ଅନ୍ତର୍ଜାତୀୟ

୨୦୧୧-୨୦ରେ ଭାରତ ଅଧିକ ଉତ୍ତପ୍ତ, ଆର୍ଦ୍ର

ଦୁବାଇ,୬ା୧୨(ପି.ଟି.):ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ୨୦୧୧ରୁ ୨୦୨୦ ଦଶନ୍ଧିରେ ଭାରତ ଅଧିକ ଉତ୍ତପ୍ତ ଓ ଆର୍ଦ୍ର ରହିଥିଲା ବୋଲି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ)ର ନୂଆ ରିପୋର୍ଟରେ କୁହାଯାଇଛି। ଦୁବାଇରେ ଚାଲିଥିବା ଜାତିସଂଘ ଜଳବାୟୁ ସମ୍ମିଳନୀ ଅବସରରେ ମଙ୍ଗଳବାର ଉକ୍ତ ରିପୋର୍ଟ…

ଆଦାନୀ ଗ୍ରୁପ ବିରୋଧରେ ହିଣ୍ଡେନବର୍ଗ ରିପୋର୍ଟକୁ ନେଇ ଆମେରିକା ସରକାରଙ୍କ ବଡ ମନ୍ତବ୍ୟ, ରିପୋର୍ଟର ପ୍ରାସଙ୍ଗିତା ନାହିଁ

ନୂଆଦିଲ୍ଲୀ,୫।୧୨: ଗୌତମ ଆଦାନୀଙ୍କ ବିରୋଧରେ ହିଣ୍ଡେନବର୍ଗ ରିର୍ପୋଟରେ ଲଗାଯାଇଥିବା ଅଭିଯୋଗ ପ୍ରାସଙ୍ଗିକ ନୁହେଁ। ଏଭଳି ମନ୍ତବ୍ୟ ଦେଇଛନ୍ତି ଆମେରିକା ସରକାର। ଏପରି କହିବା ସହ ଆମେରିକା ଆଦାନୀ ଗ୍ରୁପକୁ ଶ୍ରୀଲଙ୍କାରେ କଣ୍ଟେନର ଟର୍ମିନାଲ ପାଇଁ ୫୫.୩କୋଟି ଆମେରିକା ଡଲାର ଋଣ ଦେଇଛି।…

ଭେଣ୍ଟିଲେଟରରେ ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର, ପାକିସ୍ତାନରେ ଦିଆଯାଇଛି ବିଷ!

ନୂଆଦିଲ୍ଲୀ,୫।୧୨: ମୁମ୍ବାଇ ଆକ୍ରମଣର ମାଷ୍ଟରମାଇଣ୍ଡ ସାଜିଦ ମିର ଜୀବନମରଣ ସହ ସଂଘର୍ଷ କରୁଛନ୍ତି। ଲଶ୍କର-ଏ-ତୋଏବାର ଏହି ଆତଙ୍କବାଦୀଙ୍କୁ ପାକିସ୍ତାନରେ ବିଷ ଦିଆଯାଇଛି। ସେ ସେଠାର ଏକ ଡାକ୍ତରଖାନାରେ ଭେଣ୍ଟିଲେଟରରେ ଅଛନ୍ତି। ତେବେ କୋଟ ଲାଖପତ ଜେଲରେ ବନ୍ଦୀ ଥିବା ମିରଙ୍କୁ ହଠାତ…

ବିଶ୍ୱର ଟପ୍‌ ୧୦୦ ଅସ୍ତ୍ରଶସ୍ତ୍ର ନିର୍ମାତା କମ୍ପାନୀ ତାଲିକାରେ ୩ଭାରତୀୟ କମ୍ପାନୀ

ନୂଆଦିଲ୍ଲୀ,୫।୧୨: ମେକ ଇନ ଇଣ୍ଡିଆ ଓ ଆତ୍ମ ନିର୍ଭର ହୋଇ ଭାରତ ବିଶ୍ୱରେ ନିଜର ଗୋଟିକ ପରେ ଗୋଟିଏ ଛାପ ଛାଡିଛି। ଚନ୍ଦ୍ରର ଦକ୍ଷିଣ ମେରୁରେ ଚନ୍ଦ୍ରାୟାନ ଓହ୍ଲାଇ ବିଶ୍ୱରେ ପ୍ରଥମ ଦେଶ ଭାବେ ଇତିହାସ ରଚି ସାରିଛି। ବର୍ତ୍ତମାନ ଅସ୍ତ୍ରଶସ୍ତ୍ର…

ଜିତିଯିବେ ପୁଟିନ

ଓ୍ବାଶିଂଟନ,୫।୧୨: ରୁଷ-ୟୁକ୍ରେନ ଯୁଦ୍ଧ ମଧ୍ୟରେ ହ୍ବାଇଟ ହାଉସ ଆମେରିକା କଂଗ୍ରେସକୁ ଚେତାବନୀ ଦେଇଛି। ହ୍ବାଇଟ ହାଉସ କହିଛି ଯଦି ୟୁକ୍ରେନକୁ ସହାୟତା ବନ୍ଦ ହୋଇଯାଏ ତେବେ ପୁଟିନ ଜିତିପାରିବେ। ହ୍ବାଇଟ ହାଉସ ସୋମବାର ଏକ ଚେତାବନୀ ଦେଇଛି ଯେ ୟୁକ୍ରେନକୁ ଆମେରିକାର…

ଉତ୍ତର କୋରିଆରେ କମୁଛି ଶିଶୁ ଜନ୍ମ ହାର, କିମ କହିଲେ ଅଧିକ ସନ୍ତାନ ପ୍ରସବ କରନ୍ତୁ ମହିଳା

ସିଓଲ,୫।୧୨: ଉତ୍ତର କୋରିଆର ଏକ ଛତ୍ରବାଦୀ ଶାସକ କିମ ଜୋଙ୍ଗ ଉନ ଦେଶର ଶକ୍ତି ବୃଦ୍ଧି ପାଇଁ ମହିଳାମାନଙ୍କୁ ଅଧିକ ସନ୍ତାନ ପ୍ରସବ କରିବାକୁ କହିଛନ୍ତି। ସେ କହିଛନ୍ତି ଯେ ଦେଶରେ ଜନ୍ମ ହାର ହ୍ରାସକୁ ବନ୍ଦ କରିବା ମହିଳାଙ୍କ କର୍ତ୍ତବ୍ୟ।…

ଭୁଲ ବଶତଃ ଗାଁ ଉପରେ ଡ୍ରୋନ ଆଟାକ, ୮୦ରୁ ଅଧିକ ମୃତ, ୬୦ରୁ ଅଧିକ ଆହତ

ଅବୁଜା,୫।୧୨: ଆଫ୍ରିକୀୟ ଦେଶ ନାଇଜେରିଆର ଏକ ଗ୍ରାମରେ ଭୁଲରେ ସେନା ଡ୍ରୋନ ଆକ୍ରମଣରେ ମୁସଲମାନ ପର୍ବ ପାଳନ କରୁଥିବା ଡଜନେ ସାଧାରଣ ନାଗରିକଙ୍କ ମୃତ୍ୟୁ ଘଟିଥିଲା। ନାଇଜେରିଆର ସ୍ଥାନୀୟ ଅଧିକାରୀଙ୍କ ସମେତ ସେନା ସହ ଜଡିତ ଲୋକମାନେ ସୂଚନା ଦେଇଛନ୍ତି ଯେ…

ରୁଷିଆ ସେନା ପାଇଁ ଲଢ଼ୁଥିବା ୬ ନେପାଳୀ ଯବାନ ନିହତ

କାଠମାଣ୍ଡୁ,୪ା୧୨(ପି.ଟି.): ୟୁକ୍ରେନ ବିରୋଧରେ ରୁଷିଆ ସେନାରେ ଲଢ଼ୁଥିବା ୬ ନେପାଳୀ ସୈନ୍ୟ ନିହତ ହୋଇଥିବା ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ସେନାରେ ନେପାଳୀଙ୍କୁ ନିଯୁକ୍ତି ନ ଦେବାକୁ ନେପାଳ ବର୍ହିବ୍ୟାାର ମନ୍ତ୍ରଣାଳୟ ମସ୍କୋକୁ କହିଛି। ଯୁଦ୍ଧରେ ପ୍ରାଣ ହରାଇଥିବା ନେପାଳୀ…

୩ ଡ୍ରୋନ୍‌କୁ ଖସାଇଲା ଆମେରିକା ଯୁଦ୍ଧଜାହାଜ

ଦୁବାଇ,୪ା୧୨: ୟେମେନ୍‌ର ହୌଥି ବିଦ୍ରୋହୀମାନେ ଲୋହିତ ସାଗରରେ ୩ଟି ବାଣିଜି୍ୟକ ଜାହାଜକୁ ମିଶାଇଲ୍‌ ମାଡ଼ କରିଛନ୍ତି। ଫଳରେ ଆମେରିକା ଯୁଦ୍ଧଜାହାଜ ଆତ୍ମରକ୍ଷା ପାଇଁ ୩ଟି ଡ୍ରୋନ୍‌କୁ ଗୁଳିକରି ଖସାଇଦେଇଛି। ଦୀର୍ଘ ସମୟ ଧରି ଏହି ଗୁଳିବିନିମୟ ହୋଇଥିଲା। ଅନ୍ୟପକ୍ଷେ ଆକ୍ରମଣ ପାଇଁ…

ଫେସ୍‌ବୁକ୍‌-ଇନ୍‌ଷ୍ଟାଗ୍ରାମର ପୋଲ୍‌ ଖୋଲିଦେଲେ ଏଲନ ମସ୍କ

କାଲିଫର୍ନିଆ,୪।୧୨: ଏକ୍ସ ସିଇଓ ଏଲନ ମସ୍କ ଏକ୍ସରେ ଏକ ପୋଷ୍ଟ ଶେୟାର କରିଛନ୍ତି। ଏହି ପୋଷ୍ଟ ମାଧ୍ୟମରେ ଏଲନ ମସ୍କ ମେଟାର ଫେସବୁକ ଏବଂ ଇନଷ୍ଟାଗ୍ରାମ ତୁଳନାରେ ଏକ୍ସର ଅର୍ଗାନିକ୍‌ ଟ୍ରାଫିକ ଅଧିକ ବୋଲି କହିଛନ୍ତି। ଏହି ଦୁଇଟି ପ୍ଲାଟଫର୍ମରେ ଟ୍ରାଫିକ…

ଗାଜାରେ ଆକ୍ରମଣକୁ ତୀବ୍ର କଲା ଇସ୍ରାଏଲ, ୨୪ ଘଣ୍ଟାରେ ୭୦୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଥିବା ଦାବି

ଜେରୁଜେଲମ,୪।୧୨: ଗତ ୨୪ଘଣ୍ଟା ମଧ୍ୟରେ ଗାଜାରେ ଇସ୍ରାଏଲର ଏୟାର ଷ୍ଟ୍ରାଇକରେ ଶତାଧିକ ପାଲେଷ୍ଟାଇନୀୟଙ୍କ ମୃତ୍ୟୁ ଘଟିଛି। ଗାଜାର ଦ୍ୱିତୀୟ ବୃହତ୍ତମ ସହର ଖାନ ୟୁନିସ ଆଖପାଖ ଅଞ୍ଚଳକୁ ଖାଲି କରିବାକୁ ଇସ୍ରାଏଲ ସୈନ୍ୟ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି। ଅଲ-ଜଜିରା ଗାଜାରେ ଥିବା…

ଆଗ୍ନେୟଗିରିରେ ବିସ୍ଫୋରଣ: ଚାଲିଗଲା ୧୧ ପର୍ବତାରୋହୀଙ୍କ ଜୀବନ, ଅନେକ ନିଖୋଜ

ଜାକର୍ତ୍ତା,୪।୧୧: ଇଣ୍ଡୋନେସିଆର ପଶ୍ଚିମ ସୁମାତ୍ରାରେ ମେରାପୀ ଆଗ୍ନେୟଗିରିର ବିସ୍ଫୋରଣରେ ୧୧ ଜଣ ପର୍ବତାରୋହୀଙ୍କ ମୃତ୍ୟୁ ଘଟିଛି। ଉଦ୍ଧାରକାରୀ ଦଳ ସମସ୍ତ ୧୧ ଜଣ ପର୍ବତାରୋହୀଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ଆଗ୍ନେୟଗିରି ନିକଟରେ ତିନିଜଣ ପର୍ବତାରୋହୀ ଜୀବନ୍ତ ଥିବା ଜଣାପଡିଛି ଏବଂ ଅନେକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri