ଅନ୍ତର୍ଜାତୀୟ

ଚାଲିଲାନି ସାମରିକ ଆଇନ ଚାଲ୍: ଦକ୍ଷିଣ କୋରିଆ ରାଷ୍ଟ୍ରପତିଙ୍କ ବିରୋଧରେ ମହାଅଭିଯୋଗ ପ୍ରସ୍ତାବ

ନୂଆଦିଲ୍ଲୀ,୪।୧୨: ଦକ୍ଷିଣ କୋରିଆରେ ସାମରିକ ଆଇନର ଲାଗୁ ନିଷ୍ପତ୍ତି ପ୍ରତ୍ୟାହାର କରି ଦିଆଯାଇଛି। କିନ୍ତୁ ରାଷ୍ଟ୍ରପତି ୟୁନ ସୁକ ୟୋଲଙ୍କ ସମସ୍ୟା କମିବାର ନାଁ ନେଉନାହିଁ। ସ୍ଥାନୀୟ ମିଡ଼ିଆ ରିପୋର୍ଟ ଅନୁଯାୟୀ ଦକ୍ଷିଣ କୋରିଆର ବିରୋଧୀ ଦଳ ରାଷ୍ଟ୍ରପତିଙ୍କ ବିରୋଧରେ ମହାଅଭିଯୋଗ…

ମୁଣ୍ଡ ନୁଆଁଇଲେ ଦକ୍ଷିଣ କୋରିଆ ରାଷ୍ଟ୍ରପତି: ୬ ଘଣ୍ଡା ମଧ୍ୟରେ ପ୍ରତ୍ୟାହାର କଲେ ସାମରିକ ଆଇନ

ସିଓଲ,୪ା୧୨:ଦକ୍ଷିଣ କୋରିଆରେ ରାଜନୈତିକ ଅଚଳାବସ୍ଥା ଲାଗି ରହିବା ଫଳରେ ରାଷ୍ଟ୍ରପତି ୟୁନ୍‌ ସୁକ୍‌ ୟେଓଲ ମଙ୍ଗଳବାର ରାତିରେ ‘ଜରୁରୀକାଳୀନ ସାମରିକ ଆଇନ’ ଘୋଷଣା କରିଥିଲେ। ତେବେ ଏହାର ୬ ଘଣ୍ଟା ପରେ ଏହାକୁ ସେ ରାଷ୍ଟ୍ର ବିରୋଧୀ ତତ୍ତ୍ୱଙ୍କୁ ପ୍ରତିହତ କରିବା…

ଦକ୍ଷିଣ କୋରିଆରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା: ବିରୋଧୀଙ୍କ ଉପରେ ସାଙ୍ଘାତିକ ଅଭିଯୋଗ ଲଗାଇଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩।୧୨: ଦକ୍ଷିଣ କୋରିଆ ରାଷ୍ଟ୍ରପତି ୟୁନ-ସୁକ-ୟୋଲ ମଙ୍ଗଳାବର ବିରୋଧୀ ଦଳ ଉପରେ ସରକାରଙ୍କୁ ସ୍ଥାଣୁ କରିବା, ଉତ୍ତର କୋରିଆ ପ୍ରତି ସହାନୁଭୂତି ରଖିବା ଏବଂ ଦେଶର ସାମ୍ବିଧାନିକ ବ୍ୟବସ୍ଥାକୁ କମଜୋର କରିବା ଅଭିଯୋଗ ଲଗାଇ ଦେଶରେ ଜରୁରୀକାଳୀନ ପରିସ୍ଥିତି ଲାଗୁ କରିଛନ୍ତି।…

ବାଂଲାଦେଶରେ ହିନ୍ଦୁଙ୍କ ଉପରେ ଆକ୍ରମଣର ମାଷ୍ଟର ମାଇଣ୍ଡ ୟୁନୁସ ସରକାର: ହସିନା

ଢାକା/ନୂଆଦିଲ୍ଲୀ,୩।୧୨: ବାଂଲାଦେଶରେ ସଂଖ୍ୟାଲଘୁ ହିନ୍ଦୁଙ୍କ ପ୍ରତି ହିଂସା ଜାରି ରହିଛି। ଦେଶରେ ହୋଇଥିବା ଆକ୍ରମଣ ପରେ ଶେଖ ହସିନା ଭାରତରେ ଅଛନ୍ତି। ବର୍ତ୍ତମାନ ଶେଖ ହସିନା ମଧ୍ୟବର୍ତ୍ତୀକାଳୀନ ସରକାରର ନେତୃତ୍ୱ ନେଉଥିବା ମହମ୍ମଦ ୟୁନୁସଙ୍କ ଉପରେ ବହୁ ହତ୍ୟା ଏବଂ ସଂଖ୍ୟାଲଘୁଙ୍କୁ…

ମାଡି ଆସୁଛି ଆଉ ଏକ ଭୟଙ୍କର ଭାଇରସ, ଗଲାଣି ୧୫ ଜଣଙ୍କ ଜୀବନ, ୧୭ ଦେଶରେ ଆଲର୍ଟ ଜାରି

ନୂଆଦିଲ୍ଲୀ,୩।୧୨: ବର୍ତ୍ତମାନ ପର୍ଯ୍ୟନ୍ତ କୋଭିଡ ଦୁନିଆରୁ ଶେଷ ହେବାର ନା ନେଉ ନଥିବା ବେଳେ ଏବେ ନୂଆ ନୂଆ ଭାଇରସ ବ୍ୟାପିବାରେ ଲାଗିଛି। ଆଜିକାଲି ଆଫ୍ରିକୀୟ ଦେଶ ରୁୱାଣ୍ଡାରେ ମାରବର୍ଗ ଜୀବାଣୁ ମାଡିବାରେ ଲାଗିଛି ଏବଂ ଏହି କାରଣରୁ ୧୫ ଜଣଙ୍କର…

ସେକ୍ସ ଓ୍ବାର୍କରଙ୍କୁ ମିଳିବ ପେନସନ ସହ ମ୍ୟାଟରନିଟି ଲିଭ, ଐତିହାସିକ ଆଇନ ଲାଗୁ

ଲଣ୍ଡନ,୩।୧୨: ବେଲଜିୟମ ସରକାର ନିକଟରେ ସେକ୍ସ ଓ୍ବାର୍କରମାନଙ୍କ ପାଇଁ ଏକ ଐତିହାସିକ ନିୟମ ଲାଗୁ କରିଛନ୍ତି। ଏହି ନିୟମ ଅନୁଯାୟୀ ଦେଶରେ ଯୌନ କର୍ମୀଙ୍କ ଅଧିକାରକୁ ଆଇନଗତ ମାନ୍ୟତା ଦିଆଯାଇଛି। ବର୍ତ୍ତମାନ ଏମାନେ ଆନୁଷ୍ଠାନିକ ନିଯୁକ୍ତି ଚୁକ୍ତିନାମା ସ୍ବାକ୍ଷର କରିବାକୁ ସମର୍ଥ…

ପୁଣି ଚେତାବନୀ ଦେଲେ ଟ୍ରମ୍ପ: ମୋ ପଦ ଗ୍ରହଣ ପୂର୍ବରୁ କଥା ମାନିନିଅ, ନଚେତ୍‌ ଭୋଗିବ ପରିଣାମ

ଓ୍ବାଶିଂଟନ,୩।୧୨:ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ମଧ୍ୟ ପୂର୍ବରେ ଚାଲିଥିବା ବନ୍ଧକ ସଙ୍କଟ ସମ୍ପର୍କରେ ହମାସକୁ ଦୃଢ ଚେତାବନୀ ଦେଇଛନ୍ତି। ହମାସକୁ ଏକ ନିର୍ଦ୍ଦିଷ୍ଟ ସମୟସୀମା ପ୍ରଦାନ କରି ସେ ସ୍ପଷ୍ଟ ଭାବରେ କହିଛନ୍ତି, ଯଦି ଜାନୁୟାରୀ ୨୦, ୨୦୨୫ ପୂର୍ବରୁ…

ଚାଇନାକୁ ପାନେ ଦେଲା ଆମେରିକା: ଲାଗିଲା କଟକଣା

ଓ୍ବାଶିଂଟନ, ୨।୧୨:ସେମିକଣ୍ଡକ୍ଟର ଟେକ୍ନୋଲୋଜିକୁ ନେଇ ଆମେରିକା ଓ ଚାଇନା ମଧ୍ୟରେ ବିବାଦ ବଢ଼ିବାରେ ଲାଗିଛି। ଏକ ଆମେରିକୀୟ ନ୍ୟୁଜ୍‌ ଏଜେନ୍ସିର ରିପୋର୍ଟ ଅନୁଯାୟୀ, ୩ ବର୍ଷ ମଧ୍ୟରେ ଚାଇନାର ସେମିକଣ୍ଡକ୍ଟର ଇଣ୍ଡଷ୍ଟ୍ରି ଉପରେ ତୃତୀୟ ଥର ପାଇଁ କଟକଣା ଲଗାଇବାକୁ ଆମେରିକା…

ଫୁଟବଲ ମ୍ୟାଚ ସମୟରେ ସଂଘର୍ଷ, ୧୦୦ରୁ ଅଧିକ ମୃତ

ଗୁଇନିଆ,୨।୧୨: ଗୁଇନିଆର ଦ୍ୱିତୀୟ ବୃହତ୍ତମ ସହର ଏନ ଜିରିକୋରେ(N’Zerekore) ରେ ଏକ ଫୁଟବଲ ମ୍ୟାଚ ରେ ପ୍ରଶଂସକଙ୍କ ମଧ୍ୟରେ ସଂଘର୍ଷରେ ରବିବାର ଡଜନେରୁ ଅଧିକ ଲୋକଙ୍କର ମୃତ୍ୟୁ ଘଟିଛି ବୋଲି ଡାକ୍ତରଖାନା ସୂତ୍ରରୁ ପ୍ରକାଶ। ଡାକ୍ତରଖାନାରେ ଆଖି ନ ପାଇବା ପର୍ଯ୍ୟନ୍ତ…

ବାଇଡେନଙ୍କ ୟୁଟର୍ନ, ପୁଅ ସମ୍ପୂର୍ଣ୍ଣ ଦୋଷମୁକ୍ତ

ଓ୍ବାଶିଂଟନ,୨।୧୨: ବେଆଇନ ବନ୍ଧୁକ ରଖିବା ଏବଂ ଆୟକର ଛାଡ ମାମଲାରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ ପୁଅକୁ କ୍ଷମା କରିଛନ୍ତି। ଡିସେମ୍ବର ୧ରେ ଏକ ବିବୃତ୍ତି ଦେଇ ରାଷ୍ଟ୍ରପତି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ତେବେ ବାଇଡେନଙ୍କ ଏହି ନିଷ୍ପତ୍ତିକୁ…

ଆମେରିକାର ସରକାରୀ ଖର୍ଚ୍ଚରେ ରହୁଛନ୍ତି ବେଆଇନ ପ୍ରବାସୀ

ଓ୍ବାଶିଂଟନ, ୨।୧୨: ନ୍ୟୁୟର୍କ ସହରର ମ୍ୟାନ୍‌ହଟ୍ଟନସ୍ଥିତ ରୁଜଭେଲ୍ଟ ପାଞ୍ଚତାରକା ହୋଟେଲରେ ବେଆଇନ ପ୍ରବାସୀଙ୍କୁ ରଖିବା ପାଇଁ ନ୍ୟୁୟର୍କ ପ୍ରଶାସନ ୨୨୦ ମିଲିୟନ ୟୁଏସ୍‌ ଡଲାର ପ୍ରଦାନ କରିଛି। ଉକ୍ତ ହୋଟେଲ ପାକିସ୍ତାନ ସରକାରଙ୍କ ମାଲିକାନାରେ ରହିଥିବା ନେଇ ଶନିବାର ଏକ ରିପୋର୍ଟ…

ଖାଦ୍ୟ-ପାଣି ବିନା ୧୩ ଘଣ୍ଟା କୁଏଟ ଏୟାରପୋର୍ଟରେ ଫସିଲେ ଭାରତୀୟ

ନୂଆଦିଲ୍ଲୀ,୧।୧୨: ମୁମ୍ବାଇରୁ ମଞ୍ଚେଷ୍ଟରକୁ ଯାଉଥିବା ଭାରତୀୟ ଯାତ୍ରୀମାନେ କୁଏଟ ବିମାନବନ୍ଦରରେ ପ୍ରାୟ ୧୩ ଘଣ୍ଟା ଧରି ଅଟକି ରହିଛନ୍ତି। ଯାତ୍ରୀମାନେ ଖାଦ୍ୟ କିମ୍ବା ସହାୟତା ନ ପାଇଥିବା ଅଭିଯୋଗ କରିଛନ୍ତି। ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଏକ ଭିଡିଓରେ ଗଲ୍ଫ ଏୟାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?