ଭାରତକୁ ଇଲିଶି ରପ୍ତାନି ଉପରେ ବାଂଲାଦେଶର କଟକଣା
ଢାକା, ୯।୯: ବାଂଲାଦେଶର ମହମ୍ମଦ ୟୁନୁସ୍ଙ୍କ ନେତୃତ୍ୱାଧୀନ ଅନ୍ତରୀଣ ସରକାରଙ୍କ ଭାରତ ପ୍ରତି କଠୋର ମନୋଭାବର ଆଭାସ ମିଳିଛି। ଦୁର୍ଗାପୂଜା ନିକଟତର ହେଉଥିବାବେଳେ ବାଂଲାଦେଶ ସରକାର ଭାରତକୁ ପଦ୍ମା ହିଲ୍ଶା ବା ଇଲିଶି ରପ୍ତାନି ଉପରେ କଟକଣା ଲଗାଇଛନ୍ତି। ଏହାକୁ ନେଇ…
ଅନ୍ଧାରରେ ଡୁବିଯିବ ବାଂଲାଦେଶ! ଆଦାନୀ ଗ୍ରୁପ୍ର ଚେତାବନୀ
ଢାକା,୯।୯: ଶେଖ ହସିନା ସରକାରଙ୍କ ପରାଜୟ ପରେ ବାଂଲାଦେଶରେ ଆର୍ଥିକ ସଙ୍କଟ ଗଭୀର ହେବାରେ ଲାଗିଛି। ଋଣ ପାଇବା ପାଇଁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ପ୍ରଧାନମନ୍ତ୍ରୀ ମହମ୍ମଦ ୟୁନୁସ ବିଶ୍ୱ ବ୍ୟାଙ୍କ, ଆଇଏମଏଫ, ଏସୀୟ ବିକାଶ ବ୍ୟାଙ୍କ (ଏଡିବି) ଭଳି ସଂସ୍ଥାର କବାଟ…
ଭାରତ ପାଇଁ ଖୁସି ଖବର! ରୋହିଙ୍ଗ୍ୟାଙ୍କ ପାଇଁ ବାଂଲାଦେଶ ଉଠାଇଲା…
ଢାକା/ନୂଆଦିଲ୍ଲୀ,୯।୯: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ରବିବାର ଦକ୍ଷିଣ ଏସିଆରେ ରହୁଥିବା ରୋହିଙ୍ଗ୍ୟା ମୁସଲମାନମାନଙ୍କ ପାଇଁ ଶୀଘ୍ର ଥଇଥାନ ଘୋଷଣା କରିଛନ୍ତି। ମହମ୍ମଦ ୟୁନୁସ କହିଛନ୍ତି ଯେ ମ୍ୟାନମାର ଏବଂ ଏହାର ସୀମାବର୍ତ୍ତୀ ରାଜ୍ୟରେ କ୍ରମାଗତ ଭାବେ ବଢୁୁଥିବା ହିଂସା…
‘ଭାରତରେ ଏବେ କେହି ପ୍ରଧାନମନ୍ତ୍ରୀଙ୍କୁ ଡରୁ ନାହାଁନ୍ତି…’, ବିଦେଶରେ ଭାଜପାକୁ ଟାର୍ଗେଟ କଲେ ରାହୁଲ
ଡଲାସ,୯।୯: ଆମେରିକା ଗସ୍ତରେ ଥିବା ରାହୁଲ ଗାନ୍ଧୀ ଟେକ୍ସାସରେ ଏକ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବାବେଳେ ଭାରତର ଭାଜପା ସରକାର ଉପରେ ଖୁବ ବର୍ଷିଛନ୍ତି। ରାହୁଲ ଗାନ୍ଧୀ କହିଛନ୍ତି, ଆରଏସଏସ ବିଶ୍ୱାସ କରେ ଯେ ଭାରତ ଏକ ବିଚାର ଏବଂ ଆମେ ବିଶ୍ୱାସ…
ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, କହିଲା ଭଲ ସମ୍ପର୍କ ଚାହୁଁଛୁ ହେଲେ…
ଢାକା,୯।୯: ଶେଖ ହସିନାଙ୍କ ପତନ ପରେ ବାଂଲାଦେଶର ସ୍ଥିତିରେ ସୁଧାର ଆସୁନାହିଁ, କିନ୍ତୁ ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ଅହଂକାର ଦେଖାଇବାକୁ ପଛାଉ ନାହାଁନ୍ତି। ରବିବାର ମହମ୍ମଦ ୟୁନୁସ କହିଛନ୍ତି ଯେ ତାଙ୍କ ଦେଶ ଭାରତ ସହ ଭଲ ସମ୍ପର୍କ ଚାହୁଁଛି,…
ଭେନେଜୁଏଲାର ବିରୋଧୀ ନେତା ଗୋଞ୍ଜାଲେଜ୍ଙ୍କ ସ୍ପେନ୍ ପଳାୟନ
କାରାକସ୍,୯ା୯: ଭେନେଜୁଏଲାର ପୂର୍ବତନ ବିରୋଧୀ ଦଳ ରାଷ୍ଟ୍ରପତି ପ୍ରାର୍ଥୀ ଏଡମୁଣ୍ଡୋ ଗୋଞ୍ଜାଲେଜ୍ ଦେଶ ଛାଡ଼ି ପଳାଇ ଯାଇଛନ୍ତି। ସ୍ପେନ୍ ତାଙ୍କୁ ଆଶ୍ରୟ ଦେବା ନିମନ୍ତେ ଅନୁମତି ପ୍ରଦାନ କରିଛି। ଦେଶରେ ଗୋଟିଏ ଦଳ ଦ୍ୱାରା ୨ ଦଶନ୍ଧିର ଶାସନରେ ଲକ୍ଷ ଲକ୍ଷ ଲୋକେ…
ରାହୁଲ ଗାନ୍ଧୀଙ୍କୁ ଆମେରିକାରେ ସ୍ବାଗତ
ଡଲାସ, ୯।୯: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ୩ ଦିନିଆ ଆମେରିକା ଗସ୍ତରେ ଯାଇଛନ୍ତି। ତାଙ୍କୁ ଡଲାସ୍ରେ ଭାରତୀୟମାନେ ସ୍ବାଗତ କରିଛନ୍ତି। ଏହି ଅବସରରେ ରାହୁଲଙ୍କ ସହ ଇଣ୍ଡିଆନ୍ ଓଭରସିଜ୍ କଂଗ୍ରେସ(ଆଇଓସି) ନେତା ସାମ୍ ପିଟ୍ରୋଡା ଉପସ୍ଥିତ ଥିଲେ।…
‘ମୋତେ ମୁକ୍ତ କର’, ନିଜକୁ ଜେଲରୁ ମୁକ୍ତ କରିବାକୁ ଦାବି କଲେ ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ
ଇସଲାମାବାଦ,୮।୯: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ତାଙ୍କୁ ନିର୍ଦ୍ଦୋଷରେ ଖଲାସ କରିବା ପାଇଁ କୋର୍ଟରେ ଆବେଦନ କରିଥିଲେ। ସଂଶୋଧିତ ଦୁର୍ନୀତି ନିବାରଣ ଆଇନ ଆଧାରରେ ଇମ୍ରାନ ଖାନ ତାଙ୍କୁ ୧୯କୋଟି ପାଉଣ୍ଡ ଦୁର୍ନୀତି ମାମଲାରେ ନିର୍ଦ୍ଦୋଷରେ ଖଲାସ କରିବାକୁ କୋର୍ଟରେ…
ବଦଳିବ ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ଲିଖିତ ଜାତୀୟ ସଙ୍ଗିତ! ଜମାତ-ଇ-ଇସଲାମି ଦେଲା ଅଲଟିମେଟମ
ଢାକା,୮।୯: ବାଂଲାଦେଶର ଜମାତ-ଇ-ଇସଲାମି ଦଳର ପୂର୍ବତନ ମୁଖ୍ୟଙ୍କ ପୁତ୍ର ଅବଦୁଲ୍ଲା ଅମାନ ଆଜମୀ ଦେଶର ଜାତୀୟ ସଂଗୀତ ପରିବର୍ତ୍ତନ କରିବାକୁ ଦାବି କରିଛନ୍ତି। ରବୀନ୍ଦ୍ରନାଥ ଟାଗୋରଙ୍କ ଦ୍ୱାରା ଲିଖିତ ‘ଆମାର ସୋନାର ବଙ୍ଗଲା’କୁ ପରିବର୍ତ୍ତନ କରିବାକୁ ଦାବି କରି ଆଜମୀ କହିଛନ୍ତି…
କାଙ୍ଗାଳ ପାକିସ୍ତାନ ହାତରେ ଲାଗିଲା ଏମିତି ଭଣ୍ଡାର, ବଦଳିଯିବ ଭାଗ୍ୟ
ଇସଲାମାବାଦ,୭।୯: ପାକିସ୍ତାନର ଅନାହାର ଏବଂ ଦୁଃଖଦ ଅବସ୍ଥା ବିଷୟରେ ସମଗ୍ର ବିଶ୍ୱ ଅବଗତ ଅଛି। ପଡୋଶୀ ଦେଶରେ ପରିସ୍ଥିତି ଏପରି ଯେ ଅନେକ ଲୋକ ଏହାକୁ ନେଇ ରାସ୍ତାରେ ମଧ୍ୟ ବିରୋଧ ପ୍ରଦର୍ଶନ କରୁଛନ୍ତି। ଏବେ ପାକିସ୍ତାନର ସାମୁଦ୍ରିକ ସୀମାରେ ପେଟ୍ରୋଲିୟମ…
ୟୁନେସ-ମୋଦିଙ୍କ ମଧ୍ୟରେ କଥାବାର୍ତ୍ତା ପାଇଁ ଅନୁରୋଧ କଲା ବାଂଲାଦେଶ
ବାଂଲାଦେଶ,୭।୯: ବାଂଲାଦେଶ ଚଳିତ ସପ୍ତାହ ଆରମ୍ଭରୁ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ପାଇଁ ଏକ ଔପଚାରିକ ଅନୁରୋଧ କରିଥିଲେ, ଯାହା ଚଳିତ ମାସ ଶେଷରେ ମିଳିତ ଜାତିସଂଘ ମହାସଭା ପାଇଁ ନ୍ୟୁୟର୍କରେ…
ମୋଦିଙ୍କ ଚାପର ପ୍ରଭାବ, ରୁଷିଆରୁ ଭାରତୀୟଙ୍କ ପ୍ରତ୍ୟାବର୍ତ୍ତନ ନେଇ ବାଜିଲା ମୋହର
ମସ୍କୋ/ନୂଆଦିଲ୍ଲୀ,୭ା୯: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାଲିଥିବା ଯୁଦ୍ଧରେ ଭାରତୀୟ ନାଗରିକମାନେ ମଧ୍ୟ ଆଗ ଧାଡ଼ିରେ ଲଢ଼ିବାକୁ ବାଧ୍ୟ ହେଉଛନ୍ତି। ଏହି ସଂଗ୍ରାମରେ ଏପର୍ଯ୍ୟନ୍ତ ଅନେକ ଭାରତୀୟ ପ୍ରାଣ ହରାଇଛନ୍ତି। ଏହି ସମୟରେ ଯେଉଁମାନେ ରୁଷିଆ ସେନାରେ ନିଯୁକ୍ତ ହୋଇଥିଲେ ଏବଂ…
Archives


