ଅନ୍ତର୍ଜାତୀୟ

ଶକ୍ତିଶାଳୀ ଭୂକମ୍ପ: ଲୋକେ ଆତଙ୍କିତ

ଜାକର୍ତ୍ତା,୩।୩: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ଏକ ଶକ୍ତିଶାଳୀ ଭୂକମ୍ପ ଘଟିଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, ଭୂମିକମ୍ପର ତୀବ୍ରତା ୬.୧ ଥିଲା। ଏହାର କେନ୍ଦ୍ରସ୍ଥଳ ସୁମାତ୍ରାର ସିନାବୁଙ୍ଗ ସହରରୁ ପ୍ରାୟ ୬୫ କିଲୋମିଟର ଦକ୍ଷିଣ-ପୂର୍ବରେ ଅବସ୍ଥିତ ଥିଲା। ସ୍ଥାନୀୟ କର୍ତ୍ତୃପକ୍ଷ…

ଯୁଦ୍ଧ ମଧ୍ୟରେ ମୋଦିଙ୍କୁ ନେଇ ଏମିତି କହିଦେଲେ ନେତାନ୍ୟାହୁ: ବିଶ୍ୱରେ ପଡ଼ିଗଲା ଚହଳ

ଜେରୁଜେଲମ,୩।୩: ଇରାନ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜଣେ ପ୍ରକୃତ ବନ୍ଧୁ ବୋଲି କହି, ଏହି ସମୟରେ ଇସ୍ରାଏଲ ସହିତ ଠିଆ ହେବା ପାଇଁ ସେ…

‘ଭୟାନକ ଆକ୍ରମଣ ବାକି ରହିଛି…’, ଇରାନ ସହିତ କ’ଣ କରିବ ଆମେରିକା? ଯୁଦ୍ଧ ପଛର ଯୋଜନା କହିଲେ ମାର୍କୋ ରୁବିଓ

ଓ୍ବାଶିଂଟନ,୩।୩: ଆମେରିକାର ବୈଦେଶିକ ମନ୍ତ୍ରୀ ମାର୍କୋ ରୁବିଓ କହିଛନ୍ତି ଯେ ଇରାନ ଉପରେ ଚାଲିଥିବା ଆମେରିକାର ଆକ୍ରମଣର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ସରକାର ପରିବର୍ତ୍ତନ କରିବା ନୁହେଁ, ବରଂ ଏହାର ବାଲିଷ୍ଟିକ କ୍ଷେପଣାସ୍ତ୍ର କ୍ଷମତାକୁ ନଷ୍ଟ କରିବା। ସେ ବ୍ୟାଖ୍ୟା କରିଛନ୍ତି…

‘ପାକିସ୍ତାନ ସହିତ ଆଉ ଏକ ଯୁଦ୍ଧ ପାଇଁ ଭାରତ ପ୍ରସ୍ତୁତ ହେଉଛି’: ଅପରେଶନ ସିନ୍ଦୂର ୨ ପୂର୍ବରୁ ଥରିଲେ ଜର୍ଦ୍ଦାରୀ

ଇସଲାମାବାଦ,୩।୩: ଭାରତ ପାକିସ୍ତାନ ଉପରେ ଆଉ ଏକ ଆକ୍ରମଣ ପାଇଁ ପ୍ରସ୍ତୁତ ହେଉଛି। ଅପରେଶନ ସିନ୍ଦୂରରେ ଏକ ବଡ଼ ପରାଜୟ ବରଣ କରିଥିବା ପାକିସ୍ତାନ ରାଷ୍ଟ୍ରପତି ଆସିଫ ଅଲି ଜର୍ଦ୍ଦାରୀ ସଂସଦର ଏକ ମିଳିତ ଅଧିବେଶନକୁ ସମ୍ବୋଧିତ କରିବା ସମୟରେ ଏହି…

ବଢିଲା ଯୁଦ୍ଧର ପରିସର, ଆମେରିକା ଦୂତାବାସ ଉପରେ ଡ୍ରୋନ ଆକ୍ରମଣ

ରିୟାଦ,୩।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ବଢ଼ିବାରେ ଲାଗିଛି। ସଦ୍ୟତମ ରିପୋର୍ଟ ଅନୁଯାୟୀ, ରିୟାଦରେ ଥିବା ଆମେରିକୀୟ ଦୂତାବାସ ଉପରେ ଡ୍ରୋନ ଆକ୍ରମଣ ନିଆଁ ଲଗାଇ ଦେଇଛି। ସାଉଦି ଆରବ କହିଛି ଯେ ଏହା ଚାରୋଟି ପ୍ରୋଜେକ୍ଟାଇଲକୁ ଖସାଇ…

ସୁଡ଼ଙ୍ଗରେ ଭରି ରହିଛି ଇରାନର ବିପୁଳ ଯୁଦ୍ଧାସ୍ତ୍ର

ତେହରାନ୍‌,୩ା୩: ଇରାନ ଗପ୍ତରେ ଏହାର ଭୂତଳ ଅସ୍ତ୍ର ଭଣ୍ଡାର ଏବଂ ସୁଡ଼ଙ୍ଗରେ ବିପୁଳ ଅସ୍ତ୍ରଶସ୍ତ୍ର ମହଜୁଦ ରଖିଛି। ସୋମବାର ଇରାନ ସେନା(ଆଇଆର୍‌ଜିସି) ପକ୍ଷରୁ ଏହାର ଏକ ଭିଡିଓ ଫୁଟେଜ୍‌ ଜାରି କରାଯାଇଛି। ଏହି ଫୁଟେଜ୍‌ରେ ଅନେକ ଶହ ଡ୍ରୋନ୍‌ ଏବଂ କ୍ଷେପଣାସ୍ତ୍ର…

ଖାମେନେଇଙ୍କ ୨ ସମ୍ଭାବ୍ୟ ଉତ୍ତରାଧିକାରୀ ନିହତ: ଟ୍ରମ୍ପ୍‌

ତେହରାନ୍‌, ୩ା୩: ଆମେରିକା ଓ ଇସ୍ରାଏଲ୍‌ର ମିଳିତ ଆକ୍ରମଣରେ ଶନିବାର ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲୀ ଖାମେନେଇ ନିହତ ହୋଇଥିଲେ। ଏଥିସହିତ ସୁପ୍ରିମ ଲିଡରଙ୍କ ଉତ୍ତରାଧିକାରୀ ହେବାର ସମ୍ଭାବନା ଥିବା ୨ ନେତାଙ୍କର ମଧ୍ୟ ଆକ୍ରମଣରେ ମୃତ୍ୟୁ ଘଟିଥିବା ଆମେରିକା…

ହୋର୍ମୁଜ୍‌ ଷ୍ଟ୍ରେଟ୍‌: ସର୍ବବୃହତ୍‌ ଏନର୍ଜି କରିଡର

ମୁମ୍ବାଇ ,୩ା୩: ଇରାନ-ଆମେରିକା ଯୁଦ୍ଧ ପରିପ୍ରେକ୍ଷୀରେ ଇରାନ ଓ ଓମାନ ମଝିରେ ରହିଥିବା ଏକ ସଂକୀର୍ଣ୍ଣ ସାମୁଦ୍ରିକ ପଥ ବା ପ୍ରଣାଳୀ ‘ହୋର୍ମୁଜ୍‌ ଷ୍ଟ୍ରେଟ୍‌’ର ବିଶେଷତ୍ୱ ଏବେ ବୈଶ୍ୱିକ ତୈଳ ପରିବହନ କ୍ଷେତ୍ରରେ ସବୁଠାରୁ ଚର୍ଚ୍ଚିତ ପ୍ରସଙ୍ଗ ହୋଇଛି। ଇରାନ ଏବଂ…

ନାତାଞ୍ଜ ଆଣବିକ ସ୍ଥଳରେ ଆକ୍ରମଣ

ତେହରାନ୍‌, ୩ା୩: ଇରାନ୍‌ର ନାତାଞ୍ଜ ଆଣବିକ ସ୍ଥଳ ଉପରେ ଆମେରିକା ଏବଂ ଇସ୍ରାଏଲ୍‌ ରବିବାର ଆକ୍ରମଣ କରିଥିବା ଅନ୍ତର୍ଜାତୀୟ ଆଣବିକ ଶକ୍ତି ସଂସ୍ଥା (ଆଇଏଇଏ)କୁ ତେହରାନ୍‌ ଜଣାଇଛି। ସୋମବାର ଆଇଏଇଏର ୩୫ ରାଷ୍ଟ୍ର ଗଭର୍ନର ବୋର୍ଡ ବୈଠକ ବେଳେ ଇରାନ ରାଷ୍ଟ୍ରଦୂତ…

ଆକ୍ରମଣ ଜୋର୍‌ଦାର କରିବାକୁ ଟ୍ରମ୍ପ୍‌ଙ୍କ ଧମକ

ଓ୍ବାଶିଂଟନ୍‌,୩ା୩: ଇରାନ-ଆମେରିକା ଯୁଦ୍ଧ ବେଳକୁ ବେଳ ତୀବ୍ର ହେବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ଇସ୍ରାଏଲ ଏବଂ ଆମେରିକା ମିଳିତ ଭାବେ ଇରାନର ବହୁ ଗୁରୁତ୍ୱପୂର୍ଣ୍ଣ ସାମରିକ ପ୍ରତିଷ୍ଠାନକୁ ଟାର୍ଗେଟ କରି ୧୩୧ ସହର ଉପରେ ଆକ୍ରମଣ କରିଛନ୍ତି। ଏଥିରେ ୫୫୦ ଜଣଙ୍କ…

ଲେବାନନ୍‌କୁ ବ୍ୟାପିଲା ଇରାନ୍‌ ଯୁଦ୍ଧ

ତେହରାନ୍‌, ୩ା୩: ଇରାନ୍‌ରେ ଆମେରିକା ଓ ଇସ୍ରାଏଲ୍‌ ସୋମବାର ଜୋର୍‌ଦାର ଆକ୍ରମଣ କରିଥିବାବେଳେ ମୃତ୍ୟୁସଂଖ୍ୟା ୫୫୫ରେ ପହଞ୍ଚତ୍ଥିବା ଇରାନୀୟ ରେଡ୍‌ କ୍ରିସେଣ୍ଟ ସୋସାଇଟି ପକ୍ଷରୁ କୁହାଯାଇଛି। ଏହାର ଜବାବରେ ଇରାନ ମଧ୍ୟପ୍ରାଚ୍ୟ ଅଞ୍ଚଳରେ ଥିବା ଇସ୍ରାଏଲ୍‌ ଓ ଆମେରିକାର ସାମରିକ ବେସ୍‌…

ଘନଉଛି ତୈଳ ସଙ୍କଟ: ୨ ବୃହତ୍‌ ରିଫାଇନେରି ଉପରେ ଇରାନର ଆକ୍ରମଣ

ତେହରାନ୍‌ ,୩ା୩:ଇରାନ-ଆମେରିକା ଯୁଦ୍ଧ କ୍ରମଶଃ ଗମ୍ଭୀର ହେବାରେ ଲାଗିଛି। ସୋମବାର ତୃତୀୟ ଦିନରେ ଉଭୟ ପକ୍ଷ ଆକ୍ରମଣ ଜାରି ରଖିଥିଲାବେଳେ କ୍ଷୟକ୍ଷତି ମଧ୍ୟ ବଢିବାରେ ଲାଗିଛି। ଆମେରିକା ଟାର୍ଗେଟରେ କେବଳ ଇରାନ ରହିଛି। କିନ୍ତୁ ଆମେରିକା ବିରୋଧରେ ଉପସାଗରୀୟ ଅଞ୍ଚଳର ୬…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri