ଅନ୍ତର୍ଜାତୀୟ

ସ୍ବାଭାବିକ ହେଲା ହର୍ମୁଜ, ଦିନକରେ ଜାହାଜ ଚଳାଚଳ ଦ୍ୱିଗୁଣିତ

ତହରାନ୍‌,୨୬।୬: ଇରାନ ଓ ଆମେରିକା ମଧ୍ୟରେ ବୁଝାମଣା ପରେ ଇନ୍ଧନ ପରିବହନ ନେଇ ବିଶ୍ୱର ସବୁଠୁ ଗୁରୁତ୍ୱପୂର୍ଣ୍ଣ ସାମୁଦ୍ରିକ ଜଳପଥ ହର୍ମୁଜ୍‌ ଷ୍ଟ୍ରେଟ୍‌ ସ୍ବାଭାବିକ ହୋଇଛି। ଗତ କିଛି ମାସ ଧରି ଇରାନର ଉପକୂଳବର୍ତ୍ତୀ କ୍ଷେପଣାସ୍ତ୍ର ଘାଟି (କୋଷ୍ଟାଲ ବ୍ୟାଟେରୀ) ନଜରରୁ…

Oil-LPG Crisis: ତୈଳ ପରିବହନ ଖର୍ଚ୍ଚ ନଅ ଗୁଣ ବୃଦ୍ଧି ପାଇଛି; ଦେଶ ଏକ ନୂତନ ସଙ୍କଟର ସମ୍ମୁଖୀନ ହେଉଛି

ନୂଆଦିଲ୍ଲୀ,୨୫।୬: ଉପସାଗରୀୟ ଅଞ୍ଚଳରେ ଉତ୍ତେଜନା ହ୍ରାସ କରିବାର ରିପୋର୍ଟ ମଧ୍ୟରେ, ଏକ ନୂତନ ସମସ୍ୟା ଦେଖାଦେଇଛି। ଯୁଦ୍ଧବିରତି ପରେ ହର୍ମୁଜ ପ୍ରଣାଳୀ ଦେଇ ଜାହାଜଗୁଡ଼ିକର ଗତି ଦ୍ରୁତ ଗତିରେ ପୁନର୍ବାର ଆରମ୍ଭ ହୋଇଥିବା ବେଳେ, ଏବେ ଜାହାଜର ଘୋର ଅଭାବ ଦେଖାଦେଇଛି।…

ବଡ଼ ଖବର: ହର୍ମୁଜ ପାର କଲା ୩୦ ଭାରତୀୟ ଜାହାଜ, ଦୂର ହେବ LPG-LNG ସଙ୍କଟ, ଜାଣନ୍ତୁ ଏବେ କେତେ ଜାହାଜ ଫସି ରହିଛନ୍ତି

ତେହରାନ,୨୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ଯୋଗୁ ହର୍ମୁଜ ପ୍ରଣାଳୀ ପୁନର୍ବାର ଖୋଲିଛି, ଯାହା ଫଳରେ ସେଠାରେ ଫସି ରହିଥିବା ଜାହାଜଗୁଡ଼ିକ ସେମାନଙ୍କର ଯାତ୍ରା ପୁନର୍ବାର ଆରମ୍ଭ କରିପାରିବେ। ଏହା ଭାରତ ସମେତ ସମଗ୍ର ବିଶ୍ୱକୁ ଆଶ୍ୱସ୍ତି ଆଣିଦେଇଛି…

ଏଲନ ମସ୍କଙ୍କୁ ଶକ୍ତ ଝଟକା: ହାତରୁ ଗଲା…

ନ୍ୟୁୟର୍କ,୨୫।୬: ଦୁନିଆର ପ୍ରଥମ ଟ୍ରିଲିୟନେୟାର (Trillionaire) ଭାବେ ଏଲନ ମସ୍କଙ୍କ ସଂକ୍ଷିପ୍ତ ସମୟ ଶେଷ ହୋଇଯାଇଛି। ସ୍ପେସଏକ୍ସ (SpaceX – SPCX) ଏବଂ ଟେସଲା (Tesla – TSLA) ର ଶେୟାର ମୂଲ୍ୟରେ ବଡ଼ ଧରଣର ହ୍ରାସ ଘଟିବା ଯୋଗୁ ତାଙ୍କ…

ନେପାଳରେ ଭୂକମ୍ପ, ମୋଦି କହିଲେ ସବୁ ସହାୟତା ଯୋଗାଇବାକୁ ଆମେ ପ୍ରସ୍ତୁତ

କାଠମାଣ୍ଡୁ,୨୫ା୬: ଗୁରୁବାର ସକାଳେ ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ନେପାଳରେ ୨୫ କିଲୋମିଟର ଗଭୀରତାରେ ଆଜି ସକାଳ ୫.୨୧ରେ ଭୂକମ୍ପ ଅନୁଭୂତ ହୋଇଥିବା ଉଲ୍ଲେଖ ରହିଛି। ‘X’ରେ କୁହାଯାଇଛି, ରିକ୍ଟର ସ୍କେଲ୍‌ରେ…

ଶକ୍ତିଶାଳୀ ଭୂକମ୍ପ: ଭେନେଜୁଏଲାରେ ଜରୁରୀକାଳୀନ ପରିସ୍ଥିତି ଘୋଷଣା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ଆସିଥିବା ଶକ୍ତିଶାଳୀ ଭୂକମ୍ପ ଝଟକା ସମଗ୍ର ବିଶ୍ୱକୁ ଆତଙ୍କିତ କରିଦେଇଛି। ମାତ୍ର ଗୋଟିଏ ମିନିଟ୍‌ ବ୍ୟବଧାନରେ ୭.୨ ଏବଂ ୭.୫ ତୀବ୍ରତାର ଦୁଇଟି ପ୍ରଳୟଙ୍କରୀ ଭୂକମ୍ପ ଫଳରେ ସବୁ କିଛ ଧ୍ୱଂସ ହୋଇଯାଇଛି। ଭୂକମ୍ପ ଯୋଗୁ ୧୦ ହଜାର…

କ୍ୟାମେରାରେ କଏଦ ହେଲା ମହାପ୍ରଳୟ! ଭେନେଜୁଏଲାରେ ଭୂକମ୍ପର ତାଣ୍ଡବ, ସାମ୍ନାକୁ ଆସିଲା ଛାତିଥରା ଭିଡିଓ

ଭେନେଜୁଏଲା,୨୫।୬: ଲାଟିନ ଆମେରିକୀୟ ଦେଶ ଭେନେଜୁଏଲାରେ ପାଖାପାଖି ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟ୍‌କା ଆସିବା ଯୋଗୁ ବ୍ୟାପକ ଧ୍ୱଂସଲୀଳା ଘଟିଛି। ଅଧିକାରୀ ଏବଂ ପର୍ଯ୍ୟବେକ୍ଷଣ ସଂସ୍ଥାଗୁଡ଼ିକ ଅନୁଯାୟୀ, ଏହି ଭୂକମ୍ପ ଯୋଗୁ ରାଜଧାନୀ କାରାକାସ ସମେତ ଅନେକ ଅଞ୍ଚଳରେ ବଡ଼ ବଡ଼…

ବଡ଼ ଭୂକମ୍ପରେ ଶ୍ମଶାନ ପାଲଟିଲା ଭେନେଜୁଏଲା! ମୃତ୍ୟୁସଂଖ୍ୟା ୧୦ ହଜାର ଟପିବା ଆଶଙ୍କା

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ମାତ୍ର ଗୋଟିଏ ମିନିଟ୍‌ ଭିତରେ ଆସିଥିବା ଦୁଇଟି ଶକ୍ତିଶାଳୀ ଭୂକମ୍ପ ଝଟକା ଯୋଗୁ ବ୍ୟାପକ କ୍ଷୟକ୍ଷତି ହୋଇଛି। ଶତାଧିକ ଅଟ୍ଟାଳିକା ଭୁଶୁଡ଼ି ପଡ଼ିଥିବା ବେଳେ ବିମାନବନ୍ଦର ମଧ୍ୟ କ୍ଷତିଗ୍ରସ୍ତ ହୋଇଛି। ରାଜଧାନୀ କାରାକାସଠାରୁ ଆରମ୍ଭ କରି ବିଭିନ୍ନ ସହରରୁ…

ଟ୍ରମ୍ପ୍‌ଙ୍କୁ ଝଟକା: ସିନେଟ୍‌ରେ ଯୁଦ୍ଧ ବିରୋଧୀ ପ୍ରସ୍ତାବ ଗୃହୀତ

ୱାଶିଂଟନ, ୨୫ା୬: ଇରାନ୍‌ ବିରୋଧରେ ଆମେରିକାର ସାମରିକ କାର୍ଯ୍ୟାନୁଷ୍ଠାନକୁ ରୋକିବା ଏବଂ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଏହି ଯୁଦ୍ଧନୀତିକୁ ବଡ଼ ବିରୋଧ କରାଯାଇ ସିନେଟ ପ୍ରଥମ ଥର ପାଇଁ ଏହି ‘ଯୁଦ୍ଧ କ୍ଷମତା ସଂକଳ୍ପ’ (ୱାର ପାୱାର୍ସ ଜିଜୋଲ୍ୟୁଶନ)କୁ ଅନୁମୋଦନ କରିଛି।…

ଡେନ୍‌ମାର୍କରେ ମିଳିଲା ‘ଭାଇକିଂ’ ଯୁଗର ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର

ସୋଫ୍ଟେନ (ଡେନମାର୍କ), ୨୫ା୬ (ଏପି): ୟୁରୋପର ପ୍ରାଚୀନ ଇତିହାସକୁ ନେଇ ବଡ଼ ପ୍ରତ୍ନତାତ୍ତ୍ୱିକ ସଫଳତା ମିଳିଛି। ଡେନ୍‌ମାର୍କରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ଭାଇକିଂ ଯୁଗର ଏକ ବିଶାଳ ବସ୍ତ୍ର ଉତ୍ପାଦନ କେନ୍ଦ୍ର ଆବିଷ୍କାର କରିଛନ୍ତି, ଯାହା ପ୍ରାୟ ୧୦୦୦ ବର୍ଷରୁ ଅଧିକ ପୁରୁଣା। ଏହି…

ଭୂକମ୍ପରେ ଥରିଲା ଭେନେଜୁଏଲା: ମାତ୍ର ୪୫ ସେକେଣ୍ଡରେ ସବୁ ଛାର୍‌ଖାର୍‌, ଭୟରେ ଜୀବନ ବିକଳରେ ଦୌଡ଼ିଲେ ଲୋକେ

ଭେନେଜୁଏଲା,୨୫।୬: ଭେନେଜୁଏଲାରେ ବଡ଼ ଧରଣର ଭୂମିକମ୍ପ ଝଟକା। ମାତ୍ର ୪୫ ସେକେଣ୍ଡରେ ୨ ଥର ଭୂକମ୍ପ ଅନୁଭୂତ । ଆମେରିକୀୟ ଭୂତତ୍ତ୍ୱ ସର୍ଭେ ଅନୁଯାୟୀ, ୭.୧ ଏବଂ ୭.୫ ତୀବ୍ରତାର ଦୁଇଟି ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଯାହା ଫଳରେ ବ୍ୟାପକ…

ୟୁରୋପରେ ସାଂଘାତିକ ‘ହିଟ୍‌-ଡୋମ୍‌’

ଲଣ୍ଡନ, ୨୫ା୬ (ଏପି): ସମଗ୍ର ପଶ୍ଚିମ ୟୁରୋପରେ ସୃଷ୍ଟି ହୋଇଥିବା ‘ହିଟ୍‌-ଡୋମ୍‌’ (ଉତ୍ତପ୍ତ ବାୟୁ ବଳୟ) ଯୋଗୁ ବ୍ରିଟେନ, ଫ୍ରାନ୍ସ, ଇଟାଲୀ ଏବଂ ସ୍ପେନ୍‌ ଭଳି ପ୍ରମୁଖ ଦେଶଗୁଡ଼ିକରେ ଗ୍ରୀଷ୍ମ ପ୍ରବାହ ସାଂଘାତିକ ରୂପ ଧାରଣ କରିଛି। ବୁଧବାର ବ୍ରିଟେନର ପାଣିପାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?