ଫିଲିପାଇନ୍ସ ଉପରାଷ୍ଟ୍ରପତିଙ୍କ ବିରୋଧରେ ମହାଭିଯୋଗ ନିମ୍ନ ସଦନରେ ଗୃହୀତ
ମାନିଲା,୧୨ା୫:ଫିଲିପାଇନ୍ସ ଉପରାଷ୍ଟ୍ରପତି ସାରା ଡୁଟେର୍ଟେଙ୍କୁ ବହିଷ୍କାର ପାଇଁ ଅଣାଯାଇଥିବା ମହାଭିଯୋଗ ପ୍ରସ୍ତାବ ଦେଶର ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସରେ ସୋମବାର ସଂଖ୍ୟାଧିକ ଭୋଟରେ ଗୃହୀତ ହୋଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରିବା, ସରକାରୀ ପାଣ୍ଠିର ଦୁରୁପଯୋଗ ଏବଂ ରାଷ୍ଟ୍ରପତିଙ୍କୁ ହତ୍ୟା ଧମକ…
ଇରାନ ଶାନ୍ତି ପ୍ରସ୍ତାବକୁ ଟ୍ରମ୍ପ୍ଙ୍କ ପ୍ରତ୍ୟାଖ୍ୟାନ
ଓ୍ବାଶିଂଟନ,୧୨ା୫(ପି.ଟି.): ମଧ୍ୟପ୍ରାଚ୍ୟ ଯୁଦ୍ଧ ବନ୍ଦ ଲାଗି ଆମେରିକା ପ୍ରସ୍ତାବ ଉପରେ ଇରାନ ଦେଇଥିବା ଜବାବକୁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଆଦୌ ଗ୍ରହଣୀୟ ନୁହେଁ କହି ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ତେବେ ଟ୍ରମ୍ପ୍ ଏହା ଉପରେ ଅଧିକ କିଛି କହି ନ ଥିବାବେଳେ ସାମରିକ…
ଟ୍ରମ୍ପଙ୍କ ସହ ବିଶ୍ୱାସଘାତକତା କଲେ ଶେହବାଜ-ମୁନିର! ଶାନ୍ତି ସ୍ଥାପନକାରୀ ଆଳରେ ଆମେରିକାର ପିଠିରେ ଭୁସୁଛନ୍ତି ଛୁରି
ଓ୍ବାଶିଂଟନ୍,୧୨।୫: ଆମେରିକା ଏବଂ ଇରାନ ମଧ୍ୟରେ ବଢୁଥିବା ଉତ୍ତେଜନା ମଧ୍ୟରେ, ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ପ୍ରକାଶ ପାଇଛି, ଯେଉଁଥିରେ ଆମେରିକୀୟ ଅଧିକାରୀଙ୍କ ଉଦ୍ଧୃତି ଦିଆଯାଇଛି ଯେ ପାକିସ୍ତାନ ଇରାନୀ ସାମରିକ ଜେଟକୁ ଏହାର ଏୟାରବେସରେ ଡକିଂ କରିବାକୁ ଅନୁମତି ଦେଇଛି। ଏହା…
ଭାରତର ଗୁରୁତ୍ୱକୁ ଅନୁଭବ କରୁଛି ବାଂଲାଦେଶ, ଏବେ କରୁଛି ଏମିତି ଚିନ୍ତା
ଢାକା,୧୧।୫: ବାଂଲାଦେଶ ଏବେ ଭାରତ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ଚାହୁଁଛି। ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ଜଣେ ବରିଷ୍ଠ ପରାମର୍ଶଦାତାଙ୍କ ପକ୍ଷରୁ ଏ ସମ୍ପର୍କରେ ଏକ ବିବୃତ୍ତି ପ୍ରକାଶ ପାଇଛି। ଏଥିରେ ସେ କହିଛନ୍ତି ଯେ ଢାକା ନୂଆଦିଲ୍ଲୀ ସହିତ ସମ୍ପର୍କ ଉନ୍ନତ…
ଆମେରିକାକୁ କଡ଼ା ଜବାବ ଦେଲା ଇରାନ!
ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ କରୁଛି; ଅନ୍ୟପଟେ, ଇରାନ କ୍ଷତିପୂରଣ ଏବଂ ପ୍ରତିବନ୍ଧକ ଉଠାଇବା ପାଇଁ ତା’ର ଦାବିରେ…
ଇରାନ ଉପରେ ପୁଣି ଖପ୍ପା ହେଲେଣି ଡୋନାଲ୍ଡ ଟ୍ରମ୍ପ, କହିଲେ ୪୭ ବର୍ଷ ହେଲା…
ଓ୍ବାଶିଂଟନ,୧୧।୫: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଦେଖାଦେଇଥିବା ଭୟଙ୍କର ସଂଘର୍ଷକୁ ବନ୍ଦ କରିବା ପାଇଁ ପ୍ରୟାସକୁ ଏକ ବଡ଼ ଝଟକା ଲାଗିଛି। ରବିବାର (୧୦ ମଇ) ଦିନ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ସେ ଯୁଦ୍ଧ ଶେଷ କରିବା ପାଇଁ ୱାଶିଂଟନର…
ଅବତରଣ ସମୟରେ ବିମାନର ଟାୟାରରେ ଲାଗିଲା ନିଆଁ; ଥିଲେ ୨୭୮ ଜଣ ଯାତ୍ରୀ
କାଠମାଣ୍ଡୁ,୧୧।୫: ନେପାଳର ତ୍ରିଭୁବନ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ ସମୟରେ ଏକ ବଡ଼ ଦୁର୍ଘଟଣା ଟଳିଯାଇଛି। ବିମାନର ଟାୟାରରେ ନିଆଁ ଲାଗିଯାଇଥିବା ସୂଚନା ମିଳିଛି। ପୋଲିସ ନିଶ୍ଚିତ କରିଛି ଯେ ନିଆଁକୁ ନିୟନ୍ତ୍ରଣ କରାଯାଇଛି ଏବଂ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବରେ ବାହାର…
ବଡ଼ ଧରଣର ବିସ୍ଫୋରଣ, ୧୫ ପୋଲିସ ନିହତ
ପେଶଓ୍ବାର,୧୦।୫: ପାକିସ୍ତାନର ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ ପୋଷ୍ଟ ଉପରେ ଆତ୍ମଘାତୀ ଆକ୍ରମ ହୋଇଛି । ଏଥିରେ ପନ୍ଦର ଜଣ ସୁରକ୍ଷା କର୍ମୀଙ୍କ ମୃତ୍ୟୁ ଘଟିଛି ଏବଂ ଅନେକ ଆହତ ହୋଇଛନ୍ତି । ବାନୁରେ ବିଳମ୍ବିତ ରାତିରେ ଏହି ଘଟଣା…
ହର୍ମୁଜ ନୁହେଁ ଏଇଠୁ ଆସିବ ଖୁସି ଖବର, ବିଶ୍ୱକୁ ଫେରିବ ଶାନ୍ତି!
ମସ୍କୋ/କ୍ୱିଭ,୧୦।୫: ଗତ କିଛି ବର୍ଷ ଧରି ବିଶ୍ୱ ନିରନ୍ତର ଯୁଦ୍ଧ ଏବଂ ସଂଘର୍ଷର ଏକ ଅବଧି ଦେଖିଛି। ରୁଷିଆ-ୟୁକ୍ରେନ ଯୁଦ୍ଧ ଚାରି ବର୍ଷରୁ ଅଧିକ ସମୟ ଧରି ଚାଲିଛି, ଯେତେବେଳେ ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଇରାନ ଉପରେ ଆକ୍ରମଣ…
୩ ଦିନିଆ ଅସ୍ତ୍ରବିରତି ପାଇଁ ରୁଷିଆ, ୟୁକ୍ରେନ୍ ରାଜି: ଟ୍ରମ୍ପ୍
ଓ୍ବାଶିଂଟନ,୧୦ା୫(ପି.ଟି.):ରୁଷିଆ ଏବଂ ୟୁକ୍ରେନ୍ ମଧ୍ୟରେ ୩ ଦିନ ଅସ୍ତ୍ରବିରତି ଏବଂ ବନ୍ଦୀ ବିନିମୟ ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଦେଇଥିବା ପ୍ରସ୍ତାବରେ ରୁଷିଆ ଓ ୟୁକ୍ରେନ୍ ନେତା ରାଜି ହୋଇଛନ୍ତି। ଟ୍ରମ୍ପ୍ ଏହା ଜଣାଇବା ସହ ଏହି ସୀମିତ ବିରତି…
ସ୍ପେନରେ ନିଶା କାରବାରକୁ ଶକ୍ତ ଝଟକା, ୪୧ ଟନ କୋକେନ ଜବତ, ୭୭ ଗିରଫ
ମାଡ୍ରିଡ,୯।୫: ସମୁଦ୍ରରେ ନିଶା କାରବାର ବିରୋଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନରେ, ସ୍ପାନିସ ପୋଲିସ ମୋଟ ୪୧ ଟନ କୋକେନ ଜବତ କରିଛି। କେବଳ ଏହି ଅପରେଶନଗୁଡ଼ିକ ମଧ୍ୟରୁ ଗୋଟିଏରେ, ୩୦ ଟନ କୋକେନ ଜବତ କରାଯାଇଥିଲା, ଯାହା ସ୍ପେନର ଇତିହାସରେ ଏହି…
ହର୍ମୁଜରେ ଆମେରିକା-ଇରାନ ବିବାଦ ଥମିବାର ନା ନେଉନାହିଁ; ପୁଣି ହେଲା କ୍ଷେପଣାସ୍ତ୍ର ସହ ଡ୍ରୋନ ଆକ୍ରମଣ
ତେହରାନ,୯।୫: ଗୁରୁବାର ବିଳମ୍ବିତ ରାତିରେ ଆମେରିକା ନୌସେନା ଦୁଇଟି ଇରାନୀ ଜାହାଜ ଏବଂ ହର୍ମୁଜ ପ୍ରଣାଳୀକୁ ଘେରି ରହିଥିବା ଦ୍ୱୀପପୁଞ୍ଜ ଉପରେ ଆକ୍ରମଣ କରି ଉପସାଗରରେ ଉତ୍ତେଜନା ବୃଦ୍ଧି କରିଛି। ନ୍ୟୁୟର୍କ ଟାଇମ୍ସ ଅନୁଯାୟୀ, ଏହି ଆକ୍ରମଣ ଫଳରେ ଗୋଟିଏ ଜାହାଜରେ…
Archives


