ଅନ୍ତର୍ଜାତୀୟ

ଆମେରିକାରେ ବାତ୍ୟା: ୨୪ ମୃତ

ଆଟଲାଣ୍ଟା, ୨୮।୯: ଦକ୍ଷିଣ ପୂର୍ବ ଆମେରିକାରେ ବାତ୍ୟା ହେଲେନ୍‌ ପ୍ରଭାବରେ ଶୁକ୍ରବାର ସୁଦ୍ଧା ୨୪ ଜଣଙ୍କର ମୃତ୍ୟୁ ଘଟିଛି। ଆମେରିକାର ନ୍ୟାଶ୍‌ନାଲ ହରିକେନ୍‌ ସେଣ୍ଟର(ଏନ୍‌ଏଚ୍‌ସି) ଅନୁଯାୟୀ, ଶୁକ୍ରବାର ହେଲେନ୍‌ ବାତ୍ୟାର ବେଗ ସାମାନ୍ୟ କମି ଘଣ୍ଟା ପ୍ରତି ୧୨୦ କି.ମି.ରେ ପହଞ୍ଚିଥିଲା।…

ଲେବାନନରେ ପୁଣି ଏୟାରଷ୍ଟ୍ରାଇକ୍‌ କଲା ଇସ୍ରାଏଲ୍‌: ଟଳିପଡ଼ିଲେ ହେଜ୍‌ବୋଲ୍ଲା କମାଣ୍ଡର

ବେରୁଟ,୨୮।୯:ଲେବାନନର ରାଜଧାନୀ ବେରୁଟରେ ହେଜ୍‌ବୋଲ୍ଲାର ମୁଖ୍ୟାଳୟ ଉପରେ ଇସ୍ରାଏଲ ଏୟାର ଷ୍ଟ୍ରାଇକ କରିଥିଲା। ଏହି ଆକ୍ରମଣ ଏତେ ଦ୍ରୁତ ଗତିରେ ଥିଲା ବେରୁଟରେ ପ୍ରଚଣ୍ଡ ଶବ୍ଦ ଶୁଭିଥିଲା। ଏଥିସହିତ ହେଜ୍‌ବୋଲ୍ଲାର ମୁଖ୍ୟାଳୟ ନଷ୍ଟ ହୋଇଯାଇଥିଲା। ହେଜ୍‌ବୋଲ୍ଲା ମୁଖ୍ୟ ହାସନ ନାସରାଲ୍ଲାଙ୍କୁ ଟାର୍ଗେଟ…

ୟୁଏନ୍‌ଏସ୍‌ସିରେ ଭାରତର ସ୍ଥାୟୀ ସଦସ୍ୟତାକୁ ବ୍ରିଟେନ୍‌ର ସମର୍ଥନ: ପୂର୍ବରୁ ଆମେରିକା, ଫ୍ରାନ୍ସ ସମର୍ଥନ ଜଣାଇଥିଲେ

ନୂଆଦିଲ୍ଲୀ,୨୭ା୯: ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍‌ଏସ୍‌ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ନିମନ୍ତେ ସମର୍ଥନ ବଢ଼ିବାରେ ଲାଗିଛି। ପୂର୍ବରୁ ଆମେରିକା ଏବଂ ଫ୍ରାନ୍ସ ଭାରତର ସ୍ଥାୟୀ ସଦସ୍ୟତାକୁ ସମର୍ଥନ ଜଣାଇଥିବାବେଳେ ଶୁକ୍ରବାର ଜାତିସଂଘ ସାଧାରଣ ସଭାର ୭୯ତମ ଅଧିବେଶନରେ…

ସୁନା କଣିକା ସଂଗ୍ରହ ବେଳେ ବଡ଼ ଧରଣର ଭୂସ୍ଖଳନ: ୧୫ ମୃତ, ଉଦ୍ଧାର କାର୍ଯ୍ୟ ବାଧାପ୍ରାପ୍ତ

ପଡ଼ାଙ୍ଗ,୨୭ା୯: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପରେ ବେଆଇନ ଭାବେ ଖଣିରୁ ସୁନା ଉତ୍ତୋଳନ ବେଳେ ଭୂସ୍ଖଳନ ହେବାରୁ ଅନୂ୍ୟନ ୧୫ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକ ନିଖୋଜ ହୋଇଯାଇଛନ୍ତି। ପଶ୍ଚିମ ସୁମାତ୍ରା ପ୍ରଦେଶର ସୋଲୋକ ଜିଲାରେ ଗ୍ରାମବାସୀମାନେ ଖଣି ଖୋଳି ସୁନା…

ଚାଇନା ଯାଉଥିବା ଇରାକ ବିମାନ ହଠାତ୍‌ କାହିଁକି କୋଲକାତାରେ ଅବତରଣ କଲା? ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୭।୯: କିଡନୀ ଚିକିତ୍ସା ପାଇଁ ଚାଇନା ଯାଉଥିବା ଇରାକର ଜଣେ ନାବାଳିକା ବିମାନରେ ଅସୁସ୍ଥ ହୋଇ ମୃତ୍ୟୁ ବରଣ କରିଥିବା ଜଣାପଡିଛି। ତେବେ ବାଟରେ ଯେତେବେଳେ ଝିଅର ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେଲା, ସେତେବେଳେ ଇରାକ ଏୟାରୱେଜ ବିମାନ କୋଲକାତାକୁ ପଠାଗଲା…

ଜାପାନରେ ୪ ବର୍ଷରେ ବଦଳିଲେଣି ୩ ପ୍ରଧାନମନ୍ତ୍ରୀ

ଟୋକିଓ,୨୭ା୯: ଜାପାନର ଶାସକ ଦଳ ପୂର୍ବତନ ପ୍ରତିରକ୍ଷା ମନ୍ତ୍ରୀ ଶିଗେରୁ ଇଶିବାଙ୍କୁ ଏହାର ନେତା ଭାବରେ ମନୋନୀତ କରିଛନ୍ତି, ଯିଏ ଆସନ୍ତା ସପ୍ତାହରେ ଦେଶର ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିବେ। ଶିଗେରୁ ତାଙ୍କ କାର୍ଯ୍ୟାଳୟରେ ମଡେଲ ବ୍ୟାଟଲଶିପ୍‌ ଏବଂ ଯୁଦ୍ଧ…

ଭାରତ ବିରୋଧରେ ନୂଆ ଷଡଯନ୍ତ୍ର ରଚୁଛି କାନାଡା: ଜାଣନ୍ତୁ କେମିତି

ଓଟଓ୍ବା,୨୭।୯: ୩୯ ବର୍ଷ ପୂର୍ବେ କାନାଡାରେ ଏୟାର ଇଣ୍ଡିଆ ଫ୍ଲାଇଟ୍‌-୧୮୨ରେ ହୋଇଥିବା ଧମାକାକୁ ନେଇ ତୃତୀୟଥର ଯାଞ୍ଚ୍‌ ଦାବି କରାଯାଉଛି। କନିଷ୍କା ବୋମା ବିସ୍ଫୋରଣ ଯାଞ୍ଚ୍‌ ଦାବି ଭାରତୀୟ ମୂଳର ସାଂସଦ ଚନ୍ଦ୍ରା ଆର୍ଯ୍ୟା ବିରୋଧ କରିଛନ୍ତି। କୁହାଯାଉଛି କି, ଏହା…

ଭାରତ ପରି ପାକିସ୍ତାନରେ ରହିଛନ୍ତି କି ଆଇଆଇଟି ଇଞ୍ଜିନିୟର? ଜାଣନ୍ତୁ କେଉଁଠି ପଢ଼ନ୍ତି ପାଠ…

ଇସଲାମାବାଦ,୨୭ା୯: ଯେତେବେଳେ ଭାରତରେ ଇଞ୍ଜିନିୟରିଂ ବିଷୟରେ ଚର୍ଚ୍ଚା ହୁଏ ସେତେବେଳେ ଆଇଆଇଟିର ନାମ ଶୀର୍ଷରେ ଆସେ। କୁହାଯାଏ, ଏଠାରୁ ସ୍ନାତକ ହାସଲ କରିଥିବା ଇଞ୍ଜିନିୟରମାନେ ବହୁତ ସ୍ମାର୍ଟ ଅଟନ୍ତି। ଏହା ମଧ୍ୟ ଦେଖାଯାଇଛି ଯେ, ଆଇଆଇଟି ପଢ଼ିଥିବା ଛାତ୍ରମାନେ ଆଜି ବିଶ୍ୱରେ…

ଶେଖ ହାସିନାଙ୍କୁ ଗାଦିଚ୍ୟୁତ କରାଇଥିବା ମାଷ୍ଟରମାଇଣ୍ଡଙ୍କୁ ବିଶ୍ୱ ସହ ପରିଚିତ କରାଇଲେ ୟୁନୁସ

ଢାକା,୨୭।୯: ବାଂଲାଦେଶରେ ଶେଖ ହାସିନା ସରକାରଙ୍କ ବିରୋଧରେ ଆନ୍ଦୋଳନ ସ୍ବୟଂଚାଳିତ ବା ଆପଣାଛାଏଁ ଆରମ୍ଭ ହୋଇ ନ ଥିଲା। ଏହାର ସ୍ପଷ୍ଟ ଅର୍ଥ ହେଉଛି ଯେ ଶେଖ ହାସିନାଙ୍କୁ ପ୍ରଧାନମନ୍ତ୍ରୀ ପଦରୁ ବହିଷ୍କାର କରିବା ପାଇଁ ଏକ ଷଡଯନ୍ତ୍ର କରାଯାଇଥିଲା, ଯାହାର…

ଭାରତକୁ ସମର୍ଥନ ଦେଲା ଫ୍ରାନ୍ସ: ଟେନ୍‌ସନ୍‌ରେ ଚାଇନା-ପାକିସ୍ତାନ

ପ୍ୟାରିସ୍‌,୨୬।୯: ମିଳିତ ଜାତିସଂଘ ସୁରକ୍ଷା ପରିଷଦରେ ସ୍ଥାୟୀ ସଦସ୍ୟତା ପାଇଁ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନ ସମର୍ଥନ କରିଛନ୍ତି। ଜାତିସଂଘ ସଂସ୍ଥାର ସମ୍ପ୍ରସାରଣକୁ ସମର୍ଥନ କରିଛନ୍ତି। ନ୍ୟୁୟର୍କରେ ମିଳିତ ଜାତିସଂଘର ସାଧାରଣ ସଭାରେ ମାକ୍ରୋନ କହିଛନ୍ତି, ଆମର ଏକ ସୁରକ୍ଷା ପରିଷଦ…

ଗାଜାରେ ଯାହା ଘଟୁଛି ବିଶ୍ୱ ଦାୟୀ

ନ୍ୟୁୟର୍କ,୨୬ା୯:ଗଜା ଷ୍ଟ୍ରିପ୍‌ ଉପରେ ପ୍ରାୟ ବର୍ଷେ ହେବ ଇସ୍ରାଏଲ୍‌ ଆକ୍ରମଣ ଜାରି ରଖିଥିବାବେଳେ ଗୁରୁବାର ଜାତିସଂଘ ସାଧାରଣ ସଭା (ୟୁଏନ୍‌ଜିଏ)ରେ ପାଲେଷ୍ଟିନୀୟ କର୍ତ୍ତୃପକ୍ଷ ଏଥିପାଇଁ ବିଶ୍ୱ ସମୁଦାୟକୁ ଦାୟୀ କରିଛନ୍ତି। ଏକ ସ୍ଥାନକୁ ସମ୍ପୂର୍ଣ୍ଣ ରୂପେ ଧ୍ୱଂସ କରି ସେଠାକାର ଲୋକଙ୍କ…

ହିନ୍ଦୁ ସମୁଦାୟଙ୍କ ବଢୁଛି ଚିନ୍ତା: ଦୁର୍ଗାପୂଜା ଛୁଟିକୁ ବିରୋଧ

ଢାକା,୨୬।୯: ବାଂଲାଦେଶରେ ରହୁଥିବା ହିନ୍ଦୁ ସମୁଦାୟଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ଦୁର୍ଗାପୂଜା ପାଖେଇ ଆସୁଥିବା ବେଳେ ବାଂଲାଦେଶର କଠୋରପନ୍ଥୀ ଇସ୍‌ଲାମିକ ସଙ୍ଗଠନଗୁଡ଼ିକ ପକ୍ଷରୁ ଏହି ସାର୍ବଜନୀନ ଉତ୍ସବକୁ ବିଭିନ୍ନ ଉପାୟରେ ବିରୋଧ କରାଯାଉଛି। ସେହିପରି ଦୁର୍ଗାପୂଜା ଅବସରରେ ଦେଶବ୍ୟାପୀ ଛୁଟି ଘୋଷଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?