କିର୍ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ
ନୂଆଦିଲ୍ଲୀ,୧୮ା୫: କିର୍ଗିଜସ୍ତାନ ରାଜଧାନୀ ବିଶ୍କେକ୍ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ ରହିବାକୁ ଦୂତାବାସ ପକ୍ଷରୁ ପରାମର୍ଶ ଦିଆଯାଇଛି। ହଷ୍ଟେଲରେ ଉତ୍ତ୍ୟକ୍ତ ଲୋକେ ପ୍ରବେଶ କରି ଆକ୍ରମଣ…
ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍, ୬ ଦିନରେ ୨୫,୯୦୦ ମାମଲା
ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ କରୋନା ମାମଲା ରେକର୍ଡ ହୋଇଛି। ଏହି ଅବସରରେ ଶନିବାର ସିଙ୍ଗାପୁରର ସ୍ବାସ୍ଥ୍ୟ ମନ୍ତ୍ରୀ ଓଙ୍ଗ୍…
ଡରିଗଲା ପାକିସ୍ତାନ, ଭାରତକୁ କଲା ଏମିତି ଅନୁରୋଧ
ଇସଲାମାବାଦ୍,୧୮।୩: ପାକିସ୍ତାନ ସରକାର ଭାରତ ସହ ସମ୍ପର୍କକୁ ନେଇ ନ୍ୟାଶନାଲ୍ ଆସେମ୍ଭଲିରେ ଏକ ଲିଖିତ ଉତ୍ତର ଦେଇଛନ୍ତି। ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନର ପ୍ରତିବଦ୍ଧତାକୁ ଦୋହରାଇ ବୈଦେଶିକ ମନ୍ତ୍ରୀ ତଥା ଉପପ୍ରଧାନମନ୍ତ୍ରୀ ଇଶାକ ଦାର କହିଛନ୍ତି, ଭାରତ-ପାକିସ୍ତାନ ସମ୍ପର୍କକୁ…
୩ ପାକିସ୍ତାନୀ ଛାତ୍ରଙ୍କୁ ହତ୍ୟା, ଭାରତୀୟଙ୍କୁ ଘରୁ ନ ବାହାରିବାକୁ ଦିଆଗଲା ପରାମର୍ଶ
ବିଶେକ,୧୮।୫: ମଧ୍ୟ ଏସୀୟ ଦେଶ କିର୍ଗିସ୍ଥାନରେ ମେଡିକାଲ ପଢିବାକୁ ଯାଇଥିବା ଭାରତୀୟ ଏବଂ ପାକିସ୍ତାନୀ ଛାତ୍ରଙ୍କ ଜୀବନ ବିପଦରେ। କିର୍ଗଜସ୍ଥାନରୁ ଖବର ଆସିଛି ଯେ ସେଠାରେ ସ୍ଥାନୀୟ ଲୋକମାନେ ତିନିଜଣ ପାକିସ୍ତାନୀ ଛାତ୍ରଙ୍କୁ ପିଟି ପିଟି ମାରି ଦେଇଛନ୍ତି। ସ୍ଥାନୀୟ ଲୋକମାନେ…
ବ୍ରିଟେନରେ କମୁଛି ଅରବପତିଙ୍କ ସଂଖ୍ୟା, ଏହାପରେ ବି ବଢୁଛି ସୁନକଙ୍କ ସମ୍ପତ୍ତି
ଲଣ୍ଡନ,୧୮।୫: ବ୍ରିଟିଶ ପ୍ରଧାନମନ୍ତ୍ରୀ ଋଷି ସୁନକ ଏବଂ ତାଙ୍କ ପତ୍ନୀ ଅକ୍ଷତା ମୁର୍ତ୍ତୀଙ୍କ ସମ୍ପତ୍ତି ବୃଦ୍ଧି ପାଉଛି। ଦୁଇ ବର୍ଷ ପୂର୍ବେ ବ୍ରିଟିଶ ପ୍ରଧାନମନ୍ତ୍ରୀ ଏବଂ ତାଙ୍କ ପତ୍ନୀ ପ୍ରଥମ ଥର ପାଇଁ ବାର୍ଷିକ ‘ରବିବାର ଟାଇମ୍ସ ରିଚ ଲିଷ୍ଟ’ରେ ସ୍ଥାନ…
ସୋମବାର ଚତୁର୍ଥ ଥର ଆସ୍ଥା ଲୋଡ଼ିବେ ନେପାଳ ପ୍ରଧାନମନ୍ତ୍ରୀ
କାଠମାଣ୍ଡୁ,୧୮ା୫(ପି.ଟି.): ନେପାଳ ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହଲ ‘ପ୍ରଚଣ୍ଡ’ ତାଙ୍କ ୧୮ ମାସର କାର୍ଯ୍ୟକାଳ ମଧ୍ୟରେ ସୋମବାର ଚତୁର୍ଥ ଥର ପାଇଁ ଆସ୍ଥାଭୋଟ ଲୋଡ଼ିବାକୁ ଯାଉଛନ୍ତି। ସହଯୋଗୀ ଜନତା ସମାଜବାଦୀ ପାର୍ଟି ନେପାଳ ଦଳରେ ବିଭାଜନ ପରେ ଗତ ୧୩ ତାରିଖରେ ଉପେନ୍ଦ୍ର ଯାଦବଙ୍କ…
ଶେଷରେ ବଦଳିଲା ଟୁଇଟରର ଡୋମେନ ନେମ, ଏବେ x.comରେ ଖୋଲିବ ସୋସିଆଲ ମିଡିଆ ପ୍ଲାଟଫର୍ମ
ଓ୍ବାଶିଂଟନ,୧୭।୫: ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଟୁଇଟର ଡଟ କମ ଖୋଲୁଥିଲା, କିନ୍ତୁ ଅପରାହ୍ନରେ ଏହା ସ୍ବୟଂଚାଳିତ ଭାବରେ x.com ହୋଇଗଲା। ଏହିପରି,୨୦୨୨ରେ ଏଲୋନ ମସ୍କଙ୍କ ଦ୍ୱାରା କିଣାଯାଇଥିବା ସୋସିଆଲ ମିଡିଆ ପ୍ଲାଟଫର୍ମ ସମ୍ପୂର୍ଣ୍ଣ ରୂପେ ବଦଳି ଯାଇଛି। ଅନେକ ବୈଶିଷ୍ଟ୍ୟ ପୂର୍ବରୁ…
ନେପାଳ ସଂସଦରେ ହାତାହାତି ହେଲେ ଶାସକ-ବିରୋଧୀ
କାଠମାଣ୍ଡୁ,୧୭।୫: ସହଯୋଗୀ ଜାଲିଆତି ମାମଲାରେ ନେପାଳର ଗୃହମନ୍ତ୍ରୀ ରବି ଲାମିଚାନେଙ୍କ ବିରୋଧରେ ତଦନ୍ତ କମିଟି ଗଠନ ନେଇ ନେପାଳ ସଂସଦର ନିମ୍ନ ଗୃହରେ ବିରୋଧୀ ଏବଂ ଶାସକ ମିଳିତ ସାଂସଦଙ୍କ ମଧ୍ୟରେ ଝଗଡା ହୋଇଥିଲା। ଗୁରୁବାର ସାରେ ଗୃହର ବାଚସ୍ପତି ଦେବରାଜ…
ଭାରତୀୟ ମସଲା ଉପରେ ପ୍ରତିବନ୍ଧକ ଲଗାଇଲା ନେପାଳ, ଯାଞ୍ଚ ଆରମ୍ଭ
କାଠମାଣ୍ଡୁ,୧୭।୫: ନେପାଳ ଦୁଇଟି ଭାରତୀୟ ବ୍ରାଣ୍ଡର ମସଲା – ଏମଡିଏଚ ଏବଂ ଏଭରେଷ୍ଟର ଆମଦାନୀ, ବ୍ୟବହାର ଏବଂ ବିକ୍ରୟ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି ମସଲାରେ କୀଟନାଶକ ଏବଂ ଇଥିଲିନ ଅକ୍ସାଇଡ ହେବାର ସମ୍ଭାବନା ସମ୍ପର୍କରେ ରିପୋର୍ଟ ମଧ୍ୟରେ ନେପାଳର ଖାଦ୍ୟ…
ରୁଷିଆ ଚାଇନା ସବୁବେଳେ ଏକାଠି ଅଛନ୍ତି, ବେଜିଂ ଗସ୍ତ ସମୟରେ ୭୫ ବର୍ଷ ପୁରୁଣା ଗୀତ ମନେପକାଇଲେ ପୁଟିନ
ବେଜିଂ,୧୭।୫: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଚାଇନା ଗସ୍ତରେ ଅଛନ୍ତି। ଗାଜା ଏବଂ ୟୁକ୍ରେନକୁ ନେଇ ତିକ୍ତତା ମଧ୍ୟରେ ଏକ ବର୍ଷ ମଧ୍ୟରେ ରୁଷିଆର ରାଷ୍ଟ୍ରପତି ଦ୍ୱିତୀୟ ଥର ପାଇଁ ଚାଇନା ଗସ୍ତ କରିଛନ୍ତି। ତାଙ୍କର ପଞ୍ଚମ କାର୍ଯ୍ୟକାଳରେ ପ୍ରବେଶ କରିବା…
୩୪ ବର୍ଷ ବୟସରେ ଜେଜେ ମା’ ହେଲେ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର
ସିଙ୍ଗାପୁର:ସମ୍ପ୍ରତି ଯୁବପିଢ଼ି ନିଜ କ୍ୟାରିୟରକୁ ଦୃଷ୍ଟିରେ ରଖି ବିଳମ୍ବରେ ବିବାହ କରିବା ସହ ବିଳମ୍ବରେ ପରିବାର ଆରମ୍ଭ କରିବାକୁ ପସନ୍ଦ କରୁଛନ୍ତି। କିନ୍ତୁ ସିଙ୍ଗାପୁରର ଶିର୍ଲି ଲିଙ୍ଗ୍ ନାମ୍ନୀ ଜଣେ ମହିଳା ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଏହି ପ୍ରସଙ୍ଗରେ ଏକ ନୂତନ…
୨୬ ବର୍ଷ ତଳେ ଅପହୃତ, ପଡ଼ୋଶୀଙ୍କ ଘରୁ ଉଦ୍ଧାର
ଜେଲ୍ଫା, ୧୭।୫:୧୯୯୮ରେ ଆଲଜେରିଆର ଜେଲ୍ଫା ସହର ବାସିନ୍ଦା ଓମାର ବିନ୍ ଓମରାନଙ୍କୁ ୧୯ ବର୍ଷ ହୋଇଥିଲା। ସେତେବେଳେ ସେ ହଠାତ୍ ନିଖୋଜ ହୋଇଯାଇଥିଲେ। ପରିବାର ଲୋକେ ଖୋଜାଖୋଜି ପରେ ମଧ୍ୟ ତାଙ୍କ ପତ୍ତା ପାଇ ନ ଥିଲେ। ଦେଶରେ ଗୃହଯୁଦ୍ଧ ଚାଲିଥିବାରୁ…
Archives


