ଅନ୍ତର୍ଜାତୀୟ

ଗାଜାରେ ଇସ୍ରାଏଲ୍‌ର ଏୟାରଷ୍ଟ୍ରାଇକ୍‌: ୨୯ ମୃତ

ଦେଇର ଅଲ୍‌-ବଲାହ,୧୧ା୧୨: ଇସ୍ରାଏଲୀ ସେନା ମଙ୍ଗଳବାର ରାତିରୁ ଗାଜାଷ୍ଟ୍ରିପ୍‌ରେ ବୋମାମାଡ଼ ଜାରି ରଖିଥିବାବେଳେ ଏଥିରେ ଅନୂ୍ୟନ ୨୯ ଜଣ ପାଲେଷ୍ଟିନୀୟ ନିହତ ହୋଇଛନ୍ତି। ଗାଜା ଉତ୍ତର ଭାଗରେ ବିସ୍ଥାପିତ ଲୋକେ ଆଶ୍ରୟ ନେଇଥିବା ଏକ ଘର ଉପରେ ବୋମାମାଡ଼ ହେବାରୁ ୧୯…

ଗୁଗ୍‌ଲରେ ଟ୍ରମ୍ପଙ୍କୁ ସର୍ଚ୍ଚ କରିଛନ୍ତି ସର୍ବାଧିକ ଲୋକ, ଏହା ପରେ ରହିଛି ଏହି ବ୍ୟକ୍ତିଙ୍କ ନାମ…

ଓ୍ବାଶିଂଟନ, ୧୧।୧୨: ଆମେରିକାର ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଚଳିତବର୍ଷ ଗୁଗ୍‌ଲରେ ସର୍ବାଧିକ ଲୋକ ସର୍ଚ୍ଚ କରିଛନ୍ତି। ଗୁଗ୍‌ଲର ‘ଇୟର ଇନ୍‌ ସର୍ଚ୍ଚ ୨୦୨୪’ ତାଲିକାର ବ୍ୟକ୍ତିତ୍ୱ ଶ୍ରେଣୀରେ ବିଶ୍ୱବ୍ୟାପୀ ସର୍ବାଧିକ ଲୋକ ଟ୍ରମ୍ପ୍‌ଙ୍କୁ ସର୍ଚ୍ଚ କରିଛନ୍ତି। ଓ୍ବେଲ୍ସ ଯୁବରାଣୀ କେଟ୍‌…

ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଖଲିଲ ହକାନୀ ମୃତ

କାବୁଲ,୧୧।୧୨: ଆଫଗାନିସ୍ତାନର ରାଜଧାନୀରେ ଏକ ବୋମା ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ତାଲିବାନର ଶରଣାର୍ଥୀ ମନ୍ତ୍ରୀ ତଥା ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଖାଲିଲ ହକାନୀଙ୍କ ମୃତ୍ୟୁ ଘଟିଛି। ଆମେରିକା ତାଙ୍କ ଉପରେ ୫ନିୟୁତ ଡଲାର ପୁରସ୍କାର ଘୋଷଣା କରିଥିଲା। ତାଲିବାନ ଆଫଗାନିସ୍ତାନ…

କିଏ ସେହି ବେଟିନା ଆଣ୍ଡରସନ? ଜୁନିଅର ଟ୍ରମ୍ପଙ୍କ ସହ ଯାହାଙ୍କ ଫଟୋ ହେଉଛି ଭାଇରାଲ

ଓ୍ବାଶିଂଟନ,୧୧।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପୁଅ ଜୁନିଅର ଡୋନାଲ୍ଡଙ୍କ ଫ୍ଲୋରିଡା ସମାଜସେବୀ ବେଟିନା ଆଣ୍ଡରସନଙ୍କ ସହ ଫଟୋ ଭାଇରାଲ ହେବାରେ ଲାଗିଛି। ଜୁନିଅର ଟ୍ରମ୍ପ ବେଟିନା ଆଣ୍ଡରସନଙ୍କ ସହ ହାତ ଧରିଥିବାର ନଜର ଆସିଛନ୍ତି। ଜୁନିଅର ଡୋନାଲ୍ଡ…

ବଡ଼ ନିଷ୍ପତ୍ତି: ବାଂଲାଦେଶକୁ ମହଙ୍ଗା ପଡିବ ଭାରତ ସହ ଶତ୍ରୁତା

ନୂଆଦିଲ୍ଲୀ/ଢାକା,୧୧।୧୨: ଏବେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ଖରାପ ହୋଇଯାଇଛି। ଯେଉଁଠାରେ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ପୂର୍ବରୁ ଅନୁମୋଦିତ ବ୍ୟାଣ୍ଡୱିଡଥ ଟ୍ରାଞ୍ଜିଟ ଚୁକ୍ତିନାମାକୁ ବାତିଲ କରିଛନ୍ତି। ଏଥି ସହିତ ଭାରତ ମଧ୍ୟ କଡା କାର୍ଯ୍ୟାନୁଷ୍ଠାନ ମନୋଭାବରେ ଥିବା ଜଣାପଡିଛି।…

ସିରିଆରେ ଇସ୍ରାଏଲ୍‌ର ବୋମା ବର୍ଷା

ଡମାସ୍‌କସ୍‌,୧୦ା୧୨: ସିରିଆରେ ବଶର ଅଲ୍‌-ଅସାଦ୍‌ ସରକାର କ୍ଷମତାଚ୍ୟୁତ ହେବା ପରେ ଇସ୍ରାଏଲ୍‌ର ଯୁଦ୍ଧବିମାନଗୁଡ଼ିକ ସୋମବାର ରାତିରୁ ଡମାସ୍‌କସ୍‌ ସମେତ ସାରା ଦେଶରେ ପ୍ରବଳ ବୋମାମାଡ଼ ଜାରି ରଖିଛନ୍ତି। ଯୁଦ୍ଧବିମାନଗୁଡ଼ିକ ରାଜଧାନୀ ଡମାସ୍‌କସ୍‌ର ପାଖାପାଖି ୨୫ କିଲୋମିଟର ପର୍ଯ୍ୟନ୍ତ ଯାଇଥିଲେ ବୋଲି ସିରିଆ…

ୟୁନୁସଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଲେ ଭାଜପା ନେତା, କାବା ହୋଇଗଲେ ସରକାର

ନୂଆଦିଲ୍ଲୀ,୧୦।୧୨: ବରିଷ୍ଠ ଭାଜପା ନେତା ତଥା ପଶ୍ଚିମବଙ୍ଗ ବିଧାନସଭାର ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କୁ ସମର୍ଥନ କରିଛନ୍ତି। ସେ ଶେଖ ହସିନାଙ୍କୁ ବାଂଲାଦେଶର ଆଇନଗତ ପ୍ରଧାନମନ୍ତ୍ରୀ ବୋଲି କହିବା ସହ ବର୍ତ୍ତମାନ କ୍ଷମତାରେ…

ସିରିଆ ପରେ ଇରାନର ପାଳି? ଅଡୁଆ କରିବେ ଟ୍ରମ୍ପ!

ତେହେରାନ,୧୦।୧୨: ସେପ୍ଟେମ୍ବର ଶେଷରେ ଯେତେବେଳେ ଇସ୍ରାଏଲର ଏୟାର ଷ୍ଟ୍ରାଇକ୍‌ରେ ଇରାନର ସବୁଠାରୁ ଶକ୍ତିଶାଳୀ ହିଜବୁଲାର ମୁଖ୍ୟ ହାସନ ନାସରାଲ୍ଲାଙ୍କୁ ହତ୍ୟା କରାଯାଇଥିଲା, ସେତେବେଳେ ଏହା ତେହେରାନକୁ ଏକ ବଡ଼ ଝଟକା ଲାଗିଥିଲା। ଦୁଇମାସ ପରେ ଇରାନର ପ୍ରମୁଖ ସହଯୋଗୀ ସିରିଆ ରାଷ୍ଟ୍ରପତି…

ଅସାଦଙ୍କ ପଳାୟନ ପରେ ସିରିଆ ଉପରେ ଇସ୍ରାଏଲର ବଡ଼ ଧରଣର ଆକ୍ରମଣ, ଡଜନେ ବିମାନ ହେଲିକପ୍ଟର ଧ୍ୱଂସ

ଅମ୍ମାନ,୧୦।୧୨: ସିରିଆର ରାଷ୍ଟ୍ରପତି ବାଶାର ଅଲ-ଅସାଦ ଦେଶ ଛାଡି ପଳାଇବା ପରେ ଇସ୍ରାଏଲ ସିରିଆ ଉପରେ ଏକ ବଡ଼ ଆକ୍ରମଣ କରିଥିଲା। ସୂଚନାନୁସାରେ, ଏୟାର ଷ୍ଟ୍ରାଇକରେ ସିରିଆ ସେନାର ତିନୋଟି ପ୍ରମୁଖ ଏୟାରବେସକୁ ଇସ୍ରାଏଲ ଟାର୍ଗେଟ କରିଛି। ଏହି ବିସ୍ଫୋରଣରେ ଡଜନେ…

ଯୁଦ୍ଧ ଅପରାଧରେ ଆଇନର ସମ୍ମୁଖୀନ ହେବେ ଅସାଦ

ତେହେରାନ୍‌,୧୦ା୧୨: ସିରିଆରେ ବିଦ୍ରୋହୀମାନେ ରାଜଧାନୀ ଡମାସ୍‌କସ୍‌କୁ ଅକ୍ତିଆର କରିବା ସହ ରାଷ୍ଟ୍ରପତି ବଶର ଅଲ୍‌-ଅସାଦଙ୍କୁ କ୍ଷମତାଚ୍ୟୁତ କରିଛନ୍ତି। ଯୁଦ୍ଧ ଅପରାଧ ମାମଲାରେ ଅସାଦ ଓ ସିରିଆର ଅନ୍ୟ ଶୀର୍ଷ ଅଧିକାରୀମାନେ ବିଚାରର ସମ୍ମୁଖୀନ ହେବେ ବୋଲି ଜାତିସଂଘ ମାନବାଧିକାର ମୁଖ୍ୟ ଭୋଲକର…

ରାଷ୍ଟ୍ରପତି ଅସାଦ୍‌ଙ୍କ ପ୍ରେମ କାହାଣୀକୁ ନେଇ ହେଉଛି ଚର୍ଚ୍ଚା

ଦାମସକସ,୯।୧୨: ପଚାଶ ବର୍ଷ ପରେ ସିରିଆରେ ଅସାଦଙ୍କ ରାଜତ୍ୱ ସମାପ୍ତ ହୋଇଛି। ୧୫ବର୍ଷ ଧରି ଚାଲିଥିବା ଗୃହଯୁଦ୍ଧ ଶେଷରେ ଶେଷ ହୋଇଛି। ରାଷ୍ଟ୍ରପତି ବାଶାର ଅଲ-ଅସାଦଙ୍କୁ କ୍ଷମତାରୁ ବହିଷ୍କାର କରାଯାଇଛି। ଏକ ଦଶନ୍ଧିରୁ ଅଧିକ ସମୟ ଧରି ଚାଲିଥିବା ଏକ ନିଷ୍ଠୁର…

ବାଂଲାଦେଶରେ ଏବେ ହେବ ଅସଲ ଖେଳ! ୟୁନୁସଙ୍କ ବିରୋଧରେ ମଇଦାନକୁ ଓହ୍ଲାଇଲେ ଶେଖ ହାସିନା

ଢାକା,୯।୧୨: ଆଗାମୀ ସମୟରେ ବାଂଲାଦେଶ ରାଜନୀତିରେ କିଛି ବଡ ଘଟଣା ଘଟିପାରେ। ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ବର୍ତ୍ତମାନ ଖୋଲାଖୋଲି ଭାବେ ମଇଦାନକୁ ଆସିଛନ୍ତି। ସେ ବର୍ତ୍ତମାନର ଅନ୍ତରୀଣ ସରକାରକୁ ଦୃଢ ଭାବରେ ଟାର୍ଗେଟ କରି କହିଛନ୍ତି ଯେ, ମଧ୍ୟବର୍ତ୍ତୀକାଳୀନ ସରକାରର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?