ଅନ୍ତର୍ଜାତୀୟ

ଏବେ ହେବ ମହାସଂଗ୍ରାମ! ଇରାନକୁ ମିଳିବ କଡା ଜବାବ…ଆକ୍ସନ ମୋଡରେ ନେତାନ୍ୟାହୁ

ଜେରୁଜେଲମ,୧୬।୪: ଇରାନ ଆକ୍ରମଣ ପରେ ଇସ୍ରାଏଲ ଏହାର ପ୍ରତିଶୋଧ ନେବାକୁ ଚିନ୍ତା କରିଛି। ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କଠାରୁ ଆରମ୍ଭ କରି ଇସ୍ରାଏଲ ସେନା ପର୍ଯ୍ୟନ୍ତ ଇରାନର ଆକ୍ରମଣର ଜବାବ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଗୋଟିଏ ପଟେ ବେଞ୍ଜାମିନ ନେତାନ୍ୟାହୁ ଜରୁରୀ ବୈଠକ…

ଆଫଗାନିସ୍ତାନରେ ବନ୍ୟା, ୩୩ ମୃତ

କାବୁଲ, ୧୬।୪: ଆଫଗାନିସ୍ତାନରେ ଗତ ୩ ଦିନ ଧରି ଲଗାଣ ବର୍ଷା ଯୋଗୁ ବନ୍ୟା ବିଭୀଷିକା ଘଟି ୩୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବନ୍ୟାରେ ୨୭ ଜଣ ଆହତ ହୋଇଥିବାବେଳେ ୬୦୦ ଘର କ୍ଷତିଗ୍ରସ୍ତ ହୋଇଥିବା ତାଲିବାନର ମୁଖପାତ୍ର ଅବଦୁଲ୍ଲାହ ଜନାନ୍‌…

ଇରାନ୍‌ର ୮୦ ୟୁଏଭିକୁ ଧ୍ୱଂସ କରିଛି ଆମେରିକା

ଓ୍ବାଶିଂଟନ,୧୬ା୪ (ପି.ଟି.): ଇସ୍ର୍ରାଏଲ ଉପରେ ଆକ୍ରମଣ ବେଳେ ଇରାନ ଛାଡ଼ିଥିବା ୮୦ରୁ ଊର୍ଦ୍ଧ୍ୱ ୟୁଏଭି ଏବଂ ଅନୂ୍ୟନ ୬ଟି ବାଲିଷ୍ଟିକ୍‌ ମିଶାଇଲ୍‌କୁ ଆମେରିକା ଧ୍ୱଂସ କରିଦେଇଥିବା ପେଣ୍ଟାଗନ କହିଛି। ଇସ୍ରାଏଲ୍‌କୁ ମାଡ଼ କରିବା ପୂର୍ବରୁ ହୁଟି ନିୟନ୍ତ୍ରିତ ୟେମେନ୍‌ ଅଞ୍ଚଳରେ ଥିବା ଇରାନର…

ପଦ ଛାଡିବେ ସିଙ୍ଗାପୁର ପ୍ରଧାନମନ୍ତ୍ରୀ

ସିଙ୍ଗାପୁର,୧୫।୪: ସିଙ୍ଗାପୁର ପ୍ରଧାନମନ୍ତ୍ରୀ ଲି ସିନ ଲୁଙ୍ଗ ସୋମବାର କହିଛନ୍ତି ଯେ ସେ ଆସନ୍ତା ୧୫ମେ’ ରେ ନିଜ ପଦରୁ ଇସ୍ତଫା ଦେବେ। ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ଭାବରେ ଲରେନ୍ସ ୱଙ୍ଗ ନିଯୁକ୍ତ ହେବେ। ସେ ବର୍ତ୍ତମାନ ଦେଶର ଉପପ୍ରଧାନମନ୍ତ୍ରୀ ଅଟନ୍ତି। ପ୍ରଧାନମନ୍ତ୍ରୀଙ୍କ…

ଓମାନରେ ପ୍ରଳୟଙ୍କରୀ ବନ୍ୟା, ଏବେ ପର୍ଯ୍ୟନ୍ତ ୧୩ ମୃତ

ମସ୍କଟ,୧୫।୪: ପ୍ରକୃତି ବର୍ତ୍ତମାନ ମଧ୍ୟ ପୂର୍ବର ଓମାନ ସହରରେ ତାଣ୍ଡବ ସୃଷ୍ଟି କରୁଛି। ସୋମବାର ପ୍ରବଳ ବର୍ଷା ଯୋଗୁଁ ସେଠାରେ ୧୩ ଜଣଙ୍କର ମୃତ୍ୟୁ ହେଲାଣି। ୟୁଏଇ ସ୍ଥିତ ଖାଲିଜ ଟାଇମ୍ସ ଅନୁଯାୟୀ ଓମାନର ସିଭିଲ ଡିଫେନ୍ସ ଏବଂ ଆମ୍ବୁଲାନ୍ସ କର୍ତ୍ତୃପକ୍ଷ…

ଏହି ୫ ସୁରକ୍ଷା କବଚ ସହାୟତାରେ ଇରାନକୁ ପାଣି ପିଆଇଲା ଇସ୍ରାଏଲ

ଜେରୁଜେଲମ୍‌,୧୫ା୪:୬ ମାସ ଧରି ଲାଗି ରହିଥିବା ହମାସ୍‌ ବିରୋଧୀ ଯୁଦ୍ଧ ବେଳେ ଇସ୍ରାଏଲ୍‌ର ଏୟାର ଡିଫେନ୍ସ ସିଷ୍ଟମ୍‌ ରକେଟ, ଡ୍ରୋନ୍‌ ଓ ମିଶାଇଲ୍‌ ଆକ୍ରମଣକୁ ପ୍ରତିହତ କରିବା ପାଇଁ କାର୍ଯ୍ୟରତ ଥିବାବେଳେ ୩୦୦ରୁ ଊର୍ଦ୍ଧ୍ୱ ଇରାନୀୟ ଡ୍ରୋନ୍‌ ଓ ଦୂରଗାମୀ କ୍ଷେପଣାସ୍ତ୍ର…

ଇସ୍ରାଏଲ-ଇରାନ ବିବାଦ ମଧ୍ୟରେ ଆନନ୍ଦ ମହିନ୍ଦ୍ରାଙ୍କୁ ପସନ୍ଦ ଆସିଗଲା ଏହି ଗୋଟିଏ ଜିନିଷ: କହିଲେ, ଭାରତକୁ ବି ଏହା ଆବଶ୍ୟକ

ନୂଆଦିଲ୍ଲୀ,୧୫।୪: ଅନେକ ଦିନ ପରେ ନୀରବ ରହିବା ପରେ ଶେଷରେ ଇସ୍ରାଏଲ ଏବଂ ଇରାନ ମଧ୍ୟରେ ବିବାଦ ଆରମ୍ଭ ହୋଇଛି। ଏହି ବିବାଦ ଉପରେ ସମଗ୍ର ବିଶ୍ୱର ନଜର ରହିଛି। ଏହି ସମୟ ମଧ୍ୟରେ ମହିନ୍ଦ୍ରା ଗ୍ରୁପର ଚେୟାରମ୍ୟାନ ଆନନ୍ଦ ମହିନ୍ଦ୍ରା…

ଇରାନ ଆକ୍ରମଣ ପରେ ଆକ୍ସନ ମୋଡରେ ଆମେରିକା

ଓ୍ବାଶିଂଟନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଆମେରିକା ପରିସ୍ଥିତି ଉପରେ କଡା ନଜର ରଖିଛି। ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ତୁର୍କୀ ବୈଦେଶିକ ମନ୍ତ୍ରୀ ହକନ ଫିଦାନଙ୍କ ସହ କଥା ହୋଇଛନ୍ତି।…

ଆମ ପାଖରେ ଆଉ କୌଣସି ବାଟ ନ ଥିଲା; ସଫେଇ ଦେଲା ଇରାନ

ତେହରାନ,୧୫।୪: ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ମିଳିତ ଜାତିସଂଘ ସୁରକ୍ଷା ପରିଷଦର ଏକ ଜରୁରୀ ବୈଠକ ଡକାଯାଇଥିଲା। ଏହି ବୈଠକରେ ଇରାନର କୂଟନୀତିଜ୍ଞମାନେ ମଧ୍ୟ ଯୋଗ ଦେଇଥିଲେ। ଏହି ବୈଠକରେ ଇରାନର କୂଟନୀତିଜ୍ଞ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣକୁ ସଠିକ୍‌…

ସଠିକ୍ ସମୟରେ ମିଳିବ ଆକ୍ରମଣର ଜବାବ, ଇରାନ ଆକ୍ରମଣ ପରେ ଇସ୍ରାଏଲ ମନ୍ତ୍ରୀଙ୍କ ପ୍ରତିଜ୍ଞା

ମୁମ୍ବାଇ,୧୫ା୪: ଇସ୍ରାଏଲର ମନ୍ତ୍ରୀ ବେନି ଗାଣ୍ଟଜ ରବିବାର ଶପଥ ନେଇଛନ୍ତି ଯେ ସମୟ ଆସିଲେ ଇରାନ କରିଥିବା କ୍ଷେପଣାସ୍ତ୍ର ଏବଂ ଡ୍ରୋନ୍ ଆକ୍ରମଣର ଜବାବରେ ଦେବ। ଇରାନ ଆକ୍ରମଣ ଉପରେ ଦେଶର ପ୍ରତିକ୍ରିୟା ବିଷୟରେ ଆଲୋଚନା କରିବା ପାଇଁ ଇସ୍ରାଏଲ ଯୁଦ୍ଧ…

ଘନେଇଲା ଯୁଦ୍ଧ ସଙ୍କଟ:ବଢ଼ିବ ଅତ୍ୟାବଶ୍ୟକ ସାମଗ୍ରୀ ଦରଦାମ୍‌

ତେଲ୍‌ ଆଭିଭ୍‌/ତେହରାନ୍‌/ଓ୍ବାଶିଂଟନ୍‌,୧୪ା୪:୨୦୨୨ ଫେବୃଆରୀ ୨୪ରୁ ରୁଷିଆ-ୟୁକ୍ରେନ୍‌ ଏବଂ ୨୦୨୩ ଅକ୍ଟୋବର ୭ରୁ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଲାଗି ରହିଥିବାବେଳେ ସାରା ବିଶ୍ୱର ମୁଣ୍ଡବ୍ୟଥା ବଢ଼ାଇବା ଭଳି ଆଉ ଏକ ବଡ଼ ସଂଘର୍ଷର ସୂତ୍ରପାତ ହୋଇଛି। ଡାମସ୍କସ୍‌ରେ ଥିବା ନିଜ ଦୂତାବାସ ଉପରେ ଇସ୍ରାଏଲୀ…

ମାଳଦ୍ୱୀପ ଛାଡ଼ିଲେ ଦ୍ୱିତୀୟ ବ୍ୟାଚ୍‌ ଭାରତୀୟ ସୈନ୍ୟ

ମାଲେ,୧୪ା୪:ମାଳଦ୍ୱୀପ ରାଷ୍ଟ୍ରପତି ମୋହମ୍ମଦ ମୁଇଜୁଙ୍କ ଦାବି କ୍ରମେ ସେଠାରେ ଥିବା ଭାରତୀୟ ସୈନ୍ୟଙ୍କର ଦ୍ୱିତୀୟ ବ୍ୟାଚ୍‌ ରବିବାର ଉକ୍ତ ଦ୍ୱୀପଦେଶ ଛାଡ଼ିଛନ୍ତି। ମାଳଦ୍ୱୀପ ଜନସାଧାରଣଙ୍କ ସେବାରେ ନିୟୋଜନ ପାଇଁ ଭାରତ ଦେଇଥିବା ହେଲିକପ୍ଟରକୁ ଏହି ସୈନ୍ୟମାନେ ପରିଚାଳନା କରୁଥିଲେ। ମାଲେରେ ଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri