ଅନ୍ତର୍ଜାତୀୟ

ଆସିଲା ଡେଡ୍‌ଲାଇନ୍‌…ଦୀପାବଳି ପୂର୍ବରୁ ଡେମଚୋକ୍‌, ଡେପ୍‌ସାଙ୍ଗରୁ ହଟିବେ ଭାରତ-ଚାଇନା ସେନା

ନୂଆଦିଲ୍ଲୀ,୨୫ା୧୦: ପୂର୍ବ ଲଦାଖର ୨ ଫ୍ରିକ୍ସନ ପଏଣ୍ଟ ଡେମ୍‌ଚୋକ୍‌ ଏବଂ ଡେପ୍‌ସାଙ୍ଗରେ ୪ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ଲାଗି ରହିଥିବା ବିବାଦରେ ପଡ଼ିବ ପୂର୍ଣ୍ଣଚ୍ଛେଦ। ଭାରତ ଓ ଚାଇନା ଏହି ଦୁଇ ସୀମାନ୍ତ ଅଞ୍ଚଳରୁ ସେନା ପ୍ରତ୍ୟାହାର ଆରମ୍ଭ କରିଛନ୍ତି।…

ଭାରତୀୟଙ୍କୁ ଚାକିରି ଦେବାକୁ ଡାକୁଛି ଜର୍ମାନୀ, ମୋଦିଙ୍କ ସାମ୍ନାରେ ଏମିତି କହିଲେ ଚାନସେଲର

ନୂଆଦିଲ୍ଲୀ,୨୫।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିରେ ଜର୍ମାନ ଚାନସେଲର ଓଲାଫ ସ୍କୋଲଜ କହିଛନ୍ତି ଯେ ଜର୍ମାନୀ ଭାରତୀୟମାନଙ୍କୁ ଚାକିରି ଯୋଗାଇବାକୁ ଚାହୁଁଛି। ସେ ଡାକୁଛନ୍ତି। କିନ୍ତୁ କେବଳ ଗୋଟିଏ ସର୍ତ୍ତ ଅଛି ଯେ ଆମକୁ କୁଶଳୀ ମାନବ ଶକ୍ତି ଆବଶ୍ୟକ। ଆମର…

ମୋ ହାତ, ଅଣ୍ଟାକୁ ଛୁଇଁଥିଲେ ଡୋନାଲ୍ଡ ଟ୍ରମ୍ପ: ସାଂଘାତିକ ଅଭିଯୋଗ ଆଣିଲେ ପୂର୍ବତନ ମଡେଲ୍‌

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ମାତ୍ର ୧୦ ଦିନ ବାକି ଅଛି। ଭାରତୀୟ ମୂଳର କମଲା ହାରିସ ଏବଂ ଡୋନାଲ୍ଡ ଟ୍ରମ୍ପଙ୍କ ମଧ୍ୟରେ କଡ଼ା ପ୍ରତିଯୋଗିତା ଚାଲିଛି। ଏହି ସମୟରେ ଜଣେ ପୂର୍ବତନ ମଡେଲ ଡୋନାଲ୍ଡ ଟ୍ରମ୍ପଙ୍କ ନାଁରେ ଅସଦାଚରଣ…

ଟ୍ରମ୍ଫଙ୍କ ପାଇଁ ପାଣିଭଳି ଅର୍ଥ ଖର୍ଚ୍ଚ କରୁଛନ୍ତି ମସ୍କ

ଓ୍ବାଶିଂଟନ,୨୫।୧୦: ଆମେରିକାର ରାଷ୍ଟ୍ରପତି ନିର୍ବାଚନରେ ବିଲିୟନେୟାର ଏଲୋନ ମସ୍କ ଖୋଲାଖୋଲି ଭାବେ ଡୋନାଲ୍ଡ ଟ୍ରମ୍ପଙ୍କୁ ସମର୍ଥନ କରୁଛନ୍ତି। ଟ୍ରମ୍ପଙ୍କ ସମର୍ଥନରେ ସେ ନିରନ୍ତର ରାଲି ମଧ୍ୟ କରୁଛନ୍ତି। ନିର୍ବାଚନ ପୂର୍ବରୁ ଟ୍ରମ୍ପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବାରେ ମସ୍କ ଦ୍ୱିତୀୟ ବୃହତ୍ତମ…

ଗୋଟିଏ ଦିନରେ ରେକର୍ଡ ଏତିକି ଟଙ୍କା ରୋଜଗାର କଲେ ଏଲନ ମସ୍କ: ମୋଟ ସମ୍ପତ୍ତି ଜାଣିଲେ…

ନୂଆଦିଲ୍ଲୀ,୨୫।୧୦: ଦୁନିଆର ସବୁଠାରୁ ଧନୀ ବିଲିୟନେୟାର ଏଲନ ମସ୍କର ନିଟ ମୂଲ୍ୟ ଗୋଟିଏ ଦିନରେ ୩୩.୫ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। ଏବେ ତାଙ୍କ ସମ୍ପତ୍ତି ୨୭୦ ବିଲିୟନ ଡଲାରକୁ ବୃଦ୍ଧି ପାଇଛି। କମ୍ପାନୀର ସିଇଓ ଏଲନ ମସ୍କଙ୍କ ସମ୍ପତ୍ତିରେ ବୃଦ୍ଧି…

ଶେଖ ହାସିନାଙ୍କ ପରେ ଏବେ ଏମିତି କରୁଛନ୍ତି ୟୁନୁସ ସରକାର, ଯାହାକୁ ନେଇ…

ଢାକା,୨୫।୧୦: ବାଂଲାଦେଶରେ ମଧ୍ୟବର୍ତ୍ତୀକାଳୀନ ସରକାର ଗଠନ ପରେ ମଧ୍ୟ ରାସ୍ତାରେ ଲୋକଙ୍କ ବିରୋଧ ପ୍ରଦର୍ଶନ ଜାରି ରହିଛି। ବର୍ତ୍ତମାନ ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାର ମହମ୍ମଦ ୟୁନୁସ ଦେଶର ସେନାରୁ ବହୁ ସଂଖ୍ୟକ ସେନା ଅଧିକାରୀଙ୍କୁ ହଟାଇବାକୁ ଯୋଜନା କରୁଛନ୍ତି। ଯେଉଁଥିରେ ବାଂଲାଦେଶ…

କମଲା ହାରିସଙ୍କୁ ପ୍ରଶଂସା କଲେ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥଶାସ୍ତ୍ରୀ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଡେମୋକ୍ରାଟିକ ପାର୍ଟିର ପ୍ରାର୍ଥୀ ଏବଂ ଉପରାଷ୍ଟ୍ରପତି କମଲା ହାରିସଙ୍କୁ ୨୩ ନୋବେଲ ପୁରସ୍କାର ବିଜେତା ଅର୍ଥନୀତିଜ୍ଞଙ୍କ ସମର୍ଥନ ମିଳିଛି। ଏହି ଅର୍ଥନୀତିଜ୍ଞମାନେ କମଲା ହାରିସଙ୍କୁ ସମ୍ବୋଧିତ କରି ୨୨୮ ଶବ୍ଦର ଏକ ଚିଠି ଲେଖିଥିଲେ।…

ରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ କମଲା ହାରିସଙ୍କୁ ଲାଗିଲା ବଡ ଝଟ୍‌କା, ବାଜି ମାରିଲେ ଟ୍ରମ୍ଫ

ଓ୍ବାଶିଂଟନ,୨୫।୧୦: ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ବର୍ତ୍ତମାନ ଭୋଟ ପାଇଁ ମାତ୍ର ଦୁଇ ସପ୍ତାହ ବାକି ଅଛି। ଆମେରିକାର ଉଭୟ ଦଳ ନିର୍ବାଚନରେ ଜିତିବାକୁ ପ୍ରାଣପଣେ ଚେଷ୍ଟା କରୁଛନ୍ତି। ଏହି ସମୟରେ ଡେମୋକ୍ରାଟିକ ପାର୍ଟି ଏକ ବଡ଼ ଧରଣର ଅସୁବିଧାର…

ପଦ ଛାଡିବେ କାନାଡା ପ୍ରଧାନମନ୍ତ୍ରୀ! ବଡ଼ ଘୋଷଣା କରିଦେଲେ ଟ୍ରୁଡୋ, ଜାଣନ୍ତୁ କ’ଣ କହିଲେ…

ଓଟାଓ୍ବା,୨୫।୧୦: କାନାଡା ସାଂସଦମାନେ କାନାଡାର ପ୍ରଧାନମନ୍ତ୍ରୀଙ୍କ ଉପରେ ଅସନ୍ତୋଷ ଅଛନ୍ତି। ସେମାନେ କ୍ରମାଗତ ଭାବରେ ଜଷ୍ଟିନ ଟ୍ରୁଡୋଙ୍କ ଇସ୍ତଫା ଦାବି କରୁଛନ୍ତି। ଏଭଳି ପରିସ୍ଥିତିରେ ବିଶ୍ୱାସ କରାଯାଉଥିଲା ଯେ ଚାପ ବୃଦ୍ଧି ହେତୁ ଟ୍ରୁଡୋ ଆସନ୍ତା ନିର୍ବାଚନ ପୂର୍ବରୁ ଇସ୍ତଫା ଦେଇପାରନ୍ତି,…

ବାଂଲାଦେଶ ମୁହାଁ ବାତ୍ୟା! ‘ଦାନା’କୁ ନେଇ ଚେତାବନୀ ଜାରି କଲା ବାଂଲାଦେଶ

ଢାକା,୨୪।୧୦: ବାତ୍ୟା ‘ଦାନା’ ଏହାର ଉପକୂଳବର୍ତ୍ତୀ ଅଞ୍ଚଳ ଆଡକୁ ଗତି କରୁଥିବା ନେଇ ବାଂଲାଦେଶ ଏକ ସତର୍କ ସୂଚନା ଜାରି କରିଛି। ବାଂଲାଦେଶ ପାଣିପାଗ ବିଭାଗର ଏକ ସ୍ବତନ୍ତ୍ର ବୁଲେଟିନ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଗୁରୁବାର ଜାରି କରାଯାଇଥିବା ଏକ…

ସବୁକିଛି ହୋଇଯିବ ଓଲଟ ପାଲଟ…ଇସ୍ରାଏଲ ଯୁଦ୍ଧକୁ ନେଇ ଜୟଶଙ୍କର କହିଲେ କେମିତି ଥମିବ ଯୁଦ୍ଧ

କଜାନ,୨୪।୧୦: ବିଶ୍ୱରେ ଆସିବାକୁ ଥିବା ଆଗାମୀ ବିବାଦକୁ ନେଇ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ଚେତାବନୀ ଦେଇଛନ୍ତି। ବ୍ରିକ୍ସ ପ୍ଲସ ପ୍ଲାଟଫର୍ମରୁ ୟୁକ୍ରେନ ଏବଂ ପଶ୍ଚିମ ଏସିଆର ତିକ୍ତତା ବିଷୟରେ ସେ ସ୍ପଷ୍ଟ ଭାବରେ କହିଛନ୍ତି ଯେ ଦ୍ୱନ୍ଦ୍ୱ ବଢିବାରେ ଲାଗିଛି।…

ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ନେଲା ତୁର୍କୀ

ଅଙ୍କାରା,୨୪।୧୦: ଇସ୍ରାଏଲ-ଇରାନ ଯୁଦ୍ଧ ମଧ୍ୟରେ ବୁଧବାର ତୁର୍କୀରେ ଏକ ଆତଙ୍କବାଦୀ ଆକ୍ରମଣ ହୋଇଥିଲା। ଏହି ଆକ୍ରମଣ ତୁର୍କୀର ରାଜଧାନୀ ଅଙ୍କାରର ପ୍ରତିରକ୍ଷା କମ୍ପାନୀ ତୁର୍କୀ ଏରୋସ୍ପେସ ଇଣ୍ଡଷ୍ଟ୍ରିଜ ମୁଖ୍ୟାଳୟରେ କରାଯାଇଥିଲା। ଆତଙ୍କବାଦୀ ଆକ୍ରମଣରେ ୧୦ ଜଣଙ୍କର ମୃତ୍ୟୁ ଘଟିଥିଲା ଏବଂ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?