ଅନ୍ତର୍ଜାତୀୟ

ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇ ସ୍ବଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୨୪।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ ୧୬ତମ ବ୍ରିକ୍ସ ସମ୍ମିଳନୀରେ ସେ ଯୋଗ ଦେଇଥିଲେ। ତେବେ ତେବେ ଏହି ସମୟରେ ସେ…

ପୃଥିବୀ ଆଡ଼କୁ ମାଡ଼ି ଆସୁଛି ୬ ଗ୍ରହାଣୁ, ନାସା କହିଲା…

ଓ୍ବାଶିଂଟନ, ୨୪।୧୦: ପୃଥିବୀ ନିକଟ ଦେଇ ୬ କ୍ଷୁଦ୍ର ଗ୍ରହ ଗୁରୁବାର ଅତିକ୍ରମ କରିବ ବୋଲି ଆମେରିକୀୟ ମହାକାଶ ସଂସ୍ଥା(ନାସା) ସୂଚନା ଦେଇଛି। ନାସା ପକ୍ଷରୁ ଉକ୍ତ କ୍ଷୁଦ୍ର ଗ୍ରହଗୁଡ଼ିକୁ ଚିହ୍ନଟ କରାଯାଇଛି। ଯଦିଓ ଏ ସମସ୍ତ କ୍ଷୁଦ୍ର ଗ୍ରହ ପୃଥିବୀ…

ବାଂଲାଦେଶ ରାଷ୍ଟ୍ରପତିଙ୍କ ବହିଷ୍କାର ଦାବି, ବାସଭବନରେ ପଶିଲେ ବିକ୍ଷୋଭକାରୀ

ଢାକା,୨୪ା୧୦: ବାଂଲାଦେଶର ଗାଦିଚ୍ୟୁତ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ଉପରେ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଦେଇଥିବା ମନ୍ତବ୍ୟକୁ ନେଇ ବିବାଦ ଜୋର୍‌ ଧରିଛି। ଶାହାବୁଦ୍ଦିନଙ୍କ ବହିଷ୍କାର ଦାବିକରି ହଜାର ହଜାର ବିକ୍ଷୋଭକାରୀ ମଙ୍ଗଳବାର ତାଙ୍କ ଢାକାସ୍ଥିତ ବାସଭବନ ବଙ୍ଗଭବନ ପରିସରରେ ଧସେଇ ପଶିଥିଲେ।…

୫ ବର୍ଷ ପରେ ମୋଦି-ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ପ୍ରଥମ ଆଲୋଚନା

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ୧୬ତମ ବ୍ରିକ୍ସ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କ ମଧ୍ୟରେ ବୁଧବାର ଦ୍ୱିପାକ୍ଷିକ ଆଲୋଚନା ଅନୁଷ୍ଠିତ ହୋଇଯାଇଛି। ସୀମାରେ ଶାନ୍ତି, ପାରସ୍ପରିକ ବିଶ୍ୱାସ ଏବଂ ସମ୍ମାନକୁ ପ୍ରଥମିକତା ଦେବା…

ବ୍ରିକ୍ସରେ ଆତଙ୍କବାଦ ଉପରେ ମୋଦିଙ୍କ ପ୍ରହାର! ଚାଇନା-ରୁଷିଆ ସାମ୍ନାରେ କହିଲେ ଡବଲ ଷ୍ଟାଣ୍ଡାର୍ଡର…

କଜାନ,୨୩।୧୦: ଅକ୍ଟୋବର ୨୩ ଅର୍ଥାତ୍‌ ବୁଧବାର ୧୬ତମ ବ୍ରିକ୍ସ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି ଯେ ଭାରତ ଯୁଦ୍ଧକୁ ସମର୍ଥନ କରେ ନାହିଁ, କିନ୍ତୁ କୂଟନୈତିକ ଏବଂ ସଂଳାପ ବା କଥାବାର୍ତ୍ତାକୁ ସମର୍ଥନ କରେ। ସେ ଚାଇନା ଏବଂ…

McDonald ବର୍ଗର ଖାଇ ଜଣେ ମୃତ, ଅନେକେ ଅସୁସ୍ଥ! ଏହି ଫୁଡ ଆଇଟମ ଉପରେ ଲାଗିଲା ରୋକ

ଓ୍ବାଶିଂଟନ,୨୩।୧୦: ଆମେରିକାରେ, ପ୍ରସିଦ୍ଧ ଫୁଡ ଚେନ ମ୍ୟାକଡୋନାଲ୍ଡରୁ ବର୍ଗର ଖାଇବା ପରେ ଲୋକେ ଅସୁସ୍ଥ ହୋଇପଡିଥିବା ଏକ ମାମଲା ସାମ୍ନାକୁ ଆସିଛି। କେବଳ ଏତିକି ନୁହେଁ, ବର୍ଗର ଖାଇବା ପରେ ଆମେରିକାରେ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଦଶହଜାର ଲୋକ ଡାକ୍ତରଖାନାରେ…

ସୃଷ୍ଟି ହେଲା ଆଉ ଏକ ବାତ୍ୟା! ବିଶେଷଜ୍ଞ ତାଜୁବ…

ବାହାମାସ,୨୩।୧୦: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହୋଇ ବାତ୍ୟା ‘ଦାନା’ର ରୂପ ନେବ। ଏହା କ୍ରମଶଃ ବଳ ଗୋଟାଇ ୨୪ ତାରିଖ ସକାଳ ସୁଦ୍ଧା ଉଗ୍ରରୂପ ଧାରଣ କରିପାରେ। ତେବେ ବାତ୍ୟା ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ କରିପାରେ…

ମୋଦି, ପୁଟିନ, ଜିନପିଙ୍ଗଙ୍କ ଫଟୋ ହେଲା ଭାଇରାଲ, ବଢିଲା ଆମେରିକାର ଚିନ୍ତା

ମସ୍କୋ,୨୩।୧୦: ରୁଷିଆର କଜାନରେ ଆୟୋଜିତ ୧୬ତମ ବ୍ରିକ୍ସ ସମ୍ମିଳନୀ ଉପରେ ସମସ୍ତଙ୍କ ନଜର ରହିଛି। ଏହି ସମୟରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି ଫଟୋ ଆମେରିକା ପାଇଁ ଚିନ୍ତାର ବିଷୟ ପାଲଟିଛି। ଏହାଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି…

ଡଲାର, ଏସ୍‌ଡବ୍ଲ୍ୟୁଆଇଏଫ୍‌ଟିରୁ ନିର୍ଭରଶୀଳତା ହ୍ରାସ ଲକ୍ଷ୍ୟ

କାଜାନ,୨୩ା୧୦: ରୁଷିଆର କାଜାନ ସହରରେ ମଙ୍ଗଳବାରଠାରୁ ୩ ଦିନିଆ ବ୍ରିକ୍ସ ସମ୍ମିଳନୀ ଆରମ୍ଭ ହୋଇଛି। ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଉକ୍ତ ସମିଟ୍‌ର ଆୟୋଜନ କରୁଥିବାବେଳେ ଏଥିରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗଙ୍କ ସମେତ ଅନ୍ୟ…

ଦିନକୁ ୮,୦୦୦,୦୦,୦୦ ଟଙ୍କା ବାଣ୍ଟୁଛନ୍ତି ଏଲୋନ ମସ୍କ; ଏହି ସର୍ତ୍ତକୁ ପୂରଣ କଲେ ହୋଇଯିବେ କୋଟିପତି…

ଲଣ୍ଡନ,୨୨।୧୦: ଦୁନିଆର ସବୁଠାରୁ ଧନୀ ବ୍ୟକ୍ତି ଟେସ୍‌ଲା ଏବଂ ସ୍ପେସ୍‌ ଏକ୍ସ ମାଲିକ ଏଲୋନ ମସ୍କ ଏଭଳି ଏକ ଘୋଷଣା କରିଛନ୍ତି, ଯାହାକି କୋଟିପତି ହେବାର ସ୍ବପ୍ନକୁ ପୂରଣ କରିପାରିବ। ଆଜିଠାରୁ ସେ ପ୍ରତ୍ୟେହ ଜଣେ ବ୍ୟକ୍ତିଙ୍କୁ ୮,୦୦୦,୦୦,୦୦ ଟଙ୍କା ଦେବେ।…

ରୁଷିଆ ମାଟିରୁ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆର କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…

ମୋଦିଙ୍କୁ ଭେଟିବା ପରେ ଏମିତି କଥା କହିଦେଲେ ପୁଟିନ

ମସ୍କୋ,୨୨।୧୦: ବ୍ରିକ୍ସ ସମ୍ମିଳନୀ ୨୦୨୪ରେ ଯୋଗ ଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରୁଷିଆ କଜାନରେ ପହଞ୍ଚିଛନ୍ତି। କଜାନରେ ପହଞ୍ଚିବା ପରେ ରୁଷୀୟ କଳାକାରମାନେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃଷ୍ଣ ଭଜନ ଗାଇ ସ୍ବାଗତ କରିଥିଲେ। ଏହାପରେ ପ୍ରଧାନମନ୍ତ୍ରୀ ମୋଦି ରୁଷିଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri