ଅନ୍ତର୍ଜାତୀୟ

ଇସ୍ରାଏଲ୍‌ ରକେଟ୍‌ରେ ଏମିତି କିଛି ଲେଖିଦେଲେ ନିକ୍କି ହାଲି:ଫଟୋ ହେଉଛି ଭାଇରାଲ

ଓ୍ବାଶିଂଟନ୍‌,୨୯।୫: ଦକ୍ଷିଣ କାରୋଲିନାର ପୂର୍ବତନ ଗଭର୍ନର ନିକ୍କି ହାଲି ଇସ୍ରାଏଲ ଗସ୍ତ ସମୟରେ ଇସ୍ରାଏଲ ପ୍ରତିରକ୍ଷା ବାହିନୀକୁ ରକେଟରେ କିଛି ଶବ୍ଦ ଲେଖି ଉତ୍ସାହିତ କରିଥିଲେ। ସେ ମେମୋରିୟଲ୍‌ ଡେ’ରେ ଇସ୍ରାଏଲରେ ପହଞ୍ଚିଥିଲେ। ଏଠାରେ ସେ ‘ଫିନିଶ୍‌ ଦେମ୍‌’ ଲେଖି ରକେଟରେ…

ଭାରତ ନା ଚାଇନା, କାହାର ସୈନ୍ୟ ଅଧିକ ଶକ୍ତିଶାଳୀ: ଏହି ଭିଡିଓ ଦେଖିଲେ ହେବେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲ/ବେଜିଂ,୨୯।୫: ସୁଡାନରେ ମିଳିତ ଜାତିସଂଘର ଶାନ୍ତି ରକ୍ଷା ମିଶନର ଏକ ଅଂଶ ଭାବରେ ଭାରତୀୟ ସୈନିକମାନେ ଚାଇନା ପ୍ରତିପକ୍ଷଙ୍କ ବିରୋଧରେ ଏକ ଟଗ-ଯୁଦ୍ଧ ପ୍ରତିଯୋଗିତା ଜିତିଛନ୍ତି। ସେନା ଅଧିକାରୀମାନେ ଏହା ନିଶ୍ଚିତ କରିଛନ୍ତି। ଏହି ପ୍ରତିଯୋଗିତା ସମ୍ବନ୍ଧରେ ଭାଇରାଲ ହେଉଥିବା ଭିଡିଓରେ…

ରାଫାହରେ ଏୟାରଷ୍ଟ୍ରାଇକ୍‌: ୪୫ ନିହତ

କାଏରୋ,୨୯ା୫:ଗାଜାର ଦକ୍ଷିଣାଞ୍ଚଳ ସହର ରାଫାହରେ ଇସ୍ରାଏଲୀ ସୈନ୍ୟ ଏୟାରଷ୍ଟ୍ରାଇକ୍‌ କରିଛନ୍ତି। ଏହି ଆକ୍ରମଣ ଫଳରେ ଏକ ଶରଣାର୍ଥୀ ଶିବିରରେ ନିଆଁ ଲାଗିଯିବାରୁ ସେଠାରେ ରହୁଥିବା ୪୫ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରୁ ଅନୂ୍ୟନ ୧୨ ଜଣ ହେଉଛନ୍ତି ମହିଳା। ଇଣ୍ଟରନ୍ୟାଶନାଲ…

କ୍ଷମା ମାଗିଲେ ପୋପ୍‌ ଫ୍ରାନ୍ସିସ୍‌

ନୂଆଦିଲ୍ଲୀ,୨୯ା୫:ସମଲିଙ୍ଗୀ ସମ୍ପର୍କକୁ ବିରୋଧ କରି ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ପୋପ୍‌ ଫ୍ରାନ୍ସିସ୍‌ଙ୍କୁ ମହଙ୍ଗା ପଡ଼ିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇବା ପରେ ସେ ମଙ୍ଗଳବାର କ୍ଷମା ମାଗିଛନ୍ତି। ଗତ ୨୦ ତାରିଖରେ ପୋପ୍‌ ଇଟାଲୀୟ ବିଶପ୍‌ଙ୍କ ସହ ଏକ…

ପାଲେଷ୍ଟାଇନ୍‌କୁ ରାଷ୍ଟ୍ର ମାନ୍ୟତା

ମାଡ୍ରିଡ୍‌/ଡଲ୍‌ବିନ୍‌/ଓସ୍‌ଲୋ,୨୯ା୫: ଇସ୍ରାଏଲ୍‌ର କଡ଼ା ପ୍ରତିକ୍ରିୟା ସତ୍ତ୍ୱେ ସ୍ପେନ୍‌, ନରଓ୍ବେ ଓ ଆୟର୍ଲାଣ୍ଡ ମଙ୍ଗଳବାର ଯୁଦ୍ଧ ପ୍ରଭାବିତ ପାଲେଷ୍ଟାଇନ୍‌କୁ ଆନୁଷ୍ଠାନିକ ଭାବେ ରାଷ୍ଟ୍ର ମାନ୍ୟତା ପ୍ରଦାନ କରିଛନ୍ତି। କେବଳ ଏତିକି ନୁହେଁ, ଗାଜାରେ ହମାସ୍‌ ସହ ଇସ୍ରାଏଲ୍‌ର ଯୁଦ୍ଧବିରତି ଉଦ୍ୟମକୁ ଆହୁରି ଜୋର୍‌ଦାର…

ରେମାଲ ତାଣ୍ଡବ: ଚାଲିଗଲା ୧୦ ଜୀବନ

ଢାକା/କୋଲକାତା,୨୮ା୫:ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ରେମାଲ ରବିବାର ରାତିରେ ସ୍ଥଳଭାଗ ଛୁଇଁବା ପରେ ପଶ୍ଚିମବଙ୍ଗ ଏବଂ ବାଂଲାଦେଶରେ ତାଣ୍ଡବ ରଚିଛି। ବାତ୍ୟାରେ କାନ୍ଥ ଓ ଗଛଡାଳ ପଡ଼ି ପଶ୍ଚିମବଙ୍ଗରେ ୨ ଜଣ ଏବଂ ବାଂଲାଦେଶରେ ୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ବ୍ୟାପକ କ୍ଷୟକ୍ଷତି…

ଭୂସ୍ଖଳନରେ ୨,୦୦୦ ଲୋକ ପୋତିହୋଇଛନ୍ତି: ଅନ୍ତର୍ଜାତୀୟ ସହାୟତା ଲୋଡ଼ିଲା ପପୁଆ ନ୍ୟୁଗିନି

ମେଲ୍‌ବର୍ନ,୨୮ା୫: ପପୁଆ ନୂ୍ୟଗିନିରେ ଗତ ଶୁକ୍ରବାର ଘଟିଥିବା ଭୂସ୍ଖଳନରେ ୨,୦୦୦ରୁ ଊର୍ଦ୍ଧ୍ୱ ଲୋକ ମାଟିତଳେ ପୋତିହୋଇପଡ଼ିଛନ୍ତି। ବର୍ତ୍ତମାନ ସୁଦ୍ଧା ଭୂସ୍ଖଳନଜନିତ ମୃତ୍ୟୁସଂଖ୍ୟା ୬୭୦ ଦର୍ଶାଯାଇଥିବାବେଳେ ପ୍ରକୃତ ମୃତ୍ୟୁ ଏହାର ୩ ଗୁଣ ହେବ ବୋଲି ପପୁଆ ନ୍ୟୁଗିନି ସରକାର ଜାତିସଂଘକୁ ଜଣାଇବା ସହ…

ମାଉଣ୍ଟ ଏଭରେଷ୍ଟରେ ପର୍ବତାରୋହୀଙ୍କ ଗହଳି, ଦୁଇ ମୃତ ଆଶଙ୍କା

ନୂଆଦିଲ୍ଲୀ,୨୭।୫: ଲମ୍ବା ଧାଡ଼ିରେ ପର୍ବତାରୋହୀମାନେ ମାଉଣ୍ଟ ଏଭରେଷ୍ଟ ଉପରେ ଚାଲୁଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ ମଙ୍ଗଳବାରର ଘଟଣା ପରେ ପର୍ବତାରୋହୀମାନେ ଫସି ରହିଥିଲେ ଯେଉଁଥିରେ ବ୍ରିଟିଶ ପର୍ବତାରୋହୀ ଡାନିଏଲ ପାଟରସନ ଏବଂ…

ବ୍ରାଜିଲ ବନ୍ୟାରେ ମୃତକଙ୍କ ସଂଖ୍ୟା ୧୦୦ ପାର୍‌, ୫୬ ନିଖୋଜ

ସାଓ ପାଓଲୋ,୨୭।୫: ବ୍ରାଜିଲରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପ୍ରିଲ ୨୯ରେ ରାଜ୍ୟରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା, ସେବେଠାରୁ ଅନେକ ଲୋକଙ୍କର ମୃତ୍ୟୁ ହୋଇଛି। ଦକ୍ଷିଣ ବ୍ରାଜିଲର ରିଓ ଗ୍ରାଣ୍ଡେ ଡୋ ସୁଲ ରାଜ୍ୟରେ ବର୍ଷା ଓ…

ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୧୮ ଲୋକଙ୍କ ମୃତ୍ୟୁ, ଅନେକ ଅଞ୍ଚଳ ଅନ୍ଧାର

ଓ୍ବାଶିଂଟନ,୨୭।୫: ସେଣ୍ଟ୍ରାଲ ଆମେରିକାରେ ଘାତକ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଝଡ଼ରେ ପିଲାମାନଙ୍କ ସମେତ ୧୮ଜଣଙ୍କ ଜୀବନ ଯାଇଛି। ସିଏନଏନ ଏହି ସୂଚନା ଦେଇଛି । ଲକ୍ଷ ଲକ୍ଷ ଲୋକ ଏହି ଝଡ଼ର ଶିକାର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ,…

Peace Summit: ଆସନ୍ତା ମାସରେ ଅନୁଷ୍ଠିତ ହେବ ଶାନ୍ତି ଶିଖର ସମ୍ମିଳନୀ, ବାଇଡେନ, ସି ଜିନ ପିଙ୍ଗ ସାମିଲ ହେବାକୁ ଅପିଲ କଲେ ରାଷ୍ଟ୍ରପତି ଜେଲେନସ୍କି

କ୍ୱିଭ,୨୬।୫: ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ନେତା ସି ଜିନପିଙ୍ଗଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଶାନ୍ତି ସମ୍ମିଳନୀରେ ଭାଗ ନେବାକୁ ନିବେଦନ କରିଛନ୍ତି। ରୁଷିଆର କ୍ରମାଗତ ଆକ୍ରମଣକୁ ରୋକିବା ପାଇଁ ୟୁକ୍ରେନ…

ଇସ୍ରାଏଲ୍‌ ଉପରେ ରକେଟ ମାଡ଼ କଲା ହମାସ୍‌

ଗାଜା ଷ୍ଟ୍ରିପ୍‌,୨୬ା୫:ରାଫାହରେ ଯୁଦ୍ଧବିରତି ପାଇଁ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍‌ ଜଷ୍ଟିସ୍‌ (ଆଇସିଜେ)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଇସ୍ରାଏଲ୍‌ ପକ୍ଷରୁ ଆକ୍ରମଣ ଜାରି ରହିଛି। ଏହାର ପ୍ରତିବାଦରେ ଗାଜାର ସଶସ୍ତ୍ର ଶାସକ ହମାସ୍‌ ଇସ୍ରାଏଲ୍‌ ଉପରେ ପୁଣି ଥରେ ବଡ଼ ଟାର୍ଗେଟ କରିଛି। ଇହୁଦୀମାନଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri