ଅନ୍ତର୍ଜାତୀୟ

ମୋଜତାବାଙ୍କ ଭିଡିଓ ଜାରି କଲା ଇରାନ

ତେହରାନ୍‌, ୧୦ା୮: ଇରାନ ସୁପ୍ରିମ ଲିଡର ମୋଜତାବା ଖାମେନେଇଙ୍କ ସ୍ବାସ୍ଥ୍ୟାବସ୍ଥା ଅତ୍ୟନ୍ତ ଗୁରୁତର ଥିବାରୁ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ଇସ୍ରାଏଲ୍‌ ଗଣମାଧ୍ୟମରେ ଖବର ପ୍ରକାଶ ପାଇବା ପରେ ତେହରାନ୍‌ ମୋଜତାବାଙ୍କ ଏକ ଭିଡିଓ ଜାରି କରିଛି। ସେଠାର ରାଷ୍ଟ୍ରାୟତ୍ତ…

ଗାଜା ଶାନ୍ତି ଯୋଜନାକୁ ଇସ୍ରାଏଲ୍‌ର ପ୍ରତ୍ୟାଖ୍ୟାନ

ଜେରୁଜେଲମ୍‌, ୧୦ା୮: ଗାଜା କିମ୍ବା ଓ୍ବେଷ୍ଟ ବ୍ୟାଙ୍କରେ ପାଲେଷ୍ଟାଇନ୍‌ ରାଷ୍ଟ୍ର ଗଠନ ହୋଇପାରିବ ନାହଁି ବୋଲି ଇସ୍ରାଏଲ୍‌ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କହିବା ସହ ୧୫-ସୂତ୍ରୀ ଗାଜା ଶାନ୍ତି ଯୋଜନାକୁ ପ୍ରତ୍ୟାଖ୍ୟାନ କରିଦେଇଛନ୍ତି। ଫଳରେ ଗାଜା ଯୁଦ୍ଧ ବନ୍ଦ କରିବା ଦିଗରେ…

୨୧୬ କିମି ବେଗରେ ମାଡ଼ି ଆସୁଛି ଭୟଙ୍କର ବାତ୍ୟା! ଜାରି ହେଲା ହାଇ ଆଲର୍ଟ, ଏଇଠି କରିବ ଲ୍ୟାଣ୍ଡଫଲ

ଟୋକିଓ, ୮।୮: ଜାପାନରେ ଗତ କିଛି ମାସ ଧରି ଲଗାତାର ଭୟଙ୍କର ଭୂକମ୍ପର ଝଟକା ଆତଙ୍କ ସୃଷ୍ଟି କରିଛି। ସମୁଦ୍ରରେ ଉଠୁଥିବା ଉଚ୍ଚ ଲହରୀ ଏବଂ ସୁନାମି ଆସିବାର ଆଶଙ୍କା ୨୦୧୧ର ଭୟାବହ ସ୍ମୃତିକୁ ପୁଣି ତାଜା କରିଦେଇଛି। ଏବେ ଜାପାନରେ…

୨୨୦ କୋଟି ଖର୍ଚ୍ଚ କରି ଯୁବକ ହେଲେ କୁକୁର, କାରଣ ଜାଣିଲେ ଉଡିଜିବ ହୋସ୍‌: ଦେଖନ୍ତୁ Video

ନୂଆଦିଲ୍ଲୀ, ୮।୮: ସୋସିଆଲ ମିଡିଆରେ ଏକ ଭିଡିଓ ଦ୍ରୁତଗତିରେ ଭାଇରାଲ ହେଉଛି, ଯାହାକୁ ଦେଖି ଲୋକେ ବିଭିନ୍ନ ପ୍ରକାରର କଥା କହୁଛନ୍ତି। ଭାଇରାଲ ପୋଷ୍ଟରେ ଦାବି କରାଯାଉଛି ଯେ, ଜାପାନର ୨୬ ବର୍ଷୀୟ କୋଟିପତି ଜାସୋ (Jaso) ନିଜକୁ କୁକୁର ଭଳି…

ଯେକୌଣସି ସମୟରେ ଆସିପାରେ ଖାମେନେଇଙ୍କ ମୃତ୍ୟୁ ଖବର! ଇସ୍ରାଏଲୀ ମିଡିଆର ବଡ଼ ଦାବି

ତେହରାନ,୮।୮: ୨୮ ଫେବୃଆରୀ ୨୦୨୬ରେ ଆରମ୍ଭ ହୋଇଥିବା ଯୁଦ୍ଧର ପ୍ରଥମ ଦିନରେ ହିଁ ଇରାନର ସୁପ୍ରିମ ଲିଡର ଆୟତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ତାଙ୍କ ପୁଅ ମୋଜତବା ଖାମେନେଇଙ୍କୁ ସୁପ୍ରିମ ଲିଡର ଭାବେ ଦାୟିତ୍ୱ ଦିଆଯାଇଥିଲା। ତାଙ୍କ ଜୀବନ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଫୋନରେ ଆଲୋଚନା କରିଛନ୍ତି। ଏହା ପରେ ନେତାନ୍ୟାହୁ ଭାରତର ପ୍ରଧାନମନ୍ତ୍ରୀଙ୍କୁ…

ସୀମା ବିବାଦ ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାର୍ଗ ଆପଣେଇବେ ଭାରତ-ଚାଇନା

ନୂଆଦିଲ୍ଲୀ, ୮।୮: ଭାରତ ଏବଂ ଚାଇନା ମଧ୍ୟରେ ସୀମାକୁ ନେଇ ରହିଥିବା ବିବାଦର ସମାଧାନ ପାଇଁ କୂଟନୈତିକ ଏବଂ ସାମରିକ ମାଧ୍ୟମଗୁଡ଼ିକୁ ବ୍ୟବହାର ଜାରି ରଖିବାକୁ ଉଭୟ ଦେଶ ସହମତି ପ୍ରକାଶ କରିଛନ୍ତି। ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି)ନିକଟରେ ଭୁଲ୍‌ ବୁଝାମଣା ଏବଂ…

ଜନ୍ମଗତ ନାଗରିକତ୍ୱ ସୀମିତ କରିବାକୁ ନିର୍ଦ୍ଦେଶନାମାରେ ସ୍ବାକ୍ଷର କଲେ ଟ୍ରମ୍ପ୍‌

ଓ୍ବାଶିଂଟନ,୮ା୮: ଆମେରିକା ସୁପ୍ରିମକୋର୍ଟଙ୍କ ରାୟର କିଛି ସପ୍ତାହ ପରେ ରାଷ୍ଟ୍ରପତି ଡେନାଲ୍ଡ ଟ୍ରମ୍ପ୍‌ ବାର୍ଥ ଟ୍ୟୁରିଜମ୍‌ ବା ଜନ୍ମ ପର୍ଯ୍ୟଟନ ଉପରେ ରୋକ ଲଗାଇବା ଏବଂ ଜନ୍ମଗତ ନାଗରିକତ୍ୱ ପାଇବା ପାଇଁ ଯୋଗ୍ୟ ଲୋକଙ୍କ ସଂଖ୍ୟା ସୀମିତ କରିବା ପାଇଁ ୨ଟି…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ ଜେଦ୍ଦାରେ ଏକ ମିଳିତ ପ୍ରତିରକ୍ଷା ଚୁକ୍ତି ସ୍ୱାକ୍ଷର କରିବେ। ଆମେରିକା ଏବଂ ଇରାନ…

ଗରମରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏମିତି ନିର୍ଦ୍ଦେଶ ଦେଲେ କିମ୍‌ ଜୋଙ୍ଗ୍‌ ଉନ୍‌, ସାରା ବିଶ୍ୱ ଜାଣି ଆଶ୍ଚର୍ଯ୍ୟ…

ପ୍ୟୋଙ୍ଗୟାଙ୍ଗ,୭ା୮: ଉତ୍ତର କୋରିଆରେ ବର୍ତ୍ତମାନ ପ୍ରବଳ ଗରମ ଅନୁଭୂତ ହେଉଛି। ଏହି ଗରମ ଯୋଗୁ ସେଠାକାର ଲୋକମାନଙ୍କୁ ଏମିତି ନିର୍ଦ୍ଦେଶ ଦିଆଯାଇଛି ଯାହା ଆଶ୍ଚର୍ଯ୍ୟଜନକ। ଉତ୍ତର କୋରିଆର ଲୋକମାନଙ୍କୁ ପାରମ୍ପରିକ କୁକୁର ମାଂସ ସୁପ୍‌ ପିଇବାକୁ କିମ୍‌ ଜୋଙ୍ଗ୍‌ ଉନ୍‌ ନିର୍ଦ୍ଦେଶ…

ଦିନକ ଭିତରେ ଆଣ୍ଠୁମାଡ଼ିଲା ବାଂଲାଦେଶ: ଭାରତଠାରୁ ମାଗିଲା…

ନୂଆଦିଲ୍ଲୀ, ୭।୮: ବାଂଲାଦେଶ-ଭାରତ ଫ୍ରେଣ୍ଡଶିପ ପାଇପଲାଇନ ମାଧ୍ୟମରେ ଭାରତରୁ ବାଂଲାଦେଶକୁ ପ୍ରାୟ ୫,୦୦୦ ମେଟ୍ରିକ ଟନ ଡିଜେଲ ପଠାଯାଉଛି। ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ଯୋଗୁ ବିଶ୍ୱବ୍ୟାପୀ ଇନ୍ଧନ ଯୋଗାଣ ପ୍ରଭାବିତ ହୋଇଥିବାବେଳେ ବାଂଲାଦେଶରେ ମଧ୍ୟ ଇନ୍ଧନ ଅଭାବ ଦେଖାଦେଇଛି। ବାଂଲାଦେଶ…

୧୧ କୋଟି ଟଙ୍କାର ଲଟେରି ଟିକେଟ ଅଳିଆରୁ ଉଦ୍ଧାରକଲେ ସଫେଇ କର୍ମଚାରୀ

ରୋମ୍‌,୭ା୮:ଇଟାଲୀରେ ଜଣେ ମହିଳା ୧୧ କୋଟି ଟଙ୍କା (୧ ମିଲିୟନ/ପ୍ରାୟ ୧୦.୯ କୋଟି ଟଙ୍କା)ର ମେଗା ଲଟେରି ଜିତିବା ପରେ ଭୁଲବଶତଃ ତାହାକୁ ଅଳିଆ ଗଦାରେ ଫିଙ୍ଗି ଦେଇଥିଲେ। ମାତ୍ର ସଫେଇ କର୍ମଚାରୀଙ୍କ ୨ ଦିନର ଅକ୍ଳାନ୍ତ ପରିଶ୍ରମ ଯୋଗୁ ସେହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri