ଅନ୍ତର୍ଜାତୀୟ

ଶ୍ରୀଲଙ୍କାରେ ଆଜି ରାଷ୍ଟ୍ରପତି ନିର୍ବାଚନ, ନାହାଁନ୍ତି ଜଣେ ବି ମହିଳା ପ୍ରାର୍ଥୀ

କଲମ୍ବୋ,୨୧।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ପଦ ପାଇଁ ମତଦାନ ଶନିବାର ଅନୁଷ୍ଠିତ ହୋଇଛି। ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନ ଉପରେ ଭାରତ ସମେତ ବିଶ୍ୱର ନଜର ରହିଛି। ୨୦୨୨ରେ, ୩୯ଜଣ ପ୍ରାର୍ଥୀ ଅର୍ଥନୈତିକ ସଙ୍କଟର ସମ୍ମୁଖୀନ ହେଉଥିବା ଦେଶରେ ରାଷ୍ଟ୍ରପତି ପଦ ପାଇଁ ଲଢୁଛନ୍ତି।…

ଆମେରିକା ଗସ୍ତରେ ଗଲେ ପ୍ରଧାନମନ୍ତ୍ରୀ ମୋଦି: ଏହି ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ରହିବ ସମସ୍ତଙ୍କ ନଜର

ନୂଆଦିଲ୍ଲୀ,୨୧।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ତିନି ଦିନିଆ ଗସ୍ତ ଆମେରିକା ଗସ୍ତରେ ଯାଇଛନ୍ତି। ଏହି ଗସ୍ତ ସମୟରେ ସେ ବାର୍ଷିକ ‘କ୍ୱାଡ’ ଶିଖର ସମ୍ମିଳନୀରେ ଯୋଗଦେବେ ଏବଂ ମିଳିତ ଜାତିସଂଘ ସାଧାରଣ ସଭାରେ ‘ସମିଟ୍‌ ଅଫ୍‌ ଦ ଫ୍ୟୁଚର୍‌’କୁ ସମ୍ବୋଧିତ…

ଆମେରିକାର ଧ୍ରୁବୀ ପଟେଲ ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌

ଓ୍ବାଶିଂଟନ,୨୧ା୯: ଆମେରିକାର କମ୍ପ୍ୟୁଟର ଇନ୍‌ଫର୍ମେଶନ ସିଷ୍ଟମ୍‌ ଛାତ୍ରୀ ଧ୍ରୁବୀ ପଟେଲଙ୍କୁ ଚଳିତ ବର୍ଷର ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍ବାଇଡ୍‌ ବିଜେତା ଘୋଷଣା କରାଯାଇଛି। ଧ୍ରୁବୀ ବଲିଉଡ୍‌ ଅଭିନେତ୍ରୀ ହେବା ସହ ୟୁନିସେଫ୍‌ ଆମ୍ବାସାଡର ହେବାକୁ ଲକ୍ଷ୍ୟ ରଖିଛନ୍ତି। ମିସ୍‌ ଇଣ୍ଡିଆ ଓ୍ବାଲର୍‌ଡଓ୍‌ାଇଡ୍‌ ଜିତିବା…

ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ରଖିଲା ଇସ୍ରାଏଲ, ହମାସ କଲା ଖାରଜ

ଜେରୁଜେଲମ,୨୦।୯: ଇସ୍ରାଏଲ ଯୁଦ୍ଧ ସମାପ୍ତ କରିବାକୁ ପ୍ରସ୍ତାବ ଦେଇଛି। ଇସ୍ରାଏଲ କହିଛି ଯେ ଯଦି ସମସ୍ତ ବନ୍ଧକଙ୍କୁ ଏକାଠି ମୁକ୍ତ କରାଯାଏ ଏବଂ ଗାଜାକୁ ନିରସ୍ତ୍ର କରାଯାଏ, ତେବେ ସିନୱାରକୁ ଯିବାକୁ ଅନୁମତି ଦିଆଯିବ। ନିକଟରେ ୱାଶିଂଟନରେ ଆଲୋଚନା ହୋଇଥିବା ଏହି…

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ ମଧ୍ୟ ନିସ୍ତାର ପାଇ ନ ଥିଲା। ଏକ ରିପୋର୍ଟ ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ…

ଭାରତ ସରକାର, ଡୋଭାଲଙ୍କ ନାଁରେ ମାମଲା ଦାଏର କଲେ ପନ୍ନୁନ

ଲଣ୍ଡନ,୨୦ା୯:ଖଲିସ୍ତାନୀ ସଂଗଠନ ଶିଖ୍‌ସ ଫର୍‌ ଜଷ୍ଟିସ୍‌ର ଜେନେରାଲ କାଉନସିଲ ଗୁରପତ୍‌ଓ୍ବନ୍ତ ସିଂ ପନ୍ନୁନ ତାଙ୍କ ଓକିଲଙ୍କ ଜରିଆରେ ଭାରତ ସରକାର, ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ ଓ ଅନ୍ୟମାନଙ୍କ ବିରୋଧରେ ଆମେରିକାର ସଂଘୀୟ ଜିଲା ଅଦାଲତରେ ମାମଲା ଦାଏର କରିଛନ୍ତି।…

ଫୁଡ୍‌ ପ୍ୟାକେଜିଂ: ମଣିଷ ଶରୀରରେ ୩୬୦୦ କେମିକାଲ

ଜୁରିଚ୍‌, ୨୦।୯:ଫୁଡ୍‌ ପ୍ୟାକେଜିଂରେ ବ୍ୟବହୃତ ହେଉଥିବା ୩୬୦୦ରୁ ଅଧିକ କେମିକାଲ ମଣିଷ ଶରୀରରେ ଥିବା ନେଇ ବୈଜ୍ଞାନିକମାନଙ୍କର ଏକ ଅଧ୍ୟୟନ ସାମ୍‌ନାକୁ ଆସିଛି। ସୁଇଜରଲାଣ୍ଡର ଜୁରିଚ୍‌ସ୍ଥିତ ଫୁଡ୍‌ ପ୍ୟାକେଜିଂ ଫୋରମ ଫାଉଣ୍ଡେଶନ ନାମକ ଏକ ଏନ୍‌ଜିଓ ପକ୍ଷରୁ କରାଯାଇଥିବା ଏହି ଅଧ୍ୟୟନର…

ନୂଆ ପର୍ଯ୍ୟାୟରେ ମଧ୍ୟପ୍ରାଚ୍ୟ ଯୁଦ୍ଧ: ଗାଜାରୁ ଲେବାନନ୍‌କୁ ମୁହାଁଇଲେ ଇସ୍ରାଏଲୀ ସୈନ୍ୟ

ବେରୁଟ୍‌/ଜେରୁଜେଲମ୍‌,୨୦ା୯:ଲଗାତର ୨ ଦିନ ଧରି ପେଜର ଓ ଓ୍ବାକିଟକି ବିସ୍ଫୋରଣରେ ଲେବାନନ୍‌ ଥରି ଉଠିଥିବାବେଳେ ଗୁରୁବାର ଇସ୍ରାଏଲ୍‌ ପକ୍ଷରୁ ଏହାର ଦକ୍ଷିଣ ଭାଗରେ ପ୍ରଥମ ପ୍ରତ୍ୟକ୍ଷ ଆକ୍ରମଣ କରାଯାଇଛି। ଇସ୍ରାଏଲୀ ସେନା ଯୁଦ୍ଧବିମାନରୁ ଲେବାନନ୍‌ର ଅନେକ ସ୍ଥାନରେ ଏୟାରଷ୍ଟ୍ରାଇକ୍‌ କରିଛି। ବିଶେଷକରି…

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌)ରେ ଅଟକି ରହିଥିବାବେଳେ ସେଠାରେ ଜନ୍ମଦିନ ପାଳନ କରିଛନ୍ତି। ମହାକାଶରେ ସୁନୀତା ଦ୍ୱିତୀୟ…

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ରହିଛି। ସେଠାରେ ହିଂସା ପରେ ଶେଖ ହାସିନା ଦେଶ ଛାଡି ଭାରତ ଚାଲି ଆସିଥିଲେ।…

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା ଭାଷାରେ ଧମକ ଦେଇ କହିଛନ୍ତି ଏହାକୁ ଯୁଦ୍ଧର ଘୋଷଣା। ଗୁରୁବାର ନସରୁଲ୍ଲା ତାଙ୍କ ଅଭିଭାଷଣରେ…

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ ପରେ ବୁଧବାରରେ ୱାକି ଟକି, ସୋଲାର ପ୍ୟାନେଲ, ଫିଙ୍ଗର ପ୍ରିଣ୍ଟ ଉପକରଣ ଏବଂ ରେଡିଓରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri