ଭାରତ ମହାଶକ୍ତି ହେବାକୁ ଯାଉଛି, କିନ୍ତୁ ଆମେ ଭିକ ମାଗୁଛୁ: ପାକିସ୍ତାନର ପରିସ୍ଥିତିକୁ ନେଇ ଶୀର୍ଷ ନେତାଙ୍କ କ୍ରୋଧ
ଇସଲାମାବାଦ୍,୩୦।୪: ପାକିସ୍ତାନର ବରିଷ୍ଠ ନେତା ତଥା ଜାମିୟତ ଉଲେମା-ଇ-ଇସଲାମ (ଏଫ) ର ସଭାପତି ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ଭାରତ ସହ ତୁଳନା କରି କହିଛନ୍ତି, ଭାରତ ଆଜି ଏକ ମହାଶକ୍ତି ହେବାକୁ ଯାଉଛି, ଆମେ ଭିକ ମାଗୁଛୁ ଏବଂ ଦେବାଳିଆ…
ଆମେରିକାରେ ପୁଣି ଗୁଳିକାଣ୍ଡ: ୩ ପୋଲିସ ମୃତ
ନ୍ୟୁୟର୍କ,୩୦।୪: ଆମେରିକାର ଉତ୍ତର କାରୋଲିନାରେ ଗୁଳି ବିନିମୟରେ ତିନି ଜଣ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ତେବେ ଏହି ମୃତ୍ୟୁକୁ ପୋଲିସ ସର୍ବସାଧାରଣରେ ନିଶ୍ଚିତ କରି ନାହିଁ। ଗାଲୱେ ଡ୍ରାଇଭରେ ଥିବା ଏକ ବାସଭବନରେ ଏହି ଘଟଣା ଘଟିଛି। ଅଧିକାରୀଙ୍କ କହିବାନୁସାରେ,…
ଟ୍ରୁଡୋଙ୍କ ଉପସ୍ଥିତିରେ ଖଲିସ୍ତାନୀ ସ୍ଲୋଗାନ
ଟରଣ୍ଟୋ, ୩୦।୪: କାନାଡ଼ାର ଟରଣ୍ଟୋରେ ସୋମବାର ଖାଲ୍ସା ଦିବସ ପାଳନ ହେଉଥିବାବେଳେ ଏଥିରେ ବହୁ ସଂଖ୍ୟାରେ ଶିଖ୍ ସମ୍ପ୍ରଦାୟର ଲୋକ ଯୋଗ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ସମ୍ବୋଧନ କରୁଥିବା ସମୟରେ ଉପସ୍ଥିତ ଥିବା ଲୋକମାନଙ୍କ ମଧ୍ୟରୁ କେତେ…
ଚର୍ମ କର୍କଟ ଟିକାର ହ୍ୟୁମ୍ୟାନ ଟ୍ରାଏଲ୍ ଆରମ୍ଭ
ନୂଆଦିଲ୍ଲୀ,୨୯ା୪: ଚର୍ମ କର୍କଟ ରୋଗର ପ୍ରତିକାର ପାଇଁ ବିଶ୍ୱର ପ୍ରଥମ ଟିକା ଉପରେ ହ୍ୟୁମ୍ୟାନ ଟ୍ରାଏଲ୍ ଆରମ୍ଭ ହୋଇଛି। ବ୍ରିଟେନ୍ର ଜଣେ ରୋଗୀ ଏହି ପରୀକ୍ଷାରେ ସାମିଲ ହୋଇଛନ୍ତି। ଟିକା ଚର୍ମ କର୍କଟ ବିପଦ ଆଶଙ୍କା ୪୯ ପ୍ରତିଶତ ହ୍ରାସ କରୁଥିବା…
ପ୍ରଳୟଙ୍କରୀ ବନ୍ୟାରେ ୪୨ ମୃତ
ନୈରୋବି,୨୯।୪: କେନ୍ଦ୍ରୀୟ କେନିଆର ମାଇ ମାହୁ ଅଞ୍ଚଳରେ ବ୍ୟାପକ ବନ୍ୟାରେ ମୃତ୍ୟୁ ସଂଖ୍ୟା ୨୦ ରୁ ୪୨କୁ ବୃଦ୍ଧି ପାଇଛି। ଏହାପୂର୍ବରୁ ସିଟିଜେନ ଟେଲିଭିଜନ ସୋମବାର ରିପୋର୍ଟ କରିଥିଲା। ଏହି ଆଫ୍ରିକୀୟ ଦେଶରେ ବନ୍ୟା ପରିସ୍ଥିତି ସାଧାରଣ ଜନ ଜୀବନକୁ ବାଧା…
ଦୁବାଇରେ ନିର୍ମାଣ ହେଉଛି ବିଶ୍ୱର ସବୁଠାରୁ ବଡ ବିମାନ ବନ୍ଦର, ରହିବ ଏସବୁ ସୁବିଧା
ଦୁବାଇ,୨୯।୪: ଦୁବାଇରେ ବିଶ୍ୱର ବୃହତ୍ତମ ବିମାନ ବନ୍ଦରର କାର୍ଯ୍ୟ ଆରମ୍ଭ ହୋଇଛି। ଏହି ଅଲ ମକତୁମ ଅନ୍ତର୍ଜାତୀୟ ବିମାନବନ୍ଦର ବର୍ତ୍ତମାନର ଦୁବାଇ ଆନ୍ତର୍ଜାତୀୟ ବିମାନବନ୍ଦର ଠାରୁ ପ୍ରାୟ ପାଞ୍ଚ ଗୁଣ ବଡ଼ ହେବ। କେବଳ ଏତିକି ନୁହେଁ ଏଥିରେ ପାଞ୍ଚଟି ରନୱେର…
ପୁଣିଥରେ ଠପ ହେଲା ଏକ୍ସ, ୫ ଦିନରେ ଦୁଇଥର
ଓ୍ବାଶିଂଟନ/ନୂଆଦିଲ୍ଲୀ,୨୯।୪: ପୂର୍ବରୁ ଟୁଇଟର ଭାବରେ ଜଣାଶୁଣା ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ପୁଣିଥରେ ବନ୍ଦ ହେବାର ଖବର ଆସିଛି। ବ୍ୟବହାରକାରୀମାନେ ଲଗାତାର ସୋସିଆଲ ମିଡିଆରେ ଅଭିଯୋଗ କରୁଛନ୍ତି। ଡାଉନଡିଟେକ୍ଟର ମଧ୍ୟ ଏକ୍ସର ଏହି ଘଟଣାକୁ ନିଶ୍ଚିତ କରିଛନ୍ତି । ସୋମବାର ଅର୍ଥାତ୍…
ଗାଜା ଯୁଦ୍ଧରେ ଲାଗିବ ବ୍ରେକ୍!
ଜେରୁଜେଲମ୍,୨୯ା୪: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସହ ଫୋନ୍ ଯୋଗେ କଥା ହୋଇଛନ୍ତି ବୋଲି ହ୍ବାଇଟ୍ ହାଉସ୍ କହିଛି। ଇସ୍ରାଏଲ ଏବଂ ହମାସ ଉପରେ ଏକ ଚୁକ୍ତି ହେବା ପାଇଁ ଚାପ ବଢ଼ୁଛି। ଯାହା…
ବଢ଼ିବ ଝିଅମାନଙ୍କ ବିବାହ ବୟସ
ଇସଲାମାବାଦ,୨୯ା୪: ଝିଅମାନଙ୍କର ସର୍ବନିମ୍ନ ବିବାହ ବୟସ ବଢ଼ିବ। ଏନେଇ ପାକିସ୍ତାନର ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ ପ୍ରସ୍ତାବ ଦେଇଛି। ପାକିସ୍ତାନରେ ଝିଅମାନେ ଖୁବ୍ କମ୍ ବୟସରେ ବିବାହ କରନ୍ତି। ଏକ ରିପୋର୍ଟ ଅନୁଯାୟୀ, ଶିଶୁ ସୁରକ୍ଷା କଲ୍ୟାଣ ବ୍ୟୁରୋ(ସିପିଡବ୍ଲ୍ୟୁବି) ପଞ୍ଜାବ ସରକାରଙ୍କ…
ନାଭାଲ୍ନି ଗ୍ରୁପ୍ ପାଇଁ କାମ କରୁଥିବା ୨ ଖବରଦାତା ଗଲେ ଜେଲ
ଲଣ୍ଡନ,୨୮ା୪:ରୁଷିଆର ଦିବଂଗତ ବିରୋଧୀ ଦଳ ନେତା ଆଲେକ୍ସି ନାଭାଲ୍ନିଙ୍କ ଦ୍ୱାରା ପ୍ରତିଷ୍ଠିତ ଗ୍ରୁପ୍ ପାଇଁ କାମ କରୁଥିବା ଅଭିଯୋଗରେ ୨ ଜଣ ଖବରଦାତାଙ୍କୁ ଭ୍ଲାଡିମିର ପୁଟିନ୍ ସରକାର ଗିରଫ କରି ଜେଲ ପଠାଇଛନ୍ତି। ସେମାନଙ୍କ ବିରୋଧରେ ଉଗ୍ରବାଦ ଅଭିଯୋଗ ଅଣାଯାଇଛି। ରୁଷୀୟ…
ବେଲୁଚିସ୍ତାନରେ ବର୍ଷା ବିତ୍ପାତ: ୨୨ ମୃତ
କରାଚି,୨୮ା୪:ପାକିସ୍ତାନର ବେଲୁଚିସ୍ତାନ ପ୍ରଦେଶରେ ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ଯୋଗୁ ୨୨ ଜଣଙ୍କ ମୃତ୍ୟୁ ଘଟିଛି। କାଳବୈଶାଖୀଜନିତ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ଜଲାର ସହରାଞ୍ଚଳରେ ବନ୍ୟା ସୃଷ୍ଟି ହୋଇଛି। କ୍ୱେଟା ଉପତ୍ୟକାରେ ଶନିବାର ଦିନ ତମାମ ସର୍ବାଧିକ ବର୍ଷା…
ସମଲିଙ୍ଗି ସମ୍ପର୍କ ରଖିବା ହେବ ଅପରାଧ, ହୋଇପାରେ ୧୫ ବର୍ଷ ଜେଲ, ପ୍ରତିକ୍ରିୟା ରଖିଲା ଆମେରିକା
ଓ୍ବାଶିଂଟନ,୨୮।୪: ସମଲିଙ୍ଗୀ ସମ୍ପର୍କ ସମ୍ପର୍କରେ ଏକ ଆଇନ ଶନିବାର ଇରାକ ସଂସଦରେ ପାରିତ ହୋଇଛି। ଇରାକର ସଂସଦ ସମଲିଙ୍ଗୀ ସମ୍ପର୍କକୁ ଅପରାଧ ବୋଲି କହିଛି। ଏଥି ସହିତ, ଆଇନ ଅନୁଯାୟୀ, ଯେଉଁମାନେ ସମଲିଙ୍ଗୀ ସମ୍ପର୍କ ରଖନ୍ତି ସେମାନଙ୍କ ପାଇଁ ୧୫ବର୍ଷ ଦଣ୍ଡ…
Archives


