ଅନ୍ତର୍ଜାତୀୟ

ଜୀବନ୍ତ ନୋଷ୍ଟ୍ରାଡାମସଙ୍କ ଭବିଷ୍ୟବାଣୀ, ମାତ୍ର କିଛି ମାସ ମଧ୍ୟରେ ଜନ୍ମନେବ ସବୁଠାରୁ ବୁଦ୍ଧିମାନ ବ୍ୟକ୍ତି, ଛୁଇଁପାରିବନି କୌଣସି ରୋଗ!

ବ୍ରାସିଲିଆ,୨୬।୧୨: ୨୦୨୪ ବର୍ଷ ଶେଷ ପାଇଁ କେବଳ ୫ଦିନ ବାକି ଅଛି ଏବଂ ସମଗ୍ର ବିଶ୍ୱରେ ଲୋକମାନେ ନୂତନ ବର୍ଷର ଆଗମନକୁ ଅପେକ୍ଷା କରି ରହିଛନ୍ତି। ଏପରି ସମୟରେ, ୨୦୨୫ବର୍ଷ ପୃଥିବୀର ଲୋକଙ୍କ ପାଇଁ କିପରି ହେବ ସେନେଇ ଅନେକ ପ୍ରକାରର…

ପାଣି ଉପରେ କବ୍‌ଜା କରିବ ଚାଇନା! ତିବ୍ବତରେ ନିର୍ମାଣ କରିବ ବିଶ୍ୱର ସର୍ବବୃହତ୍ତ ହାଇଡ୍ରୋ ପାଓ୍ବାର ପ୍ରୋଜେକ୍ଟ

ବେଜିଂ/ନୂଆଦିଲ୍ଲୀ,୨୬।୧୨: ଚାଇନା ବିଶ୍ୱର ବୃହତ୍ତମ ଜଳ ବିଦ୍ୟୁତ ବନ୍ଧ ବା ହାଇଡ୍ରୋପାଓ୍ବାର ପ୍ରକଳ୍ପକୁ ଅନୁମୋଦନ କରିଛି। ଏହି ବନ୍ଧଟି ତିବ୍ଦତୀୟ ମାଳଭୂମିର ପୂର୍ବ ଭାଗରେ ନିର୍ମାଣ ହେବ। ଏହି ପ୍ରକଳ୍ପ ଦ୍ୱାରା ଭାରତ ଏବଂ ବାଂଲାଦେଶର ଲକ୍ଷ ଲକ୍ଷ ଲୋକ ପ୍ରଭାବିତ…

କ୍ରିସ୍‌ମସ୍‌ରେ ବି ଛାଡ଼ିଲାନି ରୁଷିଆ

କିଭ୍‌,୨୬ା୧୨: ଧରାପୃଷ୍ଠରେ ଯୀଶୁଙ୍କ ଅବତରଣକୁ ନେଇ ବୁଧବାର ବିଶ୍ୱବାସୀ କ୍ରିସ୍‌ମସ ପାଳନରେ ମସ୍‌ଗୁଲ ଥିବାବେଳେ ୟୁକ୍ରେନ୍‌ ଉପରେ ଘନ ଘନ ଆକ୍ରମଣ କରିଛି ରୁଷିଆ। ୟୁକ୍ରେନ୍‌ର ଶକ୍ତି ଭିତ୍ତିଭୂମି ଉପରେ ରୁଷୀୟ ସୈନ୍ୟ ତୁହାକୁ ତୁହା ମିଶାଇଲ ଓ ଡ୍ରୋନ୍‌ ମାଡ଼…

ପଡ଼ୋଶୀ ଆଫଗାନିସ୍ତାନ ଉପରେ ପାକିସ୍ତାନର ଏୟାର ଷ୍ଟ୍ରାଇକ୍‌: ୪୬ ମୃତ, ଜବାବ ଦିଆଯିବ ବୋଲି କହିଲା…

କାବୁଲ, ୨୫।୧୨: ପାକିସ୍ତାନ ଏହାର ପଡ଼ୋଶୀ ଦେଶ ଆଫଗାନିସ୍ତାନ ଉପରେ କରିଛି ଏୟାର ଷ୍ଟ୍ରାଇକ୍‌। ଦେଶର ପୂର୍ବ ପକ୍ତିକା ରାଜ୍ୟର ବରମଲ ଜିଲାରେ ମଙ୍ଗଳବାର ରାତିରେ ପାକିସ୍ତାନୀ ସେନା ଦ୍ୱାରା ଏୟାରଷ୍ଟ୍ରାଇକ କରାଯାଇଛି। ଏହି ଆକ୍ରମଣରେ ୪୬ ଜଣଙ୍କର ମୃତ୍ୟୁ ଘଟିଛି।…

କାଜାକିସ୍ତାନ ବିମାନ ଦୁର୍ଘଟଣାର ଭୟଙ୍କର ଭିଡିଓ ଆସିଲା ସାମ୍ନାକୁ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ଯାତ୍ରୀବାହୀ ବିମାନ ବୁଧବାର କାଜାକିସ୍ତାନରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣା କାଜାକିସ୍ତାନର ଅକଟାଉ ସହର ନିକଟରେ ଘଟିଛି। ବିମାନଟି ଆଜେରବାଇଜାନରୁ ରୁଷିଆକୁ ଉଡ଼ି ଯାଇଥିଲା। ଏହି ବିମାନରେ ୬୭ଜଣ ଯାତ୍ରୀ ଏବଂ ପାଞ୍ଚ ଜଣ କ୍ରୁ…

ରୁଷିଆ ଯାଉଥିବା ବିମାନ କ୍ରାସ୍‌, ୬୬ ମୃତ

ଅସ୍ତାନା,୨୫।୧୨: ଆଜେରବାଇଜାନ ଏୟାରଲାଇନ୍ସର ଏକ ବିମାନ ଦୁର୍ଘଟଣା ହୋଇଥିବା ଖବର ସାମ୍ନାକୁ ଆସିଛି। ଏହି ବିମାନଟି ବାକୁ ବିମାନବନ୍ଦରରୁ ଉଡ଼ାଣ ଭରିଥିଲା ଯେଉଁଥିରେ ୭୨ରୁ ଅଧିକ ଯାତ୍ରୀ ଥିଲେ। ଏହି ବିମାନଟି ରୁଷିଆର ଚେଞ୍ଚିଆର ଗ୍ରୋଜନି ଯିବାକୁ ଥିଲା, କିନ୍ତୁ ଗ୍ରୋଜନିରେ…

ଜେଲରୁ ବାହାରିବେ ଇମ୍ରାନ ଖାନ!

ଇସଲାମାବାଦ,୨୫।୧୨: ରାଜନୈତିକ ବିବାଦର ସମାଧାନ ପାଇଁ ପାକିସ୍ତାନ ସରକାର ବର୍ତ୍ତମାନ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ, ବିରୋଧୀ ଦଳ ପାକିସ୍ତାନ ତେହେରିକ-ଇ-ଇନସାଫ (ପିଟିଆଇ) ର ମୁଖ୍ୟଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି। ଏହି ସମୟରେ, ଡନ ଖବରକାଗଜ ରିପୋର୍ଟ ଅନୁଯାୟୀ,…

ଗାଜାରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କର ହେଉଛି ମୃତ୍ୟୁ: ଜାତିସଂଘ ଏଜେନ୍ସି

ଗାଜା,୨୫।୧୨: ମିଳିତ ଜାତିସଂଘର ରିଲିଫ ଆଣ୍ଡ ୱାର୍କସ ଏଜେନ୍ସି ଫର ପାଲେଷ୍ଟାଇନ ଶରଣାର୍ଥୀ (UNRWA) ଅନୁଯାୟୀ, ଗାଜା ଘାଟିରେ ପ୍ରତି ଘଣ୍ଟାରେ ଜଣେ ଶିଶୁଙ୍କୁ ହତ୍ୟା କରାଯାଉଛି। ୟୁନିସେଫ ଅନୁଯାୟୀ, ଯୁଦ୍ଧ ଆରମ୍ଭରୁ ଗାଜାରେ ୧୪,୫୦୦ ପିଲାଙ୍କର ମୃତ୍ୟୁ ଘଟିଛି ବୋଲି…

WHOରୁ ଓହରିଯିବ ଆମେରିକା! ଜାଣନ୍ତୁ ଟ୍ରମ୍ପଙ୍କ ଏଭଳି ନିଷ୍ପତ୍ତି ପରେ ପଡ଼ିବ କି ପ୍ରଭାବ?

ଓ୍ବାଶିଂଟନ,୨୪।୧୨: ବିବାଦ ସହ ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କ ବେଶ ପୁରୁଣା। ଏବେ ତାଙ୍କର ଆଗାମୀ ପଦକ୍ଷେପକୁ ନେଇ ଆମେରିକୀୟ ଗଣମାଧ୍ୟମରେ ଆଲୋଚନା ସରଗରମ ରହିଛ। ଯଦି ଟ୍ରମ୍ପ ୨୦୨୪ରେ କ୍ଷମତା ଗ୍ରହଣ କରନ୍ତି ତେବେ ତାଙ୍କ ପ୍ରଶାସନର ପ୍ରାରମ୍ଭିକ ଦିନରେ ଭୂକମ୍ପ…

କ୍ରିସ୍‌ମାସ୍‌ ପୂର୍ବ ସଂନ୍ଧ୍ୟାରେ ଅଘଟଣ: ଆଇଫିଲ୍‌ ଟାଓ୍ବାରରେ ଲାଗିଲା ନିଆଁ, ଫସି ରହିଲେ ହଜାର ହଜାର ପର୍ଯ୍ୟଟକ

ପ୍ୟାରିସ,୨୪।୧୨: ଆଇକନକ ଆଇଫିଲ୍‌ ଟାଓ୍ବାରରେ ଲାଗିଲା ନିଆଁ। ଏଥିନେଇ ପୁରା ଟାଓ୍ବାରକୁ ଶୀଘ୍ର ଖାଲି କରାଯାଇଥିଲା। ସେଠାରେ ଉପସ୍ଥିତ ପର୍ଯ୍ୟଟକମାନଙ୍କୁ ଐତିହାସିକ ସ୍ଥାନରୁ ଦୂରକୁ ନିଆଯାଇଥିଲା। କ୍ରିସମାସ୍‌ ପୂର୍ବଦିନ ଯୋଗୁ ଟାଓ୍ବାରରେ ବହୁ ସଂଖ୍ୟକ ଲୋକ ଏକତ୍ରିତ ହୋଇଥିଲେ। ହେଲେ ଏହାର…

କେମିତି ହୋଇଥିଲା ସାଣ୍ଟା କ୍ଲଜଙ୍କର ମୃତ୍ୟୁ? ଏହିଠି ପୋତାଯାଇଛି ସମାଧୀ, ଜାଣନ୍ତୁ ତାଙ୍କ ମୃତ୍ୟୁ ରହସ୍ୟ

ନୂଆଦିଲ୍ଲୀ,୨୪।୧୨: ଡିସେମ୍ବର ୨୫ ଅର୍ଥାତ୍‌ ଆସନ୍ତାକାଲି ସାରା ଭାରତରେ ଧୁମଧାମରେ ଖ୍ରୀଷ୍ଟମାସ ପାଳନ କରାଯିବ। କେବଳ ଖ୍ରୀଷ୍ଟିଆନ ଧର୍ମର ଲୋକ ନୁହଁନ୍ତି, ବିଶ୍ୱର ଅନ୍ୟ ଧର୍ମର ଲୋକମାନେ ଏହାକୁ ବହୁ ଉତ୍ସାହର ସହ ପାଳନ କରିବେ। ଖ୍ରୀଷ୍ଟମାସ ମଧ୍ୟ ଭାରତରେ ବହୁତ…

ହିନ୍ଦୁ ପ୍ରସଙ୍ଗରେ ପୁଣି ବାଂଲାଦେଶକୁ ଆମେରିକାର ଚେତାବନୀ, ୟୁନୁସଙ୍କୁ ଆସିଲା ଫୋନ୍

ନୂଆଦିଲ୍ଲୀ, ୨୪ା୧୨: ବାଂଲାଦେଶରେ ଶେଖ ହସିନା ଯିବା ପରେ ହିନ୍ଦୁ ମାନଙ୍କ ଉପରେ ବଢୁଥିବା ଆକ୍ରମଣକୁ ନେଇ ଭାରତ ସମେତ ଆମେରିକା ମଧ୍ୟ ଲଗାତାର ଚିନ୍ତା ପ୍ରକଟ କରିଛି। ସଂଖ୍ୟାଲଘୁଙ୍କ ପ୍ରସଙ୍ଗରେ ଆମେରିକାର ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଜାକ ସଲିଭାନ୍ ସୋମବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri