ଅନ୍ତର୍ଜାତୀୟ

Germany Election 2025: ଜର୍ମାନୀର ନୂଆ ଚାନ୍ସଲର ହେବେ ଫ୍ରେଡରିକ ମର୍ଜ, ଦ୍ୱିତୀୟ ବିଶ୍ୱଯୁଦ୍ଧ ପରେ ପ୍ରଥମ ଦକ୍ଷିଣପନ୍ଥୀ ସରକାର

ବର୍ଲିନ,୨୪।୨: ରବିବାର ଜର୍ମାନୀରେ ଅନୁଷ୍ଠିତ ୨୦୨୫ ଜାତୀୟ ନିର୍ବାଚନରେ ଚାନ୍ସେଲର ଓଲାଫ ସ୍କଲଜଙ୍କ ସୋସିଆଲ ଡେମୋକ୍ରାଟିକ ପାର୍ଟି (ଏସପିଡି) ଏକ ବଡ଼ ପରାଜୟ ବରଣ କରିଛି। ସଦ୍ୟତମ ଏକଜିଟ ପୋଲ ଅନୁଯାୟୀ, ବିରୋଧୀ ନେତା ଫ୍ରେଡ୍ରିଚ ମର୍ଜଙ୍କ ଖ୍ରୀଷ୍ଟିଆନ ଡେମୋକ୍ରାଟିକ ୟୁନିଅନ…

ରୁଷିଆକୁ ସମର୍ଥନ କରୁଥିବା ଲୋକଙ୍କୁ ୟୁକେ ମନା

ବ୍ରିଟେନ,୨୪।୨: ରୁଷିଆ ୟୁକ୍ରେନ ଉପରେ ଆକ୍ରମଣ କରିବାର ଠିକ ତିନି ବର୍ଷ ପରେ ସୋମବାର ଘୋଷଣା ହେବାକୁ ଥିବା ନୂତନ କଟକଣା ଅନୁଯାୟୀ, ବ୍ରିଟେନ ରୁଷିଆକୁ ଗୁରୁତ୍ୱପୂର୍ଣ୍ଣ ସମର୍ଥନ ଯୋଗାଉଥିବା କିମ୍ବା ରୁଷିଆକୁ ସେମାନଙ୍କର ସମ୍ପତ୍ତି ଦେବାକୁ ଥିବା ବ୍ୟକ୍ତିଙ୍କ ପ୍ରବେଶକୁ…

୨୦୦୦ କର୍ମଚାରୀଙ୍କୁ ଚାକିରିରୁ ବିଦା କଲେ ଟ୍ରମ୍ପ

ଓ୍ବାଶିଂଟନ,୨୪ା୨: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୂରା ଆକ୍ସନ ମୋଡ୍‌ରେ ଅଛନ୍ତି। USAIDର ୨ ହଜାର କର୍ମଚାରୀଙ୍କୁ ଚାକିରିରୁ ବିଦା କରିଦେଇଥିବା ନେଇ ଅଧିସୂଚନା ଜାରି କରିଛନ୍ତି। ଏଥିସହିତ ୧ ହଜାରରୁ ଅଧିକ କର୍ମଚାରୀଙ୍କୁ ଛୁଟି ପାଇଁ ମଧ୍ୟ ଅଧିସୂଚନା ଜାରି…

୨୬୭ ଡ୍ରୋନ୍‌ ଆକ୍ରମଣ କଲା ରୁଷିଆ

କିଭ୍‌/ମସ୍କୋ(ରଏଟର୍ସ/ ଏଜେନ୍ସି),୨୪ା୨: ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କି ରବିବାର ଏକ୍ସ’ରେ କହିଛନ୍ତି, ରୁଷିଆ ରାତିଅଧିଆ ୨୦୦ରୁ ଊର୍ଦ୍ଧ୍ୱ ଡ୍ରୋନ୍‌ ଆକ୍ରମଣ କରିଛି। ପ୍ରତିଦିନ ୟୁକ୍ରେନୀୟ ନାଗରିକ ‘ଆକାଶମାର୍ଗରୁ ଆତଙ୍କ’କୁ ସାମ୍ନା କରୁଛନ୍ତି। ଯୁଦ୍ଧର ତୃତୀୟ ବାର୍ଷିକୀ ଅବ୍ୟବହିତ ପୂର୍ବରୁ ୟୁକ୍ରେନ୍‌ ବିରୋଧରେ…

USAID Controversy: ଆମେରିକାରୁ ମିଳିଛି ୭୫୦ ମିଲିୟନ ଡଲାର ପାଣ୍ଠି, ମାନିଲେ ଭାରତ ସରକାର, ଦେଶରେ ଚହଳ

ନୂଆଦିଲ୍ଲୀ,୨୩।୨: ଆମେରିକୀୟ USAID ପାଣ୍ଠିକୁ ନେଇ ଭାରତରେ ରାଜନୀତି ସରଗରମ ରହିଛି। ଏନେଇ ଅର୍ଥ ମନ୍ତ୍ରଣାଳୟ ଦ୍ୱାରା ଏକ ରିପୋର୍ଟ ଜାରି ହୋଇଛି। ରିପୋର୍ଟରୁ ଜଣାପଡିଛି ଯେ USAID 2023-24 ରେ 750 ମିଲିୟନ ଆମେରିକୀୟ ଡଲାର ପାଣ୍ଠି ମିଳିଛି। ୭ଟି…

ପାକିସ୍ତାନର ନିକଟତର ହେବାକୁ ଚାହୁଁଛି ବାଂଲାଦେଶ, ଆରମ୍ଭ ହେଲା ସିଧାସଳଖ ବାଣିଜ୍ୟ

ଇସଲାମାବାଦ,୨୩।୨: ୧୯୭୧ ପରେ ପ୍ରଥମ ଥର ପାଇଁ ପାକିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ସିଧାସଳଖ ବାଣିଜ୍ୟ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ, ସରକାରୀ ସାମଗ୍ରୀ ବୋଝେଇ ଏକ ପାକିସ୍ତାନୀ ଜାହାଜ ବାଂଲାଦେଶ ଅଭିମୁଖେ ଯାତ୍ରା କରିଛି। ଏହି ସରକାରୀ ସାମଗ୍ରୀ…

ଆସିଗଲା ଉଡ଼ନ୍ତା କାର…ଏବେ ଟ୍ରାଫିକ୍‌ ଜାମ ସମସ୍ୟାରୁ ମିଳିବ ମୁକ୍ତି, କିଣିବାକୁ ଚାହିଁଲେ ଗଣିବେ ଏତିକି…

ନୂଆଦିଲ୍ଲୀ,୨୩।୨: ଟ୍ରାଫିକ୍‌ ଜାମ ସମସ୍ୟା କେବଳ ଭାରତରେ ନୁହେଁ ବରଂ ସାରା ବିଶ୍ୱର ବଡ଼ ବଡ଼ ସହରରେ ରହିଛି। ଏହାକୁ ମୁକାବିଲା କରିବା ପାଇଁ ବିଭିନ୍ନ ପ୍ରୟାସ କରାଯାଉଛି। କଳ୍ପନା କରନ୍ତୁ ଯଦି ଆପଣ ଟ୍ରାଫିକ ଜାମ୍‌ରେ ଫସି ଯାଇଛନ୍ତି ଏବଂ…

ପାକିସ୍ତାନ ପ୍ରଧାନମନ୍ତ୍ରୀଙ୍କ ବଡ଼ ଦାବି, କହିଲେ ପାକିସ୍ତାନ ଯଦି ଭାରତ ଆଗକୁ ନ ଯିବ ତେବେ ମୋ ନାମ…

ଇସଲାମାବାଦ,୨୩।୨: ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ତାଙ୍କର ବିବାଦୀୟ ଏବଂ ମହତ୍ୱାକାଂକ୍ଷୀ ବୟାନ ପାଇଁ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ଏବେ ସେ କହିଛନ୍ତି ଯେ ଯଦି ପାକିସ୍ତାନ ଭାରତଠାରୁ ଆଗକୁ ନ ବଢ଼ିବ, ତେବେ ମୋର ନାମ ଆଉ ଶେହବାଜ…

‘ସେମାନେ ଆମ ଉପରେ କାଦୁଅ ଫିଙ୍ଗୁଛନ୍ତି…’, ଟ୍ରମ୍ପ, ମୋଦିଙ୍କ ନାଁ ନେଇ ବର୍ଷିଲେ ଜର୍ଜିଆ ମେଲୋନି

ନୂଆଦିଲ୍ଲୀ,୨୩।୨: ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନି ଦାବି କରିଛନ୍ତି ଯେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିଜୟରେ ବାମପନ୍ଥୀମାନେ ଚିନ୍ତିତ ହୋଇଯାଇଛନ୍ତି। ମେଲୋନି ଉଦାରପନ୍ଥୀ ଏବଂ ବାମପନ୍ଥୀମାନଙ୍କୁ ‘ଦୋ ମୁହାଁ’ ନୀତି ଗ୍ରହଣ କରିବାର ଅଭିଯୋଗ ଲଗାଇଛନ୍ତି। ଇଟାଲୀ ପ୍ରଧାନମନ୍ତ୍ରୀ ବାମପନ୍ଥୀ…

‘ଭାରତ ଆମେରିକାର ଫାଇଦା ଉଠାଇବାକୁ ଚାହୁଁଛି’ ଏମିତି କାହିଁକି କହିଲେ ଟ୍ରମ୍ପ…

ଓ୍ବାଶିଂଟନ୍‌,୨୩।୨: ଆମେରିକା ଏବଂ ଭାରତ ମଧ୍ୟରେ ସମ୍ପର୍କ ଭଲ। କିନ୍ତୁ ଏହା ସତ୍ତ୍ୱେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତକୁ ଟାର୍ଗେଟ କରିବାର କୌଣସି ସୁଯୋଗ ହାତଛଡ଼ା କରୁନାହାଁନ୍ତି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଭାରତର ନିର୍ବାଚନ ପାଇଁ…

ମୋଦିଙ୍କ ପାଖକୁ ଯାଇଛି ୨୧ ନିୟୁତ ଡଲାର: ଟ୍ରମ୍ପ୍‌

ନ୍ୟୁୟର୍କ/ନୂଆଦିଲ୍ଲୀ,୨୩ା୨(ଏଜେନ୍ସି/ପିଟି): ଭାରତରେ ମତଦାନ ହାର ବୃଦ୍ଧି ପାଇଁ ଆମେରିକାରୁ ଆସିଥିବା ୨୧ ନିୟୁତ ଡଲାର (୧୮୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ସହାୟତାକୁ ନେଇ ଦେଶରେ ବିବାଦ ମୁଣ୍ଡ ଟେକିଥିବାବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଶନିବାର ଏହି ପ୍ରସଙ୍ଗ ଉପରେ ଚତୁର୍ଥ ଥର…

ଆଉ ୫ ପଣବନ୍ଦୀଙ୍କୁ ମୁକ୍ତ କଲା ହମାସ୍‌

ନୁସେଇରାତ୍‌(ଗାଜା ଷ୍ଟ୍ରିପ୍‌),୨୨।୨: ଯୁଦ୍ଧବିରତି ଚୁକ୍ତିନାମା ଅନୁଯାୟୀ ଗାଜାର ଶାସକ ହମାସ୍‌ ଶନିବାର ୬ ଇସ୍ରାଏଲୀ ପଣବନ୍ଦୀଙ୍କ ମଧ୍ୟରୁ ୫ ଜଣଙ୍କୁ ମୁକ୍ତ କରିଦେଇଛି। ଗାଜାରେ ଦୁଇଟି ଅଲଗା ଉତ୍ସବ ମଧ୍ୟରେ ସେମାନଙ୍କୁ ରେଡ୍‌କ୍ରସ୍‌କୁ ହସ୍ତାନ୍ତର କରାଯାଇଛି। ସଶସ୍ତ୍ର ହମାସ୍‌ ଯୋଦ୍ଧାମାନେ ସେମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?