ମିଡଲ ଇଷ୍ଟରେ ହେବ ମହାଯୁଦ୍ଧ! ଇସ୍ରାଏଲ ଆକ୍ରମଣର ଜବାବ ଦେଲା ଇରାନ
ଦୁବଇ,୧୯।୪: ମଧ୍ୟ ପୂର୍ବରେ ଯୁଦ୍ଧର ନିଆଁ ପୁଣି ଜଳିଛି। ଇରାନ ଉପରେ ଆକ୍ରମଣ କରି ଇସ୍ରାଏଲ ଯୁଦ୍ଧ ଘୋଷଣା କରିଛି। ତେବେ ଇରାନ ମଧ୍ୟ ଇସ୍ରାଏଲର ଆକ୍ରମଣକୁ ପ୍ରତିହତ କରି ପ୍ରତିଶୋଧ ନେଇ କ୍ଷେପଣାସ୍ତ୍ର ନିକ୍ଷେପ କରିଛି। ନ୍ୟୁଜ ଏଜେନ୍ସି ଏପି…
ହେଲିକପ୍ଟର ଦୁର୍ଘଟଣାରେ କେନିଆର ପ୍ରତିରକ୍ଷା ମୁଖ୍ୟଙ୍କ ସମେତ ୯ ମୃତ୍ୟୁ
ନୈରୋବି,୧୯।୪: ଏକ ହେଲିକପ୍ଟର ଦୁର୍ଘଟଣାରେ ଗୁରୁବାର କେନିଆର ପ୍ରତିରକ୍ଷା ମୁଖ୍ୟ ଫ୍ରାନସିସ ଓମୋଣ୍ଡି ଓଗୋଲାଙ୍କ ମତ୍ୟୁ ଘଟିଛି। ତାଙ୍କ ସହ ହେଲିକପ୍ଟରରେ ଥିବା ୯ଜଣ ଲୋକ ମଧ୍ୟ ପ୍ରାଣ ହରାଇଛନ୍ତି। କେନିଆର ରାଷ୍ଟ୍ରପତି ୱିଲିୟମ ରୁଟୋ ଏହି ଘଟଣା ସମ୍ପର୍କରେ ସୂଚନା…
ଇରାନ୍ ଉପରେ ବଦ୍ଲା ନେଲା ଇସ୍ରାଏଲ୍
ଜେରୁଜେଲମ୍,୧୯।୪: ଇସ୍ରାଏଲ ଶୁକ୍ରବାର ଇରାନ ଉପରେ ବଦ୍ଲା ନେଇଛି। ଇରାନର ଅନେକ ସହର ଉପରେ ମିଶାଇଲ ମାଡ କରିଛି ଇସ୍ରାଏଲ। ଇରାନର ନ୍ୟୁକ୍ଲିୟର୍ ପ୍ଲାଣ୍ଟ ଉପରେ ମଧ୍ୟ ମିଶାଇଲ ମାଡ ହୋଇଛି। ଇରାନର ସରକାରୀ ନ୍ୟୁଜ୍ ଏଜେନ୍ସି ମୁତାବକ,ଇରାନର ଇସାଫହାନ ସହରର…
ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକାର ସମର୍ଥନ
ଓ୍ବାଶିଂଟନ,୧୮ା୪: ଏକବିଂଶ ଶତାବ୍ଦୀର ବିଶ୍ୱର ପ୍ରତିଫଳନ ପାଇଁ ସୁରକ୍ଷା ପରିଷଦ ସମେତ ଜାତିସଂଘରେ ସଂସ୍କାର ପ୍ରସ୍ତାବକୁ ଆମେରିକା ସମର୍ଥନ ଜଣାଇଛି। ଜାତିସଂଘ ସୁରକ୍ଷା ପରିଷଦ (ୟୁଏନ୍ଏସ୍ସି)ରେ ଭାରତକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ପାଇଁ ଦାବି ବଢ଼ୁଥିବା ବେଳେ ଆମେରିକା…
ଦୁବଇରେ ଦେଖିବାକୁ ମିଳିଲା ଅଦ୍ଭୁତ ଦୃଶ୍ୟ, ଦେଖୁ ଦେଖୁ ଆକାଶ ହୋଇଗଲା ସବୁଜ, ଦେଖନ୍ତୁ ଭିଡିଓ
ଦୁବଇ,୧୮।୪: ଗତ କିଛି ଦିନ ହେବ ଦୁବଇର ପାଗରେ ଅନେକ ପରିବର୍ତ୍ତନ ଦେଖାଯାଉଛି । ଯେଉଁଠାରେ ୭୫ ବର୍ଷ ମଧ୍ୟରେ ପ୍ରବଳ ବର୍ଷା ସହରକୁ ବୁଡ଼ାଇ ଦେଇଥିଲା, ଯାହା ପରେ ଦେଶ ଯେମିତି ସ୍ଥିର ହୋଇଗଲା। ପ୍ରବଳ ବର୍ଷା ପରେ ଅନେକ…
ପ୍ରତିଦିନ ଚୋରି ହେଉଛି ୬ ଲକ୍ଷ ଲିଟର ପାଣି
ମେକ୍ସିକୋ ସିଟି,୧୮।୪: ଚୋରମାନଙ୍କ ଦ୍ୱାରା ଜଳର କଳାବଜାରି ଯୋଗୁଁ ମେକ୍ସିକୋରେ ହ୍ରଦ ଶୁଖିଯାଉଛି। ଚୋରମାନେ ସମଗ୍ର ହ୍ରଦକୁ ନିଷ୍କାସନ କରି ଦିନକୁ ପ୍ରାୟ ୬ଲକ୍ଷ ଲିଟର ପାଣି ଚୋରି କରୁଛନ୍ତି। ସିଏନଏନର ଏକ ରିପୋର୍ଟ ଅନୁଯାୟୀ, ଯେତେବେଳେ ଅଧିକାରୀମାନେ ହ୍ରଦର ଜଳସ୍ତର…
ଭୂକମ୍ପର ଜୋରଦାର ଝଟ୍କାରେ ଥରିଲା ଜାପାନ, ୯ ଆହତ, ନାହିଁ ସୁନାମି ଚେତାବନୀ
ଟୋକିଓ,୧୮।୪: ବୁଧବାର ବିଳମ୍ବିତ ରାତିରେ ଦକ୍ଷିଣ-ପଶ୍ଚିମ ଜାପାନରେ ହୋଇଥିବା ଏକ ଶକ୍ତିଶାଳୀ ଭୂକମ୍ପରେ ୯ଜଣ ଆହତ ହୋଇଛନ୍ତି। ଗତକାଲି ଅର୍ଥାତ୍ ବୁଧବାର ରାତିରେ ୬.୬ ମ୍ୟାଗ୍ନିଚ୍ୟୁଡର ଏକ ଭୂକମ୍ପ ଅନୁଭୂତ ହୋଇଥିଲା, କିନ୍ତୁ ସୁନାମି ହେବାର କୌଣସି ବିପଦ ନାହିଁ। ଜାପାନର…
‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ରୋକିବା କଷ୍ଟକର’
ଇସଲାମାବାଦ,୧୮।୪: କେବଳ ଭାରତରେ ନୁହେଁ ସମଗ୍ର ବିଶ୍ୱରେ ଭାରତର ଲୋକ ସଭା ନିର୍ବାଚନ ବିଷୟରେ ଆଲୋଚନା ହେଉଛି। ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବା ପାଇଁ ଭାଜପା ଲାଗି ପ୍ରଚାର କରୁଥିବା ବେଳେ ବିରୋଧୀମାନେ ମଧ୍ୟ…
ଭାରତ ସପକ୍ଷରେ ଯୁକ୍ତି ବାଢିଲେ ଏଲନ ମସ୍କ
ନ୍ୟୁୟର୍କ,୧୮।୪: ମିଳିତ ଜାତିସଂଘ ସୁରକ୍ଷା ପରିଷଦ (ୟୁଏନଏସସି) ରେ ସ୍ଥାୟୀ ଆସନ ପାଇଁ ଭାରତର ଦାବି ପ୍ରସଙ୍ଗ ପୁଣି ଉଠିବା ଆରମ୍ଭ କରିଛି। ଟେସଲା ସିଇଓ ଏଲନ ମସ୍କ ଏ ସମ୍ପର୍କରେ ନିଜର ମତ ଦେଇଛନ୍ତି। ମସ୍କ କହିଛନ୍ତି, ଭାରତ ଏକ…
‘ଟାଇମ୍’ ମାଗାଜିନ ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱ ତାଲିକାରେ ସାକ୍ଷୀ ମଲିକ୍-ଆଲିଆ ଭଟ୍ଟ
ନୂଆଦିଲ୍ଲୀ, ୧୭।୪: ଟାଇମ୍ ମାଗାଜିନ୍ ୨୦୨୪ ବର୍ଷର ୧୦୦ ପ୍ରଭାବଶାଳୀ ବ୍ୟକ୍ତିତ୍ୱର ତାଲିକା ପ୍ରକାଶ କରିଛି। ବୁଧବାର ସନ୍ଧ୍ୟାରେ ପ୍ରକାଶିତ ଏହି ତାଲିକାରେ ଦୁଇ ଭାରତୀୟଙ୍କ ନାମ ରହିଛି। ଅଲିମ୍ପିକ୍ ପଦକ ବିଜେତା ସାକ୍ଷୀ ମଲିକ୍ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟ…
ଏଲନ ମସ୍କଙ୍କ ‘ଏକ୍ସ’କୁ ବ୍ୟାନ୍ କଲା ପାକିସ୍ତାନ
ଇସଲାମାବାଦ,୧୭।୪: ପାକିସ୍ତାନ ଏଲନ ମସ୍କଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ(ପୂର୍ବରୁ ଟୁଇଟର)କୁ ବ୍ୟାନ୍ କରିଦେଇଛି। ଦେଶର ସୁରକ୍ଷା ପ୍ରତି ବିପଦ ଦର୍ଶାଇ ଫେବୃଆରୀରେ ହିଁ ଏକ୍ସକୁ ବ୍ୟାନ୍ କରିବାକୁ ନେଇ ସରକାର ଏନେଇ ଆଦେଶ ଦେଇଥିଲେ। ହେଲେ ବୁଧବାର ଏହି ବ୍ୟାନ୍କୁ…
ଜେଲ ପରିବର୍ତ୍ତେ ହାଉସ ଆରେଷ୍ଟ ହେଲେ ମ୍ୟାନମାର ନେତା ଆଙ୍ଗ ସାନ ସୁ କି, କାହିଁକିଁ ଏମିତି ନିଷ୍ପତ୍ତି ନେଲା ସେନା
ବ୍ୟାଙ୍ଗକକ,୧୭।୪: ମ୍ୟାନମାରର ମାନବାଧିକାର ଓକିଲ ଅଙ୍ଗ ସାନ ସୁ କି ଅନେକ ବର୍ଷ ଜେଲ ଦଣ୍ଡ ଭୋଗୁଛନ୍ତି। ଏହି ସମୟରେ ଦେଶରେ ପ୍ରବଳ ଗରମ ଓ ହିଟଓ୍ବେଭ ଯୋଗୁଁ ତାଙ୍କୁ ଜେଲରୁ ଅଣାଯାଇଥିଲା। ବର୍ତ୍ତମାନ ଅଙ୍ଗ ସାନ ସୁ କିଙ୍କୁ ହାଉସ…
Archives


