ଅନ୍ତର୍ଜାତୀୟ

ଶେଷରେ ଈଶ୍ୱର ଦେଲେ ଦଣ୍ଡ, ଇରାନ ରାଷ୍ଟ୍ରପତିଙ୍କ ମୃତ୍ୟୁରେ ଇସ୍ରାଏଲ୍‌ରେ ଖୁସିର ମାହୋଲ

ଜେରୁଜେଲମ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସି ଏବଂ ବୈଦେଶିକ ମନ୍ତ୍ରୀ ଆମୀର ଅବଦୁଲ୍ଲାୟାନଙ୍କ ପରଲୋକ ଘଟିଛି। ଏଥି ସହିତ ଇସ୍ରାଏଲର ଧାର୍ମିକ ନେତାମାନେ ଏହି ଦୁର୍ଘଟଣା ପରେ ନିଜ ଖୁସି ବ୍ୟକ୍ତ କରୁଛନ୍ତି। ଧାର୍ମିକ ନେତାମାନେ ଏହାକୁ ଈଶ୍ବରଙ୍କ…

ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟର ଠାବ, ଇରାନ ରାଷ୍ଟ୍ରପତି ମୃତ

ନୂଆଦିଲ୍ଲୀ,୨୦।୫: ହେଲିକପ୍ଟର ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି।ଆଜରବଇଜାନରୁ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ ଫେରୁଥିବା ସମୟରେ ହେଲିକପ୍ଟରର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ଏଥିରେ ରାଷ୍ଟ୍ରପତି ଇବ୍ରାହିମ ରଇସି ଏବଂ ତାଙ୍କ ବୈଦେଶିକ ମନ୍ତ୍ରୀ ହୋସେନ୍ ଅମିରାବଡୋଲହିଆନ…

୧୭ ଘଣ୍ଟା ପରେ ମିଳିଲା ଇରାନ ରାଷ୍ଟ୍ରପତି ରଇସିଙ୍କ ହେଲିକପ୍ଟର ଠାବ, ମିଳିନି ରାଷ୍ଟ୍ରପତିଙ୍କ ସନ୍ଧାନ

ନୂଆଦିଲ୍ଲୀ,୨୦।୫: ଇରାନର ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ ଦୁର୍ଘଟଣାଗ୍ରସ୍ତ ହେଲିକପ୍ଟରକୁ ଉଦ୍ଧାରକାରୀ ଦଳ ପାଇଛନ୍ତି। ତେବେ ରାଷ୍ଟ୍ରପତି ରଇସି ଏବଂ ହେଲିକପ୍ଟରରେ ତାଙ୍କ ସହ ଯାତ୍ରା କରୁଥିବା ଅନ୍ୟ ଲୋକମାନେ ଜୀବିତ ନା ନାହିଁ ସେନେଇ ସୂଚନା ମିଳିପାରି ନାହିଁ। ଏକ…

ୟୁକ୍ରେନ୍‌ର ୧୦୩ ଡ୍ରୋନ୍‌, ୧୨ ମିଶାଇଲ୍‌କୁ ଖସାଇଲା ରୁଷିଆ

ମସ୍କୋ,୧୯ା୫: ରୁଷିଆର ଏୟାର ଡିଫେନ୍ସ ଗତ ୨୪ ଘଣ୍ଟା ମଧ୍ୟରେ ୟୁକ୍ରେନ୍‌ର ୧୦୩ଟି ଡ୍ରୋନ୍‌ ଓ ୧୨ଟି ଆମେରିକା ନିର୍ମିତ ଏଟିଏସିଏମ୍‌ଏସ ମିଶାଇଲ ଖସାଇଥିବା ରବିବାର ଦାବି କରିଛି। ୟୁକ୍ରେନ୍‌ ସୈନ୍ୟ କ୍ରିମିଆ ଉପରକୁ ୯ଟି କ୍ଷେପଣାସ୍ତ୍ର ମାଡ଼ କରିବା ସହ…

କେଉଁଠି ଅଛନ୍ତି ଇରାନ ରାଷ୍ଟ୍ରପତି? ଦୁର୍ଘଟଣା ଗ୍ରସ୍ତ ହେଲିକପ୍ଟର ସହ ହୋଇ ପାରୁନାହିଁ ସମ୍ପର୍କ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଏହାକୁ ଅବତରଣ କରାଯାଇଥିଲା। ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି। ରାଇସି ଇରାନର ପୂର୍ବ ଆଜେରବାଇଜାନ…

ବ୍ରିଟେନରେ ଶୁଭିଲା ‘ଅବକି ବାର ୪୦୦ ପାର୍‌’

ଲଣ୍ଡନ,୧୯।୫: ଏଥର ବ୍ରିଟେନର ସଂସଦ ମଇଦାନରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସ୍ଲୋଗାନ ‘ଅବକି ବାର୍‌ ୪୦୦ ପାର୍‌’ ଶୁଣଇବାକୁ ମିଳିଛି। ଭାରତୀୟ ମହିଳାମାନେ ଶନିବାର ବ୍ରିଟିଶ ସଂସଦ ସମ୍ମୁଖରେ ପାରମ୍ପାରିକ ପୋଷାକରେ ପହଞ୍ଚିଥିଲେ। ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସମର୍ଥନ କରିବାକୁ…

ଇରାନ ରାଷ୍ଟ୍ରପତିଙ୍କୁ ନେଇ ଯାଉଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

ତେହେରାନ,୧୯।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କୁ ନେଇ ଯାଉଥିବା ହେଲିକପ୍ଟର ରବିବାର ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି, ଏହା ପରେ ଜରୁରୀକାଳୀନ ପରିସ୍ଥିତିରେ ଅବତରଣ କରାଯାଇଥିଲା। ଇରାନର ରାଜ୍ୟ ଟେଲିଭିଜନ ଏହି ସୂଚନା ଦେଇଛି। ଦେଶର ଅର୍ଥମନ୍ତ୍ରୀ ମଧ୍ୟ ରାଇସିଙ୍କ ସହ…

ମହିଳା ସଂସଦୀୟ ପ୍ରତିନିଧିତ୍ୱ କ୍ଷେତ୍ରରେ ପାକିସ୍ତାନ-ବାଂଲାଦେଶଠାରୁ ବି ପଛରେ ଭାରତ

ନୂଆଦିଲ୍ଲୀ,୧୯ା୫: ଲୋକ ସଭା ନିର୍ବାଚନ ପ୍ରାୟ ଶେଷ ପର୍ଯ୍ୟାୟରେ। ଫଳାଫଳ ପାଇଁ ଆଉ ୧୫ ଦିନ ବାକି ଅଛି। ସମସ୍ତ ଦଳ ସେମାନଙ୍କର ବିଜୟ ଦାବି କରୁଛନ୍ତି। ସିଟ୍‌ ଗଣିବାରେ ବ୍ୟସ୍ତ। କିନ୍ତୁ ଗୋଟିଏ ଗଣିତ ଅଛି, ଯେଉଁଥିରେ ଭାରତ ପଡ଼ୋଶୀ…

ଆଜି ମହାକାଶ ଯିବେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଗୋପୀଚାନ୍ଦ

ଓ୍ବାଶିଂଟନ,୧୯ା୫: ଜେଫ୍‌ ବେଜୋସ୍‌ଙ୍କ ବ୍ଲ୍ୟୁ ଅରିଜିନ ମିଶନରେ ପ୍ରଥମ ଭାରତୀୟ ସ୍ପେସ୍‌ ଟୁରିଷ୍ଟ ଭାବେ ଗୋପୀଚାନ୍ଦ ଥୋକାତୁରା ରବିବାର ମହାକାଶକୁ ଯାତ୍ରା କରିବେ। ପାଇଲଟ ଗୋପୀଚାନ୍ଦ ସ୍ପେସ୍‌ ଟୁରିଜିମ୍‌ ମିଶନର ଅଂଶ ସ୍ବରୂପ ବ୍ଲ୍ୟୁ ଅରିଜିନ ଏନ୍‌ଏସ୍‌-୨୫କୁ ନେଇ କାର୍ମାନ ଲାଇନ…

କିର୍‌ଗିଜସ୍ତାନରେ ଭାରତୀୟ ଛାତ୍ରଙ୍କୁ ଆକ୍ରମଣ, ଘରେ ରହିବାକୁ ଦୂତାବାସର ପରାମର୍ଶ

ନୂଆଦିଲ୍ଲୀ,୧୮ା୫: କିର୍‌ଗିଜସ୍ତାନ ରାଜଧାନୀ ବିଶ୍‌କେକ୍‌ରେ କେତେଜଣ ଭାରତୀୟଙ୍କ ସମେତ ବିଦେଶୀ ଛାତ୍ର ଉତ୍ତ୍ୟକ୍ତ ଲୋକଙ୍କ ଆକ୍ରମଣର ଶିକାର ହୋଇଛନ୍ତି। ସେଠାରେ ଉତ୍ତେଜନା ଲାଗିରହିଥିବାରୁ ଭାରତୀୟମାନେ ଘରେ ରହିବାକୁ ଦୂତାବାସ ପକ୍ଷରୁ ପରାମର୍ଶ ଦିଆଯାଇଛି। ହଷ୍ଟେଲରେ ଉତ୍ତ୍ୟକ୍ତ ଲୋକେ ପ୍ରବେଶ କରି ଆକ୍ରମଣ…

ସିଙ୍ଗାପୁରରେ କରୋନାର ନୂଆ ଓ୍ବେଭ୍‌, ୬ ଦିନରେ ୨୫,୯୦୦ ମାମଲା

ସିଙ୍ଗାପୁର, ୧୮।୫: ଦକ୍ଷିଣ-ପୂର୍ବ ଏସୀୟ ଦେଶ ସିଙ୍ଗାପୁରରେ କରୋନା ଭାଇରସ ପୁଣି ଥରେ ବ୍ୟାପିବାରେ ଲାଗିଛି। ଦେଶରେ ଗତ ୬ ଦିନ ମଧ୍ୟରେ ୨୫,୯୦୦ ନୂଆ କରୋନା ମାମଲା ରେକର୍ଡ ହୋଇଛି। ଏହି ଅବସରରେ ଶନିବାର ସିଙ୍ଗାପୁରର ସ୍ବାସ୍ଥ୍ୟ ମନ୍ତ୍ରୀ ଓଙ୍ଗ୍‌…

ଡରିଗଲା ପାକିସ୍ତାନ, ଭାରତକୁ କଲା ଏମିତି ଅନୁରୋଧ

ଇସଲାମାବାଦ୍‌,୧୮।୩: ପାକିସ୍ତାନ ସରକାର ଭାରତ ସହ ସମ୍ପର୍କକୁ ନେଇ ନ୍ୟାଶନାଲ୍‌ ଆସେମ୍ଭଲିରେ ଏକ ଲିଖିତ ଉତ୍ତର ଦେଇଛନ୍ତି। ଭାରତ ସହ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ପାଇଁ ପାକିସ୍ତାନର ପ୍ରତିବଦ୍ଧତାକୁ ଦୋହରାଇ ବୈଦେଶିକ ମନ୍ତ୍ରୀ ତଥା ଉପପ୍ରଧାନମନ୍ତ୍ରୀ ଇଶାକ ଦାର କହିଛନ୍ତି, ଭାରତ-ପାକିସ୍ତାନ ସମ୍ପର୍କକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri