ମୋଦିଙ୍କ ରୁଷିଆ ଗସ୍ତ ପୂର୍ବରୁ ପାକିସ୍ତାନକୁ ବଡ଼ ଅଫର୍ ଦେଲା ରୁଷିଆ
ନୂଆଦିଲ୍ଲୀ/ମସ୍କୋ,୪।୭:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷିଆରେ ପହଞ୍ଚିବା ପୂର୍ବରୁ ମଧ୍ୟ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏକ ବଡ଼ ଗେମ୍ ଖେଳିଛନ୍ତି। ସେ ଭାରତର ଶତ୍ରୁ ପାକିସ୍ତାନକୁ ଏକ ଅଫର ଦେଇଛନ୍ତି। କାଜାଖସ୍ତାନରେ ଚାଲିଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଠକରେ ପୁଟିନ ପାକିସ୍ତାନ…
କର୍ମଚାରୀଙ୍କ ଦରମା ବଢ଼ାଇବାରୁ ଦୋକାନୀଙ୍କୁ ଜେଲ
ନେପିଡୋ,୩।୭:ମ୍ୟାନ୍ମାରରେ ଜଣେ ଦୋକାନୀ ତାଙ୍କ କର୍ମଚାରୀଙ୍କ ଦରମା ବୃଦ୍ଧି କରିଥିବାରୁ ତାଙ୍କୁ ଜେଲ ପଠାଯାଇଛି। ମ୍ୟାନ୍ମାରର ମୁଦ୍ରାସ୍ଫୀତି ବୃଦ୍ଧି ପାଉଥିବା ବେଳେ ଉକ୍ତ ଦୋକାନୀ ଜଣକ ନିଜ କର୍ମଚାରୀଙ୍କ ବେତନ ବୃଦ୍ଧି କରିଥିଲେ। ତେଣୁ ଦେଶର ସାମରିକ ସରକାରଙ୍କ ସୈନିକମାନେ ‘ପ୍ୟାଏ…
ପ୍ରଧାନମନ୍ତ୍ରୀ ପଦରୁ ହଟାଇବାକୁ ଚାଲିଛି ବଡ଼ ଯୋଜନା
କାଠମାଣ୍ଡୁ,୩ା୭(ପି.ଟି.) : ନେପାଳ ପ୍ରଧାନମନ୍ତ୍ରୀ ପଦରୁ ପୁଷ୍ପ କମଲ ଦହଲ ‘ପ୍ରଚଣ୍ଡ’ଙ୍କୁ ହଟାଇବା ପାଇଁ ଦୁଇ ବୃହତ୍ ଦଳ ନେପାଳୀ କଂଗ୍ରେସ ଏବଂ ସିପିଏନ୍-ୟୁଏମ୍ଏଲ୍ ମଧ୍ୟରେ ସୋମବାର ରାତିଅଧିଆ ଚୁକ୍ତିନାମା ସ୍ବାକ୍ଷରିତ ହୋଇଛି। ଉକ୍ତ ଡିଲ୍ ଅନୁଯାୟୀ ମେଣ୍ଟ ସରକାର ବଦଳରେ…
ପ୍ରୀତି ପାଣିଗ୍ରାହୀଙ୍କ ଫିଲ୍ମକୁ ଗ୍ରାଣ୍ଡ ଜୁରି ପୁରସ୍କାର
ଲସ୍ ଏଞ୍ଜେଲସ୍, ୩ା୭: ରିଚା ଚଢ଼ା ଓ ଅଲି ଫଜଲଙ୍କ ନିର୍ମିତ, ଶୁଚି ତଲାତିଙ୍କ ନିର୍ଦ୍ଦେଶିତ ଏବଂ ଓଡ଼ିଆ ଝିଅ ପ୍ରୀତି ପାଣିଗ୍ରାହୀଙ୍କ ଅଭିନୀତ ‘ଗର୍ଲସ୍ ଓ୍ବିଲ୍ ବି ଗର୍ଲସ୍’ ଫିଲ୍ମ ସୋମବାର ଆମେରିକାର ଲସ୍ ଏଞ୍ଜେଲସ୍ରେ ଚାଲିଥିବା ଭାରତୀୟ ଚଳଚ୍ଚିତ୍ର…
ସାମ୍ନାକୁ ଆସିଲା ୪, ୫୦୦ ବର୍ଷ ତଳର ସହର, ପଡ଼ିରହିଛି ୩ ଶହ ମୃତଦେହ
ନୂଆଦିଲ୍ଲୀ,୨।୭: ଇତିହାସରେ ଏମିତି କିଛି ଘଟଣା ରହିଛି, ଯାହା ସମୟ ସହିତ ଅଦୃଶ୍ୟ ହୋଇଯାଇଛି । କିନ୍ତୁ ବେଳେ ବେଳେ ହଜାର ହଜାର ଘଟଣା ସାମ୍ନାକୁ ମଧ୍ୟ ଆସିଥାଏ । ଯାହାକି ଆମକୁ ଚକିତ କରିଦିଏ । ଏପରି ଏକ ଘଟଣା…
ଲାଗୁ ହେଲା ନୂଆ ନିୟମ, ନାତୁଣୀ-ନାତିଙ୍କ ଯତ୍ନ ନେବା ପାଇଁ ଜେଜେମା-ଜେଜେଙ୍କୁ ମିଳିବ ଛୁଟି
କୋପେନହେଗନ,୨।୭: ସୋମବାର ସ୍ବିଡେନ ନୂତନ ପିତୃତ୍ୱ ନିୟମ ଲାଗୁ କରିଛି। ଏହା ଅଧୀନରେ, ଜେଜେମା-ଜେଜେବାପାମାନେ ଶିଶୁ ଜନ୍ମର ପ୍ରଥମ ବର୍ଷରେ ତିନିମାସ ପର୍ଯ୍ୟନ୍ତ ନାତି ନାତୁଣୀଙ୍କ ଯତ୍ନ ନେବା ପାଇଁ ଦରମା ସହିତ ପିତୃତ୍ୱ ଛୁଟି ପାଇପାରିବେ। ସ୍ବିଡେନର ୩୪୯ସିଟ ବିଶିଷ୍ଟ…
ଭାରତ-ପାକିସ୍ତାନ ସମ୍ପର୍କକୁ ନେଇ ମୁହଁ ଖୋଲିଲା ଆମେରିକା
ଓ୍ବାଶିଂଟନ୍,୨।୭: ଭାରତ ଏବଂ ପାକିସ୍ତାନ ମଧ୍ୟରେ ସମ୍ପର୍କ ଦୀର୍ଘ ବର୍ଷ ଧରି ବନ୍ଦ ରହିଛି। ଭାରତର ସ୍ପଷ୍ଟ ଆଭିମୁଖ୍ୟ ରହିଛି, ଯେପର୍ଯ୍ୟନ୍ତ ପାକିସ୍ତାନ ଆତଙ୍କବାଦକୁ ନିୟନ୍ତ୍ରଣ ନ କରେ ସେ ପର୍ଯ୍ୟନ୍ତ କୌଣସି ଆଲୋଚନା ହେବ ନାହିଁ। ଭାରତ-ପାକିସ୍ତାନ ସମ୍ପର୍କକୁ ନେଇ…
୨୮ ବର୍ଷ ବୟସରେ ଏହି ଯୁବକ ହେବେ ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ, ୨ା୭: ଗତ ୫ ବର୍ଷ ମଧ୍ୟରେ ବିଶ଼୍ବର ବିଭିନ୍ନ ଦେଶରେ ନିର୍ବାଚନ ହୋଇଛି । ପ୍ରାୟତଃ ରାଷ୍ଟ୍ରରେ ସରକାର ବଦଳିଛି ଏବଂ ପ୍ରଧାନମନ୍ତ୍ରୀ ମଧ୍ୟ ବଦଳିଛନ୍ତି । ହେଲେ ଭାରତରେ ସମାନ ସରକାର ରହିଛି । ଅନ୍ୟପଟେ ଫ୍ରାନ୍ସର ନିର୍ବାଚନ…
ନୂଆ ଟିକସ ବୃଦ୍ଧିକୁ ନେଇ ହିଂସା: ଚାଲିଗଲା ୩୯ ଜୀବନ
ନାଇରୋବି,୨।୭:ନୂଆ ଟିକସ ବୃଦ୍ଧି ବିରୋଧରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ କରାଯାଉଛି। ଏହି ହିଂସାରେ ଏପର୍ଯ୍ୟନ୍ତ ଅତି କମରେ ୩୯ ଜଣଙ୍କର ମୃତ୍ୟୁ ହୋଇଛି। ଏହି ସପ୍ତାହରେ କେନିଆରେ ବିକ୍ଷୋଭକାରୀମାନେ ଏକ ନୂଆ ରାଉଣ୍ଡ ବିରୋଧ ପାଇଁ ପ୍ରସ୍ତୁତ ହେଉଛନ୍ତି ବୋଲି…
ପରୀକ୍ଷଣ ବେଳେ ଚାଇନାର ‘ତିଆନ୍ଲଙ୍ଗ୍-୩’ ରକେଟ ଦୁର୍ଘଟଣାଗ୍ରସ୍ତ
ବେଜିଂ, ୨।୭: ଚାଇନାର ସ୍ପେସ୍ ପାୟୋନିଅର କମ୍ପାନୀ ଦ୍ୱାରା ‘ତିଆନ୍ଲଙ୍ଗ୍-୩’ ରକେଟକୁ ସୋମବାର ପରୀକ୍ଷଣ କରାଯାଉଥିବାବେଳେ ଏହା ହଠାତ୍ ଉତ୍କ୍ଷେପିତ ହୋଇ ଦୁର୍ଘଟଣାଗ୍ରସ୍ତ ହୋଇଛି। ଉକ୍ତ ରକେଟଟି ଲଞ୍ଚ୍ପ୍ୟାଡ୍ରୁ ଅଲଗା ହେବା ସହ ଆକାଶରେ ଦ୍ରୁତବେଗରେ ଗତିକରି ମଧ୍ୟ ଚାଇନାର ହେନାନ୍ ପ୍ରଦେଶର…
ମନ୍ଦିରରେ ଘୂରି ବୁଲୁଛି ବ୍ରିଟେନ ରାଜନୀତି, ସୁନକଙ୍କ ବ୍ୟତୀତ ବିରୋଧୀ ନେତା ବି କରୁଛନ୍ତି ପୂଜାର୍ଚ୍ଚନା
ଲଣ୍ଡନ,୧।୭: ବ୍ରିଟେରେ ସାଧାରଣ ନିର୍ବାଚନ ପାଇଁ ଭୋଟ ତିନି ଦିନ ପରେ ଅର୍ଥାତ୍ ୪ ଜୁଲାଇରେ ଅନୁଷ୍ଠିତ ହେବ । କଞ୍ଜରଭେଟିଭ ପାର୍ଟି ବର୍ତ୍ତମାନ ବ୍ରିଟେନରେ କ୍ଷମତାରେ ଅଛି। ଏହି ପାର୍ଟି ନେତା ଋଷି ସୁନକ ହେଉଛନ୍ତି ଦେଶର ପ୍ରଧାନମନ୍ତ୍ରୀ। ବିଶେଷ…
୩୪ ବର୍ଷ ପୂର୍ବେ ୩୬୭ ଯାତ୍ରୀ ଥିଲେ ବନ୍ଧକ, ଏବେ ହେଲା ମାମଲା ରୁଜୁ
କୁଏତ୍,୧ା୭: ୧୯୯୦ରେ ବ୍ରିଟିଶ ଏୟାରଓ୍ବେଜ ବିମାନର ଯାତ୍ରୀ ଏବଂ କ୍ରୁ ସଦସ୍ୟମାନେ କୁଏତରେ ବନ୍ଦୀ ହୋଇଥିଲେ। ବର୍ତ୍ତମାନ ବିମାନର ଯାତ୍ରୀମାନେ ବ୍ରିଟେନ ସରକାର ଏବଂ ବିମାନ ସେବା ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛନ୍ତି। ଇରାକର ତତ୍କାଳୀନ ନେତା ସଦ୍ଦାମ ହୁସେନ…
Archives


