ମାଉଣ୍ଟ ଏଭରେଷ୍ଟରେ ପର୍ବତାରୋହୀଙ୍କ ଗହଳି, ଦୁଇ ମୃତ ଆଶଙ୍କା
ନୂଆଦିଲ୍ଲୀ,୨୭।୫: ଲମ୍ବା ଧାଡ଼ିରେ ପର୍ବତାରୋହୀମାନେ ମାଉଣ୍ଟ ଏଭରେଷ୍ଟ ଉପରେ ଚାଲୁଥିବାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ନ୍ୟୁୟର୍କ ପୋଷ୍ଟ ଅନୁଯାୟୀ ମଙ୍ଗଳବାରର ଘଟଣା ପରେ ପର୍ବତାରୋହୀମାନେ ଫସି ରହିଥିଲେ ଯେଉଁଥିରେ ବ୍ରିଟିଶ ପର୍ବତାରୋହୀ ଡାନିଏଲ ପାଟରସନ ଏବଂ…
ବ୍ରାଜିଲ ବନ୍ୟାରେ ମୃତକଙ୍କ ସଂଖ୍ୟା ୧୦୦ ପାର୍, ୫୬ ନିଖୋଜ
ସାଓ ପାଓଲୋ,୨୭।୫: ବ୍ରାଜିଲରେ ଭୟଙ୍କର ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏପ୍ରିଲ ୨୯ରେ ରାଜ୍ୟରେ ପ୍ରବଳ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା, ସେବେଠାରୁ ଅନେକ ଲୋକଙ୍କର ମୃତ୍ୟୁ ହୋଇଛି। ଦକ୍ଷିଣ ବ୍ରାଜିଲର ରିଓ ଗ୍ରାଣ୍ଡେ ଡୋ ସୁଲ ରାଜ୍ୟରେ ବର୍ଷା ଓ…
ଆମେରିକାରେ ଭୟଙ୍କର ଘୂର୍ଣ୍ଣିଝଡ଼, ୧୮ ଲୋକଙ୍କ ମୃତ୍ୟୁ, ଅନେକ ଅଞ୍ଚଳ ଅନ୍ଧାର
ଓ୍ବାଶିଂଟନ,୨୭।୫: ସେଣ୍ଟ୍ରାଲ ଆମେରିକାରେ ଘାତକ ଘୂର୍ଣ୍ଣିଝଡ଼ ସୃଷ୍ଟି ହୋଇଛି। ସମ୍ପ୍ରତି ଏହି ଝଡ଼ରେ ପିଲାମାନଙ୍କ ସମେତ ୧୮ଜଣଙ୍କ ଜୀବନ ଯାଇଛି। ସିଏନଏନ ଏହି ସୂଚନା ଦେଇଛି । ଲକ୍ଷ ଲକ୍ଷ ଲୋକ ଏହି ଝଡ଼ର ଶିକାର ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ,…
Peace Summit: ଆସନ୍ତା ମାସରେ ଅନୁଷ୍ଠିତ ହେବ ଶାନ୍ତି ଶିଖର ସମ୍ମିଳନୀ, ବାଇଡେନ, ସି ଜିନ ପିଙ୍ଗ ସାମିଲ ହେବାକୁ ଅପିଲ କଲେ ରାଷ୍ଟ୍ରପତି ଜେଲେନସ୍କି
କ୍ୱିଭ,୨୬।୫: ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ରବିବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଚାଇନା ନେତା ସି ଜିନପିଙ୍ଗଙ୍କୁ ଆସନ୍ତା ମାସରେ ହେବାକୁ ଥିବା ଶାନ୍ତି ସମ୍ମିଳନୀରେ ଭାଗ ନେବାକୁ ନିବେଦନ କରିଛନ୍ତି। ରୁଷିଆର କ୍ରମାଗତ ଆକ୍ରମଣକୁ ରୋକିବା ପାଇଁ ୟୁକ୍ରେନ…
ଇସ୍ରାଏଲ୍ ଉପରେ ରକେଟ ମାଡ଼ କଲା ହମାସ୍
ଗାଜା ଷ୍ଟ୍ରିପ୍,୨୬ା୫:ରାଫାହରେ ଯୁଦ୍ଧବିରତି ପାଇଁ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍ ଜଷ୍ଟିସ୍ (ଆଇସିଜେ)ଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଇସ୍ରାଏଲ୍ ପକ୍ଷରୁ ଆକ୍ରମଣ ଜାରି ରହିଛି। ଏହାର ପ୍ରତିବାଦରେ ଗାଜାର ସଶସ୍ତ୍ର ଶାସକ ହମାସ୍ ଇସ୍ରାଏଲ୍ ଉପରେ ପୁଣି ଥରେ ବଡ଼ ଟାର୍ଗେଟ କରିଛି। ଇହୁଦୀମାନଙ୍କ…
ଟର୍ବୁଲେନ୍ସରେ କାତାର ବିମାନ: ୧୨ ଯାତ୍ରୀ ଆହତ
ଦୋହା,୨୬ା୫:ଲଣ୍ଡନରୁ ସିଙ୍ଗାପୁର ଯାଉଥିବା ସିଙ୍ଗାପୁର ଏୟାରଲାଇନ୍ସର ଏକ ବିମାନ ଟର୍ବୁଲେନ୍ସର ସମ୍ମୁଖୀନ ହେବାରୁ ଜଣେ ଯାତ୍ରୀଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ। ଏହାର ୫ ଦିନ ପରେ କାତାର ଏୟାରଓ୍ବେଜ୍ର ଏକ ବିମାନ ଟର୍ବୁଲେନ୍ସର ସମ୍ମୁଖୀନ ହେବାରୁ ଏହାର…
ଜୀବନ ବଞ୍ଚାଇବାକୁ ଦେଶ ଛାଡିଲେ ୪୫ ହଜାର ରୋହିଙ୍ଗ୍ୟା
ନ୍ୟାପିଦା,୨୬।୫: ମ୍ୟାନମାରର ବିବାଦୀୟ ରାଖିନରେ ବଢୁଥିବା ହିଂସା ୪୫ହଜାର ରୋହିଙ୍ଗ୍ୟାଙ୍କୁ ଏଠାରୁ ପଳାଇବାକୁ ବାଧ୍ୟ କରିଛି। ମିଳିତ ଜାତିସଂଘର ଏକ ରିପୋର୍ଟରେ ଏହା ସାମ୍ନାକୁ ଆସିଛି। କେବଳ ଏତିକି ନୁହେଁ, ମଣିଷକୁ ହତ୍ୟା, ଆକ୍ରମଣ ଏବଂ ସମ୍ପତ୍ତି ଜାଳିଦେବା ଭଳି ମାନବିକ…
ବାଇଡେନ୍ ଆମେରିକାର ସବୁଠୁ ଖରାପ ରାଷ୍ଟ୍ରପତି; ଟ୍ରମ୍ପ ଏତିକି କହିବା ମାତ୍ରେ ଲୋକେ କହିଲେ…
ଓ୍ବାଶିଂଟନ୍,୨୬।୩: ଆମେରିକାରେ ଏକ ଲିବର୍ଟାରିୟାନ ପାର୍ଟି ଇଭେଣ୍ଟରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଲୋକହସାର ସମ୍ମୁଖୀନ କରିବାକୁ ପଡିଥିଲା। ଏହି କାର୍ଯ୍ୟକ୍ରମରେ ଅନେକ ଲୋକ ଅପମାନଜନକ ସ୍ଲୋଗାନ ଦେଇଥିଲେ ଏବଂ ତାଙ୍କ କୋଭିଡ୍ ନୀତି ବଢୁଥିବା ଫେଡେରାଲ ନିଅଣ୍ଟ ଏବଂ ରାଜନୈତିକ…
ପାପୁଆ ନିଉ ଗିନି ଭୟଙ୍କର ଭୂସ୍ଖଳନ, ୬୭୦ରୁ ଅଧିକ ଲୋକ ମୃତ
ନୂଆଦିଲ୍ଲୀ,୨୬।୫: ପାପୁଆ ନ୍ୟୁ ଗିନିରେ ଏକ ବଡ଼ ଧରଣର ଭୂସ୍ଖଳନ ପରେ ୬୭୦ ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଜାତିସଂଘର ଏଜେନ୍ସିର ଅଧିକାରୀ ସେରହାନ ଆପ୍ଟୋପ୍ରାକ୍ କହିଛନ୍ତି ଯେ ବର୍ତ୍ତମାନ ପ୍ରାୟ ୧୫୦ରୁ ଉର୍ଦ୍ଧ ଘର ପୋତି ହୋଇ…
ରାଫାହ ବର୍ବରରାଫାହ ବର୍ବରତା ବନ୍ଦ କର: ଆଇସିଜେତା ବନ୍ଦ କର: ଆଇସିଜେ
ହେଗ୍,୨୫ା୫: ଗାଜା ସିଟିର ରାଫାହରେ ବୋମା ବର୍ଷଣ ଓ ରକେଟ ମାଡ଼ ତୁରନ୍ତ ବନ୍ଦ କରିବା ପାଇଁ ନେଦରଲାଣ୍ଡ୍ସର ହେଗ୍ସ୍ଥିତ ଇଣ୍ଟରନ୍ୟାଶନାଲ କୋର୍ଟ ଅଫ୍ ଜଷ୍ଟିସ୍ ଶୁକ୍ରବାର ଇସ୍ରାଏଲ୍କୁ ନିର୍ଦ୍ଦେଶ ଦେଇଛନ୍ତି। କିନ୍ତୁ ଏହି ଦକ୍ଷିଣାଞ୍ଚଳ ବସତିରେ ଅସ୍ତ୍ରବିରତି ରୋକିବା ଉପରେ କିଛି…
କିର୍ଗିଜସ୍ଥାନରେ ହିଂସାର ବାତାବରଣ, ଦେଶ ଛାଡିବାକୁ ବାଧ୍ୟ ହେଉଛନ୍ତି ବିଦେଶୀ ଛାତ୍ର
ବିଶକେକ,୨୪।୫: କିର୍ଗିଜସ୍ଥାନର ରାଜଧାନୀ ବିଶକେକରେ ସ୍ଥାନୀୟ ତଥା ବିଦେଶୀ ଛାତ୍ରଙ୍କ ମଧ୍ୟରେ ହିଂସାତ୍ମକ ସଂଘର୍ଷ ପରେ ବିଦେଶୀ ଛାତ୍ରମାନଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ପାକିସ୍ତାନ ଏବଂ ଅନ୍ୟ ଏସୀୟ ଦେଶରୁ ଶତାଧିକ ଛାତ୍ର ଦେଶ ଛାଡିବା ପ୍ରକ୍ରିୟା ଜାରି…
ସୋସିଆଲ ମିଡିଆ ପିଲାମାନଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ: ସତର୍କ କଲେ ଏଲନ ମସ୍କ
କାଲିଫର୍ନିଆ,୨୪।୫: ଦୁନିଆର ସବୁଠୁ ବଡ ମାଇକ୍ରୋବ୍ଲଗିଂ ସାଇଟ ଏକ୍ସର ମାଲିକ ଏଲନ ମସ୍କ ସତର୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି, ସୋସିଆଲ ମିଡିଆ ପିଲାମାନଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ ଅଟେ। ପିଲାମାନଙ୍କୁ ସୋସିଆଲ ମିଡିଆରୁ ଦୂରରେ ରଖିବା ଜରୁରୀ। ଦୀର୍ଘ ସମୟ…
Archives


