ଜାପାନରେ ଶକ୍ତିଶାଳୀ ଭୂକମ୍ପ, ବ୍ୟାପକ କ୍ଷୟକ୍ଷତି ଆଶଙ୍କା
ଟୋକିଓ,୨୭ା୪: ଜାପାନର ବୋନିନ ଦ୍ୱୀପପୁଞ୍ଜରେ ଶନିବାର ଅପରାହ୍ନରେ ଭୂକମ୍ପ ଅନୁଭୂତ ହୋଇଛି। ଏହାର ତୀବ୍ରତା ରିକ୍ଟର ସ୍କେଲ୍ରେ ୬.୩ ମାପ କରାଯାଇଛି। ଏହି ଭୂକମ୍ପର କେନ୍ଦ୍ର ୫୦୬ କିଲୋମିଟର ଗଭୀରରେ ଅବସ୍ଥିତ। ଏହି ଭୂକମ୍ପ ଅତ୍ୟନ୍ତ ଶକ୍ତିଶାଳୀ ଏବଂ ଏଥିରେ ବ୍ୟାପକ…
ଜୀବନର ବହୁତ ବଡ କଥା କହିଲେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ
ଓ୍ବାଶିଂଟନ,୨୭।୪: ଆମେରିକାରେ କିଛି ମାସ ମଧ୍ୟରେ ରାଷ୍ଟ୍ରପତି ନିର୍ବାଚନ ଅନୁଷ୍ଠିତ ହେବ। ଇତିମଧ୍ୟରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ଚାଲିଛି। ପରସ୍ପର ବିରୁଦ୍ଧରେ ଅଭିଯୋଗ ଏବଂ କାଉଣ୍ଟର ଅଭିଯୋଗ ଜାରି ରହିଛି।…
ରୁଷିଆ ସେନାକୁ ଚାଇନା ସହାୟତା: ପ୍ରତିବାଦ ଜଣାଇଲେ ବ୍ଲିଙ୍କେନ୍
ବେଜିଂ,୨୭ା୪: ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍ ଶୁକ୍ରବାର ଚାଇନା କର୍ତ୍ତୃପକ୍ଷଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ୟୁକ୍ରେନ୍ ସହ ଯୁଦ୍ଧରେ ରୁଷିଆ ସେନାକୁ ଚାଇନା ସାମରିକ ସହାୟତା ଯୋଗାଉଥିବାରୁ ଏହାକୁ ନେଇ ବ୍ଲିଙ୍କେନ୍ ଉଦ୍ବେଗ ପ୍ରକାଶ କରିଥିଲେ। ଦେଶର…
ପ୍ଲାଷ୍ଟିକ୍ ପ୍ରଦୂଷଣ ପାଇଁ ୫୬ କମ୍ପାନୀ ଦାୟୀ
ଲଣ୍ଡନ୍,୨୭ା୪: ବିଶ୍ୱର ଅର୍ଦ୍ଧାଧିକ ପ୍ଲାଷ୍ଟିକ୍ ପ୍ରଦୂଷଣ ପାଇଁ ୫୬ ବହୁରାଷ୍ଟ୍ରୀୟ କମ୍ପାନୀ ଦାୟୀ। ସେହିପରି ଏକ-ଚତୁର୍ଥାଂଶ ପ୍ରଦୂଷଣ ପାଇଁ ୬ଟି କମ୍ପାନୀ ଦାୟୀ ବୋଲି ଏକ ଗବେଷଣାମୂଳକ ସର୍ଭେରୁ ଜଣାପଡ଼ିଛି। ପ୍ଲାଷ୍ଟିକ୍ ଉତ୍ପାଦନ ମାତ୍ରାର ପ୍ରତ୍ୟେକ ପ୍ରତିଶତରେ ସମ ହାରର ପରିବେଶର…
Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍, ଭାବବିହ୍ବଳ କରୁଛି…
ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ ଫଲୋଅର୍ସ ବଢ଼ାଇବା ସହଜ ନୁହେଁ। ଏଥିଲାଗି ଭଲ କଣ୍ଟେଣ୍ଟର ଆବଶ୍ୟକତା ରହିଛି। ଏସବୁ ମଧ୍ୟରେ…
କିଏ ସେହି ଭାରତୀୟ ଛାତ୍ରୀ ଯାହାଙ୍କୁ ଆମେରିକାରେ କରାଯାଇଛି ଗିରଫ
ଓ୍ବାଶିଂଟନ,୨୬।୪: ଆମେରିକାରେ ଜଣେ ଭାରତୀୟ ଛାତ୍ରୀଙ୍କୁ ଗିରଫ କରାଯାଇଛି। ଏହି ଛାତ୍ର ଇସ୍ରାଏଲକୁ ବିରୋଧ କରୁଥିବାବେଳେ ପାଲେଷ୍ଟାଇନକୁ ସମର୍ଥନ କରି ବିରୋଧ କରିଥିବା ଅଭିଯୋଗ ହୋଇଛି। ଭାରତୀୟ ମୂଳର ଏହି ଛାତ୍ରୀ ଆମେରିକାର ପ୍ରତିଷ୍ଠିତ ପ୍ରିନ୍ସଟନ ବିଶ୍ୱବିଦ୍ୟାଳୟରେ ଅଧ୍ୟୟନ କରନ୍ତି। ଏହି…
ଭାରତ ଉପରେ ରାଗିଗଲା ଆମେରିକା
ଓ୍ବାଶିଂଟନ୍,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସମସ୍ତେ ଇରାନ ସେନା ପାଇଁ କାମ କରୁଥିଲେ। ଏହି…
ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ
ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି। ଅନେକ ଲୋକଙ୍କୁ ଗିରଫ କରାଯାଇଛି। ଦକ୍ଷିଣ କାଲିଫର୍ନିଆ ବିଶ୍ୱବିଦ୍ୟାଳୟରେ…
ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ
ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି ଯେ ଉଗ୍ରବାଦୀଙ୍କୁ ସମର୍ଥନ କରିବା ପାଇଁ ସାମରିକ ବାହିନୀ ଦୁଇଟି ଗ୍ରାମ ଉପରେ ଆକ୍ରମଣ…
ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା
ଓ୍ବାଶିଂଟନ୍,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ ବିରୋଧରେ ଅଭିଯୋଗ ହେଉଛି ଯେ ସମସ୍ତେ ଇରାନ ସେନା ପାଇଁ କାମ କରୁଥିଲେ। ଏହି…
ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା
ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍ ପୋଲ୍ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ ମୁହାଁମୁହିଁ ହୋଇଛନ୍ତି। ଏହି ସର୍ଭେରୁ ଜଣାପଡିଛି, ଯଦି ଏବେ ଆମେରିକାରେ ନିର୍ବାଚନ ହୁଏ ତେବେ…
୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ
ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା ଜାତିସଂଘ ରିପୋର୍ଟରେ ପ୍ରକାଶ ପାଇଛି। ଖାଦ୍ୟସଙ୍କଟ ଉପରେ ଏହି ବୈଶ୍ୱିକ ରିପୋର୍ଟରେ କୁହାଯାଇଛି, ଖାଦ୍ୟ…
Archives


