ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନାହିଁ: ପ୍ରଧାନମନ୍ତ୍ରୀ ମୋଦି
ଜାତିସଂଘ,୨୪ା୯: ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନୁହେଁ, ଆମର ସାମୂହିକ ସାମର୍ଥ୍ୟରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାତିସଂଘର ‘ସମିଟ୍ ଅଫ୍ ଦି ଫ୍ୟୁଚର’ରେ ଉଦ୍ବୋଧନ ଦେଇ କହିଛନ୍ତି। ବିଶ୍ୱ ସ୍ତରରେ ଦ୍ୱନ୍ଦ୍ୱ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ଏଭଳି ମନ୍ତବ୍ୟ ଦେଇଛନ୍ତି।…
ଲେବାନନ୍ରେ ଇସ୍ରାଏଲ୍ର ଜୋର୍ଦାର ଆକ୍ରମଣ
ମାର୍ଜାୟୁନ୍,୨୪ା୯: ଇସ୍ରାଏଲୀ ସେନା ଲେବାନନ୍ ଉପରେ ଆକ୍ରମଣକୁ ଜୋର୍ଦାର କରିଛି। ସୋମବାର ଏହାର ସବୁଠୁ ଘାତକ ଆକ୍ରମଣରେ ୨୭୪ ଜଣ ନିହତ ହେବା ସହ ୪୦୦ରୁ ଅଧିକ ଆହତ ହୋଇଛନ୍ତି। ଆଗକୁ ହେଜ୍ବୋଲ୍ଲା ବିରୋଧରେ ଆହୁରି ଘାତକ ଏୟାରଷ୍ଟ୍ରାଇକ୍ ହେବାକୁ ଥିବାରୁ ଲେବାନନ୍ର…
ଭାରତରେ ନିବେଶ ପାଇଁ ଆମେରିକୀୟ ସିଇଓଙ୍କୁ ମୋଦିଙ୍କ ଆହ୍ବାନ
ନ୍ୟୁୟର୍କ,୨୩ା୯(ପି.ଟି.):ଆମେରିକାର ବୃହତ୍ ପ୍ରଯୁକ୍ତି ସଂସ୍ଥାଗୁଡ଼ିକର ସିଇଓମାନଙ୍କୁ ଭାରତରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଛନ୍ତି। ରବିବାର ଆମେରିକାର ବୃହତ୍ ପ୍ରଯୁକ୍ତି ଶିଳ୍ପର ସିଇଓମାନଙ୍କୁ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ କହିଥିଲେ, ଆମେରିକା, ଚାଇନା, ଜର୍ମାନୀ ଏବଂ…
ଲେବାନନ୍ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ
ବେରୁଟ୍/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍ ଉପରେ ୩୦୦ ସ୍ଥାନରେ ରକେଟ୍ ମାଡ କରିଛି। ଇସ୍ରାଏଲ ସେନା ପକ୍ଷରୁ ଏହି ଦାବି କରାଯାଇଛି। ଲେବାନୀୟ ଅଧିକାରୀ କହିଛନ୍ତି,…
ଗାଜାରୁ ଲେବାନନ୍ ମୁହାଁଇଛି ସଂଘର୍ଷ
ବେରୁଟ୍,୨୩ା୯: ଲେବାନନ୍ର ଆତଙ୍କବାଦୀ ସଂଗଠନ ହେଜ୍ବୁଲ୍ଲା ଏବଂ ଇସ୍ରାଏଲୀ ସେନା ମଧ୍ୟରେ ଘମାଘୋଟ ଲଢ଼େଇ ହୋଇଛି। ଇସ୍ରାଏଲ୍ର ଉତ୍ତର ଭାଗକୁ ଟାର୍ଗେଟ କରି ହେଜ୍ବୁଲ୍ଲା ଶତାଧିକ ରକେଟ୍ ମାଡ଼ କରିବା ପରେ ଉଭୟ ପକ୍ଷ ମୁହଁାମୁହିଁ ହୋଇଛନ୍ତି। ହେଜ୍ବୁଲ୍ଲା ଛାଡ଼ିଥିବା ରକେଟ…
ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ
ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି ଆଡକୁ ଗତି କରୁଥିବା ଦେଶ ଥରେ ଏହାର ସୁରକ୍ଷା ସମ୍ପର୍କରେ ଟ୍ରେଜେରୀ ଖୋଲିଛି। ୨୦୨୪ର…
ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ
ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କୁ ପଚରାଯାଇଥିଲା ଯେ ଯଦି ସେ ୨୦୨୪ ନିର୍ବାଚନରେ ହାରିଯାଆନ୍ତି, ତେବେ…
ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି
କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର ପ୍ରତିବଦ୍ଧତାକୁ ଦୋହରାଇଛନ୍ତି। ଦସାନାୟକେ କହିଛନ୍ତି ଯେ ଆମେ ଆଞ୍ଚଳିକ ସହଯୋଗ ବୃଦ୍ଧି ଉପରେ କାର୍ଯ୍ୟ…
କ୍ୱାଡ୍ରେ ଚାଇନାକୁ ଟାର୍ଗେଟ
ଓ୍ବିଲ୍ମିଙ୍ଗଟନ୍,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା, ଭାରତ, ଅଷ୍ଟ୍ରେଲିଆ ଏବଂ ଜାପାନକୁ ନେଇ ଗଠିତ ସଂଗଠନ ପକ୍ଷରୁ ଏକ ମିଳିତ ବିବୃତିରେ…
ମୋଦିଙ୍କୁ ଭୁଲିଗଲେ ବାଇଡେନ୍
ଓ୍ବିଲ୍ମିଙ୍ଗଟନ୍,୨୩।୯ : କ୍ୱାଡ୍ ସମ୍ମିଳନୀ ମଞ୍ଚରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ଭୁଲାପଣର ଆଉ ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି। ଡେଲାଓ୍ବାରେଠାରେ ରବିବାର ସକାଳେ ଏକ ଖବରଦାତା ସମ୍ମିଳନୀରେ ବାଇଡେନ୍ କ୍ୱାଡ୍ ନେତାମାନଙ୍କ ପରିଚୟ ଦେଉଥିବାବେଳେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ…
କ୍ୱାଡ୍ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା
ଓ୍ବିଲ୍ମିଙ୍ଗଟନ୍,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର ପରୀକ୍ଷା, ଯାଞ୍ଚ ଏବଂ ନିଦାନରେ ଏହି ଅର୍ଥ ବ୍ୟୟକରାଯିବ। କ୍ୱାଡ୍ ସମ୍ମିଳନୀ ଅବସରରେ କ୍ୟାନ୍ସର…
ହିଜବୁଲ୍ଲାର ରକେଟ ଆକ୍ରମଣରେ ହାହାକାର ଇସ୍ରାଏଲ
ଜେରୁଜେଲମ,୨୨।୯: ମଧ୍ୟ ପୂର୍ବରେ ଇସ୍ରାଏଲ ଏବଂ ହିଜବୁଲ୍ଲା ମଧ୍ୟରେ ତିକ୍ତତା ଦିନକୁ ଦିନ ବଢିବାରେ ଲାଗିଛି। ରବିବାର ଲେବାନନ ଇସ୍ରାଏଲ ଉପରେ ୧୦୦ରୁ ଅଧିକ କ୍ଷେପଣାସ୍ତ୍ର ନିକ୍ଷେପ କରିଥିଲା। ଅଲଜଜିରାର ରିପୋର୍ଟ ଅନୁଯାୟୀ, ହିଜବୁଲ୍ଲାର ଏହି ଆକ୍ରମଣ ପରେ ଉତ୍ତର ଇସ୍ରାଏଲର…
Archives


