ହସ୍ପିଟାଲକୁ ଧକ୍କାଦେଲା ହେଲିକପ୍ଟର: ଚାଲିଗଲା ୪ ଜୀବନ
ଆଙ୍କାରା,୨୨ା୧୨:ତୁର୍କୀରେ ରବିବାର ସକାଳେ ପ୍ରବଳ କୁହୁଡ଼ି ଯୋଗୁ ଏକ ହେଲିକପ୍ଟର ହସ୍ପିଟାଲ୍କୁ ଧକ୍କା ଦେବା ଫଳରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ ହେଲିକପ୍ଟରର ୨ ପାଇଲଟ୍, ଜଣେ ଡାକ୍ତର ଏବଂ ଜଣେ କର୍ମଚାରୀ ଅଛନ୍ତି। ହେଲିକପ୍ଟରଟି ଉଡ଼ାଣ ଆରମ୍ଭ…
ମୋଦିଙ୍କୁ ମିଳିଲା ‘ଦ ଅର୍ଡର ଅଫ ମୁବାରକ ଅଲ କବୀର’ ସମ୍ମାନ
କୁଏତ ସିଟି,୨୨।୧୨: କୁଏତ ଗସ୍ତର ଶେଷ ଦିନ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାୟନ ପ୍ୟାଲେସରେ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। କୁଏତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦେଶର ସର୍ବୋଚ୍ଚ ସମ୍ମାନ, ଅର୍ଡର ଅଫ ମୁବାରକ ଅଲ କବୀର’ ସହିତ ସମ୍ମାନିତ…
ମୋଦିଙ୍କୁ କୁଏତ୍ରେ ଗାର୍ଡ ଅଫ ଅନର୍
କୁଏତ ସିଟି,୨୨।୧୨: କୁଏତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଛି। କୁଏତର ବାଇନ ପ୍ୟାଲେସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହି ଉତ୍ସବରେ କୁଏତର ଏମିର ଶେଖ ମେଶାଲ ଅଲ-ଅହମ୍ମଦ ଅଲ-ଜବର ଅଲ…
ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି ଦେଉଛନ୍ତି। ଏଥି ସହିତ ବିଶ୍ୱର ସର୍ବ ବୃହତ ସୁପର ପାୱାର କୁହାଯାଉଥିବା ଆମେରିକା ମଧ୍ୟ…
ବାଂଲାଦେଶର ବଡ଼ ଅଭିଯୋଗ; ‘ଆମ ଲୋକଙ୍କୁ ଜବରଦସ୍ତ ନିଖୋଜ କରିବା ପଛରେ ଭାରତର ହାତ…
ଢାକା,୨୨।୧୨: ଭାରତ ଉପରେ ଆଉ ଏକ ବଡ଼ ଅଭିଯୋଗ ଲଗାଇଛି ବାଂଲାଦେଶ। ଏହାର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଦ୍ୱାରା ଗଠିତ ଏକ ଅନୁସନ୍ଧାନ କମିଶନ କହିଛନ୍ତି ଯେ ବହିଷ୍କୃତ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କ ଶାସନ କାଳରେ ‘ବାଧ୍ୟତାମୂଳକ ନିଖୋଜ’ ଘଟଣାରେ ଭାରତର ସମ୍ପୃକ୍ତି…
ଟ୍ରକ୍କୁ ପିଟି ଜଳିଗଲା ବସ୍: ୩୮ ଜଣଙ୍କ ଜୀବନ ଗଲା, ୯ ଗୁରୁତର
ବ୍ରାସିଲିଆ,୨୨ା୧୨: ଏକ ଯାତ୍ରୀବାହୀ ବସ୍ ଟ୍ରକ୍କୁ ଧକ୍କା ଦେବା ପରେ ହୁତୁହୁତ ହୋଇ ରାସ୍ତାରେ ଜଳିଯାଇଛି। ଫଳରେ ୩୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୯ ଜଣ ଗୁରୁତର ହୋଇଛନ୍ତି। ବ୍ରାଜିଲର ମିନାସ ଜେରାଇସ ରାଜ୍ୟରେ ଏହି ଭୟଙ୍କର ଦୁର୍ଘଟଣା ଘଟିଛି। ଅଧିକାରୀଙ୍କ…
ଗୁରୁତ୍ୱପୂର୍ଣ୍ଣ ବିଲ୍ରେ ଦସ୍ତଖତ କଲେ ବାଇଡେନ, ଟଳିଲା ଶଟଡାଉନ୍ ବିପଦ
ନୂଆଦିଲ୍ଲୀ, ୨୧।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଶନିବାର ମଧ୍ୟଭାଗରେ ସରକାରଙ୍କୁ ପାଣ୍ଠି ଯୋଗାଇବା ପାଇଁ କଂଗ୍ରେସ ଦ୍ୱାରା ପାରିତ ହୋଇଥିବା ଆଇନରେ ଦସ୍ତଖତ କରିଛନ୍ତି। ଯାହା ଖ୍ରୀଷ୍ଟମାସ ପୂର୍ବରୁ ଏକ ସରକାରୀ ଶଟଡାଉନ୍ ବିପଦ ଟାଳିଥିବା ହ୍ୱାଇଟ ହାଉସ କହିଛି।…
‘ନୂଆ କୁଏତ୍’ ନିର୍ମାଣ ପାଇଁ ଭାରତ ପାଖରେ ଦକ୍ଷତା ଓ ପ୍ରଯୁକ୍ତି ରହିଛି: ପ୍ରଧାନମନ୍ତ୍ରୀ ମୋଦି
କୁଏତ୍ ସିଟି,୨୧ା୧୨: ଦୁଇଦିନିଆ କୁଏତ୍ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ସେଠାରେ ଅନୁଷ୍ଠିତ ‘ହାଲା ମୋଦି’ ଡାଏସ୍ପୋରା କାର୍ଯ୍ୟକ୍ରମରେ ପ୍ରବାସୀ ଭାରତୀୟଙ୍କୁ ଭେଟି ଆଲୋଚନା କରିଛନ୍ତି। ‘ନୂଆ କୁଏତ୍’ ନିର୍ମାଣ ପାଇଁ ଭାରତ ପାଖରେ ଆବଶ୍ୟକ ମାନବ ସମ୍ବଳ,…
୪ ଘଣ୍ଟାର ଦୂରତା, ହେଲେ ପ୍ରଧାନମନ୍ତ୍ରୀଙ୍କୁ ଏଠାକୁ ଆସିବାକୁ ଲାଗିଗଲା ୪୦ ବର୍ଷ, ଏମିତି କାହିଁକି କହିଲେ ମୋଦି
କୁଏତ ସିଟି,୨୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ କୁଏତ ଗସ୍ତରେ ଅଛନ୍ତି। ଶନିବାର (ଡିସେମ୍ବର ୨୧, ୨୦୨୪)ରେ ଏକ କାର୍ଯ୍ୟକ୍ରମ ‘ହାଲା ମୋଦି’କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି କାର୍ଯ୍ୟକ୍ରମରେ ଭିଡ଼କୁ ଦେଖି ସେ ଅନୁଭବ କରିଛନ୍ତି…
ହଜିଯାଇଛି କରୋନାଠାରୁ ଶହେ ଗୁଣା ମାରାତ୍ମକ ଭାଇରସ! ଚିନ୍ତାରେ ସାରା ବିଶ୍ୱ
କାନବେରା,୨୧।୧୨: ଯଦିଓ କରୋନା ଜୀବାଣୁ (କୋଭିଡ ୧୯) ବର୍ତ୍ତମାନ ଇତିହାସପାଲଟିଛି, ତଥାପି ଆଜି ବି ଏହି ମହାମାରୀକୁ ମନେ ପକାଇ ବିଶ୍ୱ ଭୟଭୀତ ହୁଏ। ଅନେକ ରିପୋର୍ଟ କହିଥିଲା ଯେଉଁଥିରେ କୁହାଯାଇଥିଲା ଯେ ଚାଇନାର ଉହାନ ସହରର ଏକ ଲ୍ୟାବରୁ ଏହି…
ପାକିସ୍ତାନରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ୧୬ ଯବାନ ନିହତ, ୮ ଆହତ
ଇସଲାମାବାଦ,୨୧।୧୨: ପାକିସ୍ତାନର ଖୈବର ପାଖତୁନଖ୍ବାଠାରେ ଆତଙ୍କବାଦୀ ଆକ୍ରମଣ ହେବାର ଖବର ମିଳିଛି। କୁହାଯାଉଛି ଯେ ମକିନ ଅଞ୍ଚଳରେ ଏହି ଆକ୍ରମଣ ଗତ କିଛି ମାସ ମଧ୍ୟରେ ସବୁଠାରୁ ବଡ ଆକ୍ରମଣ। ଯେଉଁଥିରେ ପାକିସ୍ତାନର ୧୬ଯବାନ ନିହତ ହୋଇଛନ୍ତି। ଏଥିସହ ୮ ଜଣ…
୪୩ ବର୍ଷ ପରେ କୁଏତ ଗସ୍ତ କରିଛନ୍ତି ମୋଦି, ଏସବୁ ଗୁରୁତ୍ୱପୂର୍ଣ୍ଣ ବିଷୟରେ କରିବେ ଆଲୋଚନା
କୁଏତ୍,୨୧ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ଗସ୍ତରେ ଯାଇ କୁଏତରେ ପହଞ୍ଚିଛନ୍ତି। ଯେଉଁଠାରେ ସେ କୁଏତ ନେତୃତ୍ୱଙ୍କ ସହ ଆଲୋଚନା କରିବେ। କୁଏତର ଆମିର ଶେଖ୍ ମେଶଲ ଅଲ-ଅହମ୍ମଦ ଅଲ-ଜାବର ଅଲ-ସବାଙ୍କ ନିମନ୍ତ୍ରଣ ନେଇ ପ୍ରଧାନମନ୍ତ୍ରୀ ମୋଦି କୁଏତ…
Archives


