ଅନ୍ତର୍ଜାତୀୟ

ଟ୍ରମ୍ପ ଆସିଲା ପରେ ଭାରତକୁ ବଡ଼ ସଫଳତା: ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଦୋଷୀଙ୍କ ହେବେ ପ୍ରତ୍ୟର୍ପଣ

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୨୫।୧: ଆମେରିକାର ସୁପ୍ରିମକୋର୍ଟ ଶନିବାର ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ଦୋଷୀ ତହୱୁର ରାଣାଙ୍କୁ ଭାରତକୁ ପ୍ରତ୍ୟର୍ପଣ କରିବାକୁ ମଞ୍ଜୁରୀ ଦେଇଛନ୍ତି। ଭାରତ ଦୀର୍ଘ ଦିନ ଧରି ପାକିସ୍ତାନୀ ବଂଶୋଦ୍ଭବ କାନାଡିଆନ ନାଗରିକ ରାଣାଙ୍କ ପ୍ରତ୍ୟର୍ପଣ ପାଇଁ ଦାବି କରିଆସୁଥିଲା। ୨୦୦୮…

ଜନ୍ମସିଦ୍ଧ ନାଗରିକତ୍ୱ ଅଧିକାର ରଦ୍ଦ ନିର୍ଦ୍ଦେଶନାମାକୁ ସ୍ଥଗିତ ରଖିଲେ ବିଚାରପତି

ଓ୍ବାଶିଂଟନ୍‌,୨୫ା୧: ଅଣନାଗରିକ ଦମ୍ପତିଙ୍କ ପିଲା ଆମେରିକାରେ ଫେବୃଆରୀ ୨୦ ପରେ ଜନ୍ମ ହେଲେ ତାଙ୍କୁ ଜନ୍ମଗତ ନାଗରିକତ୍ୱ ଅଧିକାର ମିଳିବ ନାହିଁ ବୋଲି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ସ୍ବାକ୍ଷର କରିଥିବା ଏକ୍‌ଜିକ୍ୟୁଟିଭ୍‌ ଅର୍ଡରକୁ ଗୁରୁବାର ଜଣେ ସଂଘୀୟ ବିଚାରପତି ସାମୟିକ ଭାବେ…

ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପୁଟିନ୍‌ ପ୍ରସ୍ତୁତ

ମସ୍କୋ,୨୫।୧: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଆମେରିକା ପ୍ରତିପକ୍ଷ ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ। ସେ କେବଳ ଓ୍ବାଶିଂଟନ୍‌ର ‘ସଙ୍କେତ’କୁ ଅପେକ୍ଷା କରି ରହିଛନ୍ତି ବୋଲି ଶୁକ୍ରବାର କ୍ରେମ୍‌ଲିନ୍‌ ପକ୍ଷରୁ ସୂଚନା ଦିଆଯାଇଛି। କ୍ରେମ୍‌ଲିନ୍‌ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍‌…

ଆମେରିକାରୁ ଅନେକ ଶହ ଆପ୍ରବାସୀ ବିଦା

ଓ୍ବାଶିଂଟନ୍‌,୨୫ା୧: ରିପବ୍ଲିକାନ୍‌ ଡୋନାଲ୍ଡ ଟ୍ରମ୍ପ୍‌ କ୍ଷମତାକୁ ଆସିବାର ୩ ଦିନ ପରେ ତାଙ୍କ ପ୍ରଶାସନ ଏବେ ବେଆଇନ ଆପ୍ରବାସୀମାନଙ୍କ ଉପରେ ଦମନଲୀଳା ଆରମ୍ଭ କରିଦେଇଛି। ଉଜ୍ଜ୍ୱଳ ଭବିଷ୍ୟତର ସ୍ବପ୍ନ ଦେଖି ବିପଜ୍ଜନକ ଭାବେ ଆମେରିକାକୁ ଆସିଥିବା ବହୁ ଶରଣାର୍ଥୀଙ୍କୁ ଏୟାରଲିଫ୍ଟ କରି…

ଭାରତ ସହ ଧୋକା, ଚାଇନା ସହ ବନ୍ଧୁତା: ଡୋନାଲ୍ଡ ଟ୍ରମ୍ପଙ୍କ ବଡ଼ ଗେମ୍‌ ପ୍ଲାନ୍‌

ଓ୍ବାଶିଂଟନ,୨୪।୧: ଆମେରିକାର ଦାୟିତ୍ୱ ଗ୍ରହଣ କରିବା ମାତ୍ରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୋଟିଏ ପରେ ଗୋଟିଏ ଅନେକ ଘୋଷଣା କରିଥିଲେ। ଯାହା ଭାରତର ଚିନ୍ତାକୁ ବଢ଼ାଇ ଦେଇଥିଲା। ଅନ୍ୟପକ୍ଷରେ, ଚାଇନା ପ୍ରତି ତାଙ୍କର ମନୋଭାବ ବହୁତ ନରମ ମନେ ହେଉଛି। ଏକ…

କିମ ଜୋଙ୍ଗ ଉନଙ୍କୁ ଏମିତି କହିଦେଲେ ଡୋନାଲ୍ଡ ଟ୍ରମ୍ପ: ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଓ୍ବାଶିଂଟନ୍‌,୨୪।୧: ଆମେରିକାର ରାଷ୍ଟ୍ରପତି ହେବା ପରେ ଡୋନାଲ୍ଡ ଟ୍ରମ୍ପ ଆକ୍ସନ ମୋଡରେ ଅଛନ୍ତି। ପ୍ରଥମେ ସେ ଅନେକ ବଡ଼ ଘୋଷଣା କରିଥିଲେ। ଏହା ପରେ ସେ ବିଶ୍ୱ ନେତାମାନଙ୍କ ସହ ମଧ୍ୟ କଥା ହୋଇଥିଲେ। ୟୁକ୍ରେନ ଯୁଦ୍ଧ ବନ୍ଦ କରିବାକୁ ରୁଷିଆ…

ଆମେରିକାର ସମ୍ବିଧାନ ବଦଳାଉଛନ୍ତି ଟ୍ରମ୍ପ! ତୃତୀୟ ଥର ଲାଗି ରାଷ୍ଟ୍ରପତି ହେବାକୁ ଏବେଠୁ ବଡ଼ ଯୋଜନା

ଓ୍ବାଶିଂଟନ,୨୪।୧: ଗତ ବର୍ଷ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିନ ଦେଶର ସମ୍ବିଧାନ ସଂଶୋଧନ କରି ୨୦୩୬ ପର୍ଯ୍ୟନ୍ତ ପଦରେ ରହିବାର ପଥ ପରିଷ୍କାର କରିଥିଲେ। ଏବେ ଡୋନାଲ୍ଡ ଟ୍ରମ୍ପ ମଧ୍ୟ ସମାନ ରାସ୍ତାରେ ଚାଲୁଥିବା ପରି ମନେ ହେଉଛି। ଆମେରିକୀୟ ଆଇନ…

ପୁଟିନ-ଟ୍ରମ୍ପଙ୍କ ମଧ୍ୟରେ ହେବ ସିକ୍ରେଟ ମିଟିଂ? ଆକ୍ସନ ମୋଡରେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ/ମସ୍କୋ,୨୪।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ପ୍ରତିଶ୍ରୁତି ଅନୁଯାୟୀ ରୁଷିଆ-ୟୁକ୍ରେନ ଯୁଦ୍ଧ ଶେଷ କରିବା ପାଇଁ ଆକ୍ସନ ମୋଡରେ ଅଛନ୍ତି। ଏଥିପାଇଁ ଟ୍ରମ୍ପ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ତୁରନ୍ତ ଆଲୋଚନା କରିବାକୁ ମଧ୍ୟ କହିଛନ୍ତି। ସେ କହିଛନ୍ତି ଯେ…

ଟ୍ରମ୍ପ ଦେଲେ ଭାରତକୁ ଖୁସିଖବର, ସାଧାରଣ ଲୋକଙ୍କୁ ମିଳିବ ଆଶ୍ୱସ୍ତି

ଓ୍ବାଶିଂଟନ୍‌,୨୪।୧: ଭାରତ ପାଇଁ ମୁଣ୍ଡବିନ୍ଧାର କାରଣ ପାଲଟିଥିବା ଅଶୋଧିତ ତୈଳ ମୂଲ୍ୟ ସମ୍ପର୍କରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି ଯେ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳ ସହିତ, ଆମେରିକାର ସୁବର୍ଣ୍ଣ ଯୁଗ ଆରମ୍ଭ ହୋଇଛି…

ଭାରତଠାରୁ ପଙ୍ଗା ନେବା ୟୁନୁସ ସରକାରଙ୍କ ପାଇଁ ପଡିପାରେ ମହଙ୍ଗା, ଇସ୍ତଫା ଦେବାକୁ ହେଉଛି ଦାବି!

ଢାକା,୨୪।୧: ବାଂଲାଦେଶର ପରିସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି। ପ୍ରଧାନମନ୍ତ୍ରୀ ଶେଖ ହାସିନା ପଦ ଛାଡିବା ପରେ, ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେଇଥିଲେ। ସେ ଦେଶରେ ସଂସ୍କାର ଆଣିବା ଏବଂ ଏହାକୁ ସ୍ଥିରତା…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା, ଆମେରିକାରେ ଜନ୍ମ ନେଉଥିବା ଶିଶୁଙ୍କୁ ମିଳିବ ନାଗରିକତା

ଓ୍ବାଶିଂଟନ,୨୪।୧: ଜଣେ ଆମେରିକୀୟ ସଂଘୀୟ ବିଚାରପତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇଛନ୍ତି। ଜନ୍ମ ଆଧାରରେ ନାଗରିକତା ପ୍ରଦାନ କରିବାର ଅଧିକାରକୁ ଉଚ୍ଛେଦ କରି ଟ୍ରମ୍ପଙ୍କ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକୁ ବିଚାରପତି ‘ଅସାମ୍ବିଧାନିକ’ ବୋଲି ଘୋଷଣା କରିଛନ୍ତି। ବିଚାରପତି ଏହି…

ଟ୍ରମ୍ପଙ୍କ ଖୋଲା ଧମକ, ‘ଶୁଳ୍କରୁ ବଞ୍ଚିବାର ଥିଲେ ଆମେରିକାରେ ନିବେଶ କର’

ଡାଭୋସ,୨୪।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜାନୁଆରୀ ୨୩, ୨୦୨୫ରେ ସ୍ବିଜରଲ୍ୟାଣ୍ଡର ଡାଭୋସରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିଶ୍ୱ ଅର୍ଥନୈତିକ ଫୋରମ (WEF)କୁ ସମ୍ବୋଧିତ କରିଛନ୍ତି। ହ୍ବାଇଟ ହାଉସରୁ ଭାଷଣ ଦେଉଥିବା ବେଳେ ଟ୍ରମ୍ପ ଅର୍ଥନୈତିକ ପ୍ରସଙ୍ଗ ଉପରେ ଧ୍ୟାନ ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri