ଅନ୍ତର୍ଜାତୀୟ

ସଂରକ୍ଷଣ ବିରୋଧରେ ଆଜି ବାଂଲାଦେଶ ବନ୍ଦ

ଢାକା,୧୮।୭: ବାଂଲାଦେଶର ସରକାରୀ ନିଯୁକ୍ତିରେ ରହିଥିବା ସଂରକ୍ଷଣ ବ୍ୟବସ୍ଥାରେ ସଂସ୍କାର ଦାବିରେ ବିକ୍ଷୋଭକାରୀ ଛାତ୍ରୀଛାତ୍ରମାନେ ଗୁରୁବାର ଦେଶବ୍ୟାପୀ ବନ୍ଦ ଡାକରା ଦେଇଛନ୍ତି। ସଂରକ୍ଷଣ ବ୍ୟବସ୍ଥାରେ ସଂସ୍କାର ଆଣିବା ଦାବିରେ ଆନ୍ଦୋଳନ ମୁଣ୍ଡ ଟେକିଥିବାବେଳେ ମଙ୍ଗଳବାର ବିକ୍ଷୋଭକାରୀଙ୍କ ପୋଡ଼ାଜଳା ଓ ଭଙ୍ଗାରୁଜା ଯୋଗୁ…

ସମୁଦ୍ରରେ ତୈଳବାହୀ ଜାହାଜ; ୯ ଜଣଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା, ୭ ନିଖୋଜ

ନୂଆଦିଲ୍ଲୀ,୧୭।୭: ଓମାନ ନିକଟ ସମୁଦ୍ରରେ ବୁଡ଼ି ଯାଇଥିବା ତୈଳବାହୀ ଜାହାଜର ୯ ଜଣ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜାହାଜରେ ସମୁଦାୟ ୧୬ ଜଣ ଲୋକ ଥିଲେ, ସେମାନଙ୍କ ମଧ୍ୟରୁ ୭ ଜଣ ଏବେ ମଧ୍ୟ ନିଖୋଜ ଅଛନ୍ତି।…

ଅନ୍ୟ ମହିଳାଙ୍କ ସହିତ ବ୍ୟସ୍ତ ଥିଲେ ସ୍ୱାମୀ; ଇନଷ୍ଟାଗ୍ରାମରେ ତଲାକ କହିଲେ ଦୁବାଇ ରାଜକୁମାରୀ

ନୂଆଦିଲ୍ଲୀ,୧୭।୭: ଦୁବାଇ ଶାସକ ତଥା ୟୁନାଇଟେଡ ଆରବ ଏମିରେଟ(ୟୁଏଇ) ପ୍ରଧାନମନ୍ତ୍ରୀ ମହମ୍ମଦ ବିନ ରଶିଦ ଅଲ ମକତୁମଙ୍କ ଝିଅ ଶେଖ ମହରା ଇନଷ୍ଟାଗ୍ରାମରେ ଛାଡ଼ପତ୍ର ଘୋଷଣା କରିଛନ୍ତି। ଦୁଇ ମାସ ପୂର୍ବରୁ ସେ ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିଲେ। ଶେଖ…

ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଷ୍ଟ୍ରୋକ୍‌, ସୋସିଆଲ ମିଡିଆରେ…

ବେଜିଂ,୧୭।୭: ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗଙ୍କୁ ଷ୍ଟ୍ରୋକ୍‌ ଆସିଥିବା ଖବର ସାମ୍ନାକୁ ଆସିଛି। ଚାଇନା ସୋସିଆଲ ମିଡିଆରେ ଏହାକୁ ନେଇ ବେଶ ଚର୍ଚ୍ଚା ହେଉଛି। ତେବେ ସିସିପିର ବୈଠକ ସମୟରେ ରାଷ୍ଟ୍ରପତିଙ୍କୁ ଷ୍ଟ୍ରୋକ୍‌ ଆସିଥିବା କୁହାଯାଉଛି। ହେଲେ ଏ ସମ୍ପର୍କରେ ଆଧିକାରୀକ…

ଟ୍ରମ୍ପଙ୍କ ଉପରୁ ଟଳୁନି ବିପଦ, ପୁଣି ଜଣକୁ ଗୁଳି ମାରିଲା ପୋଲିସ୍‌

ୱାଶିଂଟନ,୧୭ା୭: ଆମେରିକାର ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ବିପଦ ବଢ଼ିବାରେ ଲାଗିଛି । ନିକଟରେ ତାଙ୍କ ଉପରକୁ ଗୁଳିମାଡ଼ ହୋଇଥିବା ବେଳେ ରିପବ୍ଲିକାନ ନ୍ୟାଶନାଲ କନଭେନସନ (ଆରଏନ୍ସି) ପାଖାପାଖି ଛୁରୀ ଧରି ବୁଲୁଥିବା ଜଣେ ଯୁବକକୁ ପୋଲିସ ଗୁଳି କରିଛି…

ଏହି ଭାରତୀୟଙ୍କ ସ଼୍ବାମୀ ଆମେରିକାର ଉପରାଷ୍ଟ୍ରପତି ପ୍ରାର୍ଥୀ

ୱାଶିଂଟନ, ୧୭।୦୭: ରିପବ୍ଲିକାନ୍‌ ପାର୍ଟିର ଉପରାଷ୍ଟ୍ରପତି ପ୍ରାର୍ଥୀ ଜେ.ଡି. ଭାନ୍ସଙ୍କ ସ୍ତ୍ରୀ ଉଷା ଚିଲୁକୁରି ଭାନ୍ସ ଜଣେ ଭାରତୀୟ ବଂଶୋଦ୍ଭବ। ଉଷାଙ୍କ ବାପା କ୍ରିସ୍‌ ସାନ୍‌ ଡିଆଗୋ ଷ୍ଟେଟ୍‌ ୟୁନିଭର୍ସିଟିରେ ଅଧ୍ୟାପନା କରନ୍ତି। ମା’ ଲକ୍ଷ୍ମୀ ଜଣେ ମେରାଇନ୍‌ ବାୟୋଲୋଜିଷ୍ଟ। ଉଷା…

ଯିଏ ଦିନେ ହିଟ୍‌ଲର-ମୁର୍ଖ କହିଥିଲେ, ଟ୍ରମ୍ପ ତାଙ୍କୁ ହିଁ କାହିଁକି ଉପରାଷ୍ଟ୍ରପତି ପ୍ରାର୍ଥୀ କରିଦେଲେ; ଜାଣନ୍ତୁ…

ଓ୍ବାଶିଂଟନ,୧୬।୭: ଆମେରିକା ନିର୍ବାଚନରେ ଡୋନାଲ୍ଡ ଟ୍ରମ୍ପ ଏଭଳି ଜଣେ ନେତାଙ୍କୁ ଉପରାଷ୍ଟ୍ରପତି ପ୍ରାର୍ଥୀ କରିଛନ୍ତି ଯିଏ ସର୍ବଦା ତାଙ୍କର ଆଲୋଚନା କରିଥିଲେ। କେବଳ ଆଲୋଚନା ନୁହେଁ ବରଂ ମୁର୍ଖ ଏବଂ ଆମେରିକାର ହିଟ୍‌ଲର ବୋଲି କହିଥିଲେ। ବିଶେଷକରି ୨୦୨୧ ଯାଏ ଓହିଓ…

ଡ୍ରାଗନ୍‌ର ବଡ଼ ଚାଲ୍‌…ଭାରତକୁ ‘ଟୁ ଆଣ୍ଡ ହାଫ୍‌ ଫ୍ରଣ୍ଟ ଓ୍ବାର୍‌’ରେ ଫସାଇ ରଖିବାକୁ ଚାହୁଁଛି ଚାଇନା

ନୂଆଦିଲ୍ଲୀ,୧୬।୭: ବର୍ଷ ବର୍ଷ ଧରି ଚାଇନା ଆତଙ୍କବାଦୀଙ୍କୁ ସମର୍ଥନ କରିଆସୁଛି। ଏହାର ଅନେକ ଉଦାହରଣ ଦୁନିଆର ବଡ ମଞ୍ଚରେ ମଧ୍ୟ ଦେଖିବାକୁ ମିଳେ। ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ଯେତେବେଳେ ଆତଙ୍କବାଦୀ ସଂଗଠନ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବା ବିଷୟରେ କଥା…

ପଟି ବାନ୍ଧି ପ୍ରଥମଥର ଆରଏନସି ପହଞ୍ଚିଲେ ଟ୍ରମ୍ପ, କରାଗଲା ଜୋରଦାର ସ୍ବାଗତ

ଓ୍ବାଶିଂଟନ,୧୬।୭: ପେନସିଲଭାନିଆ ରାଲିରେ ହୋଇଥିବା ଆକ୍ରମଣ ପରେ ପ୍ରଥମ ଥର ପାଇଁ ଡୋନାଲ୍ଡ ଟ୍ରମ୍ପ ସୋମବାର ରିପବ୍ଲିକାନ ନ୍ୟାସନାଲ କନଭେନସନ (ଆରଏନସି) ରେ ପହଞ୍ଚିଥିଲେ। ଏହି ସମୟରେ ଲୋକମାନେ ତାଙ୍କୁ ଜୋରଦାର କରତାଳି ଦେଇ ସ୍ବାଗତ କରିଥିଲେ। ଯେତେବେଳେ ଟ୍ରମ୍ପ ମିଲୱାକ୍ରେ…

ତିନି ବର୍ଷ ପରେ ସଂଯୁକ୍ତ ରାଷ୍ଟ୍ର ମହାସଭାକୁ ପୁଣି ସମ୍ବୋଧିତ କରିପାରନ୍ତି ମୋଦି

ନୂଆଦିଲ୍ଲୀ/କାଲିଫର୍ନିଆ,୧୬।୭: ସେପ୍ଟେମ୍ବର ୨୬ରେ ମିଳିତ ଜାତିସଂଘ ସାଧାରଣ ସଭାର ଉଚ୍ଚ ସ୍ତରୀୟ ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିପାରନ୍ତି। ସୋମବାର ପ୍ରକାଶିତ ତାଲିକା ଅନୁଯାୟୀ, ଭାରତର ପ୍ରଧାନମନ୍ତ୍ରୀ ମୋଦି ୨୬ ସେପ୍ଟେମ୍ବର ଅପରାହ୍ନରେ ଏହି ସମାବେଶକୁ ସମ୍ବୋଧିତ କରିପାରନ୍ତି। ମିଳିତ…

ରୁଷିଆ ସହ ମଜଭୁତ ସମ୍ପର୍କକୁ ବ୍ୟବହାର କରି ୟୁକ୍ରେନ ଯୁଦ୍ଧକୁ ବନ୍ଦ କରିପାରିବ ଭାରତ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୬।୭: ରୁଷିଆ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ଆମେରିକା ରୁଷିଆ ସହିତ ଐତିହାସିକ ସମ୍ପର୍କ ବ୍ୟବହାର କରିବାକୁ ଭାରତକୁ ନିବେଦନ କରିଛି ଏବଂ ୟୁକ୍ରେନ ବିରୋଧରେ ଯୁଦ୍ଧ ବନ୍ଦ କରିବାକୁ ରାଷ୍ଟ୍ରପତି ପୁଟିନଙ୍କୁ କହିଛି। ଆମେରିକାର ସ୍ବରାଷ୍ଟ୍ର ବିଭାଗର ମୁଖପାତ୍ର ମାଥ୍ୟୁ ମିଲର ଏହି…

ପାଲେଷ୍ଟାଇନ ଶରଣାର୍ଥୀଙ୍କ ପାଇଁ ସହଯୋଗର ହାତ ବଢାଇଲା ଭାରତ

ନୂଆଦିଲ୍ଲୀ/ରାମଲ୍ଲାହ,୧୬।୭: ପାଲେଷ୍ଟାଇନ ଶରଣାର୍ଥୀଙ୍କୁ ସାହାଯ୍ୟ କରିବା ପାଇଁ ଭାରତ ସରକାର ୨୦୨୪-୨୫ ବର୍ଷ ପାଇଁ ପ୍ରଥମ କିସ୍ତି ଜାରି କରିଛନ୍ତି। ମିଳିତ ଜାତିସଂଘର ରିଲିଫ ଆଣ୍ଡ ୱାର୍କସ ଏଜେନ୍ସି ଫର ପାଲେଷ୍ଟାଇନ ଶରଣାର୍ଥୀ (ୟୁଏନଆରଡବ୍ଲୁଏ) କୁ ସରକାର ୨.୫ମିଲିୟନ ଆମେରିକୀୟ ଡଲାରର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri