ପୁଟିନଙ୍କୁ ନେଇ ଏମିତି କଥା କହିଦେଲେ ମୋଦି
ମସ୍କୋ,୯।୭: ରୁଷିଆରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ମୋଦିଙ୍କ ସାକ୍ଷାତ ସମୟରେ ଦୁଇ ନେତାଙ୍କ ଏକ ସ୍ବତନ୍ତ୍ର ବନ୍ଧୁତା ଦେଖିବାକୁ ମିଳିଛି। ଗୋଟିଏ ପଟେ ମୋଦି ନିମନ୍ତ୍ରଣ ପାଇଁ ପୁଟିନଙ୍କୁ ଧନ୍ୟବାଦ ଜଣାଇଛନ୍ତି ଏବଂ ଅନ୍ୟ ପଟେ ରୁଷିଆ ରାଷ୍ଟ୍ରପତି…
ନିଜେ ଗାଡି ଡ୍ରାଇଭ୍ କରି ମୋଦିଙ୍କୁ ବୁଲାଇଲେ ପୁଟିନ୍
ମସ୍କୋ,୯।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ରୁଷିଆ ଗସ୍ତରେ ଯାଇ ମସ୍କୋରେ ପହଞ୍ଚତ୍ଛନ୍ତି। ସେ ମଙ୍ଗଳବାର ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍ଙ୍କ ସହ ଦ୍ୱିପାକ୍ଷିକ, ଅନ୍ତର୍ଜାତୀୟ ଏବଂ ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଏଥିସହିତ ବିଭିନ୍ନ ପ୍ରତିନିଧିମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କର ଓ୍ବାନ୍-ଅନ୍-ଓ୍ବାନ୍…
ଫ୍ରାନ୍ସରେ ଅଚଳାବସ୍ଥା ଆଶଙ୍କା
ପ୍ୟାରିସ୍,୯ା୭: ଫ୍ରାନ୍ସ ନିର୍ବାଚନରେ କୌଣସି ପ୍ରାର୍ଥୀଙ୍କୁ ଫ୍ରାନ୍ସ ନିର୍ବାଚନରେ କୌଣସି ଦଳକୁ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ମିଳିନାହିଁ। ଭୋଟଗୁଡ଼ିକ ଲେଫ୍ଟ, ସେଣ୍ଟର ଏବଂ ଫାର୍ ରାଇଟ୍ ଦଳ ମଧ୍ୟରେ ଭାଗ ଭାଗ ହୋଇଯାଇଛି। ସରକାର ଗଢ଼ିବା ପାଇଁ କେହି ମ୍ୟାଜିକ୍ ନମ୍ବର ୨୮୯ ଛୁଇଁପାରି…
ମୋଦିଙ୍କ କଥା ମାନି ପୁଟିନ ନେଲେ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ/ମସ୍କୋ,୯।୭: ପ୍ରଧାନମନ୍ତ୍ରୀ ମୋଦି ଆଜିକାଲି ରୁଷିଆରେ ଅଛନ୍ତି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଯାଇଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହି କ୍ରମରେ ରୁଷିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି…
ଶିଶୁ ହସ୍ପିଟାଲ୍ ଉପରେ ମିଶାଇଲ୍ ମାଡ଼, ୨୪ ମୃତ
କିଓ଼୍ବ, ୦୮।୦୭: ରୁଷ୍ ଏବଂ ୟୁକ୍ରେନ୍ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ଦୁଇ ବର୍ଷରୁ ଅଧିକ ହେଲାଣି । ହେଲେ ଏ ପର୍ଯ୍ୟନ୍ତ ଯୁଦ୍ଧ ନିର୍ଣ୍ଣାୟକ ସ୍ଥିତିରେ ପହଞ୍ଚି ପାରିନି । ରୁଷ୍ ସେନା ଲଗାତାର ୟୁକ୍ରେନ୍ ଉପରେ ଆକ୍ରମଣ ଜାରି…
ଭାରତ, ଚାଇନା, ପାକିସ୍ତାନ…ରୁଷିଆ କାହାର ସଚ୍ଚା ବନ୍ଧୁ? ବୁଛନ୍ତୁ ପୁଟିନଙ୍କ ଏହି ଲଭ ଟ୍ରାଙ୍ଗଲ
ନୂଆଦିଲ୍ଲୀ/ମସ୍କୋ,୮।୭: ଦୁଇ ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆର ରାଜଧାନୀ ମସ୍କୋରେ ପହଞ୍ଚିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଏହି ଗସ୍ତ ସମୟରେ ଭାରତ ଏବଂ ରୁଷିଆ ମଧ୍ୟରେ ଅନେକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ସ୍ବାକ୍ଷରିତ ହେବ। ଏଥିରେ ପ୍ରତିରକ୍ଷା ଏବଂ ଶକ୍ତି କ୍ଷେତ୍ର…
ଫ୍ରାନ୍ସ ନିର୍ବାଚନରେ ମାକ୍ରୋନଙ୍କ ଦଳକୁ ବଡ ଝଟକା, ଫଳାଫଳ ପରେ ବଢିଲା ହିଂସା
ପ୍ୟାରିସ,୮।୭: ଫ୍ରାନ୍ସର ସାଧାରଣ ନିର୍ବାଚନରେ ଫେରବଦଳ ହେଖିବାକୁ ମିଳତଛି। ଏଥର ନିର୍ବାଚନରେ କୌଣସି ଦଳ ସଂଖ୍ୟାଗରିଷ୍ଠତା ହାସଲ କରିନାହାଁନ୍ତି। ନିର୍ବାଚନ ପରେ ନ୍ୟାସନାଲ ଆସେମ୍ଲିରେ ବାମପନ୍ଥୀ ନ୍ୟୁ ପପୁଲାର୍ ଫ୍ରଣ୍ଟ (ଏନଏଫପି) ପ୍ରମୁଖ ଶକ୍ତି ଭାବରେ ଉଭା ହେଲା। ଫଳାଫଳ ଆସିବା…
୧୫ ଦିନର ଶିଶୁ କନ୍ୟାକୁ ଜୀବନ୍ତ ପୋତିଦେଲେ
ଇସଲାମାବାଦ,୮।୭: ପାକିସ୍ତାନରୁ ଏକ ଲୋମ ଟାଙ୍କୁରା ଖବର ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ବ୍ୟକ୍ତି ନିଜର ୧୫ ଦିନର ଶିଶୁ କନ୍ୟାକୁ ଜୀବନ୍ତ ପୋତି ଦେଇଛନ୍ତି। ପୋଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଛି। ଏଆରଓ୍ବାଇ ନ୍ୟୁଜ ରିପୋର୍ଟ ଅନୁଯାୟୀ, ଏହି ଭୟଙ୍କର…
ରୁଷିଆ ଗସ୍ତ ପୂର୍ବରୁ ବଡ଼ କଥା କହିଦେଲେ ମୋଦି
ନୂଆଦିଲ୍ଲୀ/ମସ୍କୋ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ରୁଷିଆ ଏବଂ ଅଷ୍ଟ୍ରିଆ ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଭାରତ-ରୁଷିଆ ସମ୍ପର୍କ ଉପରେ ଆଲୋକପାତ କରିଥିଲେ। ମସ୍କୋ ଗସ୍ତ ପୂର୍ବରୁ ସେ କହିଛନ୍ତି, ଗତ ଦଶ ବର୍ଷ ମଧ୍ୟରେ ଦୁଇ…
ସୁନା ଖଣିରେ ଭୂସ୍ଖଳନ: ଚାଲିଗଲା ୧୨ ଜୀବନ
ଜାକର୍ତ୍ତା,୮।୭: ଅନେକ ଦିନ ଧରି ପ୍ରବଳ ବର୍ଷା ହେତୁ ଇଣ୍ଡୋନେସିଆର ସୁଲାୱେସି ଦ୍ୱୀପରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏଠାରେ ପ୍ରବଳ ବର୍ଷା ହେତୁ ଏକ ବେଆଇନ ସୁନା ଖଣିରେ ଭୂସ୍ଖଳନ ଘଟିଥିଲା। ଭୂସ୍ଖଳନ ଯୋଗୁ ଅତିକମରେ ୧୨ ଜଣଙ୍କର ମୃତ୍ୟୁ…
ପୁଟିନଙ୍କ ସହ ଲଞ୍ଚ୍ କରିବେ ମୋଦି: ୨ ଦେଶ ମଧ୍ୟରେ ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ମସ୍କୋ,୮।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ରୁଷିଆ ଗସ୍ତରେ ଯାଇ ୨୨ତମ ଭାରତ-ରୁଷିଆ ବାର୍ଷିକ ସମ୍ମିଳନୀ ପାଇଁ ରୁଷିଆ ଗସ୍ତରେ ଯାଉଛନ୍ତି। ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ଆଜି ମସ୍କୋ ଅଭିମୁଖେ ଯାତ୍ରା କରିବେ। ପ୍ରଧାନମନ୍ତ୍ରୀଙ୍କ…
ଜୋର୍ଡନ ବାର୍ଡେଲା ହେବେ ସର୍ବକନିଷ୍ଠ ପ୍ରଧାନମନ୍ତ୍ରୀ
ପ୍ୟାରିସ୍,୮ା୭:ଫ୍ରାନ୍ସ ପାର୍ଲାମେଣ୍ଟର ନିମ୍ନ ସଦନ ନ୍ୟାଶନାଲ ଆସେମ୍ବ୍ଲି ସଦସ୍ୟଙ୍କ ସଂଖ୍ୟା ୫୭୭ ହୋଇଥିବାବେଳେ ମ୍ୟାଜିକ୍ ନମ୍ବର ହେଉଛି ୨୮୯। ସମସ୍ତ ୫୭୭ ଆସନ ପାଇଁ ଜୁନ୍ ୩୦ରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଥିବାବେଳେ ରବିବାର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ…
Archives


