ଅନ୍ତର୍ଜାତୀୟ

ଭାରତୀୟ ବଂଶୋଦ୍ଭବଙ୍କୁ ଆଜି ଫାଶୀ ଦେବ ସିଙ୍ଗାପୁର

ସିଙ୍ଗାପୁର,୨୬ା୪ : ନିଶା ଚୋରା କାରବାର ମାମଲାରେ ଦୋଷୀସାବ୍ୟସ୍ତ ହୋଇଥିବା ଭାରତୀୟ ବଂଶୋଦ୍ଭବ ଟାଙ୍ଗାରାଜୁ ସୁପିଆଙ୍କୁ ସିଙ୍ଗାପୁର ସରକାର ବୁଧବାର ଫାଶୀ ଦେବାକୁ ଯାଉଛି। ମୃତ୍ୟୁଦଣ୍ଡକୁ ବିରୋଧ କରୁଥିବା ପ୍ରମୁଖ ବ୍ୟକ୍ତିମାନେ ଫାଶୀ ରୋକିବା ଲାଗି କରିଥିବା ଅନୁରୋଧକୁ ସିଙ୍ଗାପୁର...

ପୁଟିନ୍‌ଙ୍କ ଗିରଫ ପରଓ୍ବାନାକୁ ନେଇ ଚିନ୍ତାରେ ରୁଷିଆ

ମସ୍କୋ,୨୬ା୪ : ଯୁଦ୍ଧ ଅପରାଧ ଅଭିଯୋଗରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର୍‌ ପୁଟିନ୍‌ଙ୍କ ବିରୋଧରେ ଅନ୍ତର୍ଜାତୀୟ ଫୌଜଦାରି କୋର୍ଟ (ଆଇସିସି) ଗତ ମାସରେ ଗିରଫ ପରଓ୍ବାନା ଜାରି କରିଥିବାରୁ ଦେଶର ବରିଷ୍ଠ ଅଧିକାରୀମାନେ ଭୟଭୀତ ଥିବା ଜଣାପଡ଼ିଛି। ଆଇସିସି ଆରେଷ୍ଟ ଓ୍ବାରେଣ୍ଟ...

ଅପରେଶନ କାଭେରୀ ଆରମ୍ଭ: ସୁଦାନରୁ ସ୍ବଦେଶ ଫେରିବେ ୨୭୮ ଭାରତୀୟ…

ଖାର୍ତୁମ,୨୫।୪ : ହିଂସା ପ୍ରଭାବିତ ସୁଦାନରେ ୭୨ ଘଣ୍ଟିଆ ଅସ୍ତ୍ରବିରତି ପରେ ଭାରତୀୟଙ୍କ ସ୍ଥାନାନ୍ତର କାର୍ଯ୍ୟ ଆରମ୍ଭ ହୋଇଛି। ସେଠାରୁ ଭାରତୀୟମାନଙ୍କୁ ସ୍ବଦେଶ ଆଣିବା ପାଇଁ ଭାରତ ପକ୍ଷରୁ ଅପରେଶନ କାଭେରୀ ଆରମ୍ଭ ହୋଇଛି। ଏହି ଅଭିଯାନ ଅନ୍ତର୍ଗତ, ପ୍ରଥମ...

ବାଇଡେନଙ୍କ ଘୋଷଣା: ଲଢ଼ିବି ୨୦୨୪ ନିର୍ବାଚନ…

ଓ୍ବାଶିଂଟନ,୨୫।୪ : ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ବଡ଼ ଘୋଷଣା କରିଛନ୍ତି। ସେ କହିଛନ୍ତି, ମୁଁ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ଲଢ଼ିବି। ତାଙ୍କ ଘୋଷଣା ପରେ ସମସ୍ତ କଳ୍ପନା ଜଳ୍ପନାର ଶେଷ ହୋଇଛି। ଏହା ସ୍ପଷ୍ଟ ହୋଇଛି ବାଇଡେନ ପୁଣି...

ସୁଦାନରେ ଫସିଥିବା ଶ୍ରୀଲଙ୍କା ନାଗରିକଙ୍କୁ ଉଦ୍ଧାର କରିବାକୁ ପ୍ରସ୍ତାବ ଦେଲା ଭାରତ, ବୈଦେଶିକ ମନ୍ତ୍ରୀ କଲେ ପ୍ରଶଂସା

ନୂଆଦିଲ୍ଲୀ/କଲମ୍ବୋ,୨୫।୪: ସୁଦାନରେ ଚାଲିଥିବା ଗୃହ ଯୁଦ୍ଧ ମଧ୍ୟରେ ବିଭିନ୍ନ ଦେଶର ନାଗରିକ ଫସି ରହିଛନ୍ତି। ସେମାନଙ୍କୁ ସୁରକ୍ଷିତ ଉଦ୍ଧାର କରିବାକୁ ସବୁ ଦେଶ ଚେଷ୍ଟା ଜାରି ରଖିଛନ୍ତି। ଏହି ଗୃହ ଯୁଦ୍ଧ ମଧ୍ୟରେ ଭାରତ ଦ୍ୱାରା ଶ୍ରୀଲଙ୍କା ନାଗରିକଙ୍କୁ ଉଦ୍ଧାର...

ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ର ବିସ୍ଫୋରଣ ଘଟଣାରେ ଆତଙ୍କବାଦୀଙ୍କ ହାତ ନାହିଁ…

ଇସଲାମାବାଦ,୨୫।୪ : ପାକିସ୍ତାନର ଆତଙ୍କବାଦ ନିରୋଧୀ କେନ୍ଦ୍ରରେ ଘଟିଥିବା ବିସ୍ଫୋରଣ ନେଇ ପୋଲିସ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହି ଘଟଣା ପଛରେ ଆତଙ୍କବାଦୀଙ୍କ ହାତ ନାହିଁ ବୋଲି ପୋଲିସ ପକ୍ଷରୁ ମଙ୍ଗଳବାର କୁହାଯାଇଛି। ସୋମବାର ରାତି ୮ଟା ୨୦ରେ...

ଜାପାନରେ ହୋଇପାରେ ମଧ୍ୟବର୍ତ୍ତିକାଳୀନ ନିର୍ବାଚନ, ଜି-୨୦ ଶିଖର ସମ୍ମିଳନି ପରେ ଭାଙ୍ଗିପାରେ ସଂସଦ

ଟୋକିଓ,୨୫।୪: ଜାପାନରେ ଶାସକ ଲିବରାଲ ଡେମୋକ୍ରାଟିକ ପାର୍ଟି(ଏଲଡିପି)ରେ ସଂସଦର ନିମ୍ନ ଗୃହ ଡାଏଟକୁ ମଧ୍ୟବର୍ତ୍ତିକାଳୀନ ନିର୍ବାଚନକୁ ନେଇ ବିଚାର ଆରମ୍ଭ ହୋଇଛି। ରବିବାର ଦେଶରେ ଆସିଥିବା ୫ଟି ଉପନିର୍ବାଚନ ଫଳାଫଳରେ ଦଳ ଏକ ବଡ ସଫଳତା ପାଇବା ପରେ ଦଳର...

ପାକିସ୍ତାନୀ ସେନା ମୁଖ୍ୟ ଚାଇନାରେ…

ଇସଲାମାବାଦ/ବେଜିଂ,୨୫।୪ : ଚାରି ଦିନିଆ ସରକାରୀ ଗସ୍ତରେ ପାକିସ୍ତାନ ସେନା ମୁଖ୍ୟ ଜେନେରାଲ ଅସୀମ ମୁନିର ଚାଇନାରେ ପହଞ୍ଚିଛନ୍ତି। ଦ୍ୱିପାକ୍ଷିକ ପ୍ରତିରକ୍ଷା ସମ୍ପର୍କ ବୃଦ୍ଧି ପାଇଁ ଏହି ଗସ୍ତ ଲକ୍ଷ୍ୟ କରାଯାଇଛି। ଗତ ବର୍ଷ ନଭେମ୍ବରରେ ପାକିସ୍ତାନୀ ସେନାର କମାଣ୍ଡର...

ଅନ୍ୟ ଦେଶ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁ: ଜିନପିଙ୍ଗ…

ବେଜିଂ,୨୫।୪ : ଚାଇନା ରାଷ୍ଟ୍ରପତି ଶି ଜିନପିଙ୍ଗ ଭାରତର ରାଷ୍ଟ୍ରଦୂତ ପ୍ରଦୀପ କୁମାର ରାୱତ ଏବଂ ଆମେରିକାର ରାଷ୍ଟ୍ରଦୂତ ରବର୍ଟ ନିକୋଲାସ ବର୍ନସଙ୍କ ସମେତ ୭୦ ଟି ଦେଶର ରାଷ୍ଟ୍ରଦୂତଙ୍କ ପରିଚୟପତ୍ର ଗ୍ରହଣ କରିଛନ୍ତି। ପୂର୍ବ ଲଦାଖରେ ଚାଇନା ସହ...

ସୀମା ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ଆବଶ୍ୟକ: ଚାଇନା…

ବେଜିଂ,୨୫।୪ : ଭାରତ ଏବଂ ଚାଇନା ମଧ୍ୟରେ ୧୮ ତମ ରାଉଣ୍ଡ କର୍ପସ କମାଣ୍ଡର ବୈଠକ ପରେ ଚାଇନା ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବିବୃତ୍ତି ଦିଆଯାଇଛି। ବୈଠକରେ ସମ୍ପର୍କରେ କୁହାଯାଇଛି , ସୀମା ଅଞ୍ଚଳରେ ଶାନ୍ତି ବଜାୟ ରଖିବାକୁ ଉଭୟ...

ରୁଷିଆ-ୟୁକ୍ରେନ ଯୁଦ୍ଧ:ଆମେରିକା ଯୋଗୁ ବଢୁଛି ନ୍ୟୁକ୍ଲିୟର ଯୁଦ୍ଧ ଆଶଙ୍କା

ମସ୍କୋ,୨୫।୪: ରୁଷିଆ ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧକୁ ୧୪ମାସରୁ ଅଧିକ ସମୟ ହୋଇଗଲାଣି। କିନ୍ତୁ ଏହା ଥମିବାର ନାଁ ନେଉନାହିଁ। ଯୁଦ୍ଧ ଯୋଗୁ ଦୁଇଦେଶକୁ ବହୁ କ୍ଷତି ସହିବାକୁ ପଡୁଛି। ଇତି ମଧ୍ୟରେ ଏକ ଗଣମାଧ୍ୟମ ସଂସ୍ଥାକୁ ରୁଷିଆର ବୈଦେଶିକ ମନ୍ତ୍ରାଳୟର...

ସୀମାପାର ଆତଙ୍କବାଦର ଅଭ୍ୟାସ କରୁଥିବା ପଡୋଶୀଙ୍କ ସହ ସମ୍ପର୍କ ରଖିବା କଷ୍ଟକର, ପାକିସ୍ତାନକୁ ଟାର୍ଗେଟ କଲେ ଜୟଶଙ୍କର

ପନାମା ସିଟି,୨୫।୪: ଭାରତର ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଏବେ ଦକ୍ଷିଣ ଆମେରିକା ଗସ୍ତରେ ଅଛନ୍ତି। ଜୟଶଙ୍କର ସୋମବାର(ସ୍ଥାନୀୟ ସମୟ) ପରୋକ୍ଷ ଭାବେ ପାକିସ୍ତାନକୁ କଟାକ୍ଷ କରିଛନ୍ତି ଓ କହିଛନ୍ତି ଏମିତି ଏକ ପଡୋଶୀ ଦେଶ ସହ ଯୋଡି ହେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri