ଅନ୍ତର୍ଜାତୀୟ

ୟାହିୟା ସିନଓ୍ବାର କିଏ? ଅକ୍ଟୋବର ୭ ନରସଂହାର ପଛରେ ରହିଥିଲା ଯାହାଙ୍କ ହାତ, ହତ୍ୟା କରି ଇସ୍ରାଏଲ ନେଲା ପ୍ରତିଶୋଧ…

ଜେରୁଜେଲମ,୧୮।୧୦: ୨୦୨୩ ଅକ୍ଟୋବର ୭ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣର ପଛରେ ଥିଲେ ହମାସ ମୁଖ୍ୟ ୟାହିୟା ସିନଓ୍ବାର। ଏହି ଆକ୍ରମଣରେ ୧୨୦୦ ଲୋକଙ୍କ ମୃତ୍ୟୁ ଘଟିଥିବା ଯୋଗୁ ସେ ଇସ୍ରାଏଲ ସେନାର ଟାର୍ଗେଟରେ ରହିଥିଲେ। କେବଳ ଏତିକି ନୁହେଁ ଅକ୍ଟୋବର…

ଭାରତ ସହ ସମ୍ପର୍କ ଯୋଡିବାକୁ ଚାହୁଁଛି ପାକିସ୍ତାନ, ନଓ୍ବାଜ ସରିଫ କହିଲେ ପୁରୁଣା କଥା ଛାଡି ନୂଆ ଆରମ୍ଭ କର

ଇସଲାମାବାଦ,୧୮।୧୦: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଭାରତ ସହ ଭଲ ସମ୍ପର୍କ ସ୍ଥାପନ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ମଧ୍ୟ ଟାର୍ଗେଟ କରିଛନ୍ତି। ନୱାଜ କହିଛନ୍ତି ଯେ ଭାରତ ସହ ସମ୍ପର୍କ ନଷ୍ଟ…

କିଏ ସମ୍ଭାଳିବେ ହମାସର ଗୁରୁ ଦାୟିତ୍ୱ? ଲିଷ୍ଟରେ ରହିଛି ଏହି ନେତାଙ୍କ ନାମ

ତେଲ ଅଭିଭ,୧୮।୧୦: ଅକ୍ଟୋବର ୭, ୨୦୨୩ରେ ଇସ୍ରାଏଲ ଉପରେ ହୋଇଥିବା ଆକ୍ରମଣର ନେତୃତ୍ୱ ନେଇଥିବା ହମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ଗତକାଲି (ଅକ୍ଟୋବର ୧୭) ହତ୍ୟା କରାଯାଇଛି। ଅକ୍ଟୋବର୭, ୨୦୨୩ ଆକ୍ରମଣରେ ୧,୨୦୦ ଇସ୍ରାଏଲ ନାଗରିକଙ୍କର ମୃତ୍ୟୁ ହୋଇଥିଲା, ଯାହା ବର୍ତ୍ତମାନ…

ଭାରତ ଉପରେ ରାଗିକି ନିଆଁବାଣ ଚାଇନା: କହିଲା, ଏମିତି କଲେ…

ମୁମ୍ବାଇ/ବେଜିଂ,୧୮।୧୦: ମୁମ୍ବାଇରେ ତାଇୱାନର ତାଇପେଇ ଅର୍ଥନୈତିକ ଏବଂ ସାଂସ୍କୃତିକ କେନ୍ଦ୍ର (ଟିଇସିସି)ର ନିକଟରେ ସ୍ଥାପିତ କାର୍ଯ୍ୟାଳୟକୁ ନେଇ ଚାଇନା ଭାରତ ସହ କୂଟନୈତିକ ବିରୋଧ କରିଛି। ଚାଇନା ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ମାଓ ନିଙ୍ଗ କହିଛନ୍ତି, ତାଇୱାନ ଚାଇନା ଅଞ୍ଚଳର ଏକ…

କାଲି ଶେଷ ହେବ ଯୁଦ୍ଧ! ନେତାନ୍ୟାହୁଙ୍କ ବଡ ଘୋଷଣା, ହମାସ ସାମ୍ନାରେ ରଖିଲେ ବଡ଼ ସର୍ତ୍ତ

ତେଲ ଅଭିଭ,୧୮।୧୦: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଏକ ବଡ଼ ଘୋଷଣା କରିଛନ୍ତି। ହମାସର ନେତା ୟାହିୟା ସିନୱାରଙ୍କ ହତ୍ୟା ପରେ ସେ ଗାଜାବାସୀଙ୍କୁ ସମ୍ବୋଧିତ କରିଥିଲେ। ଏହି ସମୟରେ ନେତାନ୍ୟାହୁ କହିଛନ୍ତି ଯେ ଯଦି ହମାସ ଇସ୍ରାଏଲର ବନ୍ଧକମାନଙ୍କୁ ଫେରାଇ…

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ ପ୍ରମାଣ ଦେଇନାହିଁ। ବର୍ତ୍ତମାନ କାନାଡାର ଜାତୀୟ ସୁରକ୍ଷା ବିଶେଷଜ୍ଞ ଜୋ ଆଡାମ ଜର୍ଜ ଏହି…

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ ନିଜ୍ଜାରଙ୍କ ହତ୍ୟା ସହ ଜଡିତ ପ୍ରସଙ୍ଗ। ଏହା ଉପରେ କାନାଡା ଭାରତ ବିରୋଧରେ ଭିତ୍ତିହୀନ…

ଭୂଟାନକୁ କବ୍‌ଜା କଲା ଚାଇନା: ବିଶ୍ୱ ପାଇଁ ବଢିଲା ବିପଦ

ବେଜିଂ,୧୮।୧୦: ବିସ୍ତାରବାଦ ନୀତି ପାଇଁ ଚାଇନା ସାରା ବିଶ୍ୱରେ ଜଣାଶୁଣା। ଡ୍ରାଗନର ଅନ୍ୟ ଦେଶର ଜମିକୁ କବଜା କରୁଥିବା ଯୋଗୁ ପ୍ରାୟ ପ୍ରତ୍ୟେକ ପଡୋଶୀ ଦେଶ ସହିତ ଏହାର ସମ୍ପର୍କ ତିକ୍ତ। ବର୍ତ୍ତମାନ ଏହା ଭୁଟାନର ଜମିକୁ ଦଖଲ କରିଛି। ଏକ…

ହମାସ୍‌ ଶୀର୍ଷନେତା ୟାହୟା ସିନ୍‌ଓ୍ବର ନିହତ: ସ୍ପଷ୍ଟ କଲା ଇସ୍ରାଏଲ୍‌

ଦେଇର୍‌ ଅଲ୍‌-ବଲାହ, ୧୭ା୧୦: ଗାଜାରେ ଇସ୍ରାଏଲୀ ସେନାର ଆକ୍ରମଣରେ ହମାସ୍‌ର ଶୀର୍ଷନେତା ୟାହୟା ସିନ୍‌ଓ୍ବରଙ୍କ ମୃତ୍ୟୁ ଘଟିଛି। ଇସ୍ରାଏଲ୍‌ କର୍ତ୍ତୃପକ୍ଷ ଏନେଇ ଗୁରୁବାର ରାତିରେ ସ୍ପଷ୍ଟ କରିଛନ୍ତି। ଇସ୍ରାଏଲ୍‌ ସେନାର ସୂଚନା ଅନୁଯାୟୀ, ଗାଜା ଆକ୍ରମଣ ସମୟରେ ୩ ଜଣ ଆତଙ୍କବାଦୀ…

ସତରେ କ’ଣ ହମାସ ମୁଖ୍ୟଙ୍କର ହୋଇଛି ମୃତ୍ୟୁ? ଇସ୍ରାଏଲ ସେନାର ବଡ଼ ଦାବି

ଜେରୁଜେଲମ,୧୭।୧୦: ହାମାସ ମୁଖ୍ୟ ୟାହିୟା ସିନୱାରଙ୍କୁ ହତ୍ୟା କରାଯାଇଥିଲା କି? ଗାଜାରେ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିବା ଇସ୍ରାଏଲ ସେନା ଦାବି କରିଛି। ବୋଧହୁଏ ୟାହିୟା ସିନୱାର ମଧ୍ୟ ଏଥିରେ ଜଡିତ ଥିଲେ। ଇସମାଇଲ ହାନିଆଙ୍କୁ ହତ୍ୟା କରାଯିବା ପରେ…

ଏବେ କେଉଁଠି ଅଛନ୍ତି ଶେଖ ହାସିନା? ବୈଦେଶିକ ମନ୍ତ୍ରଣାଳୟ ଦେଲା ଅପଡେଟ୍‌

ନୂଆଦିଲ୍ଲୀ,୧୭।୧୦: ବାଂଲାଦେଶରେ ହୋଇଥିବା ହିଂସା ପରେ ପ୍ରଧାନମନ୍ତ୍ରୀ ଶେଖ ହାସିନା ୫ ଅଗଷ୍ଟରେ ଦିଲ୍ଲୀ ପଳାଇଆସିଥିଲେ। ଏହା ପରେ ତାଙ୍କୁ ଗାଜିଆବାଦରେ ଶପିଂ କରୁଥିବା ଦେଖିବାକୁ ମିଳିଥିଲା। କିନ୍ତୁ ସେବେଠାରୁ ତାଙ୍କ ବିଷୟରେ କୌଣସି ସୂଚନା ସାମ୍ନାକୁ ଆସିନାହିଁ। ଏହି ସମୟରେ…

କିଏ ସେହି ସୁନ୍ଦରୀ, ଯାହାଙ୍କ ସହିତ ଟ୍ରୁଡୋଙ୍କର ରହିଛି ସମ୍ପର୍କ! ଅନେକ ସମୟରେ ଏକାଠି ନଜର ଆସନ୍ତି

ଓଟାଓ୍ବା,୧୭।୧୦: କାନାଡା ଏବଂ ଭାରତ ତିକ୍ତତା ମଧ୍ୟରେ କାନାଡାର ବୈଦେଶିକ ମନ୍ତ୍ରୀ ମେଲୋନି ଜୋଲି ମଧ୍ୟ ଏହି ଚର୍ଚ୍ଚାରେ ଅଛନ୍ତି। ଭାରତୀୟ କୂଟନୀତିଜ୍ଞଙ୍କୁ ବହିଷ୍କାର କରିବା ପରେ ମେଲୋନି ଜୋଲି ଖାଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂ ନିଜାରଙ୍କ ହତ୍ୟା ଘଟଣାରେ ସହଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?