ଅନ୍ତର୍ଜାତୀୟ

ପ୍ରଧାନମନ୍ତ୍ରୀ ହିଁ ବନ୍ଦ କରିପାରିବେ ଯୁଦ୍ଧ, ମୋଦିଙ୍କ ଲିଡରଶିପକୁ ପ୍ରଶଂସା କଲେ ଜେଲନସ୍କି

କ୍ୱିଭ,୨୮।୧୦: ରୁଷିଆ-ୟୁକ୍ରେନ ଯୁଦ୍ଧକୁ ଅଢେଇ ବର୍ଷରୁ ଅଧିକ ସମୟ ବିତିଗଲାଣି। ଏହି ଯୁଦ୍ଧରେ ହଜାର ହଜାର ଲୋକ ପ୍ରାଣ ହରାଇଲେଣି। ହେଲେ ଯୁଦ୍ଧ ବନ୍ଦ ହେବାର କୌଣସି ଚିହ୍ନ ବର୍ଣ୍ଣ ଦେଖାଯାଉ ନାହିଁ । ଏଥି ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ଭାରତୀୟ ବଂଶୋଦ୍ଭବଙ୍କ ସହ ଆଜି ଦୀପାବଳି ପାଳିବେ ବାଇଡେନ

ଓ୍ବାଶିଂଟନ,୨୮ା୧୦: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ଦୀପାବଳିକୁ କେତେ ପସନ୍ଦ କରନ୍ତି ତାହା ସମଗ୍ର ବିଶ୍ୱ ପୂର୍ବରୁ ମଧ୍ୟ ଦେଖିସାରିଛି। ପ୍ରତିବର୍ଷ ଏଠାରେ ଦୀପାବଳିର ମହୋତ୍ସବ ପାଳନ କରାଯାଏ। ଏଥର ମଧ୍ୟ ଆଜି ଅର୍ଥାତ୍‌ ସୋମବାର ଦୀପାବଳିକୁ ‘ହ୍ବାଇଟ୍‌ ହାଉସ୍‌’ରେ…

ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪

ଆମେରିକା ରାଷ୍ଟ୍ରପତି ନିର୍ବାଚନକୁ ମାତ୍ର ୯ ଦିନ ବାକି। ହ୍ବାଇଟ୍‌ ହାଉସ୍‌ ପାଇଁ ୨ ପ୍ରତିଦ୍ୱନ୍ଦ୍ୱୀ ଉପରାଷ୍ଟ୍ରପତି କମଲା ହାରିସ୍‌ ଏବଂ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ପ୍ରସ୍ତୁତ। ଯୁଦ୍ଧଭୂମିରେ ଝୁଲା ରାଜ୍ୟଗୁଡ଼ିକ ଫଳାଫଳକୁ ବହୁଳ ମାତ୍ରାରେ ପ୍ରଭାବିତ କରିବା ସମ୍ଭାବନା…

ବାଂଲାଦେଶରେ ହିନ୍ଦୁ କର୍ମଚାରୀଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରାଯାଉଛି

କୋଲକାତା,୨୭ା୧୦: ବାଂଲାଦେଶରେ ଶେଖ୍‌ ହାସିନାଙ୍କ ସରକାରର ପତନ ପରେ ମୌଳବାଦୀ ସଂଗଠନଗୁଡ଼ିକର ଶକ୍ତି ବୃଦ୍ଧି ପାଇବା ସହ ସଂଖ୍ୟାଲଘୁ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାର ବଢ଼ିଛି। ସରକାରୀ ଚାକିରିରୁ ହିନ୍ଦୁମାନଙ୍କୁ ଇସ୍ତଫା ଦେବା ପାଇଁ ବାଧ୍ୟ କରାଯାଉଛି। ସେମାନେ ମୁସଲମାନ ମହିଳାଙ୍କୁ ପ୍ରେମ…

ଇରାନର ଅଣ୍ଟା ଭାଙ୍ଗିଦେଲା ଇସ୍ରାଏଲ୍‌, ଆକ୍ରମଣରେ କ୍ଷେପଣାସ୍ତ୍ର ଇନ୍ଧନ କାରଖାନା ଧ୍ୱଂସ

ତେହରାନ,୨୭।୧୦: ଇରାନ ଉପରେ ଇସ୍ରାଏଲର ଆକ୍ରମଣ ପରେ ପଶ୍ଚିମ ଏସିଆରେ ଉତ୍ତେଜନା ବୃଦ୍ଧି ପାଉଛି। ବର୍ତ୍ତମାନ ବିଶ୍ୱ ଇରାନର ପ୍ରତିକ୍ରିୟାକୁ ଅପେକ୍ଷା କରିଛି। ଏସବୁ ମଧ୍ୟରେ ଶନିବାର ହୋଇଥିବା ଆକ୍ରମଣରେ ଇସ୍ରାଏଲ ଇରାନର ଅଣ୍ଟାକୁ ଭାଙ୍ଗି ଦେଇଛି। ଜେରୁଜେଲମ ପୋଷ୍ଟ ଅନୁଯାୟୀ…

ଆମେରିକାରୁ ବେଆଇନ ଭାରତୀୟ ପ୍ରବାସୀ ବିଦା

ଓ୍ବାଶିଂଟନ,୨୭ା୧୦: ଆମେରିକା ରାଷ୍ଟ୍ରପତି ନିର୍ବାଚନ ଆସନ୍ତା ମାସରେ ହେବାକୁ ଯାଉଥିବାବେଳେ ଏହା ପୂର୍ବରୁ ସେଠାରେ ବେଆଇନ ଭାବେ ପ୍ରବେଶ କରି ରହିଯାଇଥିବା ଭାରତୀୟମାନଙ୍କୁ ବିଦା କରିଦିଆଯାଇଛି। ଗତ ୨୨ ତାରିଖରେ ଚାର୍ଟାର୍ଡ ବିମାନ ଭଡ଼ାକରି ସେମାନଙ୍କୁ ସ୍ବଦେଶ ପଠାଇ ଦିଆଯାଇଥିବା ଆମେରିକାର…

ବାଂଲାଦେଶରେ ହିନ୍ଦୁଙ୍କ ବିଶାଳ ରାଲି

ଢାକା,୨୬ା୧୦: ସଂଖ୍ୟାଲଘୁ ଅଧିକାର ଦାବିରେ ବାଂଲାଦେଶ ହିନ୍ଦୁ ସମ୍ପ୍ରଦାୟର ହଜାର ହଜାର ଲୋକ ଚିଟ୍ଟାଗଙ୍ଗ୍‌ର ଐତିହାସିକ ଲାଲ୍‌ଦିଘି ମଇଦାନରେ ଶୁକ୍ରବାର ବିଶାଳ ରାଲି କରିଛନ୍ତି। ସେମାନଙ୍କର ୮ ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ବିକ୍ଷୋଭ ଜାରି ରଖିବେ ବୋଲି କହିଛନ୍ତି।…

ଆଫ୍ରିଦି ହେଲେ ପାକିସ୍ତାନର ମୁଖ୍ୟ ବିଚାରପତି

ଇସଲାମାବାଦ,୨୬।୧୦: ୟାହିୟା ଆଫ୍ରିଦି ଶନିବାର ପାକିସ୍ତାନର ୩୦ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି ସୂଚନା ରାଷ୍ଟ୍ରପତି ଭବନର ମିଡିଆ ୱିଙ୍ଗ ଦ୍ୱାରା ଦିଆଯାଇଛି। ଇସଲାମାବାଦର ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ସମାରୋହରେ ରାଷ୍ଟ୍ରପତି ଆସିଫ ଅଲି ଜରଦାରୀ…

ଇରାନର ଦକ୍ଷିଣ ପୂର୍ବରେ ଜୋରଦାର ଆକ୍ରମଣ, ୧୦ ପୋଲିସ କର୍ମୀ ମୃତ

ଦୁବଇ,୨୬।୧୦: ଶନିବାର ଇରାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ସିସ୍ତାନ ଏବଂ ବାଲୁଚିସ୍ତାନରେ ଏକ ପୋଲିସ କନଭେନ ଉପରେ ଏକ ବଡ଼ ଆକ୍ରମଣ ହୋଇଛି। ନ୍ୟୁଜ ଏଜେନ୍ସି ଏପି ଅନୁଯାୟୀ ଏହି ଆକ୍ରମଣରେ ଅତି କମରେ ୧୦ଜଣ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ସୂଚନାନୁସାରେ,…

ଜେଲରେ ବନ୍ଦ ଥିବା ନୋବେଲ ଶାନ୍ତି ପୁରସ୍କାର ବିଜେତା ନର୍ଗିସଙ୍କର ବଢିଲା ସମସ୍ୟା

ଦୁବଇ,୨୬।୧୦: ନୋବେଲ ଶାନ୍ତି ପୁରସ୍କାର ବିଜୟୀନି ନର୍ଗିସ ମୋହମ୍ମଦିଙ୍କ ସମସ୍ୟା ଥମିବାର ଯେମିତି ନାଁ ନେଉନାହିଁ। ତାଙ୍କୁ ପୁଣିଥରେ ଇରାନ କର୍ତ୍ତୃପକ୍ଷ ଅତିରିକ୍ତ ୬ମାସ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ମାନବ ଅଧିକାର କର୍ମୀ ନର୍ଗିସଙ୍କ ପାଇଁ ପ୍ରଚାର କରୁଥିବା ଗୋଷ୍ଠୀ ମାଗଣା…

ଯୁଆଡେ ଚାହିଁଲେ ସେଆଡେ ହିନ୍ଦୁ, ବାଂଲାଦେଶରେ ସନାତନ ଜାଗରଣ ମଞ୍ଚର ବଡ଼ ପ୍ରଦର୍ଶନ

ଢାକା,୨୬।୧୦: ବାଂଲାଦେଶରେ ଲାଗାତାର ଭାବେ ସଂଖ୍ୟାଲଘୁ ବିଶେଷ କରି ହିନ୍ଦୁଙ୍କୁ ଟାର୍ଗେଟ କରାଯାଉଛି । ବର୍ତ୍ତମାନ ସଂଖ୍ୟାଲଘୁଙ୍କ ବିରୋଧରେ ଚାଲିଥିବା ହିଂସା ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ଶୁକ୍ରବାର ବାଂଲାଦେଶୀ ହିନ୍ଦୁମାନେ ଚିତ୍ରକୋଣ୍ଡାର ଐତିହାସିକ ଲାଲଦିଘତ ମଇଦାନରେ ଏକ ବିଶାଳ…

ପ୍ରତିଶୋଧ ନେଲା ଇସ୍ରାଏଲ, ରାତି ଅଧରେ ତେହହେରାନରେ ମିସାଇଲ ମାଡ

ତେହେରାନ,୨୬।୧୦: ସକାଳୁ ସକାଳୁ ଇରାନ ଉପରେ ଜୋରଦାର ଆକ୍ରମଣ କରିଛି ଇସ୍ରାଏଲ । ପ୍ରତିଶୋଧ ନେବାକୁ ଇସ୍ରାଏଲ ପକ୍ଷରୁ ବି ବଡ଼ ଧରଣର ଆକ୍ରମଣ ହୋଇଛି । ହିଜବୁଲ୍ଲା ମୁଖ୍ୟ ହସନ ନସରୁଲ୍ଲାର ମୃତ୍ୟୁ ପରେ ଇରାନ ଇସ୍ରାଏଲ ଉପରେ ଶହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?