ଅନ୍ତର୍ଜାତୀୟ

ୟୁଟ୍ୟୁବ୍‌ ଦୁନିଆରେ ଇତିହାସ ରଚିଲେ ‘ମିଷ୍ଟର ବିଷ୍ଟ’: ହାସଲ କଲେ ବଡ଼ ଉପଲବ୍ଧି

ପ୍ରସିଦ୍ଧ ୟୁଟ୍ୟୁବର ଜିମି ଡୋନାଲ୍ଡସନ୍‌(ମିଷ୍ଟର ବିଷ୍ଟ ନାମରେ ଜଣାଶୁଣା) ଏକ ନୂତନ ରେକର୍ଡ ସୃଷ୍ଟି କରିଛନ୍ତି। ସେ ବିଶ୍ୱର ପ୍ରଥମ ୟୁଟ୍ୟୁବର ହୋଇପାରିଛନ୍ତି ଯାହାଙ୍କ ସବ୍‌ସ୍କ୍ରାଇବରଙ୍କ ସଂଖ୍ୟା ୩୦ କୋଟି ଅତିକ୍ରମ କରିଛି। ପ୍ରାୟ ମାସେ ପୂର୍ବେ ତାଙ୍କର ‘ମିଷ୍ଟର ବିଷ୍ଟ’…

ଗୁଳି ଫୁଟିବା ପରେ ଏମିତି କ’ଣ କହିଲେ ଟ୍ରମ୍ପ, ଚମକି ପଡିଲେ ପାଖରେ ଥିବା ଲୋକେ

ଓ୍ବାଶିଂଟନ,୧୪।୭: ଏକ ନିର୍ବାଚନ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳି କରାଯାଇଥିଲା। ଏହି ଘଟଣାର ଭିଡିଓ ସୋସିଆଲ ମିଡିଆରେ ମଧ୍ୟ ପ୍ରକାଶ ପାଇଥିଲା ଯେଉଁଥିରେ ଗୁଳି ବିନିମୟ ପରେ ଟ୍ରମ୍ପଙ୍କ କାନରୁ ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଥିଲା। ତେବେ…

ପୁଣି ସତ ହେଲା ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ: ଟ୍ରମ୍ପଙ୍କୁ ନେଇ କହିଥିଲେ ଏମିତି…

ଓ୍ବାଶିଂଟନ୍‌,୧୪।୭: ପେନସିଲଭାନିଆରେ ଏକ ରାଲିରେ ଆମେରିକାର ପୂର୍ବତନ ରାଷ୍ଟ୍ରପତିଙ୍କ ଉପରେ ହୋଇଥିବା ମରଣାନ୍ତକ ଆକ୍ରମଣ ସମଗ୍ର ବିଶ୍ୱକୁ ଚକିତ କରିଛି। ଯଦିଓ ଡୋନାଲ୍ଡ ଟ୍ରମ୍ପ ଏହି ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଥିଲେ, କିନ୍ତୁ ଟ୍ରମ୍ପଙ୍କ ଉପରେ ଆକ୍ରମଣ ପରେ ବର୍ତ୍ତମାନ ବାବା…

ଟ୍ରମ୍ପଙ୍କୁ ଗୁଳିମାଡ଼ କରିଥିବା ଯୁବକଙ୍କୁ ମିଳିସାରିଛି ଏହି ପୁରସ୍କାର

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରକୁ ପେନସିଲଭେନିଆର ବଟଲରରେ ନିର୍ବାଚନ ପ୍ରଚାର କରୁଥିବାବେଳେ ଗୁଳିମାଡ଼ ହୋଇଛି। ଗୁଳିଟି ତାଙ୍କ ଡାହାଣ କାନର ଉପର ଭାଗରେ ବାଜି ପଳାଇଥିଲା। ତେଣୁ ସେ ଅଳ୍ପକେ ବର୍ତ୍ତି ଯାଇଥିଲେ। ତେବେ ଏହି ଗୁଳିମାଡ଼…

ଟ୍ରମ୍ପଙ୍କୁ ହତ୍ୟା କରିବାର ଥିଲା ଯୋଜନା: ଏଫ୍‌ବିଆଇର ବଡ଼ ଖୁଲାସା

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ ହୋଇଛି। ପେନସିଲଭେନିଆ ଠାରେ ଟ୍ରମ୍ପ ଏକ ସାଧାରଣ ସଭାକୁ ସମ୍ବୋଧନ କରୁଥିବାବେଳେ ତାଙ୍କୁ ଗୁଳିମାଡ ହୋଇଥିଲା। ଏଥିରେ ତାଙ୍କର ଡାହାଣ ପଟ କାନରେ ମାଡ଼ ହୋଇଛି। ଏବେ ସେ ହସ୍ପିଟାଲରେ ଚିକିତ୍ସିତ…

‘ମୁଁ ଟ୍ରମ୍ପଙ୍କୁ ଘୃଣା କରେ’…ଗୁଳି ଚଳାଇବା ପୂର୍ବରୁ ଭିଡିଓ ଜାରି କରିଥିଲେ ଶୁଟ୍‌ର, ଦେଖନ୍ତୁ…

ଓ୍ବାଶିଂଟନ,୧୪।୭: ଏକ ନିର୍ବାଚନୀ ସଭାରେ ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏଥିରେ ତାଙ୍କ କାନରେ ଗୁଳି ବାଜିଛି। ଆହତ ଅବସ୍ଥାରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଏବେ ସେ ସୁସ୍ଥ ଅଛନ୍ତି। ଏସବୁ ମଧ୍ୟରେ ଟ୍ରମ୍ପଙ୍କ ଉପରେ…

ଥରିଲା ବିଶ୍ୱ: ଇନ୍ଦିରା ଗାନ୍ଧୀଙ୍କ ଠାରୁ ସିଞ୍ଜୋ ଆବେଙ୍କ ପରି ବିଶ୍ୱର ବଡ଼ ବଡ଼ ନେତାଙ୍କୁ ହୋଇଛି ମରଣାତ୍ମକ ଆକ୍ରମଣ, ହରାଇଛନ୍ତି ଜୀବନ…

ନୂଆଦିଲ୍ଲୀ,୧୪।୭: ଆମେରିକାରେ ଏକ ରାଲିରେ ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ହୋଇଛି ମରାଣାତ୍ମକ ଆକ୍ରମଣ। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ କାନରେ ରକ୍ତ ଦାଗ…

ଜଣାପଡ଼ିଲା ଟ୍ରମ୍ପଙ୍କୁ କିଏ ମାରିଛି ଗୁଳି

ୱାଶିଂଟନ, ୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ଗୁଳି ଚଳାଇଥିବା ବ୍ୟକ୍ତିଙ୍କ ପରିଚୟ ଖୋଜି ପାଇଛି ପୋଲିସ୍‌ । ମିଳିଥିବା ସୂଚନା ଅନୁସାରେ ଅଭିଯୁକ୍ତ ଜଣେ ୨୦ ବର୍ଷୀୟ ଯୁବକ । ଅଭିଯୁକ୍ତର ନାମ ମାଥ୍ୟୁ ବୋଲି ଜଣାପଡ଼ିଛି…

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ ନେଇ…

କାନ ଚିରି ବାହାରିଗଲା ଗୁଳି…ମରଣାନ୍ତକ ଆକ୍ରମଣ ପରେ ବଡ଼ ବୟାନ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ କାନରେ ରକ୍ତ ଦାଗ ଦେଖିବାକୁ ମିଳିଛି।…

ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ୱାଶିଂଟନ୍‌, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି । ପେନ୍‌ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ ଦେଇଥିଲେ…

୨୦୬୦ ପରେ କମିବାକୁ ଲାଗିବ ଭାରତର ଜନସଂଖ୍ୟା, ରିପୋର୍ଟରେ ଚମକାଇବା ଭଳି ତଥ୍ୟ

ନୂଆଦିଲ୍ଲୀ,୧୩।୭: ୨୦୬୦ ପରେ ଭାରତରେ ଜନସଂଖ୍ୟା କମିବା ଆରମ୍ଭ କରିବ। ମିଳିତ ଜାତିସଂଘ ବା ସଂଯୁକ୍ତ ରାଷ୍ଟ୍ରର ବିଶ୍ୱ ଜନସଂଖ୍ୟା ରିପୋର୍ଟ ଅନୁଯାୟୀ ୨୦୬୦ରେ ଭାରତର ଜନସଂଖ୍ୟା ସର୍ବାଧିକ ହେବ, କିନ୍ତୁ ଏହା ପରେ ଜନସଂଖ୍ୟା ହ୍ରାସ ପାଇବା ଆରମ୍ଭ କରିବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri