ପାକିସ୍ତାନ ଉପରେ ସର୍ଜିକାଲ ଷ୍ଟ୍ରାଇକ୍ କଲା ଆଫଗାନିସ୍ତାନ: ସୈନ୍ୟ ଆଡ୍ଡା ଧ୍ୱଂସ
କାବୁଲ,୩।୪: ଆଫଗାନ ସେନା ପାକିସ୍ତାନ-ଆଫଗାନିସ୍ତାନ ସୀମାରେ ଡୁରାଣ୍ଡ ରେଖା ପାର କରି ଖୋଷ୍ଟ-ଖୁରମ ସୀମା ନିକଟରେ ପାକିସ୍ତାନୀ ସାମରିକ ସ୍ଥାନ ଉପରେ ଏକ ବଡ଼ ଆକ୍ରମଣ କରିଛି। ଏହି କାର୍ଯ୍ୟକୁ ଏକ ସର୍ଜିକାଲ ଷ୍ଟ୍ରାଇକ ଭାବରେ ଦେଖାଯାଉଛି। ଆକ୍ରମଣ ସମୟରେ ଆଫଗାନ…
ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?
ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ NATO ଦେଶଗୁଡ଼ିକୁ ଯୁଦ୍ଧ ମଇଦାନକୁ ଓହ୍ଲାଇବା ପାଇଁ…
ଚନ୍ଦ୍ରକୁ ମହାକାଶଚାରୀ ପଠାଇଲା ନାସା, ରକେଟ ଛଡ଼ାଯିବାର ୫ ମିନିଟ୍ ପରେ କମାଣ୍ଡର କହିଲେ…
କେପ୍ କାନାଭେରାଲ,୨ା୪: ଆମେରିକାର ନ୍ୟାଶନାଲ ଏରୋନଟିକ୍ସ ଆଣ୍ଡ୍ ସ୍ପେସ୍ ଆଡମିନିଷ୍ଟ୍ରେଶନ(ନାସା) ବୁଧବାର ଚନ୍ଦ୍ର ଅଭିମୁଖେ ୪ଜଣ ମହାକାଶଚାରୀଙ୍କୁ ପଠାଇଛି। ଆର୍ଟେମିସ୍-୨ ନାମରେ ଏହି ଚନ୍ଦ୍ର ଅଭିଯାନ ୩ଜଣ ଆମେରିକୀୟ ଏବଂ ଜଣେ କାନାଡୀୟ ମହାକାଶଚାରୀ ଯାଇଛନ୍ତି। ନାସାର କେନେଡି ସ୍ପେସ୍ ସେଣ୍ଟରରୁ…
ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..
ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ ହର୍ମୁଜ୍ ପ୍ରଣାଳୀ ବିଷୟରେ ଚିନ୍ତିତ ହେବା ଆବଶ୍ୟକ ନାହିଁ । କହିରଖୁଛୁ କି,…
ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି
ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା ପ୍ରତି ଗମ୍ଭୀର ଚିନ୍ତା ସୃଷ୍ଟି କରିଛି। ଏହି ପଦକ୍ଷେପର ପ୍ରଭାବ ଏପରି ଏକ…
ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ
ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ ପଛକୁ ହଟିବାକୁ ପ୍ରସ୍ତୁତ ନୁହଁନ୍ତି। ଆମେରିକା ଏବଂ ଇରାନ ଅନେକ ଦାବି କରିଛନ୍ତି।…
ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କୁ ଟେନସନ ଦେଲେ ଏକଛତ୍ରବାଦୀ ଶାସକ, ‘ବିନାଶକାରୀ’ ଗେମ୍ ଖେଳିଲା ଉତ୍ତର କୋରିଆ
ଓ୍ବାଶିଂଟନ୍,୨।୪: ସମଗ୍ର ବିଶ୍ୱ ଇରାନ-ଆମେରିକା ଯୁଦ୍ଧ ଭୟରେ କବଳିତ। ମଧ୍ୟପ୍ରାଚ୍ୟ ଜଳୁଛି। ସାରା ବିଶ୍ୱରେ ତେଲ ଏବଂ ଗ୍ୟାସର ଅଭାବ ରହିଛି। ଇନ୍ଧନ ମୂଲ୍ୟ ଆକାଶଛୁଆଁ। ଏହା ସତ୍ତ୍ୱେ, ଆମେରିକା ଏବେ ବି ଇରାନ ଯୁଦ୍ଧରେ ଯୁଦ୍ଧବିରତି ପାଇଁ ରାଜି ହେବାକୁ…
ସକାଳୁ ସକାଳୁ ଥରିଲା ପୃଥିବୀ, ୭.୪ ତୀବ୍ରତାର ଭୂକମ୍ପ ପରେ ଲୋକେ ଘରୁ ଦୌଡି….
ଜାକାର୍ତ୍ତା,୨ା୪: ଇଣ୍ଡୋନେସିଆରେ ବଡ଼ ଧରଣର ଭୂମିକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୭.୪ ରେକର୍ଡ କରାଯାଇଛି । ଭୂମିକମ୍ପ ପରେ ସୁନାମି ଚେତାବନୀ ମଧ୍ୟ ଜାରି କରାଯାଇଛି । ଏହି ଭୂମିକମ୍ପ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି…
ହର୍ମୁଜକୁ ଟ୍ରମ୍ପ ନେଲେ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି: ସାରା ବିଶ୍ୱରେ ହଲଚଲ
ଓ୍ବାଶିଂଟନ୍,୨।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ଏବଂ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଜାରି କରିଛନ୍ତି। ସେ ଦୃଢ଼ତାର ସହିତ କହିଛନ୍ତି, ଆମେରିକାର ଏହି ସାମୁଦ୍ରିକ ପଥରୁ ତେଲର କୌଣସି ଆବଶ୍ୟକତା ନାହିଁ ଏବଂ…
ଇରାନ ଉପରେ ବଡ଼ ଆକ୍ରମଣ କରିବ ଆମେରିକା: ସମୟ କହିଦେଲେ ଟ୍ରମ୍ପ
ଓ୍ବାଶିଂଟନ୍,୨।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଗୁରୁବାର ଜାତି ଉଦ୍ଦେଶ୍ୟରେ ଏକ ଭାଷଣ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି,ଯୁଦ୍ଧ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ; ଅପରେଶନ ଏପିକ ଫ୍ୟୁରି ଜାରି ରହିଛି। ଆଗାମୀ ଦୁଇରୁ ତିନି…
ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…
ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ ବ୍ୟାକଫୁଟରେ ଥିବା ଜଣାପଡ଼ିଛି। ଇରାନ ସହ ଚାଲିଥିବା ଯୁଦ୍ଧ ଏବେ…
ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….
ନୂଆଦିଲ୍ଲୀ,୧।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ ସହିତ ଯୋଗାଯୋଗ କରିଛନ୍ତି ଏବଂ ଯୁଦ୍ଧବିରତି ଘୋଷଣା ପାଇଁ ଅନୁରୋଧ କରିଛନ୍ତି। ତଥାପି,…
Archives


