ଅନ୍ତର୍ଜାତୀୟ

ମୋଷ୍ଟ ଓ୍ବାଣ୍ଟେଡ୍‌ ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ୍‌ ଗିରଫ

ନୂଆଦିଲ୍ଲୀ,୧୦ା୧୧: ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ୍‌ ଡଲ୍ଲାଙ୍କୁ କାନାଡା ପୋଲିସ ଗିରଫ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସେ ଖଲିସ୍ତାନ ଟାଇଗର ଫୋର୍ସର କାର୍ଯ୍ୟକାରୀ ମୁଖ୍ୟ ରହିଥିବା ବେଳେ ହରଦୀପ୍‌ ସିଂ ନଜ୍ଜାରଙ୍କ ସହଯୋଗୀ। ସେ ଭାରତରେ ବିଭିନ୍ନ ଅପରାଧ ସହ ସମ୍ପୃକ୍ତ…

ବାଂଲାଦେଶ ରାଜନୀତି ପୁଣି ହେଲା ସରଗରମ

ଢାକା,୧୦।୧୧: ଶେଖ ହସିନା ଗାଦିଚ୍ୟୁତ ହେବା ପରେ ଏବଂ ନୋବେଲ ଶାନ୍ତି ପୁରସ୍କାର ବିଜେତା ମହମ୍ମଦ ୟୁନୁସଙ୍କ ନେତୃତ୍ୱରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପରେ ବାଂଲାଦେଶରେ କ୍ରମାଗତ ଭାପେ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ଶେଖ ହସିନାଙ୍କୁ କ୍ଷମତାରୁ ହଟାଇବାର ତିନି ମାସ…

କାନାଡା ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ କରିଥିବା ମାଷ୍ଟରମାଇଣ୍ଡ ଗିରଫ, ପନ୍ନୁଙ୍କ ସହ ରହିଛି ସମ୍ପର୍କ

ନୂଆଦିଲ୍ଲୀ/ଓଟାଓ୍ବା,୧୦।୧୧: କାନାଡାର ବ୍ରମ୍ପଟନରେ ଥିବା ହିନ୍ଦୁ ମନ୍ଦିରରେ ବିଶୃଙ୍ଖଳା ମାମଲାରେ କାନାଡା ପୋଲିସ ଆଉ ଜଣଙ୍କୁ ଗିରଫ କରିଛି। ଶନିବାର ଏକ ବିଜ୍ଞପ୍ତିରେ ପିଲ ଆଞ୍ଚଳିକ ପୋଲିସ (ପିଆରପି) ଘୋଷଣା କରିଛି ଯେ ବ୍ରମ୍ପଟନର ୩୫ ବର୍ଷିୟ ଇନ୍ଦ୍ରଜିତ ଗୋସାଲଙ୍କୁ ଶୁକ୍ରବାର…

ଦୀପାବଳିରେ ପରସା ଗଲା ମଟନ, ଚିକେନ, ଖାଦ୍ୟର ମେନ୍ୟୁ ଦେଖି ରାଗିଗଲେ ବ୍ରିଟିଶ ହିନ୍ଦୁ

ଲଣ୍ଡନ,୧୦।୧୧: ବ୍ରିଟିଶ ପ୍ରଧାନମନ୍ତ୍ରୀ କିର ଷ୍ଟାର୍ମଙ୍କ ଦ୍ୱାରା ଆୟୋଜିତ ଏକ ଦୀପାବଳି ପାର୍ଟିରେ ମାଂସ ଏବଂ ମଦ ପରିବେଷଣ କରାଯାଇଥିବାରୁ ବ୍ରିଟେନରେ ଥିବା ହିନ୍ଦୁମାନେ କ୍ଷୋଭ ପ୍ରକାଶ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସରକାରୀ ବାସଭବନରେ ଉତ୍ସବରେ ହିନ୍ଦୁ ସମ୍ପ୍ରଦାୟର ନେତା ତଥା ବରିଷ୍ଠ…

ନିର୍ବାଚନ ପରେ କାଙ୍ଗାଳ ହେଲେ କମଲା ହାରିସ୍‌, ଟ୍ରମ୍ପ ଆପଣାଉଛନ୍ତି ଏହି ଫର୍ମୂଲା

ଓ୍ବାଶିଂଟନ,୧୦ା୧୧: ସାଧାରଣ ନିର୍ବାଚନ ପରେ ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ ସମର୍ଥକଙ୍କଠାରୁ ସାହାଯ୍ୟ ଲୋଡ଼ିଛନ୍ତି। ଡେମୋକ୍ରାଟ୍‌ମାନଙ୍କୁ ଦାନ କରିବାକୁ ସେ ସମର୍ଥକମାନଙ୍କୁ ଅନୁରୋଧ କରିଛନ୍ତି। ସୋସିଆଲ ମିଡିଆରେ ପୋଷ୍ଟ କରି ଟ୍ରମ୍ପ କହିଛନ୍ତି, ଡେମୋକ୍ରାଟ୍‌ଙ୍କ ପାଖରେ ଅଧିକ…

ଟ୍ରମ୍ପ୍‌ଙ୍କୁ ହତ୍ୟା ପାଇଁ ଇରାନ୍‌ର ଯୋଜନାକୁ ପଣ୍ଡ କଲା ଏଫ୍‌ବିଆଇ

ଓ୍ବାଶିଂଟନ,୧୦ା୧୧: ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ତୃତୀୟ ଥର ପାଇଁ ହତ୍ୟା ଉଦ୍ୟମ ହୋଇଥିଲା। ଇରାନ ପକ୍ଷରୁ କରାଯାଇଥିବା ଏହି ଯୋଜନାକୁ ସଂଘୀୟ ତଦନ୍ତ ବ୍ୟୁରୋ (ଏଫ୍‌ବିଆଇ) ପଣ୍ଡ କରିଦେଇଛି। ଏହି ମାମଲାରେ ଇରାନର ଜଣେ ନାଗରିକଙ୍କ ନାଁରେ ମାମଲା…

୪ର୍ଥ ଥର ଗ୍ରାମୀ ଆଓ୍ବାଡର୍‌ସ ପାଇଁ ରିକି କେଜ୍‌ ମନୋନୀତ

ଲସ୍‌ ଏଞ୍ଜେଲ୍ସ, ୧୦।୧୧: ୬୭ତମ ଗ୍ରାମୀ ଆଓ୍ବାଡର୍‌ସ ପାଇଁ ଭାରତୀୟ ଆମେରିକୀୟ ସଙ୍ଗୀତଜ୍ଞ ରିକି କେଜ୍‌ ଓ ବ୍ରିଟିଶ ଭାରତୀୟ ସଙ୍ଗୀତଜ୍ଞ ଅନୁଷ୍କା ଶଙ୍କରଙ୍କୁ ମନୋନୀତ କରାଯାଇଛି। ପୂର୍ବରୁ ୩ ଥର ଗ୍ରାମୀ ପୁରସ୍କାର ବିଜେତା କେଜ୍‌ଙ୍କୁ ଚଳିତଥର ଚତୁର୍ଥ ଥର…

ପୁଣିଥରେ ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଯୋଜନା! ଜବାବ ଦେଲା ତେହେରାନ

ଓ୍ବାଶିଂଟନ,୯।୧୧: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ହତ୍ୟା କରିବା ପାଇଁ ପୁଣି ଏକ ଷଡଯନ୍ତ୍ର ରଚାଯାଇଛି। ଏଥର ଟ୍ରମ୍ପଙ୍କୁ ହତ୍ୟା ଷଡଯନ୍ତ୍ରରେ ଇରାନର ନାମ ସାମ୍ନାକୁ ଆସୁଛି। ଅଭିଯୋଗ ହୋଇଛି ଯେ ସମଗ୍ର ଦାୟିତ୍ୱ ଆଫଗାନିସ୍ତାନ ନାଗରିକ ଫରହାଦ…

କାନାଡା ବନ୍ଦ କଲା ଫାଷ୍ଟ ଟ୍ରାକ୍‌ ଭିଜା ପ୍ରୋଗ୍ରାମ, ଜାଣନ୍ତୁ ଭାରତୀୟ ଛାତ୍ରଙ୍କ ଉପରେ କ’ଣ ପଡିବ ଏହାର ପ୍ରଭାବ

ଓଟାଓ୍ବା/ନୂଆଦିଲ୍ଲୀ,୯।୧୧: କାନାଡା ଶୁକ୍ରବାର ଏହାର ଷ୍ଟୁଡେଣ୍ଟ ଡାଇରେକ୍ଟ ଷ୍ଟ୍ରିମ (ଏସଡିଏସ) କାର୍ଯ୍ୟକ୍ରମ ବନ୍ଦ କରିବାକୁ ଘୋଷଣା କରିଛି। ଏହା ଏକ ଫାଷ୍ଟ-ଟ୍ରାକ ଅଧ୍ୟୟନ ଅନୁମତି ପ୍ରକ୍ରିୟା ଯାହା ହଜାର ହଜାର ଅନ୍ତର୍ଜାତୀୟ ଛାତ୍ରଙ୍କୁ କାନାଡାରେ ଉଚ୍ଚଶିକ୍ଷା ପାଇଁ ଶୀଘ୍ର ଭିସା ପାଇବାକୁ…

ନିର୍ବାଚନ ସିନା ଜିତିଗଲେ, ଟ୍ରମ୍ପଙ୍କ ବିପକ୍ଷରେ ଚାଲୁଛି ୪ ଅପରାଧିକ ମାମଲା; ନଭେମ୍ବର ୨୬ ଦଣ୍ଡାଦେଶ ଉପରେ ଏବେ ନଜର

ଓ୍ବାଶିଂଟନ,୯।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଡେମୋକ୍ରେଟିକ୍‌ ପାର୍ଟି ପ୍ରାର୍ଥୀ କମଲା ହାରିସଙ୍କୁ ପରାଜିତ କରିଛନ୍ତି। ସାରା ଦେଶରେ ତାଙ୍କ ସମର୍ଥକ ନାଚିଗାଇ ବିଜୟର ଉତ୍ସବ ପାଳନ କରୁଛନ୍ତି। ଏସବୁ ମଧ୍ୟରେ ଟ୍ରମ୍ପଙ୍କ ବିପକ୍ଷରେ କୋର୍ଟରେ ଚାଲୁଥିବା ମାମଲାଗୁଡ଼ିକ ଆଗାମୀ…

ଟ୍ରମ୍ପ ଜିତିବାରୁ କାହିଁକି କାନାଡାରେ ଘୋଷଣା ହେଲା ‘ହାଇ ଆର୍ଲଟ’? ଆସିଲା ବଡ଼ କାରଣ

ଓ୍ବାଶିଂଟନ,୯।୧୧: ଆମେରିକା ରାଷ୍ଟ୍ରପତି ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଜିତିବା ପରେ ଆମେରିକାର ପରିବର୍ତ୍ତନ ନୀତିକୁ ନେଇ ବିଶ୍ୱର ଅନେକ ଦେଶ ଭୟଭୀତ ଅଛନ୍ତି। ରାଷ୍ଟ୍ରପତି ନିର୍ବାଚନ ପ୍ରଚାର ସମୟରେ ଡୋନାଲ୍ଡ ଟ୍ରମ୍ପ ଅନେକ ଘୋଷଣା କରିଥିଲେ ଯାହା ଅନେକ ଦେଶ ଉପରେ…

ପାକିସ୍ତାନରେ ଲକ୍‌ଡାଉନ୍‌, ସ୍ଥିତି ସାଂଘାତିକ, ୨୦୦୦ ପାର୍‌ କଲା…

ଇସଲାମବାଦ,୯।୧୧: ପାକିସ୍ତାନରେ ସ୍ଥିତି ଭୟଙ୍କର। ଏନେଇ ଶେୟବାଜ ସରକାର ନେଲେ ବଡ଼ ନିଷ୍ପତ୍ତି। ପ୍ରଦେଶରେ ଘୋଷଣା ହୋଇଛି ଲକ୍‌ଡାଉନ। କେବଳ ଭାରତ ନୁହେଁ ପଡୋଶୀ ଦେଶ ପାକିସ୍ତାନ ମଧ୍ୟ ବାୟୁ ପ୍ରଦୂଷଣ ସମସ୍ୟାର ସମ୍ମୁଖୀନ ହୋଇଛି। ଏଠାରେ ପଞ୍ଜାବ ପ୍ରଦେଶରେ ଏୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri