ଦ୍ରୁତ ବେଗରେ ପୃଥିବୀ ଆଡ଼କୁ ମୁହାଁଉଛି ଏହି ସାଟେଲାଇଟ୍, ଜାଣନ୍ତୁ କେଉଁଠାରେ ଖସିବ
ବ୍ରୁଶ୍ଲେସ୍,୩୦ା୮: ୟୁରୋପୀୟ ସ୍ପେସ୍ ଏଜେନ୍ସି (ESA)ର ଏକ ପୁରୁଣା ସାଟେଲାଇଟ୍ ବା ଉପଗ୍ରହ ପୃଥିବୀ ଆଡ଼କୁ ଗତି କରୁଛି। ଏହି ପୁରୁଣା ଉପଗ୍ରହର ପୃଥିବୀ ବାୟୁମଣ୍ଡଳରେ ପୁନଃ ପ୍ରବେଶ ୨୦ ସେପ୍ଟେମ୍ବର ୨୦୨୪ରେ ହେବ। ଏହି ଉପଗ୍ରହ ପୃଥିବୀର ବାୟୁମଣ୍ଡଳରେ ପ୍ରବେଶ…
ଏଲନ ମସ୍କଙ୍କୁ ବଡ଼ ଆଶ୍ୱସ୍ତି: ଜିତିଲେ କେସ୍
କାଲିଫର୍ନିଆ,୩୦।୮: ଟେସ୍ଲା ତଥା ଏକ୍ସ ମାଲିକ ଏଲନ ମସ୍କଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ସେ ଏବଂ ତାଙ୍କ ବୈଦ୍ୟୁତିକ ଯାନ କମ୍ପାନୀ ଟେସଲା ଏକ ମୋକଦ୍ଦମା ଜିତିଛନ୍ତି। ସେ କ୍ରିପ୍ଟୋକରେନ୍ସି ଡୋଜକୋଏନକୁ ପ୍ରୋତ୍ସାହିତ କରିବା ଏବଂ ଅନ୍ତର୍ନିହିତ କାରବାର କରି…
ବିନାଶ ଘଟାଇଲା ବାତ୍ୟା ‘ଶାନ୍ଶାନ୍’: ୫୦ ଲକ୍ଷରୁ ଅଧିକ ଲୋକଙ୍କୁ ଘର ଖାଲି କରିବାକୁ ନିର୍ଦ୍ଦେଶ
ଟୋକିଓ,୩୦।୮: ବାତ୍ୟା ‘ଶାନ୍ଶାନ୍’ ଜାପାନରେ ବିନାଶ ଘଟାଇଛି। ପ୍ରବଳ ପବନ ଓ ବର୍ଷା ଯୋଗୁ ଭୂସ୍ଖଳନ ମଧ୍ୟ ଘଟିଛି। ବର୍ତ୍ତମାନ ସୁଦ୍ଧା ଅତି କମରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦୦ ରୁ ଅଧିକ ଲୋକ ଆହତ ହୋଇଛନ୍ତି। ବିପଦକୁ ଦୃଷ୍ଟିରେ…
ଜେଲ୍ରେ ଇମ୍ରାନ ଖାନ୍ଙ୍କ ଜୀବନ ପ୍ରତି ବିପଦ: ପିଟିଆଇ ଆଣିଲା ସାଂଘାତିକ ଅଭିଯୋଗ
ଇସଲାମାବାଦ୍,୩୦।୮:ପାକିସ୍ତାନରେ ଜେଲରେ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଜୀବନ ପ୍ରତି ବିପଦ। ଇମ୍ରାନ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ ଦାବି କରିଛି ଯେ, ରାୱଲପିଣ୍ଡିର ଆଡିଆଲା ଜେଲରେ ତାଙ୍କୁ ଏକାକୀ ବନ୍ଦୀଶାଳାରେ ରଖାଯାଇଛି। ସେ ଅତ୍ୟନ୍ତ କଠୋର ପରିସ୍ଥିତିର ସମ୍ମୁଖୀନ ହେଉଛନ୍ତି।…
ସରକାରଙ୍କ ନୂଆ ଘୋଷଣା: ସହର ଛାଡ଼ି ଗାଁରେ ବିବାହ କର, ଅବିବାହିତା ଝିଅଙ୍କୁ ମିଳିବ ମୋଟା ଅଙ୍କର ଅର୍ଥ
ଟୋକିଓ,୩୦ା୮: ଜାପାନ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଅବିବାହିତ ଝିଅମାନଙ୍କୁ ଟଙ୍କା ଦିଆଯିବା ସହ ସହର ଛାଡ଼ି ଗାଁକୁ ଯାଇ ବିବାହ କରିବାକୁ ସରକାର ପରାମର୍ଶ ଦେଇଛନ୍ତି। ଗାଁରେ ମହିଳାଙ୍କ ସଂଖ୍ୟା ହ୍ରାସକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି,…
ପୁଟିନଙ୍କୁ ଧୋକା: ରୁଷିଆର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଗିରଫ
ନୂଆଦିଲ୍ଲୀ,୨୯ା୮: ଜାଲିଆତି ଅଭିଯୋଗରେ ରୁଷିଆର ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ପାଭେଲ ପୋପୋଭ୍ଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ଦୋଷୀସାବ୍ୟସ୍ତ ହେଲେ ୧୦ ବର୍ଷ ଜେଲରେ ରହିପାରନ୍ତି ବୋଲି ରୁଷିଆ ସରକାରୀ ନ୍ୟୁଜ୍ ଏଜେନ୍ସି ପକ୍ଷରୁ କୁହାଯାଇଛି। ଗତ କିଛିମାସ ମଧ୍ୟରେ ଜାଲିଆତି,…
ଜଳବାୟୁ ପରିବର୍ତ୍ତନ: ଗ୍ରୀସ୍ ଉପକୂଳରେ ୧୦୦ ଟନ୍ ମଲା ମାଛ
ଭୋଲୋସ୍,୨୯ା୮: ଜଳବାୟୁ ପରିବର୍ତ୍ତନର ପ୍ରଭାବ କେବଳ ମଣିଷଙ୍କ ଜୀବନକୁ ଦୁର୍ବିସହ କରିନାହିଁ, ବନ୍ୟଜନ୍ତୁ ଓ ସାମୁଦ୍ରିକ ଜୀବ ମଧ୍ୟ ପ୍ରଭାବିତ ହୋଇଛନ୍ତି। ଗ୍ରୀସ୍ର ଭୋଲୋସ୍ ବନ୍ଦର ଆଖପାଖ ଅଞ୍ଚଳରେ ୧୦୦ ଟନ୍ରୁ ଊର୍ଦ୍ଧ୍ୱ ମଲା ମାଛ ପଡ଼ିଥିବା ଦେଖିବାକୁ ମିଳିଛି। ଏଥେନ୍ସ…
ପାକିସ୍ତାନର ନିମନ୍ତ୍ରଣ ରକ୍ଷା କରିବେ କି ମୋଦି? ଏହି କାର୍ଯ୍ୟକ୍ରମରେ ହେବେ ସାମିଲ
ଇସଲାମାବାଦ,୨୯।୮: ଚଳିତ ବର୍ଷ ପାକିସ୍ତାନର ରାଜଧାନୀ ଇସଲାମାବାଦରେ ସାଂଘାଇ ସହଯୋଗ ସଂଗଠନ -୨୦୨୪ର ବୈଠକ ହେବାକୁ ଯାଉଛି। ଏଥିପାଇଁ ପାକିସ୍ତାନ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆମନ୍ତ୍ରଣ କରିଛି। ସାପ୍ତାହିକ ସାମ୍ବାଦିକ ସମ୍ମିଳନୀରେ ପାକିସ୍ତାନୀ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମମତାଜ ଜାହରା…
ଭିଡିଓ ଜାରି କରି ଭାରତକୁ ଧମକ ଦେଲେ ପାକିସ୍ତାନୀ ଆତଙ୍କବାଦୀ
ନୂଆଦିଲ୍ଲୀ/ଇସଲାମାବାଦ,୨୯।୮: ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଫରହତୁଲ୍ଲା ଗୌରୀ ଭାରତ ଉପରେ ଆକ୍ରମଣ କରିବାକୁ ଧମକ ଦେଇଛନ୍ତି। ସେ ଏକ ଭିଡିଓ ଜାରି କରିଛନ୍ତି। ଭିଡିଓ ମାଧ୍ୟମରେ ତାଙ୍କ ସ୍ଲିପର ସେଲ୍ସ୍କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ସେମାନେ ଦିଲ୍ଲୀ-ମୁମ୍ବାଇ…
‘ଚାଇନା ନାଗରିକ ତୁରନ୍ତ ପାକିସ୍ତାନ ଛାଡ଼ନ୍ତୁ, ନଚେତ୍ ଯେଉଁଠି ଦେଖିବୁ ସେଠି ସିଧାସଳଖ ହତ୍ୟା କରିବୁ’
ଇସଲାମାବାଦ୍,୨୯ା୮: ପାକିସ୍ତାନ ଭିତରେ ଦୁଇଦିନ ମଧ୍ୟରେ ବାଲୁଚ ଲିବରେଶନ ଆର୍ମି ଦ୍ୱାରା ସୃଷ୍ଟି ହୋଇଥିବା ବିଦ୍ରୋହ ପାକିସ୍ତାନୀ ସେନାର ଅବସ୍ଥାକୁ ଆହୁରି ଖରାପ କରିଦେଇଛି। ବାଲୁଚ ଲିବରେଶନ ଆର୍ମି (ବିଏଲ୍ଏ) ବର୍ତ୍ତମାନ ପାକିସ୍ତାନ ଭିତରେ ରହୁଥିବା ଚାଇନା ନାଗରିକମାନଙ୍କୁ ପାକିସ୍ତାନ ଛାଡ଼ିବାକୁ…
କେଉଁ ଦେଶରେ ମହିଳାଙ୍କ ଉପରେ ହେଉଛି ଅଧିକ ଯୌନ ଉତ୍ପୀଡ଼ନ, ତାଲିକାର ଏହି ସ୍ଥାନରେ ରହିଛି ଭାରତ
ନୂଆଦିଲ୍ଲୀ,୨୯।୮: କୋଲକାତାର ଜଣେ ମହିଳା ଟ୍ରେନି ଡାକ୍ତରଙ୍କ ସହ ହୋଇଥିବା ବଳାତ୍କାର-ହତ୍ୟାକୁ ନେଇ ସାରା ଦେଶରେ ଅସନ୍ତୋଷ ଦେଖାଦେଇଛି। ଏହା ବ୍ୟତୀତ ଦେଶର ବିଭିନ୍ନ ସ୍ଥାନରେ ବଳାତ୍କାରର ଅନେକ ଘଟଣା ସାମ୍ନାକୁ ଆସୁଛି, ଯେଉଁ କାରଣରୁ କେତେକ ସ୍ଥାନରେ ଭୟ ଓ…
ଟେଲିଗ୍ରାମ ପ୍ରତିଷ୍ଠାତାଙ୍କ ନାଁରେ ଆସିଲା ସାଂଘାତିକ ଅଭିଯୋଗ: ଜାମିନ ପାଇଁ ଦେବାକୁ ପଡ଼ିବ ୪୭ କୋଟି ଟଙ୍କା
ପ୍ୟାରିସ୍,୨୯।୮: ଫ୍ରାନ୍ସରେ ଗିରଫ ହେବା ପରେ ମେସେଜିଂ ଆପ ଟେଲିଗ୍ରାମର ପ୍ରତିଷ୍ଠାତା ତଥା ସିଇଓ ପାଭେଲ ଡୁରୋଭଙ୍କ ସମସ୍ୟା ବଢିବାରେ ଲାଗିଛି। ତାଙ୍କ ବିରୋଧରେ ପ୍ରାଥମିକ ଅଭିଯୋଗ ହୋଇଛି। ଫ୍ରାନ୍ସ କୋର୍ଟରେ ରୁଷିଆର ମୂଳ ବୈଷୟିକ ବ୍ୟବସାୟୀଙ୍କ ବିରୋଧରେ ଅନେକ ଗୁରୁତର…
Archives


