ଅନ୍ତର୍ଜାତୀୟ

ଯୁଦ୍ଧରେ ପୁଟିନଙ୍କୁ ବିଜୟୀ ହେବାକୁ ଦେବି ନାହିଁ: ବାଇଡେନ…

ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ୟୁକ୍ରେନକୁ ସାମରିକ ସହାୟତା ଯୋଗାଇ ଦେବା ପାଇଁ ଅନ୍ୟ ଦେଶଙ୍କୁ ଅନୁରୋଧ କରିଛନ୍ତି। ବାଇଡେନ କହିଛନ୍ତି ୟୁକ୍ରେନ ଉପରେ ରୁଷିଆର ବିଜୟ ରୋକିବା ପାଇଁ ଆମେରିକାର ସୈନ୍ୟ ଯୁଦ୍ଧରେ ଅଂଶଗ୍ରହଣ କରିବେ।...

ଟ୍ରମ୍ପ ଗଣତନ୍ତ୍ର ପାଇଁ ବିପଦ: ବାଇଡେନ

ଓ୍ବାଶିଂଟନ,୬ା୧୨: ଆସନ୍ତାବର୍ଷ ଆମେରିକାରେ ଅନୁଷ୍ଠିତ ହେବାକୁ ଯାଉଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟିକ୍‌ ଏବଂ ରିପବ୍ଲିକାନ୍‌ ପାର୍ଟିର ଅଭିଯାନ ଗତିଶୀଳ ହୋଇଛି। ଏକ ପାଣ୍ଠି ସଂଗ୍ରହ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଜୋ ବାଇଡେନ ଯୋଗ ଦେଇ କହିଛନ୍ତି, ଯଦି ପୂର୍ବତନ ରାଷ୍ଟ୍ରପତି...

ଇମ୍ରାନଙ୍କୁ କୋର୍ଟରୁ ଝଟ୍‌କା

ଇସଲାମାବାଦ,୬ା୧୨: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ଇସଲାମାବାଦ ହାଇକୋର୍ଟ(ଆଇଏଚ୍‌ସି)ରୁ ଏକ ଶକ୍ତ ଝଟ୍‌କା ଲାଗିଛି। ତୋସାଖାନା ମାମଲାରେ ଅଯୋଗ୍ୟତା ବିରୋଧରେ ଆବେଦନ ପ୍ରତ୍ୟାହାରକୁ କୋର୍ଟ ଖାରଜ କରିଛନ୍ତି। ଆଇଏଚ୍‌ସି ପ୍ରଧାନ ବିଚାରପତି ଅମର ଫାରୁକ୍‌ ବୁଧବାର ଏହି ରାୟ...

ପାକିସ୍ତାନରେ ଭାରତର ଶତ୍ରୁ ଆଉ ଜଣେ ଆତଙ୍କବାଦୀଙ୍କ ମୁଣ୍ଡ ଗଡିଲା, ଅଜ୍ଞାତ ଆକ୍ରମଣକାରୀ କଲେ ହତ୍ୟା…

ଇସଲାମାବାଦ,୬।୧୨ : ପାକିସ୍ତାନରେ ଭାରତର ଅନ୍ୟତମ ଆତଙ୍କବାଦୀ ଅଦନାନ ଅହମ୍ମଦଙ୍କ ହତ୍ୟା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, କରାଚିରେ ତାଙ୍କୁ ଅଜ୍ଞାତ ଆକ୍ରମଣକାରୀମାନେ ହତ୍ୟା କରିଛନ୍ତି। ଆତଙ୍କବାଦୀ ସଂଗଠନ ଲଶ୍କର-ଇ-ତୋଏବାର ଏକ ଗୁରୁତ୍ୱପୂର୍ଣ୍ଣ ପଦବୀରେ ଅବସ୍ଥାପିତ ଅଦନାନ ୨୦୧୬...

ଜୋତା ପିନ୍ଧି ବୁଲୁଛି ଗଞ୍ଜା, ପାଖରେ ୬୦ ହଳ, ପାଲଟିଛି ସେଲିବ୍ରିଟି, ଦେଖନ୍ତୁ ଭାଇରାଲ ଭିଡିଓ……

ଓ୍ବାଶିଂଟନ,୬।୧୨ : ମଣିଷ ଏବଂ ପ୍ରାଣୀମାନଙ୍କ ମଧ୍ୟରେ ଭଲ ପାଇବା ନିଆରା। ଏହା ଗୃହପାଳିତ ପ୍ରାଣୀ ପାଳନ କରିଥିବା ଲୋକେ ଅନୁଭବ କରିଥିବେ। ଶୀତଦିନେ ଲୋକମାନେ କୁକୁର ଏବଂ ରାସ୍ତାରେ ବୁଲୁଥିବା ପ୍ରାଣୀମାନଙ୍କୁ ପୋଷାକ ପିନ୍‌ଧାଇ ଦେଉଥିବାର ଦେଖିବାକୁ ମିଳିଥାଏ।...

ଭୋ ଭୋ କାନ୍ଦିଲେ କିମ ଜୋଙ୍ଗ ଉନ, ରୁମାଲରେ ପୋଛିଲେ ଲୁହ, ଭିଡିଓ ଭାଇରାଲ…

ପ୍ୟୋଙ୍ଗୟାଙ୍ଗ,୬।୧୨ : ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଏହି ସମୟରେ ବହୁତ ଚିନ୍ତିତ ଅଛନ୍ତି। ନିଜର ସମସ୍ୟା ବିଷୟରେ ସେ ବର୍ତ୍ତମାନ ସହାୟତା ମାଗିବା ଆରମ୍ଭ କରିଛନ୍ତି। ଏକଛତ୍ରବାଦୀ ଶାସକ, ଯିଏ ଆମେରିକା ଭଳି ଏକ...

ଇସ୍ରାଏଲ ମହିଳାଙ୍କ କରୁଣ ଚିତ୍କାର ଆପଣଙ୍କ କାନକୁ ଶୁଭୁ ନ ଥିଲା କି: ନେତାନ୍ୟାହୁଙ୍କ ପ୍ରଶ୍ନ…

ଜେରୁଜେଲମ,୬।୧୨ : ଅସ୍ତ୍ରବିରତି ପରେ ଇସ୍ରାଏଲ ଦକ୍ଷିଣ ଗାଜାରେ ହମାସ ବିରୁଦ୍ଧରେ ଆକ୍ରମଣକୁ ତୀବ୍ର କରିଛି। ମଙ୍ଗଳବାର ପଖାନ ୟୁନିସ ସହରର ପୂର୍ବ ଅଞ୍ଚଳରେ ଇସ୍ରାଏଲର ଟ୍ୟାଙ୍କଗୁଡ଼ିକ ପ୍ରବଳ ଗୁଳି ଚଳାଇଛନ୍ତି। ଏହି ଯୁଦ୍ଧରେ ହଜାର ହଜାର ମହିଳା ଏବଂ...

ଭାରତର ମୁଣ୍ଡ ପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ବୈଶ୍ୱିକ ହାରାହାରିର ଅଧାରୁ କମ୍‌

ଦୁବାଇ,୬ା୧୨(ପି.ଟି.):ଭାରତର ମୁଣ୍ଡପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ୨୦୨୨ରେ ୫ ପ୍ରତିଶତ ବୃଦ୍ଧି ପାଇ ୨ ଟନ୍‌ରେ ପହଞ୍ଚତ୍ଥିଲେ ମଧ୍ୟ ଏହା ବୈଶ୍ୱିକ ହାରାହାରିର ୫୦ ପ୍ରତିଶତରୁ କମ୍‌ ରହିଛି। ମଙ୍ଗଳବାର ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି। ଗ୍ଲୋବାଲ କାର୍ବନ ପ୍ରୋଜେକ୍ଟ ଅନୁଯାୟୀ...

୨୦୧୧-୨୦ରେ ଭାରତ ଅଧିକ ଉତ୍ତପ୍ତ, ଆର୍ଦ୍ର

ଦୁବାଇ,୬ା୧୨(ପି.ଟି.):ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ୨୦୧୧ରୁ ୨୦୨୦ ଦଶନ୍ଧିରେ ଭାରତ ଅଧିକ ଉତ୍ତପ୍ତ ଓ ଆର୍ଦ୍ର ରହିଥିଲା ବୋଲି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ)ର ନୂଆ ରିପୋର୍ଟରେ କୁହାଯାଇଛି। ଦୁବାଇରେ ଚାଲିଥିବା ଜାତିସଂଘ ଜଳବାୟୁ ସମ୍ମିଳନୀ ଅବସରରେ ମଙ୍ଗଳବାର ଉକ୍ତ...

ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ...

ଭେଣ୍ଟିଲେଟରରେ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର, ପାକିସ୍ତାନରେ ଦିଆଯାଇଛି ବିଷ!

ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ ଡାକ୍ତରଖାନାରେ ଭେଣ୍ଟିଲେଟରରେ ଅଛନ୍ତି। ତେବେ କୋଟ ଲାଖପତ ଜେଲରେ ବନ୍ଦୀ ଥିବା ମିରଙ୍କୁ...

ବିଶ୍ୱର ଟପ୍‌ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ ଓହ୍ଲାଇ ବିଶ୍ୱରେ ପ୍ରଥମ ଦେଶ ଭାବେ ଇତିହାସ ରଚି ସାରିଛି। ବର୍ତ୍ତମାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri