଅଫ୍‌ କମନ୍ସର ୬୫୦ ଆସନ ପାଇଁ ଅନୁଷ୍ଠିତ ନିର୍ବାଚନରେ ୧୦୭ ବ୍ରିଟିଶ-ଇଣ୍ଡିଆନ ଅବତୀର୍ଣ୍ଣ ହୋଇଥିଲେ। ସେମାନଙ୍କ ମଧ୍ୟରୁ ରେକର୍ଡ ସଂଖ୍ୟକ ୨୬ ଭାରତୀୟ ବଂଶୋଦ୍ଭବ ବିଜୟୀ ହୋଇଛନ୍ତି। ବିଜୟୀଙ୍କ ମଧ୍ୟରେ ଉଭୟ ଲେବର ପାର୍ଟି…

କେମିତି ରହିବ ଭାରତ-ବ୍ରିଟେନ୍‌ ସମ୍ପର୍କ

ଲଣ୍ଡନ୍‌,୬ା୭: ବ୍ରିଟେନ୍‌ ସାଧାରଣ ନିର୍ବାଚନରେ ଲେବର ପାର୍ଟି ବିପୁଳ ବିଜୟ ସହ କ୍ଷମତାକୁ ଫେରିଛି। କିନ୍ତୁ ଭାରତ-ବ୍ରିଟେନ୍‌ ମଧ୍ୟରେ ଲେବର ପେନ୍‌ ଅନୂ୍ୟନ ୨୫ ବର୍ଷ ପୁରୁଣା। ୧୯୯୭ରେ ଭାରତ ବ୍ରିଟେନ୍‌ଠାରୁ ସ୍ବାଧୀନତା ପ୍ରାପ୍ତିର ୫୦ତମ ବର୍ଷପୂର୍ତ୍ତି ପାଳନ କରୁଥିଲା। ସେତେବେଳେ…

୬୩୦ ଭୋଟରେ ହାରିଲେ ଲିଜ୍‌ ଟ୍ରସ୍‌

ବ୍ରିଟେନ୍‌ରେ ସବୁଠୁ କମ୍‌ ସମୟ ପାଇଁ ପ୍ରଧାନମନ୍ତ୍ରୀ ହୋଇଥିବା କଞ୍ଜରଭେଟିଭ୍‌ ପାର୍ଟିର ଲିଜ୍‌ ଟ୍ରସ୍‌ ୬୩୦ ଭୋଟ ବ୍ୟବଧାନରେ ନିର୍ବାଚନ ହାରିଯାଇଛନ୍ତି। ପୂର୍ବ ଲଣ୍ଡନ୍‌ର ନୋର୍‌ଫୋକ୍‌ ସାଉଥ୍‌ ଓ୍ବେଷ୍ଟ ସଂସଦୀୟ ଆସନରେ ଲେବର ପ୍ରାର୍ଥୀ ଟେରି ଜର୍ମି ୨୬,୦୦୦ରୁ ଊର୍ଦ୍ଧ୍ୱ ଭୋଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri