ଆଇଏସ୍ଏସ୍ରେ ଆଉ ୬ ମାସ ରହିବେ ସୁନୀତା
ଓ୍ବାଶିଂଟନ,୧୦ା୮: ବୋଇଂର ଷ୍ଟାର୍ଲାଇନ ମହାକାଶ ଯାନରେ ଗୋଟିଏ ସପ୍ତାହ ପାଇଁ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍ଏସ୍)କୁ ଯାଇଥିବା ଭାରତୀୟ ବଂଶୋଦ୍ଭବ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଏବଂ ବୁଚ୍ ଓ୍ବିଲ୍ମୋର ଫେବୃଆରୀ ପୂର୍ବରୁ ଫେରୁନାହାନ୍ତି। ତାଙ୍କୁ ଆଉ ୬ ମାସ ସେଠାରେ ଅଟକି ରହିବାକୁ…
ଶେଖ ହସିନାଙ୍କ ସହ କାହିଁକି ପଳାଇ ଆସିଥିଲେ ତାଙ୍କ ମନ୍ତ୍ରୀ, ଏବେ କାହିଁକି ଫେରି ଯାଉଛନ୍ତି
ଢାକା,୯।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ବୋଧହୁଏ କିଛି ସମୟ ଭାରତରେ ରହିବେ। କାରଣ ବ୍ରିଟେନ ଯିବା ପାଇଁ ତାଙ୍କର ଯୋଜନା ଏପର୍ଯ୍ୟନ୍ତ ସଫଳ ହୋଇନାହିଁ। ତାଙ୍କର ବ୍ରିଟେନ ଗସ୍ତକୁ ନେଇ କିଛି ବୈଷୟିକ ବାଧା ଉପୁଜିଛି। ତାଙ୍କ ସରକାର…
ଡରିଲାଣି ପାକିସ୍ତାନ, ବାଂଲାଦେଶ ଭଳି ହେବନି ତ ସ୍ଥିତି ?
ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ଜାରି ରହିଛି ରାଜନୈତିକ ସଙ୍କଟ । ଛାତ୍ର ଆନ୍ଦୋଳନ ଏପରି ଉଗ୍ରରୂପ ଧାରଣ କରିଛି ଯେ, ସତ୍ତାରେ ଥିବା ସରକାର ଭଙ୍ଗିଛି ଏବଂ ଅନ୍ତରୀଣ ସରକାର ଶପଥ ନେଇଛି। ୫ଥରର ପ୍ରଧାନମନ୍ତ୍ରୀ ଭୟରେ ଦେଶ ଛାଡ଼ିଛନ୍ତି ।…
ଡକାୟତି, ଲୁଟ୍ ଭୟ: ରାତିରେ ଶୋଉନାହାନ୍ତି ଦେଶବାସୀ
ଢାକା,୮ା୮:ବାଂଲାଦେଶରେ ଶେଖ୍ ହାସିନା ସରକାରର ପତନ ପରେ ଅରାଜକତା ଲାଗିରହିଛି। ଲୁଟ୍ପାଟ ଓ ଡକାୟତି ଭୟରେ ଲୋକମାନେ ରାତିରେ ନ ଶୋଇ ଦଳବଦ୍ଧ ହୋଇ ରାସ୍ତାଘାଟ ଓ ଗଳିଗୁଡ଼ିକରେ ପହରା ଦେଉଛନ୍ତି। ସୋମବାର ଶେଖ୍ ହାସିନା ଦେଶ ଛାଡ଼ି ପଳାଇବା ପରେ…
ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର
ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍ରେ…
ଲୁଟ୍ ଭୟରେ ଶୋଉ ନାହାନ୍ତି ବାଂଲାଦେଶୀ
ଢାକା,୮ା୮ : ବାଂଲାଦେଶରେ ଶେଖ୍ ହାସିନା ସରକାରର ପତନ ପରେ ଅରାଜକତା ଲାଗିରହିଛି। ଲୁଟ୍ପାଟ ଓ ଡକାୟତି ଭୟରେ ଲୋକମାନେ ରାତିରେ ନ ଶୋଇ ଦଳବଦ୍ଧ ହୋଇ ରାସ୍ତାଘାଟ ଓ ଗଳିଗୁଡ଼ିକରେ ପହରା ଦେଉଛନ୍ତି। ସୋମବାର ଶେଖ୍ ହାସିନା ଦେଶ ଛାଡ଼ି…
ବାଂଲାଦେଶ ଅନ୍ତରୀଣ ସରକାରର ମୁଖ୍ୟ ଭାବେ ଶପଥ ନେଲେ ୟୁନୁସ
ଢାକା,୮।୮: ବାଂଲାଦେଶରେ ହୋଇଥିବା ହିଂସା ପରେ ମହମ୍ମଦ ୟୁନୁସ ଦେଶର ଦାୟିତ୍ୱ ସମ୍ଭାଳିଛନ୍ତି। ସେ ଗୁରୁବାର ଅନ୍ତରୀଣ ସରକାରର ମୁଖ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ବାଂଲାଦେଶର ନୂତନ ମୁଖ୍ୟଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ…
ଶେଖ ହାସିନା ଭାରତରେ ରହିବେ ନା ଆଉ କେଉଁଠି କି ଯିବେ…, ବୈଦେଶିକ ମନ୍ତ୍ରଣାଳୟ ଦେଲା ବଡ଼ ଅପଡେଟ୍
ନୂଆଦିଲ୍ଲୀ,୮।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଭାରତରେ ରହିବେ ନା ସେ ଅନ୍ୟତ୍ର ଯିବାକୁ ଯୋଜନା କରୁଛନ୍ତି? ଏ ବାବଦରେ ଭାରତୀୟ ବୈଦେଶିକ ମନ୍ତ୍ରଣାଳୟ ଏକ ବଡ଼ ଅପଡେଟ୍ ଦେଇଛି। ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟର ମୁଖପାତ୍ର କହିଛନ୍ତି , ବର୍ତ୍ତମାନ…
୨ ମିନିଟ୍ରେ ଦୁଇ ଶକ୍ତିଶାଳୀ ଭୂକମ୍ପ, ସୁନାମୀ ଆଲର୍ଟ ଜାରି
ଟୋକିଓ,୮ା୮: ଜାପାନରେ ଦୁଇ ମିନିଟ୍ ମଧ୍ୟରେ ୨ଟି ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍ରେ ଏହାର ତୀବ୍ରତା ଯଥାକ୍ରମେ ୬.୯ ଓ ୭.୧ ରହିଥିଲା। ଦକ୍ଷିଣପଶ୍ଚିମରେ ଥିବା କ୍ୟୁଶ୍ୟୁ ଦ୍ୱୀପ ଓ ଶିକୋକୁରେ ଏହି ଭୂକମ୍ପ ଅନୁଭୂତ ହୋଇଛି। ଦୁଇ…
ଇତିହାସ ରଚିବ ଇସ୍ରୋ, ଅଗଷ୍ଟ ୧୫ରେ ଲଞ୍ଚ୍ କରିବ ଭିନ୍ନ ଧରଣର ସାଟେଲାଇଟ୍
ହାଇଦ୍ରାବାଦ,୮ା୮: ସ୍ବାଧୀନତା ଦିବସରେ ଭାରତ ଆଉ ଏକ ଇତିହାସ ରଚିବାକୁ ଯାଉଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ଖୁବ୍ଶୀଘ୍ର ଏହାର ସର୍ବଶେଷ ଆର୍ଥ ଅବ୍ଜରଭେସନ ସାଟେଲାଇଟ୍ ଯଥା ଇଓଏସ୍-୮ ଉତ୍କ୍ଷେପଣ କରିବାକୁ ଯାଉଛି। ଅଗଷ୍ଟ ୧୫ରେ ଏସ୍ଏସ୍ଏଲ୍ଭି-ଡି୩ ରକେଟ୍ରେ ଆର୍ଥ…
ନ୍ୟୁଜିଲାଣ୍ଡରେ ରାଷ୍ଟ୍ରପତିଙ୍କୁ ନିଆରା ଢଙ୍ଗରେ ସ୍ବାଗତ, ଦେଖନ୍ତୁ ଭିଡିଓ…
ଓ୍ବିଲିଂଟନ/ନୂଆଦିଲ୍ଲୀ,୮ା୮: ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛନ୍ତି। ସେ ବୁଧବାର ନ୍ୟୁଜିଲାଣ୍ଡରେ ପହଞ୍ଚି ସେଠାରେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଟଡ୍ ମ୍ୟାକଲେ ଏବଂ ଭାରତୀୟ ହାଇ କମିଶନର ନୀତା ଭୂଷଣ ତାଙ୍କୁ ସ୍ବାଗତ କରିଥିଲେ। ଗୁରୁବାର ରାଷ୍ଟ୍ରପତି…
ବାଂଲାଦେଶରେ ନିର୍ବାଚନ ହେଲେ ପ୍ରଧାନମନ୍ତ୍ରୀ ହେବେ ହାସିନାଙ୍କ ପୁଅ! କହିଦେଲେ…
ନୂଆଦିଲ୍ଲୀ,୮।୮: ବାଂଲାଦେଶରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ପୁରା ଦେଶ ଅଶାନ୍ତ ଥିବାବେଳେ ସେଠାରେ ଆସୁଥିବା ଭୟାନକ ଦୃଶ୍ୟ ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ଏହାରି ଭିତରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପୁଅ ସାଜିବ ୱାଜେଦ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାର…
Archives


