ଆସିଲା ଖୁସି ଖବର: ଶୀଘ୍ର ବଜାରରେ ମିଳିବ କ୍ୟାନସର ଟିକା, ପୁଟିନ ଦେଲେ ସୂଚନା…
ମସ୍କୋ,୧୫।୨ : ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ କହିଛନ୍ତି ଆମର ବୈଜ୍ଞାନିକମାନେ କ୍ୟାନସର ଟିକ ବିକଶିତ କରିବାର ନିକଟତର ହୋଇଛନ୍ତି ଯାହା ଶୀଘ୍ର ରୋଗୀମାନଙ୍କ ପାଇଁ ଉପଲବ୍ଧ ହୋଇପାରିବ। ପୁଟିନ ଏକ ଟେଲିଭିଜନ ବିବୃତ୍ତିରେ କହିଛନ୍ତି ଆମେ କର୍କଟ ଟିକା...
କଟକଣାକୁ ବେଖାତିର: ପୁଣି କ୍ରୁଏଜ କ୍ଷେପଣାସ୍ତ୍ର ପରୀକ୍ଷା କଲେ କିମ୍…
ପ୍ୟୋଙ୍ଗୟାଙ୍ଗ,୧୫।୨ : ଉତ୍ତର କୋରିଆ ଏକାଧିକ କ୍ରୁଜ କ୍ଷେପଣାସ୍ତ୍ର ସମୁଦ୍ରକୁ ନିକ୍ଷେପ କରିଛି। କଟକଣାକୁ ବେଖାତିର କରି ଏକଛତ୍ରବାଦୀ ଶାସକ କିମ୍ ଜୋଙ୍ଗ ଉନଙ୍କ ନିର୍ଦ୍ଦେଶରେ ବୁଧବାର ଏହା କରାଯାଇଛି। ଜାନୁଆରୀ ପରଠାରୁ ଏହା ହେଉଛି କିମଙ୍କର ପଞ୍ଚମ ପରୀକ୍ଷା।...
ପରେଡ ସମୟରେ ଆଖିବୁଜା ଗୁଳିମାଡ଼…
ସିକାଗୋ,୧୫।୨ : ଆମେରିକାର ମିସୌରୀ, କାନସାସ ସିଟିରେ ଆଖିବୁଜା ଗୁଳମାଡ଼ଘଟଣା ସାମ୍ନାକୁ ଆସିଛି। ଗୁଳିକାଣ୍ଡରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ଆହତ ହୋଇଛନ୍ତି। ନ୍ୟୁଜ ଏଜେନ୍ସି ଅନୁଯାୟୀ, କାନସାସ ସିଟିରେ ଚିଫ୍ଦର ସୁପର ବାଉଲ ବିଜୟ ପରେ...
ଜମ୍ମୁ ସୀମାରେ ପାକିସ୍ତାନ ରେଞ୍ଜର୍ସଙ୍କ ଗୁଳିମାଡ଼, କଡ଼ା ଜବାବ ଦେଲା ଭାରତୀୟ ସେନା
ନୂଆଦିଲ୍ଲୀ,୧୪ା୨: ଜମ୍ମୁ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନ ରେଞ୍ଜର୍ସ ଜମ୍ମୁର ମାକୱାଲ ଅଞ୍ଚଳରେ ପାକିସ୍ତାନ ରେଞ୍ଜର୍ସ ସୀମା ସୁରକ୍ଷା ବଳ ପୋଷ୍ଟରେ ଗୁଳି ଚଳାଇବାରୁ ଦୁଇ ପକ୍ଷ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନୀ ସେନାର ଏଭଳି ତୁମୁଳ କାଣ୍ଡର ଜବାବ...
କାଲିଫର୍ନିଆରେ ଭାରତୀୟ ବଂଶୋଦ୍ଭବଙ୍କ ଗୋଟିଏ ପରିବାର ନିଶ୍ଚିହ୍ନ, ଦୁଇ ପିଲାଙ୍କ ସହ ଚାଲିଗଲା ଦମ୍ପତିଙ୍କ ଜୀବନ
ଓ୍ବାଶିଂଟନ,୧୪ା୨: କାଲିଫର୍ନିଆର ସାନ୍ ମେଟେଓରେ ଭାରତୀୟ ମୂଳ ପରିବାରଙ୍କ ସନ୍ଦେହଜନକ ଅବସ୍ଥାରେ ମୃତଦେହ ମିଳିଛି। ମୃତକଙ୍କ ମଧ୍ୟରେ କେରଳର ଗୋଟିଏ ପରିବାରର ୪ ଜଣ ଅଛନ୍ତି। ଏଥିରେ ସ୍ବାମୀ-ସ୍ତ୍ରୀ ଏବଂ ସେମାନଙ୍କର ଦୁଇ ନିରୀହ ସନ୍ତାନ ରହିଛନ୍ତି। ହତ୍ୟା ନା...
ଯେଉଁ ଜମିକୁ ମନ୍ଦିର ନିର୍ମାଣ ପାଇଁ ଆପଣ ଚିହ୍ନଟ କରିବେ ମୁଁ ତାକୁ ଦେବି: ଆବୁଧାବିରେ କହିଲେ ମୋଦି…
ଆବୁଧାବି,୧୪।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏଇ ଗସ୍ତରେ ଅଛନ୍ତି। ସେଠାରେ ପିଏମ ମୋଦି ରୁପେ କାର୍ଡ ମଧ୍ୟ ଲଞ୍ଚ କରିଛନ୍ତି, ଅର୍ଥାତ ବର୍ତ୍ତମାନ ଭାରତର ରୁପେ କାର୍ଡ ୟୁଏଇରେ ମଧ୍ୟ କାମ କରିବ। ପରବର୍ତ୍ତୀ ସମୟରେ ରାଜଧାନୀ ଆବୁଧାବିରେ...
ଲାଇଭ୍ ମ୍ୟାଚରେ ବିଜୁଳି ମାରିବାରୁ ଜିଅନ୍ତା ଜଳିଗଲେ ଫୁଟବଲ୍ର, ଛାତିଥରା ଭିଡିଓ ଭାଇରାଲ
ଓ୍ବେଷ୍ଟ ଜାବା,୧୪।୨: ଇଣ୍ଡୋନେସିଆରେ ଲାଇଭ୍ ଫୁଟବଲ୍ ମ୍ୟାଚ ସମୟରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମ୍ୟାଚ ଚାଲୁଥିବାବେଳେ ବିଜୁଳି ମାରିବାରୁ ଜଣେ ଖେଳାଳୀଙ୍କ ପଡିଆରେ ହିଁ ମୃତ୍ୟୁ ହୋଇଯାଇଛି। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସୂଚନାଥାଉ...
Valentine Day: ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ଲେଖୁଛି ଲଭ୍ ଲେଟର୍
ଓ୍ବାଶିଂଟନ୍,୧୪।୨: ଏଆଇ ଅର୍ଥାତ୍ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ବିପ୍ଲବ ମଣିଷ ସମାଜରେ ଖୁବ୍ ଗଭୀର ପ୍ରଭାବ ପକାଇଛି। ଏହା ମନୁଷ୍ୟର ହିତ ସାଧନ କରୁଛି ସତ ହେଲେ ଆଗକୁ ମଣିଷ ପାଇଁ ବିପଦ ଡାକି ଆଣୁଛି। ଭବିଷ୍ୟତରେ ଏଆଇ ମଣିଷର ସ୍ଥାନ...
ଏଲନ ମସ୍କଙ୍କ ଚାଞ୍ଚଲ୍ୟକର ମନ୍ତବ୍ୟ: ୟୁକ୍ରେନ ବିପକ୍ଷ ଯୁଦ୍ଧରେ ପଛକୁ ହଟିଲେ ପୁଟିନଙ୍କୁ କରାଯିବ ହତ୍ୟା
କାଲିଫର୍ନିଆ,୧୪।୨: ରୁଷିଆ-ୟୁକ୍ରେନ ଯୁଦ୍ଧର ବର୍ତ୍ତମାନ ପ୍ରାୟ ଦୁଇ ବର୍ଷ ବିତିଗଲାଣି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିକଟରେ ହୋଇଥିବା ଏକ ସାକ୍ଷାତକାର ଭାଇରାଲ ହେବାରେ ଲାଗିଛି। ଏଥିରେ ସେ ସ୍ପଷ୍ଟ ଭାବରେ କହିଛନ୍ତି, ରୁଷିଆ ୟୁକ୍ରେନ ଯୁଦ୍ଧରୁ ଆଉ ପଛକୁ...
ବିଦେଶ ମାଟିରେ ବଡ଼ ଘୋଷଣା କଲେ ମୋଦି
ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୟୁଏଇ ଗସ୍ତରେ ଅଛନ୍ତି। ଏଠାରେ ସେ ଏକ ବଡ଼ ଘୋଷଣା କରିଛନ୍ତି। ଖୁବଶୀଘ୍ର ୟୁଏଇରେ UPI ସିଷ୍ଟମ କାର୍ଯ୍ୟକ୍ଷମ ହେବ ଏବଂ ଭାରତରେ ଯେଉଁଭଳି UPI ସେବା ପାଇବେ, ସେହିଭଳି ସୁବିଧା ମଧ୍ୟ ଏଠାରେ...
ଗ୍ୟାରେଣ୍ଟି ଦେଲେ ମୋଦି: ମୋର ତୃତୀୟ କାର୍ଯ୍ୟକାଳରେ ଏହି ସ୍ବପ୍ନ ହେବ ପୂରଣ
ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜିକାଲି ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ଅଛନ୍ତି। ସେ ୟୁଏଇ ରାଜଧାନୀ ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିର ଉଦଘାଟନ କରିବାକୁ ଯାଉଛନ୍ତି। ଏହାପୂର୍ବରୁ ଆବୁଧାବିର ଶେଖ ଜାଏଦ ଷ୍ଟାଡିୟମରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା...
ପ୍ରୋଟୋକଲ ଭାଙ୍ଗି ମୋଦିଙ୍କୁ ଆଲିଙ୍ଗନ କଲେ ୟୁଏଇ ରାଷ୍ଟ୍ରପତି
ନୂଆଦିଲ୍ଲୀ,୧୪।୨: ୟୁଏଇ ପୁଣି ଥରେ ଭାରତ ସହିତ ବନ୍ଧୁତ୍ୱର ଝଲକ ଦେଖାଇଛି। ଆବୁଧାବିରେ ପହଞ୍ଚିବା ପରେ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ ଜୟେଦ ଅଲ ନହ୍ୟାନ ପ୍ରୋଟୋକଲ ଭାଙ୍ଗି ବିମାନବନ୍ଦରରେ ପହଞ୍ଚି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆଲିଙ୍ଗନ କରିଥିଲେ। ସେ ପ୍ରଧାନମନ୍ତ୍ରୀ...
Archives


