ଅନ୍ତର୍ଜାତୀୟ

ଶ୍ରୀଲଙ୍କାରେ ଚାଇନାର ଯୁଦ୍ଧ ଜାହାଜ

ନୂଆଦିଲ୍ଲୀ,୯ା୧୦: ଚାଇନାର ଏକ ସାମରିକ ପ୍ରଶିକ୍ଷଣ ଜାହାଜ ଶ୍ରୀଲଙ୍କାର କଲମ୍ବୋ ବନ୍ଦରରେ ପହଞ୍ଚିଛି। ଏଥିପାଇଁ ଶ୍ରୀଲଙ୍କାର ନୂଆ ସରକାର ଦେଇଥିବା ଅନୁମତିକୁ ଏହାର ବହିର୍ବ୍ୟାପାର ମନ୍ତ୍ରୀ ବିଜିଥା ହେରାଥ ସମର୍ଥନ କରିଛନ୍ତି। ଶ୍ରୀଲଙ୍କା ସନ୍ତୁଳିତ କୂଟନୈତିକ ସମ୍ପର୍କ ଉପରେ ଗୁରୁତ୍ୱ ଦେଉଛି।…

ପଦାର୍ଥ ବିଜ୍ଞାନରେ ନୋବେଲ ଜିତିଲେ ଜନ୍ ହୋପଫିଲଡ ଓ ଜିଓଫ୍ରେ ହିଣ୍ଟନ

ନୂଆଦିଲ୍ଲୀ,୮।୧୦: ଆମେରିକୀୟ ବୈଜ୍ଞାନିକ ଜନ୍ ହୋପଫିଲ୍ଡ ଏବଂ ବ୍ରିଟେନ-କାନାଡିୟ ବୈଜ୍ଞାନିକ ଜିଓଫ୍ରେ ହିଣ୍ଟନଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ମିଳିଛି। ଏହି ଦୁଇ ବୈଜ୍ଞାନିକ ମେଶିନ୍ ଲର୍ଣିଂର ମୂଳଦୁଆ ପକାଇବା ପାଇଁ ଗୁରୁତ୍ୱପୂର୍ଣ୍ଣ ଆବିଷ୍କାର ଏବଂ ଉଦ୍ଭାବନ କରିଥିଲେ, ଯେଉଁଥିପାଇଁ ତାଙ୍କୁ…

ପାକିସ୍ତାନ ଯାଇ ଭାରତକୁ କାହିଁକି ପ୍ରଶଂସା କଲେ ଜାକିର ନାୟକ

ଇସଲାମାବାଦ,୮।୧୦: ଭାରତ ବିରୋଧରେ ବିଷ ଓଗାଳୁ ଥିବା ଜାକିର ନାୟକ ବର୍ତ୍ତମାନ ପାକିସ୍ତାନ ଗସ୍ତରେ ଅଛନ୍ତି। ସେ ୨୮ଅକ୍ଟୋବର ପର୍ଯ୍ୟନ୍ତ ପାକିସ୍ତାନରେ ରହିବାକୁ ଯାଉଛନ୍ତି। ତେବେ ଜାକିର ନାୟକ ପାକିସ୍ତାନର ଆତିଥ୍ୟକୁ ଅଧିକ ପସନ୍ଦ କରି ନାହାଁନ୍ତି। ସୂଚନାଯୋଗ୍ୟ, ମାଲେସିଆରୁ ୧୦୦୦…

୩ ଦଶନ୍ଧିରେ ନଦୀଗୁଡ଼ିକ ପାଇଁ ୨୦୨୩ ସବୁଠୁ ଶୁଷ୍କ ବର୍ଷ

ଜେନେଭା, ୮।୧୦: ନିକଟରେ ବିଶ୍ୱବ୍ୟାପୀ ଦେଖାଦେଇଥିବା ଜଳ ସଙ୍କଟର ଏକ ଚିନ୍ତାଜନକ ବିଷୟକୁ ବିଶ୍ୱ ପାଣିପାଗ ସଙ୍ଗଠନ(ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସୋମବାର ଜାରି ହୋଇଥିବା ‘ଷ୍ଟେଟ ଅଫ୍‌ ଗ୍ଲୋବାଲ ଓ୍ବାଟର ରିସୋର୍ସେସ୍‌ ୨୦୨୩’ ରିପୋର୍ଟରେ ବିସ୍ତୃତ ଭାବେ ଦର୍ଶାଯାଇଛି। ଉକ୍ତ ରିପୋର୍ଟରେ ଭୂତଳ…

ବର୍ଷକରେ ଧ୍ୱଂସସ୍ତୂପ ପାଲଟିଛି ଗାଜା

ତେଲ୍‌ ଆଭିଭ୍‌/ଗାଜା ଷ୍ଟ୍ରିପ୍‌,୮ା୧୦: ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ସୋମବାର ବର୍ଷେ ପୂରିଛି। ଇସ୍ରାଏଲ୍‌ର ଆକ୍ରମଣରେ ଗାଜା ବର୍ଷକ ମଧ୍ୟରେ ଏକପ୍ରକାର ଧ୍ୱଂସସ୍ତୂପରେ ପରିଣତ ହୋଇଥିବା ସାଟେଲାଇଟ୍‌ ଫଟୋରୁ ଦେଖିବାକୁ ମିଳିଛି। ଚାରିଆଡ଼େ ବିଲ୍ଡିଂଗୁଡ଼ିକର ଧ୍ୱଂସାବଶେଷର ପାହାଡ଼ ଛିଡ଼ାହୋଇଛି। ଦୂଷିତ ଜଳ ଯୋଗୁ ରୋଗ…

ଇସ୍ରାଏଲ ଉପରେ ୧୩୫ ଘାତକ ମିସାଇଲ ମାଡ କଲା ହେଜବୁଲ୍ଲା

ନୂଆଦିଲ୍ଲୀ,୭।୧୦: ସୋମବାର ଇସ୍ରାଏଲ ଉପରେ ଘାତକ ଆକ୍ରମଣ କରିଛି ହେଜବୁଲ୍ଲା। ଗତ ଏକ ସପ୍ତାହ ମଧ୍ୟରେ ଇସ୍ରାଏଲ ଉପରେ ଦ୍ୱିତୀୟ ବୃହତ୍ତ ଆକ୍ରମଣ। ଏଥର ଲେବାନାନର ହେଜବୁଲ୍ଲା ଅତି କମରେ ୧୩୫ ‘ଫାଦୀ-୧’ କ୍ଷେପଣାସ୍ତ୍ର ଇସ୍ରାଏଲର ହାଇଫା ଅଞ୍ଚଳରେ ମାଡ଼ କରିଛି।…

ଚିକିତ୍ସାରେ ନୋବେଲ ପୁରସ୍କାର ଘୋଷଣା: ଏହି ୨ ଜଣଙ୍କୁ ମିଳିବ ପୁରସ୍କାର

ଷ୍ଟକଲାଣ୍ଡ,୭।୧୦: ୨୦୨୪ ବର୍ଷ ପାଇଁ ନୋବେଲ ପୁରସ୍କାର ଘୋଷଣା ସୋମବାର ଠାରୁ ଆରମ୍ଭ ହୋଇଛି। ଏହା ଅଧୀନରେ ଆଜି ଫିଜିଓଲୋଜି କିମ୍ବା ମେଡିସିନ କ୍ଷେତ୍ର ପାଇଁ ଏହି ସମ୍ମାନର ବିଜେତାଙ୍କ ନାମ ଘୋଷଣା କରାଯାଇଥିଲା। ଚଳିତ ବର୍ଷ ଆମେରିକାର ଭିକ୍ଟର ଆମ୍ବ୍ରୋସ…

ଇସ୍ରାଏଲ ଉପରେ ରକେଟ ମାଡ କଲା ହେଜବୋଲ୍ଲା

ଇସ୍ରାଏଲ,୭।୧୦: ହେଜବୋଲ୍ଲା ଇସ୍ରାଏଲର ତୃତୀୟ ବୃହତ୍ତମ ସହର ହାଇଫା ଉପରେ ରକେଟ ଆକ୍ରମଣ କରିଛି। ଏଥିରେ ୧୦ ଜଣ ଆହତ ହୋଇଥିବା ସୂଚନା ମିଳିଛି। ହେଜବୋଲ୍ଲାଙ୍କ କହିବାନୁସାରେ, ଏହା ହାଇଫାର ଦକ୍ଷିଣରେ ଅବସ୍ଥିତ ଏକ ସାମରିକ ବେସକୁ ଟାର୍ଗେଟ କରିଥିଲା, ଯେଉଁଥିପାଇଁ…

ରାଗିଯାଇ ପାକିସ୍ତାନକୁ ଏମିତି ପରାମର୍ଶ ଦେଲା ଚାଇନା

କରାଚି,୭।୧୦: ରବିବାର ପାକିସ୍ତାନର କରାଚି ବିମାନବନ୍ଦର ବାହାରେ ଏକ ବଡ଼ ବିସ୍ଫୋରଣ ଘଟିଥିଲା ଯେଉଁଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୮ଜଣ ଆହତ ହୋଇଛନ୍ତି। ସୂଚନାନୁସାରେ, ବାଲୁଚିସ୍ତାନ ଲିବରେସନ ଆର୍ମି (ବିଏଲଏ) ଏହି ବିସ୍ଫୋରଣ ଘଟାଇଥିଲା ଯେଉଁଥିରେ ପ୍ରାଣ…

ଇସ୍ରାଏଲ୍‌ରେ ୟୁଏସ୍‌ କେନ୍ଦ୍ରୀୟ କମାଣ୍ଡ ମୁଖ୍ୟ

ଜେରୁଜେଲମ୍‌,୭ା୧୦: ଇରାନର ରକେଟ ଆକ୍ରମଣର ଠିକଣା ଜବାବ ଦେବା ଲାଗି ଇସ୍ରାଏଲୀ ଡିଫେନ୍ସ ଫୋର୍ସ (ଆଇଡିଏଫ୍‌) ଜୋର୍‌ଦାର ପ୍ରସ୍ତୁତି ଚଳାଇଥିବାବେଳେ ଆମେରିକାର କେନ୍ଦ୍ରୀୟ କମାଣ୍ଡ (ସେଣ୍ଟକମ୍‌) ମୁଖ୍ୟ ଜେନେରାଲ ମାଇକେଲ ଇ. କୁରିଲା ଶନିବାର ଇସ୍ରାଏଲ୍‌ରେ ପହଞ୍ଚତ୍ଛନ୍ତି। ତାଙ୍କର ଏହି ଗସ୍ତ…

ମାକ୍ରୋନଙ୍କ ପାଇଁ ନେତାନ୍ୟାହୁଙ୍କ ଭିଡିଓ ବାର୍ତ୍ତା: ଅସ୍ତ୍ରଶସ୍ତ୍ର ବ୍ୟାନ୍ ବୟାନ ଉପରେ ଦେଲେ କଡା ପ୍ରତିକ୍ରିୟା

ନୂଆଦିଲ୍ଲୀ,୬।୧୦: ଗାଜାରେ ବ୍ୟବହାର ପାଇଁ ଇସ୍ରାଏଲକୁ ଅସ୍ତ୍ରଶସ୍ତ୍ର ଯୋଗାଣ ବନ୍ଦ କରିବାକୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନଙ୍କ ଆହ୍ୱାନକୁ ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ତୀବ୍ର ନିନ୍ଦା କରିଛନ୍ତି ଏବଂ ଏହି ପ୍ରସ୍ତାବକୁ ଏକ ଅପମାନ ବୋଲି କହିଛନ୍ତି। ଶନିବାର ଏକ…

ଗାଜା ମସ୍‌ଜିଦ୍‌ ଉପରେ ଇସ୍ରାଏଲର ଏୟାରଷ୍ଟ୍ରାଇକ୍‌: ୨୪ ମୃତ, ୯୩ ଆହତ

ଜେରୁଜେଲମ୍‌,୬ା୧୦: ରବିବାର ଗାଜା ମସ୍‌ଜିଦ୍‌ ଉପରେ ଇସ୍ରାଏଲ ଏୟାରଷ୍ଟ୍ରାଇକ୍‌ କରିଛି। ଫଳରେ ଏହି ଆକ୍ରମଣରେ ଅତି କମ୍‌ରେ ୨୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୯୩ ଜଣ ଆହତ ହୋଇଥିବା ସୂଚନାରୁ ଜଣାପଡ଼ିଛି। କେନ୍ଦ୍ରୀୟ ଗାଜା ଅଞ୍ଚଳର ଦେର୍‌ ଅଲ୍‌-ବଲାହସ୍ଥିତ ଅଲ୍‌-ଆକସା ହସ୍ପିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?