ଅନ୍ତର୍ଜାତୀୟ

ପୁଅଙ୍କୁ କ୍ଷମା କରିବେନି ଆମେରିକା ରାଷ୍ଟ୍ରପତି

ନ୍ୟୁୟର୍କ,୭।୬: ବେଆଇନ ଭାବେ ବନ୍ଧୁକ କିଣିବା ଏବଂ ରଖିବାରେ ଦୋଷୀ ସାବ୍ୟସ୍ତ ହେବା ପରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ ପୁଅ ହଣ୍ଟର୍‌ ବାଇଡେନଙ୍କୁ କ୍ଷମା କରିବାକୁ ସମ୍ପୂର୍ଣ୍ଣ ଭାବେ ମନା କରି ଦେଇଛନ୍ତି। ସେ କହିଛନ୍ତି, କୋର୍ଟଙ୍କ ନିଷ୍ପତ୍ତିକୁ…

କାନାଡ଼ା ପାଇଁ ଭାରତ ଦ୍ୱିତୀୟ ସବୁଠାରୁ ବଡ଼ ବିଦେଶୀ ବିପଦ

ଅଟାଓ୍ବା, ୭।୬: କାନାଡ଼ାର ଏକ ଉଚ୍ଚସ୍ତରୀୟ ସଂସଦୀୟ ସମିତି ରିପୋର୍ଟ ଗୁରୁବାର ଭାରତକୁ ଦ୍ୱିତୀୟ ସବୁଠାରୁ ବଡ଼ ବିଦେଶୀ ବିପଦ ହୋଇଥିବା ଦର୍ଶାଇଛି। ଏହି ତାଲିକାରେ ଚାଇନାକୁ ପ୍ରଥମ ସ୍ଥାନରେ ରଖାଯାଇଛି। କାନାଡ଼ାର ଜାତୀୟ ସୁରକ୍ଷା ଏବଂ ଗୋଇନ୍ଦା ସଂସଦୀୟ କମିଟି(ଏନ୍‌ଏସ୍‌ଆଇସିଓପି)…

ଭୁଟାନ-ଶ୍ରୀଲଙ୍କା ସମେତ ବିଶ୍ୱର ଅନେକ ନେତା ମୋଦିଙ୍କୁ ଜଣାଉଛନ୍ତି ଶୁଭେଚ୍ଛା, ଇଟାଲୀ ପ୍ରଧାନମନ୍ତ୍ରୀ କହିଲେ ମିଳିମିଶି କରିବା କାମ

ନୂଆଦିଲ୍ଲୀ,୫।୬: ପଡୋଶୀ ଦେଶର ନେତାମାନେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଲୋକ ସଭା ନିର୍ବାଚନରେ ଐତିହାସିକ ତୃତୀୟ ଥର ବିଜୟ ପାଇଁ ଅଭିନନ୍ଦନ ଜଣାଇଛନ୍ତି। ମରିସସ ପ୍ରଧାନମନ୍ତ୍ରୀ ପ୍ରବୀଣ ଯୁଗନାଥ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏକ୍ସରେ ଏକ ପୋଷ୍ଟରେ ଅଭିନନ୍ଦନ ଜଣାଇଥିବା ବେଳେ ତାଙ୍କ…

ମେକ୍ସିକୋର ପ୍ରଥମ ମହିଳା ରାଷ୍ଟ୍ରପତି କ୍ଲାଉଡିଆ ଶିନବାମ କିଏ, ଯାହାଙ୍କୁ ନେଇ ହେଉଛି ଖୁବ ଚର୍ଚ୍ଚା

ମେକ୍ସିକୋ ସିଟି,୩।୬: ମେକ୍ସିକୋରେ ପ୍ରଥମ ଥର ପାଇଁ ଜଣେ ମହିଳା ରାଷ୍ଟ୍ରପତି ପଦ ଗ୍ରହଣ କରିବେ। କ୍ଲାଉଡିଆ ଶିନବାମ ହେଉଛି ଏମିତି ଏକ ନାମ ଯାହା ଆଜିକାଲି ବହୁତ ଚର୍ଚ୍ଚା ରହୁଛି। କାରଣ ସେ ହେଉଛନ୍ତି ପ୍ରଥମ ମହିଳା ଯିଏକି ମେକ୍ସିକୋର…

ପାକିସ୍ତାନରେ ଏମିତି ହୁଏ ପାଠପଢ଼ା, ପିଲାଙ୍କୁ ଦିଆଯାଏ ଏସବୁ ଶିକ୍ଷା

ନୂଆଦିଲ୍ଲୀ, ୩।୬: ଭାରତ ଏବଂ ପାକିସ୍ତାନ ଦୁଇ ପଡ଼ୋଶୀ ଦେଶ ହୋଇଥିଲେ ମଧ୍ୟ ଏହାର ସୀମାରେ ପ୍ରତ୍ୟେକ ଦିନ ତିକ୍ତତା ଦେଖିବାକୁ ମିଳିଥାଏ। କିନ୍ତୁ ତଥାପି ପଡ଼ୋଶୀ ଦେଶରେ କଣ ଚାଲିଛି ସେ ବିଷୟରେ ଜାଣିବାକୁ ଉଭୟ ଦେଶର ଲୋକେ ଆଗ୍ରହ…

ଭୟରେ ଥରିଲେ ଜାପାନ ବାସିନ୍ଦା

ନୂଆଦିଲ୍ଲୀ, ୩।୬: ଜାପାନରେ ସୋମବାର ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୯ ରେକର୍ଡ କରାଯାଇଛି। ଜାପନର ମଧ୍ୟ ଅଞ୍ଚଳରେ ଏହି ଭୂକମ୍ପ ହୋଇଥିବା ଜାପାନ ପାଣିପାଗ ଏଜେନ୍ସି ସୂଚନା ଦେଇଛି। ଜାପାନର ପବ୍ଲିକ୍‌ ବ୍ରଡକାଷ୍ଟର…

ଭାରତରେ ମେଟାର ବଡ଼ କାର୍ଯ୍ୟାନୁଷ୍ଠାନ: ଫେସ୍‌ବୁ୍‌କ-ଇନ୍‌ଷ୍ଟାଗ୍ରାମରୁ ୧୭ ମିଲିୟନ୍‌ ପୋଷ୍ଟ କଲା ଡିଲିଟ୍‌

ନୂଆଦିଲ୍ଲୀ,୩।୬: ଭାରତରେ ପ୍ରମୁଖ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମେଟା ନିଜର ସୋସିଆଲ ମିଡିଆ ପ୍ଲାଟଫର୍ମରୁ ଲକ୍ଷ ଲକ୍ଷ ଖରାପ ପୋଷ୍ଟ ହଟାଇ ଦେଇଛି। ଏପ୍ରିଲ ୨୦୨୪ ପାଇଁ ଅନୁପାଳନ ରିପୋର୍ଟ ପ୍ରକାଶ କରିବାବେଳେ ମେଟା ଏହି ସୂଚନା ଦେଇଛି। ନୀତି ଉଲ୍ଲଂଘନ…

ଏକ୍‌ଜିଟ୍‌ ପୋଲ୍‌ ଦେଖି ଡରିଗଲା ପାକିସ୍ତାନ: କହିଲା, ମୋଦି ପୁଣିଥରେ ପ୍ରଧାନମନ୍ତ୍ରୀ ହେଲେ…

ନୂଆଦିଲ୍ଲୀ/ଇସଲାମାବାଦ୍‌,୩।୬: ଜୁନ୍‌ ୪ରେ ଲୋକ ସଭା ନିର୍ବାଚନ-୨୦୨୪ର ଫଳାଫଳ ଘୋଷଣା କରାଯିବ, କିନ୍ତୁ ଏହାପୂର୍ବରୁ ସମସ୍ତ ଏକଜିଟ ପୋଲ ପୂର୍ବାନୁମାନ କରିଛି ଯେ ଭାଜପା ତୃତୀୟ ଥର ଦେଶରେ ପୁଣି ଥରେ ସରକାର ଗଠନ କରିବ ଏବଂ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ…

ଏୟାର ଶୋ’ରେ ଦୁଇ ବିମାନ ଧକ୍କା: ପାଇଲଟ ମୃତ

ଲିସ୍‌ବନ, ୩ା୬: ପର୍ତ୍ତୁଗାଲରେ ଏକ ଏୟାର ଶୋ’ ପ୍ରଦର୍ଶନ ସମୟରେ ଏକ ଦୁଃଖଦ ଦୁର୍ଘଟଣା ଘଟିଛି। ଏହି ସମୟରେ ଦୁଇଟି ପାଇଲଟ ଆକାଶରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ପାଇଲଟଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି।…

ଲୋକ ସଭା ନିର୍ବାଚନ ଉପରେ ଚାଇନାର ନଜର, ମୋଦି ପ୍ରଧାନମନ୍ତ୍ରୀ ହେଲେ…

ବେଜିଂ/ନୂଆଦିଲ୍ଲୀ,୩ା୬: ଲୋକ ସଭା ନିର୍ବାଚନର ଅଧିକାଂଶ ଏକ୍‌ଜିଟ୍‌ ପୋଲ୍‌ରେ ‘ମୋଦି ସରକାର ପୁଣି ଥରେ’ ପୂର୍ବାନୁମାନ କରାଯାଇଛି। ଯଦି ଏକ୍‌ଜିଟ୍‌ ପୋଲକୁ ବିଶ୍ୱାସ କରାଯାଏ, ତେବେ ତୃତୀୟଥର ପାଇଁ ଭାରତରେ ମୋଦି ସରକାରଙ୍କ ସମସ୍ତ ସମ୍ଭାବନା ରହିଛି। ଅନେକ ଏକ୍‌ଜିଟ୍‌ ପୋଲ୍‌ରେ…

ସିରିଆରେ ଇସ୍ରାଏଲର ଏୟାର ଷ୍ଟ୍ରାଇକ, ଅନେକ ମୃତ: ରିପୋର୍ଟ

ନୂଆଦିଲ୍ଲୀ, ୩।୬: ସୋମବାର ସିରିଆର ଆଲେପ୍ପୋ ସହର ପରିସରରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଅନେକ ଲୋକଙ୍କର ମୃତ୍ୟୁ ଘଟିଛି ବୋଲି ସିରିଆର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ କରିଛି। ଗୋଟିଏ ସପ୍ତାହ ମଧ୍ୟରେ ଦେଶ ଉପରେ ଏହା ଦ୍ୱିତୀୟ ଆକ୍ରମଣ ହୋଇଛି। ଖବର…

ହଲ୍ଲା ଟୋମାସ୍‌ଡୋଟିର୍‌ ଆଇସ୍‌ଲାଣ୍ଡ ରାଷ୍ଟ୍ରପତି ନିର୍ବାଚିତ

କୋପେନହେଗେନ୍‌,୨ା୬:ମହିଳା ବ୍ୟବସାୟୀ ହଲ୍ଲା ଟୋମାସ୍‌ଡୋଟିର୍‌ ଆଇସ୍‌ଲାଣ୍ଡ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ସେ ବିଦାୟୀ ରାଷ୍ଟ୍ରପତି ଗୁଡ୍‌ନୀ ଜୋହାନେସନ୍‌ଙ୍କ ସ୍ଥାନରେ ଦେଶର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବେ। ଟୋମାସ୍‌ଡୋଟିର୍‌ ୩୪.୩ ପ୍ରତିଶତ ଭୋଟ ସହ ଏହି ଆଳଙ୍କାରିକ ପଦବୀକୁ ନିର୍ବାଚିତ ହୋଇଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri