ଅନ୍ତର୍ଜାତୀୟ

ୟୁକ୍ରେନ ଯୁଦ୍ଧରେ ୧୫୦,୦୦୦ ଋଷ ସୈନିକ ନିହତ ହୋଇଥିବା ଆକଳନ କଲା ଫ୍ରାନ୍ସ

ନୂଆଦିଲ୍ଲୀ,୩।୫: ୟୁକ୍ରେନ ଉପରେ ଆକ୍ରମଣ ସମୟରେ ୧୫୦,୦୦୦ ଋଷ ସୈନିକଙ୍କ ପ୍ରାଣ ହରାଇଥିବା ଆକଳନ କରିଛି ଫ୍ରାନ୍ସ। ଶୁକ୍ରବାର ପ୍ରକାଶିତ ଏକ ସାକ୍ଷାତକାରରେ ଏଭଳି ଏକ ସାଙ୍ଘାତିକ ଖୁଲାସା କରିଛନ୍ତି ଫ୍ରାନ୍ସ ବୈଦେଶିକ ମନ୍ତ୍ରୀ ଷ୍ଟେଫେନ ସେଜୋର୍ନ। ଋଷର ଏକ ଖବରକାଗଜ…

ପ୍ରତିବର୍ଷ ୨୫ କୁମାରୀ ଝିଅଙ୍କୁ ବାଛନ୍ତି କିମ ଜୋଙ୍ଗ ଉନ, ‘ପ୍ଲେଜର ସ୍କ୍ବାଡ’ରେ ସାମିଲ ଥିବା ଜଣେ ଯୁବତୀ କହିଲେ କିଛି ଅକୁହା କଥା

ପୋଙ୍ଗୟାଙ୍ଗ,୩।୫: ସମୟ ସମୟରେ ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନଙ୍କ ବିଷୟରେ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଥାଏ। ଏଥିରେ କୌଣସି ସନ୍ଦେହ ନାହିଁ ଯେ ଉତ୍ତର କୋରିଆର ଲୋକମାନେ ଏକଛତ୍ରବାଦୀ ଶାସକଙ୍କ ଅଧୀନରେ ଦୁଃଖଦ ଜୀବନ ଅତିବାହିତ କରିବାକୁ…

ସ୍କୁଲ, କଲେଜ, ଅଫିସ ବନ୍ଦ, ମୂଷଳ ଧାରାରେ ବର୍ଷାକୁ ଦେଖି ଲୋକଙ୍କୁ ଘରେ ରହିବାକୁ ପାଣିପାଗ ବିଭାଗର ସତର୍କ ସୂଚନା

ଆବୁ ଧାବି,୩।୫: ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ରେ ବର୍ଷା ପୁଣି ଏକ ବିପର୍ଯ୍ୟୟ ପାଲଟିଛି। ଗୁରୁବାର ପ୍ରବଳ ବର୍ଷା ଓ ଝଡ଼ ତୋଫାନ ଯୋଗୁଁ ଅନେକ ଅନ୍ତର୍ଜାତୀୟ ବିମାନ ଉଡ଼ାଣକୁ ବାତିଲ କରିବାକୁ ପଡିଥିଲା। ୟୁଏଇରେ ପ୍ରବଳ ବର୍ଷା ଓ…

ପୁଣି ପାକିସ୍ତାନକୁ ମୁହଁତୋଡ ଜବାବ ଦେଲା ଭାରତ

ନ୍ୟୁୟର୍କ,୩।୫: ମିଳିତ ଜାତିସଂଘରେ ଭାରତ ପୁଣି ଥରେ ପାକିସ୍ତାନକୁ ମୁହଁତୋଡ ଜବାବ କରିଛି। ଭାରତ ପାକିସ୍ତାନକୁ ତୀବ୍ର ସମାଲୋଚନା କରି କହିଛି, ପାକିସ୍ତାନର ଟ୍ରାକ ରେକର୍ଡ ପ୍ରତ୍ୟେକ ପ୍ରସଙ୍ଗରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। ମିଳିତ ଜାତିସଂଘରେ ‘ଶାନ୍ତି ସଂସ୍କୃତି’ ପ୍ରସଙ୍ଗରେ ସାଧାରଣ…

ୟୁସିଏଲ୍‌ଏ କ୍ୟାମ୍ପସ୍‌ରେ ପୋଲିସ ବର୍ବରତା

ଲସ୍‌ ଏଞ୍ଜେଲସ୍‌,୩ା୫:କାଲିଫର୍ନିଆର ଲସ୍‌ ଏଞ୍ଜେଲସ୍‌ସ୍ଥିତ ବିଶ୍ୱବିଦ୍ୟାଳୟ (ୟୁସିଏଲ୍‌ଏ)ପରିସରରେ ପାଲେଷ୍ଟିନୀୟ ସପକ୍ଷବାଦୀ ଆନ୍ଦୋଳନ ଜାରି ରହିଥିବାବେଳେ ବିଳମ୍ବିତ ରାତିରେ ହେଲମେଟ ପିନ୍ଧିଥିବା ପୋଲିସ କ୍ୟାମ୍ପସ୍‌ରେ ପ୍ରବେଶ କରି ଫ୍ଲାସ୍‌ ବ୍ୟାଙ୍ଗ ଫାୟାର କରିବା ସହ ଶତାଧିକ ବିକ୍ଷୋଭକାରୀଙ୍କୁ ଗିରଫ କରିଛନ୍ତି। ଏଥିସହିତ ସେମାନଙ୍କ…

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌ ଉପତ୍ୟକାରେ ସାମରିକ ଭିତ୍ତିଭୂମି ନିର୍ମାଣ କରୁଛି। ଏହା ଭାରତ ପାଇଁ ସାମରିକ ବିପଦ ସୃଷ୍ଟି…

କିଏ ହେବେ ଆମେରିକାର ରାଷ୍ଟ୍ରପତି, ଭବିଷ୍ୟକାର କହିଲେ ଏମିତି…

ଓ୍ବାଶିଂଟନ,୨ା୫: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ପାଇଁ ଆଲାନ ଲିକ୍ଟମ୍ୟାନ ପୁଣି ଥରେ ପୂର୍ବାନୁମାନ କରିଛନ୍ତି। ଆଲାନଙ୍କୁ ଆମେରିକାର ନୋଷ୍ଟ୍ରାଡାମସ ମଧ୍ୟ କୁହାଯାଏ। ଯିଏ ଗତ ଅନେକ ନିର୍ବାଚନ ପାଇଁ ନିରନ୍ତର ପୂର୍ବାନୁମାନ କରିଆସୁଛନ୍ତି। ଗତ ୧୦ଟି ନିର୍ବାଚନରେ ଆଲାନ ପୂର୍ବାନୁମାନ କରିଛନ୍ତି,…

ଭାରତ ବିରୋଧରେ ବିଷ ଓଗାଳିଲେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଚାଇନା, ରୁଷିଆ ଏବଂ ଭାରତ ବିରୁଦ୍ଧରେ ବିବାଦୀୟ ବୟାନ ଦେଇଛନ୍ତି, ଯେଉଁ କାରଣରୁ ସେ ବର୍ତ୍ତମାନ ଟାର୍ଗେଟର ଶିକାର ହେଉଛନ୍ତି। ସୂଚନାଯୋଗ୍ୟ, ଜୋ ବାଇଡେନ ଭାରତ, ଚାଇନା, ରୁଷିଆ ଏବଂ ଜାପାନକୁ ଜେନୋଫୋବିକ ଦେଶ…

ରାହୁଲଙ୍କୁ ପ୍ରଶଂସାରେ ପୋତିଲେ ପାକିସ୍ତାନର ପୂର୍ବତନ ମନ୍ତ୍ରୀ, ଶେୟାର କଲେ ଏଭଳି ଭିଡିଓ

ନୂଆଦିଲ୍ଲୀ,୨।୫: ଦେଶରେ ଲୋକ ସଭା ନିର୍ବାଚନ ୨୦୨୪କୁ ନେଇ ରାଜନୈତିକ ଉଷ୍ମତା ମଧ୍ୟରେ ପାକିସ୍ତାନର ଜଣେ ପୂର୍ବତନ ମନ୍ତ୍ରୀ କଂଗ୍ରେସ ଏମ୍‌ପି ରାହୁଲ ଗାନ୍ଧୀଙ୍କ ପ୍ରଶଂସା କରିଛନ୍ତି। ଇମରାନ ଖାନ୍‌ଙ୍କ କ୍ୟାବିନେଟ୍‌ର ପୂର୍ବତନ ମନ୍ତ୍ରୀ ଚୌଧୁରୀ ଫଓ୍ବାଦ୍‌ ହୁସେନ ନିଜର ସୋସିଆଲ…

ଇସ୍ରାଏଲ୍‌କୁ ଝଟ୍‌କା ଦେଲା ଭାରତ: ପାଲେଷ୍ଟାଇନ୍‌କୁ ଖୋଲାଖୋଲି ସମର୍ଥନ

ନ୍ୟୁୟର୍କ,୨।୫: ଇସ୍ରାଏଲ ଏବଂ ପାଲେଷ୍ଟାଇନକୁ ନେଇ ନିଜର ଅଭିବ୍ୟକ୍ତି ପ୍ରକାଶ କରିଛି ଭାରତ। ଇସ୍ରାଏଲ ପାଇଁ ଏକ ଝଟକା ବୋଲି ଦେଖାଯାଉଛି। ମିଳିତ ଜାତିସଂଘରେ ଇସ୍ରାଏଲ ଏବଂ ପାଲେଷ୍ଟାଇନ ପାଇଁ ଦୁଇ ରାଜ୍ୟ ସମାଧାନକୁ ଭାରତ ସମର୍ଥନ କରିଛି। ଜାତିସଂଘର ଏକ…

ବଞ୍ଚିଛନ୍ତି ଗୋଲଡି ବ୍ରାର, ଆମେରିକା ପୋଲିସ କହିଛି ମିଡିଆରେ ଦିଆଯାଇଥିବା ଖବର ମିଥ୍ୟା

ଚଣ୍ଡିଗଡ଼/ଓ୍ବାଶିଂଟନ, ୨।୫: ପଞ୍ଜାବର ଗ୍ୟାଙ୍ଗଷ୍ଟର ଗୋଲଡି ବ୍ରାର ଜୀବନ୍ତ। ତାଙ୍କ ମୃତ୍ୟୁ ଖବର ବୁଧବାର ଗଣମାଧ୍ୟମରେ ଆସିଛି। ପରବର୍ତ୍ତୀ ସମୟରେ, କାଲିଫର୍ନିଆର ଫ୍ରେସ୍ନୋ ପୋଲିସ ବିଭାଗ ଏହାକୁ ଅସ୍ବୀକାର କରିଥିଲା। ଗୁଳି ବିନିମୟରେ ଏହି ଦୁଇ ଆକ୍ରମଣକାରୀଙ୍କ ମଧ୍ୟରୁ ଜଣେ ହେଉଛନ୍ତି…

ମ୍ୟାନମାରରେ ଫସିଛନ୍ତି ୧୫୦୦ରୁ ଅଧିକ ହିନ୍ଦୁ, ଖାଦ୍ୟ ପାଇଁ ଡହଳ ବିକଳ

ରଖାଇନ,୨।୫: ମ୍ୟାନମାରର ରଖାଇନ ପ୍ରଦେଶର ବୁଟିଡାଙ୍ଗ ସହରରେ ଏକ ଭୟଙ୍କର ଯୁଦ୍ଧ ଆରମ୍ଭ ହୋଇଛି। ସେନା ଏବଂ ବିଦ୍ରୋହୀମାନଙ୍କ ମଧ୍ୟରେ ଲଢେଇ ହେତୁ ହିନ୍ଦୁ ତଥା ସେଠାରେ ରହୁଥିବା ରଖାଇନ ସମ୍ପ୍ରଦାୟର ଲୋକଙ୍କ ପାଇଁ ସାଧାରଣ ଜୀବନ କଷ୍ଟସାଧ୍ୟ ହୋଇପଡିଛି। ରିପୋର୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri